Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ରାଜ୍ୟସଭାରେ ଗୃହର ନେତା ହୋଇପାରନ୍ତି ଜେପି ନଡ୍ଡା

ନୂଆଦିଲ୍ଲୀ: ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କୁ ଖୁବଶୀଘ୍ର ନୂଆ ସରକାରରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିପାରେ। ମିଳିଥିବା ସୂଚନା ଅନୁଯାୟୀ, ଜେପି ନଡ୍ଡାଙ୍କୁ ରାଜ୍ୟସଭାରେ ଗୃହ ନେତା କରାଯାଇପାରେ। ବର୍ତ୍ତମାନ ଜେପି ନଡ୍ଡା ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା…

ହାଇକୋର୍ଟ ଗଲେ ବିଜେପି ନେତା ଦିଲ୍ଲୀପ ରାୟ

କଟକ: ହାଇକୋର୍ଟ ଗଲେ ବରିଷ୍ଠ ବିଜେପି ନେତା ଦିଲ୍ଲୀପ ରାୟ । ରାଉରକେଲା ବିଜେଡି ବିଧାୟକ ଶାରଦା ପ୍ରସାଦ ନାୟକଙ୍କ ବିରୋଧରେ ଦାୟର କଲେ ନିର୍ବାଚନୀ ମାମଲା । ଶାରଦାଙ୍କ ବିଧାୟକ ପଦ ଅସିଦ୍ଧ ଘୋଷଣା କରିବାକୁ ଦିଲ୍ଲୀପ କୋର୍ଟରେ ଦାବି କରିଛନ୍ତି । ଶାରଦା ନିଜ ନାମାଙ୍କନ ପତ୍ରରେ ଭୁଲ୍ ଓ…

କାମଚଳା ବାଚସ୍ପତି ଭାବେ ଭର୍ତ୍ତୃହରୀଙ୍କ ନିଯୁକ୍ତିକୁ ନେଇ କଂଗ୍ରେସର ବିରୋଧ

ନୂଆଦିଲ୍ଲୀ: ବିଜେପି ସାଂସଦ ଭର୍ତ୍ତୁହରି ମହତାବଙ୍କୁ ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି । ଏହି ନିଯୁକ୍ତି କୁ ନେଇ ଏବେ ଆରମ୍ଭ ହୋଇଯାଇଛି ରାଜନୀତି । କଂଗ୍ରେସ ଦଳର ବରିଷ୍ଠ ନେତା ଜୟରାମ ରମେଶ ସରକାରଙ୍କ ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଛନ୍ତି । ଏହା ସଂସଦର ପରମ୍ପରା…

ପିସିସି ସଭାପତିଙ୍କୁ କାଳିମାଡ଼ ପଛରେ କିଏ?

ଭୁବନେଶ୍ବର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ କାଳିମାଡ଼ । କଂଗ୍ରେସ ଭବନରେ ଚାମ୍ବରରେ ବସିଥିବା ବେଳେ ଶରତଙ୍କ ଉପରକୁ ଅସନ୍ତୁଷ୍ଟ ଗୋଷ୍ଠୀ କାଳିମାଡ଼ କରିଥିବା କୁହାଯାଉଛି । କାଳିମାଡ ସାଙ୍ଗକୁ ନାରାବାଜି ବି କରିଛନ୍ତି କିଛି ଯୁବକ । ତେବେ କଂଗ୍ରେସ ପକ୍ଷରୁ ନିଟ୍ ପ୍ରଶ୍ନପତ୍ର ଲିକ୍…

କଲେଜ ଛାତରୁ ପଡି ଅଧ୍ୟାପିକା ମୃତ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଅଘଟଣ । କଲେଜ ଛାତରୁ ପଡ଼ି କନିଷ୍ଠ ଅଧ୍ୟାପିକାଙ୍କ ମୃତ୍ୟୁ ଘଟିଛି । ମୃତ ଅଧ୍ୟାପିକା ଜଣଙ୍କ ହେଲେ ବର୍ଷା ମିଶ୍ର । ତମାଣ୍ଡୋ ଥାନା ଅନ୍ତର୍ଗତ ଏକ ଘରୋଇ ଇଞ୍ଜିନିୟରିଂ ୟୁନିଭର୍ସିଟିରେ କମ୍ପ୍ୟୁଟର ସାଇନସ୍ ବିଭାଗର…

ଉତ୍କଳ ବିଶ୍ୱବିଦ୍ୟାଳୟରେ ପୁନଃ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ: କ୍ରୀଡା ମନ୍ତ୍ରୀ

ଭୁବନେଶ୍ବର: ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ କ୍ରୀଡା ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଖୁବ ଶୀଘ୍ର ଉତ୍କଳ ବିଶ୍ୱବିଦ୍ୟାଳୟରେ କାର୍ଯ୍ୟକ୍ଷମ ହେବ ଯୋଗ ବିଭାଗ । କୌଣସି କାରଣ ପାଇଁ ଦୀର୍ଘଦିନ ହେବ ବନ୍ଦ ରହିଛି ବିଭାଗ । ସାରା ବିଶ୍ୱ ଏବେ ଯୋଗକୁ ଗୁରୁତ୍ୱ ଦେଉଥିବାରୁ…

ଦିନକୁ ୨ ଘଣ୍ଟା ଓଡିଶାବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ସମସ୍ତଙ୍କ ଅସୁବିଧା ଓ ଅଭିଯୋଗର କରିବେ ସମାଧାନ । ଏ ନୂଆ ସରକାର ଲୋକଙ୍କ ସରକାର ଲୋକଙ୍କ ସ୍ବାର୍ଥରେ କାମ କରିବେ ମୋହନ ସରକାର । ପ୍ରତିଦିନ ଅପରାହ୍ଣ ୩ଟାରୁ ୫ଟା ଯାଏଁ ସାଡ଼ାରଣ ଲୋକଙ୍କୁ ଭେଟି ସେମାନଙ୍କ ଅଭିଯୋଜ ଶୁଣିବେ…

ଯୋଗ ଦିବସରେ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ‘ପ୍ରତି ପଞ୍ଚାୟତରେ ଖୋଲିବ ଆରୋଗ୍ୟମ୍ ସେଣ୍ଟର’

ଭୁବନେଶ୍ୱର: ଆଜି ସମଗ୍ର ବିଶ୍ବରେ ପାଳନ ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ । ଏହି ଅବସରରେ ରାଜ୍ୟର ବଲାଙ୍ଗୀର ଜିଲ୍ଲାର ଗାନ୍ଧୀ ଷ୍ଟାଡିୟମ ଠାରେ ମଧ୍ୟ ଯୋଗ ଦିବସ ପାଳନ ହୋଇଛି । ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଯୋଗଦେଇ ବଡ…

‘ମୁଁ ଲଢୁଆ, କାଳି ମାଡ ଦବେଇପାରିବନି’; ଶରତ ପଟ୍ଟନାୟକ

ଭୁବନେଶ୍ବର: ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ଉପରେ କାଳିମାଡ କରିଛନ୍ତି ଦୁଇ ଯୁବକ । କଂଗ୍ରେସ ଭବନ ଭିତରେ ପସି କାଳି ମାଡ କରିଛନ୍ତି । ତେବେ ଯୁବକ ଦୁଇ ଜଣ କିଏ ଓ କେଉଁ କାରଣରୁ ଏଭଳି କାଣ୍ଡ ଭିଆଇଛନ୍ତି ତାହା ଅସ୍ପଷ୍ଟ ଥିଲେ ମଧ୍ୟ ଏହାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ପିସିସି ସଭାପତି…

ମାଓ ପୋଷ୍ଟର ଲଗାଇ ସ୍ଥିତି ଜାହିର କଲେ ମାଓବାଦୀ, ଲୋକେ ଭୟଭୀତ

କୋରାପୁଟ: କୋରାପୁଟ ଜିଲ୍ଲା ବନ୍ଧୁଗାଁ ବ୍ଲକର ସରପଲ୍ଲୀ ଛକରେ ପୋଷ୍ଟର ଲଗାଇଲେ ମାଓବାଦୀ । ପୋଷ୍ଟରରେ ତେଲୁଗୁ ଭାଷାରେ ଲେଖାଯାଇଛି । ଏହି ପୋଷ୍ଟରଟି ସିପିଆଇ ମାଓବାଦୀ ପକ୍ଷରୁ ଲଗାଯାଇଥିବା ସେଥିରେ ଦର୍ଶାଯାଇଛି । ଖବର ମୁତାବକ, ଆଜି ସକାଳେ ସରପଲ୍ଲୀ ଛକରେ ମାଓ ପୋଷ୍ଟର ଲାଗିଥିବା…