Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୁଣି ଲୋକସଭା ବାଚସ୍ପତି ହେଲେ ଓମ୍ ବିର୍ଲା

ନୂଆଦିଲ୍ଲୀ: ପୁଣି ଲୋକସଭା ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଜେପି ସାଂସଦ ଓମ୍ ବିର୍ଲା । ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ପରାଜିତ କରି ନିର୍ବାଚିତ ହୋଇଛନ୍ତି ଓମ୍ ବିର୍ଲା । ସେ ଲଗାତାର ଦ୍ବିତୀୟ ଥର ପାଇଁ ବାଚସ୍ପତି ପଦ ସମ୍ଭାଳିଛନ୍ତି । ଏନେଇ କାମଚଳା…

ବଢିଲା ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ଅଡୁଆ, ଜେଲ୍ ରେ ହିଁ ରହିବେ କେଜ୍ରିୱାଲ

ନୂଆଦିଲ୍ଲୀ: ବର୍ତ୍ତମାନ ଜେଲ୍ ରେ ହିଁ ରହିବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଟ୍ରାଏଲ କୋର୍ଟରୁ ଜାମିନ ପାଇବା ପରେ କେଜ୍ରିୱାଲ ଜେଲରୁ ବାହାରକୁ ଆସିବେ ବୋଲି ଆଶା କରାଯାଉଥିଲା କିନ୍ତୁ ଇଡି ତୁରନ୍ତ ଦିଲ୍ଲୀ ହାଇକୋର୍ଟଙ୍କ ନିକଟକୁ ଯାଇ କେଜ୍ରିୱାଲଙ୍କୁ ଦିଆଯାଇଥିବା ଜାମିନକୁ…

ଆଜି ଦିଲ୍ଲୀ ଯିବେ ମୋହନ ମାଝୀ, ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେପି ସରକାର ପରେ ପ୍ରଥମ ଥର ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ। ୨ ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଏବଂ କନକ ବର୍ଦ୍ଧନ ସିଂହଦେଓଙ୍କ ସହ ଦିଲ୍ଲୀ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ରାଜ୍ୟର ମୁଖ୍ୟମନ୍ତ୍ରୀ…

ଆଜି ଲୋକସଭା ବାଚସ୍ପତି ନିର୍ବାଚନ, ବିଜେପି ଏବଂ କଂଗ୍ରେସ ସାଂସଦଙ୍କୁ ଉପସ୍ଥିତ ରହିବାକୁ ହ୍ୱିପ୍ ଜାରି

ନୂଆଦିଲ୍ଲୀ: ଦେଶ ଇତିହାସରେ ଚତୁର୍ଥ ଥର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ ଯାଉଛି । ଆଜି ଲୋକସଭାରେ ଉପସ୍ଥିତ ରହିବା ପାଇଁ ନିଜ ନିଜ ସାଂସଦଙ୍କୁ ହ୍ବିପ୍ ଜାରି କରିଛନ୍ତି ବିଜେପି, କଂଗ୍ରେସ ସମେତ ଅନ୍ୟାନ୍ୟ ଦଳ। ସ୍ବାଧୀନ ଭାରତରେ ପ୍ରଥମ ଥର ପାଇଁ ଦେଶ ଦେଖିବାକୁ ଯାଉଛି ବାଚସ୍ପତି…

ବାଚସ୍ପତି ନିର୍ବାଚନ ପୂର୍ବରୁ ସମାନ୍ତରଳ ଭାବେ ଦିଲ୍ଲୀରେ ଶାସକ-ବିରୋଧୀଙ୍କ ବୈଠକ

ନୂଆଦିଲ୍ଲୀ: ଆସନ୍ତାକାଲି ବାଚସ୍ପତି ନିର୍ବାଚନ। ସ୍ବାଧୀନ ଭାରତରେ ପ୍ରଥମ ଥର ପାଇଁ ଦେଶ ଦେଖିବାକୁ ଯାଉଛି ବାଚସ୍ପତି ନିର୍ବାଚନ। ଶାସକ ଦଳ ପାଖରେ ସଂଖ୍ୟା ଥିଲେ ମଧ୍ୟ ଅନ୍ୟାନ୍ୟା ଦଳ ଏବଂ ସ୍ବାଧୀନ ସାଂସଦଙ୍କ ସହିତ ଯୋଗଯୋଗ କରାଯାଇ ରେକର୍ଡ ଭୋଟରେ ବାଚସ୍ପତି ପ୍ରାର୍ଥୀ ଓମ୍ ବିର୍ଲାଙ୍କୁ…

