Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ତୁଟୁନି କେଜ୍ରିଓ୍ବାଲଙ୍କ ଅଡୁଆ, ଜାମିନ ଆବେଦନକୁ ସୁପ୍ରିମକୋର୍ଟଙ୍କ ରେଡ୍ ସିଗନାଲ

ନୂଆଦିଲ୍ଲୀ: କେଜ୍ରିଓ୍ବାଲଙ୍କ ବିବାଦ ଥମିବାର ନାଁ ନେଉନାହିଁ । ମୋଦି ବିରୋଧୀ ହେବା ଏବେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ ମହଙ୍ଗା ପଡିଛି । ଜେଲରୁ ବାହାରିବାର ସବୁ ବାଟ ଧିରେ ଧିରେ ବନ୍ଦ ହେବାରେ ଲାଗିଛି । ଏବେ ଜାମିନ ଶୁଣାଣି ନେଇ ସୁପ୍ରମକୋର୍ଟ ବି ନୂଆ ତାରିଖ…

ବଢୁଥିବା ଦରକୁ ନେଇ ମନ୍ତ୍ରୀ ଦେଲେ ନିର୍ଦ୍ଦେଶ, କହିଲେ ଆଳୁ ପିଆଜ ଯୋଗାଇବ ନାଫେଡ୍‌

ଭୁବନେଶ୍ବର: ହୁ ହୁ ହୋଇ ବଢିବାରେ ଲାଗିଛି ପରିବା ଦର । ଖାଉଟିଙ୍କ ମୁଣ୍ଡରେ ଏବେ ଚଡକ ପଡିଛି । ଦିନେ ଯେଉଁ ପରିବା ୨୦, ୩୦ରେ ମିଳୁଥିଲା, ତାହା ଏବେ ୮୦, ୧୦୦ ଛୁଇଁଲାଣି । କ’ଣ ଖାଇବେ, କେଉଁ ପରିବା କିଣିବେ ଲୋକେ ଚିନ୍ତାରେ ପଡିଥିବା ବେଳେ ଏବେ ଏହାକୁ ନେଇ ବଡ ବୟାନ ଦେଇଛନ୍ତି ଖାଦ୍ୟ…

ଆରମ୍ଭ ହେଲା ସଂସଦର ସ୍ବତନ୍ତ୍ର ଅଧିବେଶନ, ସାଂସଦ ଭାବେ ଶପଥ ନେଲେ ମୋଦି

ନୂଆଦିଲ୍ଲୀ: ଆରମ୍ଭ ହେଲା ଅଷ୍ଟାଦଶ ସଂସଦର ସ୍ବତନ୍ତ୍ର ଅଧିବେଶନ । କାମଚଳା ବାଚସ୍ପତି ଭାବେ ଗୃହ ପରିଚାଳନା କରୁଛନ୍ତି ଭର୍ତ୍ତୃହରି ମହତାବ । ଏହା ସହିତ ଜଣ ଜଣ କରି ନବନିର୍ବାଚିତ ସାଂସଦ ମାନଙ୍କୁ ଶପଥ ଗ୍ରହଣ କରାଉଛନ୍ତି ମହତାବ । ଏହାରି ଭିତରେ ତୃତୀୟ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ଭର୍ତ୍ତୁହରି

ନୂଆଦିଲ୍ଲୀ; ଲୋକସଭା କାମଚଳା ବାଚସ୍ପତି ଭାବେ ଶପଥ ନେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ  । ସେପଟେ ଆଜିଠୁ ଅଷ୍ଟାଦଶ ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ ହେଉଛି । ଶପଥ ନେବା ପରେ ନବନିର୍ବାଚିତ ସାଂସଦଙ୍କୁ ଶପଥ…

ଆଜିଠୁ ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ, ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି

ନୂଆଦିଲ୍ଲୀ: ଆଜିଠୁ ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ । ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି । ଆଜି ଓ ଆସନ୍ତାକାଲି ୨ ଦିନ ଧରି ଚାଲିବ ଶପଥ ପାଠ କାର୍ଯ୍ୟକ୍ରମ। ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେବେ । ଆସନ୍ତା ୨୬ରେ ହେବ ନୂଆ ବାଚସ୍ପତି…

