Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ତାରିଣୀ ମନ୍ଦିରର ଉନ୍ନତି ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

କେନ୍ଦୁଝର: ଘଟଗାଁ ତାରିଣୀ ମନ୍ଦିରର ସୌନ୍ଦର୍ଯ୍ୟକରଣ ପାଇଁ ୫୦ କୋଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମା' ତାରିଣୀଙ୍କୁ ଦର୍ଶନ କରି ତାଙ୍କ ଆଶିଷ ନେବା ପରେ କିଛି ଏମିତି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ତାରିଣୀ ମନ୍ଦିରରେ ୫୦ କୋଟିର କାମ ଚାଲିଥିବା ବେଳେ ଆଉ ୫୦…

ନକଲି ନୋଟ୍ ଜବତ କଲା ପୋଲିସ, ଛାପୁଛନ୍ତି ମାଓବାଦୀ

ସୁକମା: ନକଲି ନୋଟ ଜବତ କଲା ପୋଲିସ୍ । ମାଓ କ୍ୟାମ୍ପରେ ଚଡାଉ କରି ବିପୁଳ ନକଲି ନୋଟ ଜବତ କରିଛି । ଛତିଶଗଡ଼ରେ ପୋଲିସର ବଡ଼ ଧରଣର ଚଢ଼ାଉ ପରେ ମିଳିଛି ବିପୁଳ ନକଲି ନୋଟ । ଛତିଶଗଡ ସୁକମାରେ କୋରାଜଗୁଡ଼ା ଜଙ୍ଗଲ ସ୍ଥିତ ମାଓ କ୍ୟାମ୍ପ ଉପରେ ଚଢାଉ କରିଥିଲା ସ୍ଥାନୀୟ ପୋଲିସ୍ ।…

‘କିସ୍’କୁ ଜଙ୍ଗଲ ଜମି ହସ୍ତାନ୍ତର: ରୋକ୍ ଲଗାଇଲେ କେନ୍ଦ୍ର ସରକାର

ଭୁବନେଶ୍ବର; କଳିଙ୍ଗ ଇନଷ୍ଟିଚ୍ୟୁଟ ଅଫ ସୋସିଆଲ ସାଇନ୍ସେସ(କିସ୍)କୁ ଜଙ୍ଗଲ ଜମି ହସ୍ତାନ୍ତର ପ୍ରକ୍ରିୟାକୁ ସ୍ଥଗିତ ରଖିବାକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର।  କୌଣସି ସ୍ପଷ୍ଟୀକରଣ ନମିଳିବା ପର୍ଯ୍ୟନ୍ତ କିସ୍ କୁ ଜଙ୍ଗଲ ଜମି ହସ୍ତାନ୍ତର ନକରିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି କେନ୍ଦ୍ର…

ନିଜ ମାଟିରେ ମୁଖ୍ୟମନ୍ତ୍ରୀ, ଉତ୍ଫୁଲିତ କେନ୍ଦୁଝର ବାସୀ

କେନ୍ଦୁଝର; ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝରରେ ପାଦ ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଭବ୍ୟ ସମ୍ବର୍ଦ୍ଧନା ସହ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିଛନ୍ତି କେନ୍ଦୁଝରବାସୀ । ମନରେ ଭରି ରହିଛି ଅନେକ ଉତ୍କଣ୍ଠା ଓ ଉଦ୍ଦୀପନ । ନିଜ ମାଟିର ପୁଅକୁ…

ନିଟ୍ ବିବାଦ, ଆଜି ପୁଣି ନିଟ୍ ୟୁଜି ପରୀକ୍ଷା ଦେବେ ୧୫୬୩ ଛାତ୍ରଛାତ୍ରୀ

ନୂଆଦିଲ୍ଲୀ: ଦେଶରେ ନିଟ ପରୀକ୍ଷାକୁ ନେଇ ଜାରି ରହିଛି ଜୋରଦାର ଅସନ୍ତୋଷ। ଏହାରି ଭିତରେ ଆଜି ପୁଣି ହେବାକୁ ଯାଉଛି ନିଟ୍ ୟୁଜି ପରୀକ୍ଷା । ଗ୍ରେସ୍‌ ମାର୍କ ପାଇଥିବା ୧୫୬୩ ଛାତ୍ରଛାତ୍ରୀ କେବଳ ଏହି ପରୀକ୍ଷା ଦେବେ। ଜାତୀୟ ପରୀକ୍ଷା ଏଜେନ୍ସି (ଏନଟିଏ) ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟର…

