Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କାର୍ଯ୍ୟରେ ଅବହେଳା ଯୋଗୁଁ ସୁବର୍ଣ୍ଣପୁର ଡିଆରସିଏସ ନିଲମ୍ବିତ, ସୋନପୁର ଏଆସିଏସଙ୍କୁ ଅତିରିକ୍ତ ଦାୟିତ୍ୱ

ସୁବର୍ଣ୍ଣପୁର: ଓଡ଼ିଶା ସରକାରଙ୍କ ସମବାୟ ବିଭାଗ ପକ୍ଷରୁ ଏକ ବଡ଼ ଧରଣର ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । କାର୍ଯ୍ୟରେ ଅବହେଳା ଏବଂ ଅନିୟମିତତା ଅଭିଯୋଗରେ ସୁବର୍ଣ୍ଣପୁରର ଜିଲ୍ଲା ସମବାୟ ଉପନିବନ୍ଧକ (DRCS) ସଞ୍ଜୟ କୁମାର ତ୍ରିପାଠୀଙ୍କୁ ତୁରନ୍ତ କାର୍ଯ୍ୟରୁ ନିଲମ୍ବିତ…

ଆଇଏଏସ ସ୍ତରରେ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ…

ଭୁବନେଶ୍ବର: ପୁଣି ଆଇଏଏସ ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର । ଏନେଇ ରାଜ୍ୟ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏ ନେଇ ପ୍ରକାଶ ପାଇଛି ବିଜ୍ଞପ୍ତି । ଆାଇଏଏସ ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ, ପରିବେଶ ଓ ଜଳବାୟ ପରିବର୍ତ୍ତନ ବିଭାଗର ପ୍ରମୁଖ ଶାସନ ସଚିବ ଭାବେ…

୫ ଲକ୍ଷ ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ପୋଲିସ ହାଉସିଂ ଡେପୁଟି ମ୍ୟାନେଜର

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲଫେୟାର କର୍ପୋରେସନର ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର । ୫ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ହାତରେ ଧରାପଡିଲେ ଡେପୁଟି ମ୍ୟାନେଜର ବିଦ୍ୟୁତ ରଞ୍ଜନ ଭୋଳ । ୩ ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି ।…

ଭୁବନେଶ୍ୱର ନିୟୁ ସିଟି ମାଷ୍ଟରପ୍ଲାନ୍ ପାଇଁ ଚୁକ୍ତି ସ୍ୱାକ୍ଷରିତ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ମଙ୍ଗଳବାର ଭୁବନେଶ୍ୱରର ପ୍ରସ୍ତାବିତ 'ନିୟୁ ସିଟି' (ନୂଆ ସହର) ସକାଶେ ଏକ ବ୍ୟାପକ ମାଷ୍ଟରପ୍ଲାନ୍ ପ୍ରସ୍ତୁତି ପାଇଁ ସୁର୍ବାନା ଜୁରୋଙ୍ଗ ସଂସ୍ଥା ସହ ଏକ ଚୁକ୍ତି ସ୍ବାକ୍ଷରିତ କରିଛି । ବିଡିଏ ସଚିବ ମାନସ ରଞ୍ଜନ ପାଢୀ ଓ ସୁର୍ବାନା…

ଏପ୍ରିଲ ୧ରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ, ପ୍ରତି ସୋମବାର ବନ୍ଦ ରହିବ ଉଭୟ ଉଦ୍ୟାନ

ନନ୍ଦନକାନନ: ପହିଲାରୁ ବଦଳିବ ନନ୍ଦନକାନନର ସମୟ ନିର୍ଘଣ୍ଟ । ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଓ ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ରାଜ୍ୟ ତଥା ରାଜ୍ୟ ବାହାରୁ ବୁଲିବାକୁ ଆସୁଥିବା ପର୍ଯ୍ୟଟକଙ୍କ ପାଇଁ ସମୟ ନିର୍ଘଣ୍ଟ ବଦଳିବ ବୋଲି ସୂଚନା ଦେଇଛନ୍ତି ନନନ୍ଦନକାନନ କର୍ତ୍ତୃପକ୍ଷ । ପ୍ରତିବର୍ଷ ଭଳି…

ସରେଣ୍ଡର କଲେ ଦୁଇ ହାର୍ଡକୋର ମାଓବାଦୀ

ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲ୍ଲାରେ ଦୁଇ ଜଣ ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ଆଜି ମାଓବାଦୀଙ୍କ ଆତ୍ମସମର୍ପଣ ଡେଡଲାଇନର ଶେଷ ଦିନ ଥିବାବେଳେ, ବନ୍ଧୁକ ସହ ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ଏହି ଦୁଇ ମାଓବାଦୀ । ଏହି ଦୁଇ…

