Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବାଲେଶ୍ୱରରେ ସ୍ବଭାବିକ ହେଉଛି ସ୍ଥିତି; ସକାଳ ୫ରୁ ଦିନ ୨ ଯାଏଁ କର୍ଫ୍ୟୁ କୋହଳ, ଆଜିଠୁ ମିଳିବ ଇଣ୍ଟରନେଟ୍ ସେବା

ବାଲେଶ୍ୱର: ବାଲେଶ୍ବର ସହରରେ ଧିରେ ଧିରେ ସୁଧୁରୁଛି ସ୍ଥିତି । ସହଦେବଖୁଣ୍ଟା ଓ ଟାଉନ୍ ଥାନା ଅଞ୍ଚଳରେ କର୍ଫ୍ୟୁ କୋହଳ ହୋଇଛି । ସକାଳ ୫ଟାରୁ ଦିନ ୨ଟା ଯାଏଁ କର୍ଫ୍ୟୁ କୋହଳ କରାଯାଇଛି । ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ ସମ୍ପୂର୍ଣ୍ଣ ଭାବେ କର୍ଫ୍ୟୁ ହଟିଛି । ମୋବାଇଲରେ ଇଣ୍ଟରନେଟ୍ ସେବା…

ଟ୍ରକ୍ ପଛରେ ପିଟି ହେଲା ବାଇକ; ଦୁଇ ମୃତ, ଜଣେ ଗୁରୁତର

କଟକ: କଟକ ମଧୁସୂଦନ ବ୍ରିଜ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବ୍ରିଜ୍ ଉପରେ ଠିଆ ହୋଇଥିବା ଏକ ଟ୍ରକ୍ ପଛରେ ପିଟି ହେଲା ବାଇକ । ଏହି ଦୁର୍ଘଟଣାରେ ବାଇକରେ ଯାଉଥିବା ୨ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ଆହତ ହୋଇଛନ୍ତି । ଶୁକ୍ରବାର ବିଳମ୍ବିତ ରାତିରେ ୩…

ପବିତ୍ର ସ୍ନାନଯାତ୍ରା: ଗଜବେଶରେ ଦର୍ଶନ ଦେବେ ମହାପ୍ରଭୁ, ୧୦୮ ଗରା ସୁବାସିତ ଜଳରେ କରିବେ ସ୍ନାନ

ପୁରୀ: ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀ ଛାଡି ସ୍ନାନବେଦୀରେ ବିରାଜମାନ କରିଛନ୍ତି ଚତୁର୍ଦ୍ଧା ମୂରତି । ନୀତିକାନ୍ତି ପରେ ଭୋର୍‌ ୫ଟାରୁ ଆରମ୍ଭ ହୋଇଥିଲା ଧାଡି ପହଣ୍ଡି । ପ୍ରଥମେ ବଡ଼ଠାକୁର ପ୍ରଭୁ ବଳଭଦ୍ର ଧାଡି ପହଣ୍ଡିରେ ଆସି ସ୍ନାନ ମଣ୍ଡପରେ ପହଞ୍ଚିଥିବାବେଳେ ଏହାପରେ…

ସିଏସ୍ଆଇଆର୍-ୟୁଜିସି-ନେଟ୍ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ: ଜୁନ୍ ୨୫ରୁ ୨୭ ମଧ୍ୟରେ ହେବାକୁ ଥିବା ସିଏସ୍ଆଇଆର୍-ୟୁଜିସି-ନେଟ୍ ପରୀକ୍ଷା ଜୁନ୍ ୨୦୨୪କୁ ଏନଟିଏ ସ୍ଥଗିତ ରଖିଛି। ପରୀକ୍ଷା ପାଇଁ ଆବଶ୍ୟକ ଉପକରଣ ଅଭାବରୁ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି ବୋଲି ଏନଟିଏ କହିଛି। ଏବେ ଏହି ପରୀକ୍ଷାର ନୂଆ ତାରିଖ ପରେ ଅଫିସିଆଲ ୱେବସାଇଟରେ ଘୋଷଣା…

ଓଡ଼ିଶା ସମେତ ୮ଟି ରାଜ୍ୟରେ ଥିବା ୬୭ଟି କୋଇଲା ଖଣି ନିଲାମ ପାଇଁ କେନ୍ଦ୍ର ସରକାରଙ୍କ ଘୋଷଣା

ଭୁବନେଶ୍ୱର: ଓଡ଼ିଶା ସମେତ ୮ଟି ରାଜ୍ୟରେ ଥିବା ୬୭ଟି କୋଇଲା ଖଣି ନିଲାମ ପାଇଁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି। କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀ ଜି କିଶନ ରେଡ୍ଡୀ ଶୁକ୍ରବାର ହାଇଦ୍ରାବାଦରେ ଅନୁସନ୍ଧାନ କରାଯାଇଥିବା ଏକ କୋଇଲା ଖଣିଗୁଡ଼ିକର ଦଶମ ପର୍ଯ୍ୟାୟ ନିଲାମର ଶୁଭାରମ୍ଭ କରିଛନ୍ତି।…