ବିଦ୍ୟୁତ୍ ଆଘାତରେ ୬ଟି ଗୃହପାଳିତ ପଶୁଙ୍କ ମୃତ୍ୟୁ ଘଟଣା, ୧ ଲକ୍ଷ ୪୭ ହଜାର ଟଙ୍କା ସହାୟତା ପାଇବେ ମାଲିକ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ପଟ୍ଟାମୁଣ୍ଡାଇ ତହସିଲ ଅନ୍ତର୍ଗତ ତୁଳସୀଡିଆ ଗାଁରେ ଆଜି ସକାଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ୬ଟି ଗୃହପାଳିତ ପ୍ରାଣୀଙ୍କ ମୃତ୍ୟୁ ଘଟିଛି। ଏଥିରେ ୩ଟି ଗାଈ, ୨ଟି ବାଛୁରୀ ଓ ଗୋଟିଏ ବଳଦର ମୃତ୍ୟୁ ହୋଇଛି। ଏହି ଘଟଣାରେ ଗୋ ସମ୍ପଦର…

ଘଟଗାଁକୁ ମିଳିବ ଜାତୀୟ ପର୍ଯ୍ୟଟନସ୍ଥଳୀର ମାନ୍ୟତା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ହେଉଛନ୍ତି ଲୋକଙ୍କ ମୁଖ୍ୟମନ୍ତ୍ରୀ। ଘଟଗାଁ ଠାରେ ମୁଖ୍ୟମନ୍ତ୍ରୀଙ୍କୁ ପାଖରେ ପାଇ ସାଧାରଣ ଜନତାଙ୍କ ଭାବାବେଗ ଓ ଉତ୍ସାହ ଏହାକୁ ପ୍ରମାଣିତ କରିଛି। ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ଆଜି ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ…

କାଳି ମାଡ ପ୍ରସଙ୍ଗରେ ବହିଷ୍କାର ହେଲେ ୫ କଂଗ୍ରେସ କର୍ମକର୍ତ୍ତା

ଭୁବନେଶ୍ବର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ ମାମଲାରେ ନିଆଗଲା କାର୍ଯ୍ୟାନୁଷ୍ଠାନ। ଶୃଙ୍ଖଳା ଭଙ୍ଗ ଅଭିଯୋଗରେ ୫ କଂଗ୍ରେସ କର୍ମକର୍ତ୍ତାଙ୍କୁ ବହିଷ୍କାର କରିଛି ଦଳ। ୬ ବର୍ଷ ପାଇଁ ଦଳରୁ ବହିଷ୍କାର କଲେ ପିସିସି ସଭାପତି ଶରତ ପଟ୍ଟନାୟକ । କଂଗ୍ରେସରୁ ବହିଷ୍କାର ହୋଇଥିବା ୫ ଜଣ…

ସନ୍ଧ୍ୟା ସୁଦ୍ଧା ସ୍ବାଭାବିକ ହେବ ବାରିପଦାରେ ବସ୍ ଚଳାଚଳ

ବାରିପଦା: ଜିଦରୁ ଓହରିଲେ ଘରୋଇ ବସ ସଂଘ । ୩ ଦିନ ଧରି ବାରିପଦାରେ ବସ ଚଳାଚଳ ବନ୍ଦ ରହିଥିବା ବେଳେ ଆଜି ସନ୍ଧ୍ୟାରୁ ହେବ ସ୍ବାଭାବିକ । ଘରୋଇ ବସ ଚଳାଚଳକୁ ନେଇ ଶୁକ୍ରବାର ରାତିରେ ବାରିପଦା ବସଷ୍ଟାଣ୍ଡରେ ସୃଷ୍ଟି ହୋଇଥିବା ଉତ୍ତେଜନା ଯୋଗୁଁ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ…

୧୦୦ ଦିନ ଭିତରେ ଲଞ୍ଚ ହେବ ସୁଭଦ୍ରା ଯୋଜନା, ମହିଳାଙ୍କୁ ମିଳିବ ୫୦ ହଜାର ଟଙ୍କା

ଭୁବନେଶ୍ୱର: ରାଜ୍ୟର ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ କଲ୍ୟାଣ ବିଭାଗର ମନ୍ତ୍ରୀ ପ୍ରଭାତୀ ପରିଡା ରାଜ୍ୟରେ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରିବା ନେଇ ବଡ଼ ବୟାନ ଦେଇଛନ୍ତି। ରାଜ୍ୟର ସମସ୍ତ ମହିଳାଙ୍କୁ ୧୦୦ ଦିନ ଭିତରେ ଏହି ଯୋଜନାରେ ଟଙ୍କା ମିଳିବ ବୋଲି ରବିବାର ଉପମୁଖ୍ୟମନ୍ତ୍ରୀ…