Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶରତ ପଟ୍ଟନାୟକୁ କାଳି ମାଡ, କଂଗ୍ରେସ ଭବନରେ ପସି କାଳି ମାଡ କଲେ ଅସନ୍ତୁଷ୍ଟ ଗୋଷ୍ଠୀ

ଭୁବନେଶ୍ବର: କଂଗ୍ରେସର ପିସିସି ସଭାପତି ଶରତ ପଟ୍ଟନାୟଙ୍କୁ କାଳି ମାଡ । କଂଗ୍ରେସ ଭବନରେ ନିଜ ପ୍ରକୋଷ୍ଠରେ ବସିଥିବା ସମୟରେ କିଛି ଅସନ୍ତୁଷ୍ଟ ଗୋଷ୍ଠୀ ଭିତରକୁ ପସି ତାଙ୍କ ଉପରକୁ କାଳି ମାଡ କରିଥିଲେ । ହେଲେ କାଲି ମାଡ କରିଥିବା ବ୍ୟକ୍ତମାନେ କିଏ ଏବଂ ସେମାନେ କେଉଁ କାରଣରୁ ଅସନ୍ତୁଷ୍ଟ…

ଦୀପାଳିଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ, ଯାଞ୍ଚ ହେବ ଇଭିଏମ

ଝାରସୁଗୁଡା: ଦୀପାଳି ଦାସଙ୍କ ଆବେଦନକୁ ଗ୍ରହଣ କଲେ ନିର୍ବାଚନ ଆୟୋଗ । ଯାଞ୍ଚ ହେବ ୧୩ ପୋଲିଂ ଷ୍ଟେସନର ଇଭିଏମ୍ । ନିର୍ବାଚନ ଫଳାଫଳରେ ଘୋଟାଲା ହୋଇଥିବା ଅଭିଯୋଗ କରିଥିଲେ ଦୀପାଳି । ଝାରସୁଗୁଡା ପୂର୍ବତନ ବିଧାୟିକା ତଥା ପରାଜିତ ବିଜେଡି ବିଧାୟିକା ପ୍ରାର୍ଥୀ ଦୀପାଳି ଦାସ…

ଯୋଗ ମୁଦ୍ରାରେ ମୁଖ୍ୟମନ୍ତ୍ରୀ, କହିଲେ ନୂଆ ଓ ସୁସ୍ଥ ଓଡ଼ିଶା ଗଠନରେ ସହାୟକ ହେବ ଯୋଗ

ଭୁବନେଶ୍ବର: ଆଜି ଅନ୍ତର୍ଜାତୀୟ ଯୋଗ ଦିବସରେ କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ରାଜ୍ୟସ୍ତରୀୟ ଯୋଗ ଉତ୍ସବରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ଅବସରରେ ରାଜଧାନୀ ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମରେ ଯୋଗ ମୁଦ୍ରାରେ ନଜର ଆସିଛନ୍ତି ମୁଖ୍ୟମନ୍ତ୍ରୀ । ଯୋଗ…

ବିଏସଏଫ୍ ଜବାନଙ୍କ କୁମ୍ବିଙ୍ଗ ଅପରେସନ ବେଳେ ମାଓ ଡମ୍ପ୍ ଜବତ

ମାଲକାନଗିରି: ସୁରକ୍ଷାକର୍ମୀଙ୍କୁ ମିଳିଲା ବଡ଼ ସଫଳତା। ମାଲକାନଗିରି ଜିଲ୍ଲା ଭେଜାଙ୍ଗୱାଡା ଜଙ୍ଗଲରେ ବିଏସଏଫ୍ ଜବାନଙ୍କ କୁମ୍ବିଙ୍ଗ ଅପରେସନ ବେଳେ ମାଓ ଡମ୍ପ୍ ଜବତ। ସୁରକ୍ଷାକର୍ମୀଙ୍କୁ ଟାର୍ଗେଟ କରିବା ପାଇଁ ମାଓବାଦୀ ପାହାଡ଼ ଭିତରେ ଲୁଚାଇ ରଖିଥିଲେ ବିପୁଳ ପରିମାଣର ମାଓ ବିସ୍ପୋରକ…

ରାଜଧାନୀରେ ମେଟ୍ରୋ ପ୍ରକଳ୍ପର ଭବିଷ୍ୟତକୁ ନେଇ ସ୍ପଷ୍ଟ ହେଲା ମୋହନ ସରକାରର ଆଭିମୁଖ୍ୟ

ଭୁବନେଶ୍ୱର: ନବୀନ ସରକାର ଯିବା ପରେ ଅନେକ ଯୋଜନା ଏବଂ ପ୍ରକଳ୍ପର ଭବିଷ୍ୟତକୁ ନେଇ ପ୍ରଶ୍ନ ଉଠିଛି। ଏହାରି ଭିତରେ ଅନ୍ୟତମ ପ୍ରକଳ୍ପ ହେଉଛି ମେଟ୍ରୋ ପ୍ରକଳ୍ପ । ଏହାରି ଭିତରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଗୁରୁବାର କହିଛନ୍ତି, ଭୁବନେଶ୍ୱର ମେଟ୍ରୋ ରେଳ…

ଭର୍ତ୍ତୃହରି ମହତାବ ଲୋକସଭାର କାମଚଳା ବାଚସ୍ପତି ନିଯୁକ୍ତ

ନୂଆଦିଲ୍ଲୀ: ଲୋକସଭାର କାମଚଳା ବାଚସ୍ପତି ଭାବେ ନିଯୁକ୍ତ ହେଲେ କଟକ ସାଂସଦ ଭର୍ତ୍ତୃହରି ମହତାବ । ଭର୍ତ୍ତୃହରିଙ୍କୁ କାମଚଳା ବାଚସ୍ପତି ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ସମ୍ବିଧାନର ଧାରା ୯୫ (୧) ଅନୁଯାୟୀ ତାଙ୍କୁ ଏହି ପଦବୀରେ ନିଯୁକ୍ତ କରାଯାଇଛି। ସେହିପରି ଲୋକ…

ମୁହଁ ଖୋଲିଲେ ଶିକ୍ଷା ମନ୍ତ୍ରୀ, କହିଲେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ

ନୂଆଦିଲ୍ଲୀ: ଦେଶରେ ନିଟ୍‌ ଓ ନେଟ୍‌ ପରୀକ୍ଷାରେ ବିଭ୍ରାଟ ଅଭିଯୋଗ ପ୍ରସଙ୍ଗରେ ମୁହଁ ଖୋଲିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏକ ସାମ୍ବାଦିକ ସମ୍ମିଳନୀରେ ଧର୍ମେନ୍ଦ୍ର କହିଛନ୍ତି, “ମୁଁ ସମସ୍ତଙ୍କୁ ନିଶ୍ଚିତ କରିବାକୁ ଚାହୁଁଛି ଯେ ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା…

କେଜ୍ରିୱାଲଙ୍କୁ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ମିଳିଲା ଆଶ୍ୱସ୍ତି । କେଜ୍ରିୱାଲଙ୍କୁ ଜାମିନ୍ ପ୍ରଦାନ କରିଛନ୍ତି ରାଉଜ ଏଭେନ୍ୟୁ କୋର୍ଟ । ଦିଲ୍ଲୀ ଅବକାରୀ ଦୁର୍ନୀତିରେ ଜଡ଼ିତ ଅର୍ଥ ହେରଫେର ମାମଲାରେ କେଜ୍ରିୱାଲଙ୍କୁ ମିଳିଛି ଆଶ୍ୱସ୍ତି । ୧ ଲକ୍ଷ ଟଙ୍କାର ଜମାନତ ରାଶି…

‘ଭୁବନେଶ୍ୱରକୁ ବିଶ୍ୱସ୍ତରୀୟ ସହର ଭାବରେ ଗଢ଼ିବାକୁ ହେବ, ସହରାଞ୍ଚଳ ବିକାଶ ଉପରେ ଗୁରୁତ୍ୱ ଦିଆଯିବ’

ଭୁବନେଶ୍ୱର: ଆଜି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ଆୟୋଜିତ ହୋଇଯାଇଛି । ବୈଠକରେ ବର୍ଷାଋତୁରେ ସହରାଞ୍ଚଳରେ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ଗୁରୁତ୍ୱ ଦେବାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡ. କୃଷ୍ଣଚନ୍ଦ୍ର ମହାପାତ୍ର ବିଭାଗୀୟ…

କେନ୍ଦ୍ର ଅର୍ଥ ମନ୍ତ୍ରାଳୟର ପ୍ରାକ୍ ବଜେଟ୍ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଯୋଗଦେବେ ଉପମୁଖ୍ୟମନ୍ତ୍ରୀ କେଭି…

ଭୁବନେଶ୍ୱର: କେନ୍ଦ୍ର ଅର୍ଥ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଅର୍ଥ ମନ୍ତ୍ରୀ ମାନଙ୍କର ପ୍ରାକ୍ ବଜେଟ୍ ବୈଠକ ଓ ଜିଏସଟି କାଉନସିଲ ବୈଠକରେ ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗ ଦେବେ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟ ବ୍ୟସ୍ତତା ଯୋଗୁଁ…