Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବଦଳିବ ନାଁ, ‘ଲକ୍ଷ୍ମୀ’ ଜାଗାରେ ‘ମୁଖ୍ୟମନ୍ତ୍ରୀ ବସ୍ ସେବା’

ଭୁବନେଶ୍ବର: ହଟିବ ଲକ୍ଷ୍ମୀ ବସର ନାଁ । ଲେଖା ହେବ ‘ମୁଖ୍ୟମନ୍ତ୍ରୀ ବସ ସେବା’ । ଲକ୍ଷ୍ମୀ ବସ୍‌  ଭବିଷ୍ୟତ ନେଇ ଆଜି ସ୍ପଷ୍ଟ କରିଛନ୍ତି ପରିବହନ ମନ୍ତ୍ରୀ ବିଭୁତି ଜେନା । ଲକ୍ଷ୍ମୀ ବସ୍‌ ନାଁ ବଦଳାଇ ଏହାକୁ ମୁଖ୍ୟମନ୍ତ୍ରୀ ବସ୍‌ ସେବା କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।  ଯାହା…

ବଦଳିପାରେ ହାଇସ୍କୁଲ ଛାତ୍ରଛାତ୍ରୀଙ୍କ ୟୁନିଫର୍ମ ରଙ୍ଗ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ବର: ପୁଣି ବଦଳିପାରେ ସ୍କୁଲ ୟୁନିଫର୍ମର ରଙ୍ଗ । ଏନେଇ ଆଜି ସଙ୍କେତ ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ତେବେ କେବଳ ହାଇସ୍କୁଲ ପିଲାଙ୍କ ଡ୍ରେସର ରଙ୍ଗରେ ପରିବର୍ତ୍ତନ କରାଯାଇପାରେ । ପ୍ରାଇମେରୀ ସ୍କୁଲ ପିଲାଙ୍କ ଡ୍ରେସ୍ ର ରଙ୍ଗ ଯେମିତି ଅଛି, ସେମିତି ହିଁ ରହିବ…

‘ରାଜ୍ୟରେ ଖୋଲିବ ୨୦୦ ଗୋଶାଳା, ଗୋଚାଲାଣ କଲେ ନିଆଯିବ କଡା କାର୍ଯ୍ୟାନୁଷ୍ଠାନ’

ଭୁବନେଶ୍ବର: ଗୋ-ସୁରକ୍ଷା ଓ ମାଛ ଚାଷ କୁ ନେଇ ବଡ ବୟାନ ଦେଲେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ । ସେ କହିଛନ୍ତି, ରାଜ୍ୟରେ ବୃଦ୍ଧି ପାଉଥିବା ଗୋଚାଲାଣକୁ ରୋକିବା ପାଇଁ ସ୍ୱତନ୍ତ୍ର ରୋଡମ୍ୟାପ୍ ପ୍ରସ୍ତୁତ କରାଯାଇଛି । ଗୋଚାଳାଣ କରୁଥିବା ବ୍ୟକ୍ତିଙ୍କ ଉପରେ କଡା…

ବଲ୍ଲେ ବଲ୍ଲେ ଢ଼ାବା ଓ ଲଜକୁ ସିଲ୍ ପରେ ଆଜି ଖାଲି ହେଉଛି ଢାବା

ଯାଜପୁର: ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ପରେ ପ୍ରଣବ ବଳବନ୍ତରାୟଙ୍କ ପାଳି । ଧର୍ମଶାଳା ଭବନରେ ଥିବା ବଲ୍ଲେ ବଲ୍ଲେ ଢାବା ସିଲ୍ କରିବା ନିର୍ଦ୍ଦେଶ ପରେ ଢ଼ାବା କୁ ଖାଲି କରାଯାଉଛି । ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁ ଙ୍କ ନିର୍ଦ୍ଦେଶ ପରେ ଢାବା ସିଲ କରିବାକୁ…

ଫାଇନାଲରେ ଟସ ହାରିବା ଟିମ ଥରେ ହୋଇଛି ଚାମ୍ପିୟନ

କିଙ୍ଗଷ୍ଟନ ଓଭାଲ: ଟି୨୦ ବିଶ୍ୱକପ କ୍ରିକେଟ ୨୦୨୪ର ଫାଇନାଲ ମ୍ୟାଚ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବ । ଉଭୟ ଟିମ ଏଥର ଅପରାଜେୟ ଭାବେ ଫାଇନାଲକୁ ଉନ୍ନୀତ ହୋଇଛନ୍ତି । ତେବେ ଟି୨୦ ବିଶ୍ୱକପ ଫାଇନାଲର ଟସକୁ ନେଇ ରୋଚକ ତଥ୍ୟ ସମ୍ମୁଖକୁ ଆସିଛି । ଟାଇଟଲ ମୁକାବିଲାରେ ଚେଜ କରିବା ଟିମ…

ଧାନ ମଣ୍ଡିରେ ଲାଗିବ ସିସିଟିଭି

ଭୁବନେଶ୍ବର: ରାଜ୍ୟର ସବୁ ଧାନ ମଣ୍ଡିରେ ଲାଗିବ ସିସି କ୍ୟାମେରା । ମଣ୍ଡିରେ ଦୁର୍ନୀତି ରୋକିବା ପାଇଁ କିଛି ଏମିତି ପଦକ୍ଷେପ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।  ଏନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଖାଲି ସେତିକି ନୁହେଁ,…

ମୁଖ୍ୟ ଶାସନ ସଚିବ ନିଯୁକ୍ତି: ଆଉ କେଉଁ ଅଣଓଡିଆ ଏହି ପଦରେ ବସିଥିଲେ?

ଭୁବନେଶ୍ୱର: ଆଇଏଏସ ମନୋଜ ଆହୁଜାଙ୍କୁ ନେଇ ବିଭିନ୍ନ ଚର୍ଚ୍ଚା। ଓଡ଼ିଆ ଅସ୍ମିତାକୁ ପ୍ରସଙ୍ଗ କରି ବିଜେପି ନିର୍ବାଚନ ଜିତିଲା କିନ୍ତୁ ଜଣେ ଅଣ ଓଡ଼ିଆଙ୍କୁ ମୁଖ୍ୟ ଶାସନ ସଚିବ ଆସନରେ ବସାଇବା ନେଇ ଚର୍ଚ୍ଚା ହେଉଛି। ନବୀନ ସରକାର ୨୪ ବର୍ଷ ରାଜ୍ୟରେ କ୍ଷମତା ରହିଲେ। କିନ୍ତୁ ଏହି…

ବିଦ୍ୟୁତ ତାର ସଂସ୍ପର୍ଶରେ ଶ୍ରମିକ ମୃତ

ବଲାଙ୍ଗୀର: ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଜଣେ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗୀର ଜିଲ୍ଲୀ ଡୁଙ୍ଗରିପଡାର ଘଟଣା । ଗଛ କାଟୁଥିବା ସମୟରେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲେ ଶ୍ରମିକ ଜଣଙ୍କ । ମୃତ ଶ୍ରମିକ ଜଣଙ୍କ ହେଲେ କାଲିଝରଣ ଗାଁର କୁମାର ହରପାଳ । ଖବର ମୁତାବକ,…

ସାନ ଶଢୁଙ୍କୁ ଗୁଳିକରି ହତ୍ୟା କଲା ବଡ଼ ଶଢୁ

ପୁରୀ: ପାରିବାରିକ କଳହ ଉଜାଡି ଦେଲା ସଂସାର । ସାନ ସଢୁଙ୍କୁ ଗୁଳିକରି ହତ୍ୟା କଲା ବଡ଼ ସଢୁ । ଏଭଳି ଅଭିଯୋଗ ଆସିଛି ପୁରୀ ଜିଲ୍ଲା ଡେଲାଙ୍ଗ ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗାଁରେ । ମୃତକ ହେଲେ ନରେନ୍ଦ୍ର ମଲ୍ଲିକ । ଏନେଇ ଗାଁରେ ଉତ୍ତେଜନା ପରିସ୍ଥିତି ସୃଷ୍ଟି ହୋଇଛି । ତେବେ…

ଅଗଷ୍ଟ ୨୧ରୁ ସେପ୍ଟେମ୍ୱର ୪ ମଧ୍ୟରେ ହେବ ୟୁଜିସି ନେଟ୍ ପରୀକ୍ଷା

ନୂଆଦିଲ୍ଲୀ: ୟୁଜିସି ନେଟ୍ ପାଇଁ ନୂଆ ତାରିଖ ଘୋଷଣା କଲା ଏନଟିଏ । ଅଗଷ୍ଟ ୨୧ ରୁ ସେପ୍ଟେମ୍ବର ୪ ତାରିଖ ମଧ୍ୟରେ ହେବ ଏହି ପରୀକ୍ଷା । ଏଥିସହ ଜଏଣ୍ଟ ସିଏସଆଇଆର ୟୁଜିସି-ନେଟ୍ ତାରିଖ ମଧ୍ୟ ଘୋଷଣା ହୋଇଛି । ଜୁଲାଇ ୨୫ ରୁ ୨୭ ତାରିଖ ମଧ୍ୟରେ ପରୀକ୍ଷା କରାଯିବ । ସେହିପରି ଏନଟିଏର…