ବଡ଼ ଘୋଷଣା-ବଡ଼ ପ୍ରଚାର, ଦାୟିତ୍ୱ ଶୂନ୍ୟ: ସରକାରଙ୍କୁ ରାହୁଲଙ୍କ ସମାଲୋଚନା

ନୂଆଦିଲ୍ଲୀ: ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ମୋଦି ଏବଂ ରାଜ୍ୟ ସରକାରଙ୍କ ଉପରେ କଠୋର ଆକ୍ରମଣ କରିଛନ୍ତି। ସଂସଦ କାର୍ଯ୍ୟକାଳ ମଧ୍ୟରେ, ସେ ସ୍ମାର୍ଟ ସିଟି ପ୍ରକଳ୍ପକୁ ନେଇ ସରକାରଙ୍କୁ ଆକ୍ରମଣ କରିଥିଲେ। ସେ କହିଥିଲେ ଯେ ଯଦି ଏକ ସହର ଏହାର ନାଗରିକଙ୍କୁ ମୌଳିକ…

୧ ଏପ୍ରିଲରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ, ଜାଣନ୍ତୁ କ’ଣ କରିବାକୁ ପଡ଼ିବ?

ନୂଆଦିଲ୍ଲୀ: ଏପ୍ରିଲ ୧ରୁ ଟୋଲ୍ ପ୍ଲାଜାରେ ବଡ଼ ପରିବର୍ତ୍ତନ । ବିଶେଷ କରି ଗାଡ଼ି ଚାଳକ ଏବଂ ଟ୍ୟାକ୍ସ ପେୟରଙ୍କ ପାଇଁ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା । କାଲିଠାରୁ ଟୋଲ୍ ପ୍ଲାଜାରେ କ୍ୟାଶ୍ ଦେଇ ଆଉ ଗାଡ଼ି ପାର୍ କରିପାରିବେ ନାହିଁ । ସେହିପରି ଆଜି ଟ୍ୟାକ୍ସ ବଞ୍ଚାଇବା ପାଇଁ ଶେଷ ସୁଯୋଗ ।…

ଓଡିଶାକୁ ଆଉ ନାହିଁ ମାଓ ବିପଦ

ଭୁବନେଶ୍ୱର: ମାଓ ମୁକ୍ତ ହୋଇଛି ଓଡିଶା। ଆଉ ଅଛନ୍ତି ମାତ୍ର ହାତଗଣତି ମାଓବାଦୀ। ଓଡିଶାକୁ ଆଉ ନାହିଁ ମାଓ ବିପଦ। ନକ୍ସଲମୁକ୍ତ ଭାରତ ଅଭିଯାନ ଡେଡଲାଇନର ଶେଷ ଦିନରେ ଆଣ୍ଟିନକ୍ସଲ ଅପରେସନରେ ଡିଜି ଦେଇଛନ୍ତି ବଡ଼ ସୂଚନା। ମାଓ ଦମନ ନେଇ ଟାର୍ଗେଟ୍‌ରେ ସଫଳ ହୋଇଛୁ କହିଲେ ADG ସଞ୍ଜୀବ ପଣ୍ଡା।…

Congress’s ‘miracle’ dig at Amit Shah: ଅମିତ ଶାହଙ୍କ ଭାଷଣ ନେଇ କଟାକ୍ଷ କଲା କଂଗ୍ରେସ,…

ନୂଆଦିଲ୍ଲୀ: କଂଗ୍ରେସ ମଙ୍ଗଳବାର ଲୋକସଭାରେ ଗୃହମନ୍ତ୍ରୀ ଅମିତ ଶାହଙ୍କ ଭାଷଣ ପରେ ତାଙ୍କୁ କଡ଼ା ଟାର୍ଗେଟ କରିଛି। ବାମପନ୍ଥୀ ଉଗ୍ରବାଦ ଉପରେ ଏକ ବିତର୍କ ସମୟରେ ତାଙ୍କ ମନ୍ତବ୍ୟକୁ ନେଇ କଟାକ୍ଷ କରିଛି କଂଗ୍ରେସ। ଏନେଇ କଂଗ୍ରେସ ମହାସଚିବ ଜୟରାମ ରମେଶ ଶାହଙ୍କ ଭାଷଣକୁ ସମାଲୋଚନା କରି X…