ଓଟିଇଟି-୨୦୨୪ ପରୀକ୍ଷା ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି, ଜାଣନ୍ତୁ ପରୀକ୍ଷା ତାରିଖ

ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୪ର ବିସ୍ତୃତ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। କାର୍ଯ୍ୟସୂଚୀ ଅନୁଯାୟୀ ଯୋଗ୍ୟ ପ୍ରାର୍ଥୀମାନେ ଜୁନ୍ ୨୪ରୁ ଜୁଲାଇ ୫ ମଧ୍ୟରାତ୍ରି ପର୍ଯ୍ୟନ୍ତ ଅନଲାଇନରେ ପରୀକ୍ଷା ପାଇଁ ଆବେଦନ…

ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମଥର ପାଇଁ ଜନ୍ମମାଟି ଗସ୍ତ କରିବେ ମୋହନ ମାଝୀ

ଭୁବନେଶ୍ବର: ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ନିଜ ଜନ୍ମ ମାଟିକୁ ଗସ୍ତ କରିବେ ମୋହନ ଚରଣ ମାଝି । ସେଠାରେ ସେ ରୋଡ ଶୋ' କରିବାର କାର୍ଯ୍ୟକ୍ରମ ରହିଛି । ଏଥିପାଇଁ ବିଜେପି ପକ୍ଷରୁ ପ୍ରସ୍ତୁତି ଜୋରଦାର ଆରମ୍ଭ ହୋଇଛି । କେନ୍ଦୁଝର ସହରର ଅନେକ ସ୍ଥାନରେ…

ବାଲେଶ୍ବର ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ ହଟିଲା କର୍ଫ୍ୟୁ

ବାଲେଶ୍ଵର: ବାଲେଶ୍ବରରେ ଆହୁରି କୋହଳ ହେଲା କର୍ଫ୍ୟୁ । ବାଲେଶ୍ଵର ସହଦେବଖୁଣ୍ଟା ଓ ଟାଉନ୍ ଥାନା ଅଞ୍ଚଳରେ ସକାଳ ୫ରୁ ଦିନ ୨ଟା ଯାଏଁ କର୍ଫ୍ୟୁ କୋହଳ କରାଯାଇଛି । ତେବେ ଶିଳ୍ପାଞ୍ଚଳ ଥାନା ଅଞ୍ଚଳରୁ କର୍ଫ୍ୟୁ ସଂପୂର୍ଣ୍ଣ ଭାବରେ ହଟାଯାଇଛି । ଲିଜ୍ ଲାଇନ୍ ସହ ବ୍ରଡବ୍ୟାଣ୍ଡରେ କାଲିଠୁ ମିଳିବ…

କେ ସୁରେଶ ନୁହେଁ, ଭର୍ତ୍ତୃହରି କାହିଁକି କାମଚଳା ବାଚସ୍ପତି, କଂଗ୍ରେସକୁ ଜବାବ ଦେଲେ କିରଣ ରିଜଜୁ

ନୂଆଦିଲ୍ଲୀ: କେ. ସୁରେଶଙ୍କ ଭଳି ବରିଷ୍ଠ ସାଂସଦ ରହିଥିବା ବେଳେ କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରି ମହତାବ କାହିଁକି ନିଯୁକ୍ତ ହେଲେ କଂଗ୍ରେସ ଏପରି ପ୍ରଶ୍ନ କରି ଏନଡିଏ ସରକାରକୁ ପ୍ରଶ୍ନ କରିଛି। ଏହାର ଏବେ ଜବାବ ଦେଇଛନ୍ତି ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜଜୁ। ସେ କହିଛନ୍ତି,…

ନିର୍ବାଚନ ପରେ ଟମାଟୋ ଦର ବୃଦ୍ଧି: ଅନେକ ରାଜ୍ୟରେ ୫୦ରୁ ଅଧିକ, ଗୋଟିଏ ସ୍ଥାନରେ ଶତକ ପାର୍

ନୂଆଦିଲ୍ଲୀ: ନିର୍ବାଚନ ସରିବା ପରେ ପରିବା ଦର ହୁ ହୁ ହୋଇ ବଢ଼ି ଚାଲିଛି। ରାଜ୍ୟ ହେଉ ଅବା କେନ୍ଦ୍ରରେ ନୂଆ ସରକାର ଆସିବା ପରେ ଅନେକ ନେତା ଯେପରି ମନ୍ତ୍ରୀ ହେଲା ପରେ ଭାଉ ବଢିଛି। ସେହିପରି ଯେଉଁ ସମୟରେ ପରିବା ଦର କମ୍ ହେବା କଥା ସେହି ସମୟରେ ଦର ବୃଦ୍ଧି ଚିନ୍ତାର କାରଣ ପାଲଟିଛି। ଏହି…