ଲୋକସଭା ବାଚସ୍ପତି ନିର୍ବାଚନରେ ବିଜେପିକୁ ଜଗନଙ୍କ ଦଳରୁ ମିଳିଲା ସମର୍ଥନ

ନୂଆଦିଲ୍ଲୀ: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଜଗନ ମୋହନ ରେଡ୍ଡୀଙ୍କ ୱାଇଏସଆର କଂଗ୍ରେସ ପାର୍ଟି ଲୋକସଭା ବାଚସ୍ପତି ପଦ ପାଇଁ ବୁଧବାର ହେବାକୁ ଥିବା ନିର୍ବାଚନରେ ବିଜେପି ସାଂସଦ ଓମ୍ ବିର୍ଲାଙ୍କୁ ସମର୍ଥନ କରିବ। ସାଧାରଣ ନିର୍ବାଚନରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଟିଡିପିଠାରୁ…

ଲୋକସଭାରେ ବିରୋଧୀ ଦଳ ନେତା ହେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଲୋକସଭାରେ ବିରୋଧୀ ଦଳର ନେତା ହେଲେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ। ୟୁପିର ରାୟବରେଲି ସାଂସଦ ବିରୋଧୀ ଦଳର ନେତା ହୋଇଛନ୍ତି ବୋଲି କଂଗ୍ରେସ ନେତା କେ.ସି ଭେନୁଗୋପାଳ ସୂଚନା ଦେଇଛନ୍ତି। କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବ ରାହୁଲ ଗାନ୍ଧୀଙ୍କୁ ବିରୋଧୀ ଦଳ ନେତା…

ଆସିଲା ପ୍ରଥମ ପର୍ଯ୍ୟାୟ +୩ ମେରିଟ୍ ଲିଷ୍ଟ, ଜାଣନ୍ତୁ କେଉଁ କଲେଜରେ କ’ଣ ରହିଛି କଟଅଫ୍

ଭୁବନେଶ୍ଵର: ପ୍ରକାଶ ପାଇଲା +୩ ପ୍ରଥମ ପର୍ଯ୍ୟାୟ କଟଅଫ୍ ତାଲିକା । ଯୁକ୍ତ ୩ ସ୍ବୟ˚ଶାସିତ କଲେଜ, ସେଲ୍ଫ ଫାଇନାନ୍ସିଂ ଏବଂ ସଂସ୍କୃତ କଲେଜରେ ନାମଲେଖ ପାଇଁ ବାହାରିଲା କଟଅଫ୍ ମାର୍କ । ବିଧିବଦ୍ଧଭାବେ ଉଚ୍ଚଶିକ୍ଷା ବିଭାଗର ୱେବସାଇଟରେ ପ୍ରକାଶ ପାଇଲା ତାଲିକା । ପ୍ରଥମ ପର୍ଯ୍ୟାୟ କଟଅଫ୍…

ମହିଳା ରିପୋର୍ଟରଙ୍କ ଉପରକୁ କୁକୁର ଛାଡି ନିଜ ନିଷ୍ପତିକୁ ଠିକ୍ ଦର୍ଶାଇଲେ ପୂର୍ବତନ ମନ୍ତ୍ରୀ, ଥାନାରେ ଏତଲା

ଭୁବନେଶ୍ୱର: ରିପୋର୍ଟିଂ କରୁଥିବା ଜଣେ ମହିଳା ସାମ୍ବାଦିକାଙ୍କ ଉପରକୁ କୁକୁର ଛାଡିଦେଲେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ରଘୁନନ୍ଦନ ଦାସ। ରାଜଧାନୀରେ ବିଜେଡି ନେତାଙ୍କ ଏଭଳି ଆଚରଣ ମହଳା ସାମ୍ବାଦିକା ଏବଂ ତାଙ୍କ କ୍ୟାମେରାମ୍ୟାନଙ୍କ ଜୀବନ ପ୍ରତି ବିପଦ ସୃଷ୍ଟି କରିଥିଲା। ଯଦିଓ ଏବେ…

ମନୋଜ ଆହୁଜା ହୋଇପାରନ୍ତି ରାଜ୍ୟର ନୂଆ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ବରିଷ୍ଠ ଅଫିସ ମନୋଜ ଆହୁଜା ହୋଇପାରନ୍ତି ଓଡ଼ିଶାର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ। ଜୁନ୍ ୩୦ରେ ଏବେର ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ କାର୍ଯ୍ୟକାଳ ଶେଷ ହେଉଛି। ପ୍ରଦୀପ ଜେନାଙ୍କ ଅବସର ପୂର୍ବରୁ ନୂଆ ମୁଖ୍ୟ ଶାସନ ସଚିବ ଭାବେ ମନୋଜ ଆହୁଜାଙ୍କ ନାମ ଉପରେ ମୋହର…