ଲାଞ୍ଚ ନେଉଥିବା ବେଳେ ସିବିଆଇ ଦ୍ବାରା ଡାକ ବିଭାଗର ଦୁଇ ଅଧିକାରୀ ଗିରଫ

ଭୁବନେଶ୍ୱର: ଲାଞ୍ଚ ନେଉଥିବା ଡାକ ବିଭାଗର ଦୁଇ ଅଧିକାରୀଙ୍କୁ ଗିରଫ କରିଛି କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ)। ମୟୂରଭଞ୍ଜ ଜିଲ୍ଲାରେ ବଡ଼ସାହି ସବ୍ ପୋଷ୍ଟ ଅଫିସର ଡାକ ନିରୀକ୍ଷକ ରୁବି ଦାସ ଓ ଓଭରସିୟର ସୁଶାନ୍ତ କୁମାର ଦାସ ୫୦ ହଜାର ଟଙ୍କା ଲାଞ୍ଚ ମାଗୁଥିବା ବେଳେ ସିବିଆଇ ହାତରେ…

ପେପର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ଏନଟିଏ ଡିଜି ପଦରୁ ସୁବୋଧ ସିଂହ ବିଦା

ନୂଆଦିଲ୍ଲୀ: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି ଏବେ ବିବାଦ ଘେରରେ ରହିଛି। ୟୁଜିସି ନେଟ୍ ପରୀକ୍ଷା ବାତିଲ ହେବା ପରେ ଏବଂ ନିଟ୍ ପରୀକ୍ଷାରେ ଜାଲିଆତି ଖବର ସାମ୍ନାକୁ ଆସିବା ପରେ କେନ୍ଦ୍ରଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି କୁ ନେଇ ବୟାନ ଦେଇଛନ୍ତି । ସେ…

ନିଟ୍ ପେପର ଲିକ୍ ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ, ଦେଓଘରରୁ ଚିଣ୍ଟୁଙ୍କ ସମେତ ୬ ଗିରଫ

ରାଞ୍ଚି: ନିକଟରେ ନିଟ୍ ପରୀକ୍ଷା ପରେ ପେପର ଲିକ୍ ଘଟଣା ସାମ୍ନାକୁ ଆସିଛି। ସେହିପରି ପ୍ରଶ୍ନପତ୍ର ଲିକର କନେକ୍ସନ ବିହାର ଓ ଝାଡ଼ଖଣ୍ଡକୁ ମଧ୍ୟ ସଂଯୋଗ କରୁଥିବା ଦେଖିବାକୁ ମିଳୁଛି। ବିହାର ପୋଲିସର ଏକାଧିକ ଟିମ୍ ଏ ନେଇ ଲଗାତାର କାର୍ଯ୍ୟାନୁଷ୍ଠାନରେ ନିୟୋଜିତ ଅଛନ୍ତି। ଏହି କ୍ରମରେ ବିହାର…

ପ୍ଲାଟଫର୍ମ ଟିକେଟ ସମେତ ଏହି ରେଲଓ୍ବେ ସୁବିଧା ଉପରେ ଜିଏସଟି ଲାଗୁ ହେବ ନାହିଁ

ନୂଆଦିଲ୍ଲୀ: ଜିଏସଟି କାଉନସିଲର ୫୩ତମ ବୈଠକ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଅନେକ ବଡ ଘୋଷଣା କରିଛନ୍ତି । ଏଥିରେ ସେ ଭାରତୀୟ ରେଳବାଇ ଦ୍ୱାରା ପ୍ରଦାନ କରାଯାଉଥିବା ସେବାକୁ ଜିଏସଟିରୁ ଛାଡ ଘୋଷଣା କରିଛନ୍ତି। ଭାରତୀୟ ରେଳବାଇର ପ୍ଲାଟଫର୍ମ ଟିକେଟ, ରିଟାୟରିଂ ରୁମ୍,…

ବିଳମ୍ବରେ ଅଫିସରେ ପହଞ୍ଚିଲେ କଟିବ ଅଧାଦିନର ଦରମା, ତାଗିଦ୍ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଏଣିକି ଡେରିରେ ବା କିଛି ସମୟ ବିଳମ୍ବରେ ଅଫିସରେ ପହଞ୍ଚିଲେ କଟିବ ଦରମା । ପୁରା ଅଧାଦିନର ଦରମା କାଟିଦେବେ ସରକାର । ୯ ଟାରୁ ୯ ଟା ୧୫ ଭିତରେ ନ ପହଁଞ୍ଚିଲେ କଟିଯିବ ଅଧାଦିନର ଦରମା । ଏମିତି କିଛି କଡା ନିୟମ ଆଣି ସରକାରୀ ବାବୁଙ୍କୁ ତାଗିଦ୍ କରିଛନ୍ତି କେନ୍ଦ୍ର ସରକାର ।…