Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ନୂଆ ପରିକଳ୍ପନା; ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି

ଭୁବନେଶ୍ୱର: ଟ୍ୱିନ ସିଟି ହେବ ଟ୍ରିପଲ୍ ସିଟି । ଦ୍ୱୈତ ନଗରୀ କଟକ-ଭୁବନେଶ୍ୱର ସହ ଯୋଡ଼ି ହେବ ପୁରୀ । ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଆୟୋଜିତ ସମୀକ୍ଷା ବୈଠକରେ ଏଭଳି କହିଛନ୍ତି ମନ୍ତ୍ରୀ କୁଷ୍ଣଚନ୍ଦ୍ର ମହାପାତ୍ର । ମନ୍ତ୍ରୀ କହିଛନ୍ତି ଯେ, ଟ୍ରିପଲ ସିଟି ହେବା…

ସହରାଞ୍ଚଳ ଲୋକଙ୍କୁ ଉତ୍ତମ ସେବା ଯୋଗାଣ ପାଇଁ ଟିମ୍‍ ୱାର୍କ ଉପରେ ବିଭାଗୀୟ ମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର: ସହରାଞ୍ଚଳର ଲୋକଙ୍କୁ ଉନ୍ନତମାନର ସେବା ଯୋଗାଇ ଦେବାପାଇଁ ଅଧିକାରୀମାନେ ‘ଟିମ୍‍ ୱାର୍କ’ କରିବାକୁ କହିଛନ୍ତି ରାଜ୍ୟ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର । ଆଜି ଲୋକସଭା ଭବନର କନଭେନସନ ହଲରେ ସହରାଞ୍ଚଳ ପ୍ରଶାସନର ପ୍ରାଥମିକତା ନେଇ ପୌର…

ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଯୋଜନା ଓ ସଂଯୋଜନ ବିଭାଗର କାର୍ଯ୍ୟ ସମୀକ୍ଷା କରିଛନ୍ତି । ଏହା ସହ ଏକ ଲୋକାଭିମୁଖୀ ବଜେଟ୍ ପ୍ରସ୍ତୁତ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ନୂଆ ସରକାରଙ୍କ ଉପରେ ଜନ ସାଧାରଣଙ୍କ ବହୁତ୍ ଆଶା ଆକାଂକ୍ଷା ଅଛି ବୋଲି…

“ଏକ୍ ପେଡ୍ ମାଆ କେ ନାମ୍”: ପର୍ଯ୍ୟଟନ ଭବନରେ ଗଛ ଲଗାଇଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପରିବେଶ ସୁରକ୍ଷାକୁ ଗୁରୁତ୍ବ ଦେଇ ଆରମ୍ଭ ହୋଇଛି “ଏକ୍ ପେଡ୍ ମାଆ କେ ନାମ୍” ଅଭିଯାନ କାର୍ଯ୍ୟକ୍ରମ । ଏହିକ୍ରମରେ ଉପମୁଖ୍ୟମନ୍ତ୍ରୀ ତଥା ପର୍ଯ୍ୟଟନ ମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଛ ଲଗାଇଛନ୍ତି । ଭୁବନେଶ୍ବର ସ୍ଥିତ ପର୍ଯ୍ୟଟନ ଭବନ ପରିସରରେ “ବଉଳ” ଗଛର ଚାରା ରୋପଣ କରି ପରିବେଶ…

ମହାପ୍ରଭୁଙ୍କ ନବଯୌବନ ଦର୍ଶନରୁ ବଞ୍ଚିତ ହେବେ ଭକ୍ତ

ପୁରୀ: ଦୀର୍ଘ ୫୩ ବର୍ଷ ପରେ ଅର୍ଥାତ ୧୯୭୧ ମସିହା ପରେ ଚଳିତବର୍ଷ ଆହ୍ବାନପୂର୍ଣ୍ଣ ରଥଯାତ୍ରା ଅନୁଷ୍ଠିତ ହେବାକୁ ଯାଉଛି । ଯେଉଁଥିରେ ମହାପ୍ରଭୁ ୧୩ ଦିନିଆ ଅଣସର ବିଜେ କରିଛନ୍ତି । ଏଥିସହିତ ଗୋଟିଏ ଦିନରେ ନେତ୍ରୋତ୍ସବ,ନବଯୌବନ ଦର୍ଶନ ଓ ଶ୍ରୀଗୁଣ୍ଡିଚା ଯାତ୍ରା ପଡୁଛି । ଯାହାକୁ ନେଇ…

