Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ଶେଷ; ଏହି ୬ଟି ପ୍ରସ୍ତାବ ଉପରେ ହୋଇଛି ଆଲୋଚନା

ପୁରୀ: ଆଜି ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ବସିଥିବା ପରିଚାଳନା କମିଟି ବୈଠକ ଶେଷ ହୋଇଛି l ବୈଠକରେ ସମୁଦାୟ ୬ଟି ପ୍ରସ୍ତାବ ଉପରେ ଆଲୋଚନା ହୋଇଛି l ଭିତର ଓ ବାହାର ରତ୍ନଭଣ୍ଡାର ସ୍ଥାନାନ୍ତରଣ ପକ୍ରିୟାକୁ ଅନୁମୋଦନ କରାଯାଇଛି ଏନେଇ ରାଜ୍ୟସରକାରଙ୍କୁ ଅବଗତ କରାଯିବ ବୋଲି ବୈଠକରେ…

ଅଣାୟତ୍ତ ବାଂଲାଦେଶୀ ହିଂସା, ଦେଶ ଛାଡିଲେ ପ୍ରଧାନମନ୍ତ୍ରୀ ହସିନା

ନୂଆଦିଲ୍ଲୀ: କୋଟାକୁ ନେଇ ତାତିଛି ବାଂଲାଦେଶ । ସ୍ଥିତି ଦିନକୁ ଦିନ ଅଣାୟତ୍ତ ହୋଇଥିବା ବେଳେ ବିରୋଧ ଓ ହିଂସାରେ ଜଳୁଛି ପୂରା ଦେଶ । ଏହାରି ଭିତରେ ଦେଶ ଛାଡିଛନ୍ତି ପ୍ରଧାନମନ୍ତ୍ରୀ ଶେଖ୍ ହସିନା । ତେବେ ସେ ତାଙ୍କ ପଦରୁ ମଧ୍ୟ ଇସ୍ତଫା ଦେଇଛନ୍ତି । ଏହାସହିତ ଢାକା ଛାଡି ସେ ଭାରତ…

ଘରୋଇ କଳିରୁ ତୁମୁଳ କାଣ୍ଡ; ବୋହୂ ନାକ କାଟିଦେଲେ ଶ୍ୱଶୁର

କଟକ: ବୋହୂର ନାକ କାଟିଦେଲେ ଶ୍ବଶୁର । ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି କଟକ ଜିଲ୍ଲା ଗୁରୁଡ଼ିଝାଟିଆ ଥାନା ଅନ୍ତର୍ଗତ ଗୋବରା ଗାଁରୁ । ଅଭିଯୁକ୍ତ ଶ୍ୱଶୁର ଜଣଙ୍କ ହେଲେ ଅମର ନାୟକ । ଆହତ ବୋହୂ ନୀନା ନାୟକଙ୍କୁ ଗୁରୁଡିଝାଟିଆ ପ୍ରାଥମିକ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିବା ଜଣାପଡିଛି…

ଚାହିଦା ପୂରଣ କରିପାରିଲାନି ୟୁପି, ଏବେ ଓଡିଶାକୁ ପଞ୍ଜାବ ଲୋଡା

ଭୁବନେଶ୍ବର: ଆଳୁକୁ ନେଇ ଏବେ ଉଠୁଛି ପଡୁଛି ରାଜ୍ୟ ରାଜନୀତି । ଏହାରି ଭିତରେ ରାଜ୍ୟକୁ ଆଳୁ ଯୋଗାଉଥିବା ପଶ୍ଚିମବଙ୍ଗ ସରକାରଙ୍କ ମନମାନି ଯୋଗୁଁ, ଆଳୁ ଆଣିବା ପାଇଁ ଉତ୍ତରପ୍ରଦେଶ ସରକାରଙ୍କ ଉପରେ ଭରସା କରିଥିଲା ଓଡିଶା । ହେଲେ ଯାହା ଲାଗୁଛି ଉତ୍ତରପ୍ରଦେଶ ସରକାର ବି ଓଡିