Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କେଉଁଠି ଆଇପିଏସ୍‌ ଆଶିଷ ସିଂହ, ପୋଲିସ ଡିଜିଙ୍କୁ ପଚାରିଲା ଗୃହ ବିଭାଗ

ଭୁବନେଶ୍ଵର: ଆଇପିଏସ୍‌ ଆଶିଷ ସିଂହ ଏବେ କେଉଁଠି ବୋଲି ଓଡିଶା ପୋଲିସ ଡିଜିଙ୍କୁ ପଚାରିଲା ଗୃହ ବିଭାଗ । ଏନେଇ ପୋଲିସ ଡିଜିଙ୍କୁ ଚିଠି ପଠାଇଛନ୍ତି ଗୃହ ବିଭାଗ ଅତିରିକ୍ତ ସଚିବ । ସ୍ବାସ୍ଥ୍ୟଗତ କାରଣ ନେଇ ମେ’ ୪ରୁ ମାସେ ଛୁଟି ନେଇଥିଲେ ବିବାଦୀୟ ଆଇପିଏସ ଅଫିସର ଆଶିଷ ସିଂହ । ଏବେ ଆଶିଷ…

ଘରୋଇକରଣ ହେବ ଭୁବନେଶ୍ବର ସମେତ ୧୧ଟି ବିମାନ ବନ୍ଦର

ଭୁବନେଶ୍ୱର: ଦେଶର ୧୧ଟି ବିମାନ ବନ୍ଦରକୁ ଘରୋଇକରଣ କରାଯିବ । ସେଥିମଧ୍ୟରେ ରହିଛି ଭୁବନେଶ୍ୱର, ଇନ୍ଦୋର, ରାୟପୁର, ତ୍ରିଚି, ଅମୃତସର, କାଲିକଟ, କୋଏମ୍ବାଟୁର, ନାଗପୁର, ପାଟନା, ମଦୁରାଇ, ସୁରଟ, ରାଞ୍ଚି, ଯୋଧପୁର, ଚେନ୍ନାଇ, ବିଜୟୱାଡା, ଭଦୋଦରା, ଭୋପାଳ, ତିରୁପତି, ହବଲି, ଇମ୍ଫାଲ,…

ସୁଧୁରୁଛି ଜଗାର ସ୍ବାସ୍ଥ୍ୟାବସ୍ଥା, ସ୍କୁଲ ଯିବାନେଇ ପ୍ରସ୍ତୁତି ଆରମ୍ଭ

ଭୁବନେଶ୍ବର: କନ୍ଧମାଳର ବହୁଚର୍ଚ୍ଚିତ ଯୋଡ଼ାମୁଣ୍ଡ ଶିଶୁ ଜଗା ଏବେ ଧିରେ ଧିରେ ସୁସ୍ଥ ହେବାରେ ଲାଗିଛି । ଜଗା ଏବେ ୧୦ ବର୍ଷ ରେ ପାଦ ଦେଇଥିବାବେଳେ ତା'ର ପାଠପଢାକୁ ନେଇ ଜିଲ୍ଲାପାଳଙ୍କୁ ଭେଟି ଜଗାର ସ୍କୁଲ ଆରମ୍ଭ କରିବା ନେଇ ଆଲୋଚନା କରିଛନ୍ତି ପରିବାର ଲୋକେ । ଏନେଇ ଜିଲ୍ଲା ପ୍ରଶାସନ ଓ…

‘ଦେଶରେ ଅନୁସନ୍ଧାନକାରୀ ସଂସ୍ଥାଗୁଡ଼ିକୁ ଅପବ୍ୟବହାର କରାଯାଉଛି,

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସଂସଦର ମିଳିତ ବୈଠକକୁ ସମ୍ବୋଧନ କରିଛନ୍ତି । ଏହି ଅବସରରେ ମୁର୍ମୁ ଦେଶରେ ୧୯୭୫ ମସିହାରେ ଲାଗୁ ହୋଇଥିବା ଜରୁରୀକାଳୀନ ପରିସ୍ଥିତି ବିଷୟରେ ଉଲ୍ଲେଖ କରିଛନ୍ତି । ଏହାକୁ ନେଇ ବର୍ତ୍ତମାନ ଆମ୍ ଆଦମୀ ପାର୍ଟିର ସାଂସଦ ସଞ୍ଜୟ ସିଂ କେନ୍ଦ୍ର…

୭୦ ବର୍ଷରୁ ଉର୍ଦ୍ଧ୍ବ ପ୍ରତ୍ୟେକ ଭାରତୀୟଙ୍କୁ ମିଳିବ ମାଗଣା ସ୍ୱାସ୍ଥ୍ୟସେବା

ନୂଆଦିଲ୍ଲୀ: ଭାରତ ସରକାରଙ୍କ ଆୟୁଷ୍ମାନ ଭାରତ ସ୍ୱାସ୍ଥ୍ୟ ବୀମା ଯୋଜନାରେ ୭୦ ବର୍ଷ ବୟସରୁ ଅଧିକ ସମସ୍ତ ଭାରତୀୟଙ୍କୁ ମାଗଣାରେ ଚିକିତ୍ସା ସୁବିଧା ପ୍ରଦାନ କରାଯିବ । ଆଜି ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବା ବେଳେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏପରି ଘୋଷଣା କରିଛନ୍ତି । ଏହି ଯୋଜନା…

ଘରୋଇ କଳିର କରୁଣ ପରିଣତି; ବାପାକୁ ପିଟି ପିଟି ହତ୍ୟା କଲା ପୁଅ

ସମ୍ବଲପୁର: ପୁଅ ସାଜିଲା ନୃଶଂସ । ବାପାକୁ ପିଟି ପିଟି ହତ୍ୟା କଲା ପୁଅ । ଏଭଳି ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା ସଦର ଥାନା ଅନ୍ତର୍ଗତ ବୁଦେଲଛିଣ୍ଡା ଗାଁରେ । ମୃତ ବ୍ୟକ୍ତି ଜଣଙ୍କ ହେଉଛନ୍ତି ରାମ ପ୍ରସାଦ ବାଗ । ପୁଅ ଧିରେନ ବାଗକୁ ଅଟକ ରିଖି ପଚରାଉଚରା କରୁଛି ପୋଲିସ । ଖବର ମୁତାବକ,…

ପିସିସି ସଭାପତିଙ୍କ ଇସ୍ତଫା ଦାବି; ପ୍ରତିକ୍ରିୟା ଦେଲେ ଶରତ ପଟ୍ଟନାୟକ

ଭୁବନେଶ୍ୱର: ସାଧାରଣ ନିର୍ବାଚନରେ ପରେ ରାଜ୍ୟ କଂଗ୍ରେସରେ ଦଳୀୟ କନ୍ଦଳ ବଢ଼ିଚାଲଛି । ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ପଦ ଛାଡିବା ପାଇଁ କହିଛନ୍ତି ପୂର୍ବତନ ମନ୍ତ୍ରୀ ତଥା କଂଗ୍ରେସ ନେତା ପଞ୍ଚାନନ କାନୁନଗୋ । ଦଳର ଶୋଚନୀୟ ପରାଜୟ ପାଇଁ ପିସିସି ସଭାପତିଙ୍କୁ ଦାୟୀ କରିଛନ୍ତି । ସେ…

ରଘୁନନ୍ଦନ ଦାସଙ୍କ ବିରୋଧରେ ଆକ୍ସନ୍ କେବେ?

ଭୁବନେଶ୍ବର : ବିଜେଡି ସରକାରରେ ଥିବା ବେଳେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଲୋକସେବା ଭବନ ମନା ଥିଲା। ଏବେ ଖବର ସଂଗ୍ରହ କରିବାକୁ ଯାଇଥିବା ବେଳେ ମହିଳା ସାମ୍ବାଦିକଙ୍କ ଉପରକୁ ବିଜେଡି ନେତା କୁକୁର ଛାଡିଥିବା ଅଭିଯୋଗ ହୋଇଛି। ପୂର୍ବତନ ମନ୍ତ୍ରୀ ରଘୁନନ୍ଦନ ଦାସଙ୍କ ବିରୋଧରେ ସଂଗୀନ ଅଭିଯୋଗ…

ବର୍ଷା ଦିନେ ରାଜଧାନୀର ନଗ୍ନ ଚିତ୍ର, କିଛି ଏମିତି କହିଲା ବିଏମସି……

ଭୁବନେଶ୍ବର: ଅସରାଏ ବର୍ଷା ହେଲେ ଜଳମଗ୍ନ ହୋଇଯାଉଛି ରାଜଧାନୀ ଭୁବନେଶ୍ବର । ଜଳ ନିଷ୍କାସନ ପାଇଁ ପ୍ରତିବର୍ଷ ଖର୍ଚ୍ଚ ହେଉଛି କୋଟି କୋଟି ଟଙ୍କା । ହେଲେ ବର୍ଷା ଦିନ ଆସିଲେ ପୁଣି ସେହି ପୁରୁଣା ସ୍ଥିତି । ପାଣିରେ ଉବୁଟୁବୁ ହେଉଛି ରାଜଧାନୀର ପ୍ରମୁଖ ଅଞ୍ଚଳ । ଭୁବନେଶ୍ୱରର ପ୍ରାୟ ୧୨ଟି…

ରାଉରକେଲା ସରକାରୀ ଡାକ୍ତରଖାନାରୁ ନକଲି ଡାକ୍ତର ଗିରଫ

ରାଉରକେଲା: ରାଉରକେଲା ସରକାରୀ ଡାକ୍ତରଖାନାରୁ ଧରାପଡିଲେ ଜଣେ ନକଲି ଡାକ୍ତର । ନକଲି ଡାକ୍ତରଙ୍କୁ ଅଟକ ରଖି ପଚରାଉଚରା କରୁଛି ପୋଲିସ । ଗିରଫ ନକଲି ଡାକ୍ତର ଜଣଙ୍କ ହେଲେ ଝାଡ଼ଖଣ୍ଡ ସିଂହଭୂମ ଜିଲ୍ଳାର ପଦ୍ମନାଭନ ମୁଖି କାରୁଆ । କିଛି ଦିନ ପୂର୍ବରୁ ସେହି ଡାକ୍ତରଖାନାରୁ ନକଲି ନର୍ସ ଓ ନକଲି…