ବାଚସ୍ପତି ପଦ ପାଇଁ ଏନଡିଏ – ଇଣ୍ଡିଆ ଟକ୍କର

ନୂଆଦିଲ୍ଲୀ: ନବଗଠିତ ଲୋକସଭାର ପ୍ରଥମ ଅଧିବେଶନରେ ହିଁ ଶାସକ ଏନଡିଏ ଓ ବିରୋଧୀ ଇଣ୍ଡିଆ ବ୍ଲକ୍ ମଧ୍ୟରେ ହେବ ପ୍ରଥମ ସୋ ଡାଉନ୍ । ବାଚସ୍ପତି ପଦ ପାଇଁ ମୁହାଁମୁହିଁ ହୋଇଛନ୍ତି ଏନଡିଏ ଓ ଇଣ୍ଡିଆ ବ୍ଲକ୍ । ଗତ ତିନି ଦଶକ ମଧ୍ୟରେ ପ୍ରଥମ ଥର ପାଇଁ ଲୋକସଭାର ବାଚସ୍ପତି ପଦ ପାଇଁ ନିର୍ବାଚନ ହେବାକୁ…

ଲୋକସଭାରେ କେଉଁ ଭାଷାରେ ଶପଥ ନେଲେ ଓଡିଶାର ବିଜେପି ସାଂସଦ ?

ଭୁବନେଶ୍ବର: ସଂସଦରେ ଶୁଭିଲା ଓଡିଆ ଅସ୍ମିତାର ସ୍ବର । ଜୟ ଜଗନ୍ନାଥ ଧ୍ବନିରେ କମ୍ପିଲା ଗୃହ । ଅଷ୍ଟାଦଶ ଲୋକସଭାର ପ୍ରଥମ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଥିବା ବେଳେ ରାଜ୍ୟର ସମସ୍ତ ସାଂସଦ ଓ ଦୁଇ କେନ୍ଦ୍ରମନ୍ତ୍ରୀ ଶପଥ ନେଇଛନ୍ତି । ତେବେ ଓଡିଆ ଅସ୍ମିତାକୁ ଗତ ନିର୍ବାଚନରେ ମୁଖ୍ୟ…

କ’ଣ ଲୁଚାଇବାକୁ ପ୍ରଣବ ପ୍ରକାଶ ଦାସଙ୍କ କ୍ବାର୍ଟର୍ସ ଭଙ୍ଗା ?

ଭୁବନେଶ୍ବର: ଭଙ୍ଗା ଚାଲିଛି ଭୁବନେଶ୍ବରରେ ଥିବା ବିଜେଡି ସାଂଗଠନିକ ସଂପାଦକ ତଥା ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ। କୁହାଯାଉଛି, ଘରେ ରହିଥିଲା ବିଳାସମୟ କୋଠା। ଏପରିକି ପ୍ରଣବ ପ୍ରକାଶ ଦାସ ଏଠାରେ ଅଣ୍ଡରଗ୍ରାଉଣ୍ଡ ଘର ବି କୁଆଡେ ତୋଳିଥିଲେ । ତେବେ ବିଜେଡି…

ବାଚସ୍ପତି ନିର୍ବାଚନକୁ ନେଇ କେ. ସୁରେଶଙ୍କ ନାମାଙ୍କନ ଉପରେ ଟିଏମସି ସାଂସଦ କଲେନାହିଁ ହସ୍ତାକ୍ଷର

ନୂଆଦିଲ୍ଲୀ: ଲୋକସଭାରେ ବାଚସ୍ପତି ନିର୍ବାଚନ ହେବାକୁ ଯାଉଛି । ଏନଡିଏ ମେଣ୍ଟ ପକ୍ଷରୁ ପୁଣିଥରେ ଓମ ବିର୍ଲାଙ୍କୁ ଲୋକସଭାର ପ୍ରାର୍ଥୀ କରାଯାଇଛି । ସେହିପରି ଇଣ୍ଡିଆ ମେଣ୍ଟ ପକ୍ଷରୁ ୮ ଥର ସାଂସଦ ତଥା କେରଳ କଂଗ୍ରେସ ନେତା କେ. ସୁରେଶ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ଏନେଇ ଆଜି ଇଣ୍ଡିଆ…

ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା: ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଶହେ ଦିନ ଭିତରେ ନିଶ୍ଚିତ ଭାବେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା । ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏହି ଯୋଜନା ଏବେ ଡ୍ରାଫ୍ଟ ଷ୍ଟେଜ୍ ରେ ଅଛି । ଖୁବ ଶୀଘ୍ର ଏହାର ରୂପରେଖ ଆସିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଯାହା…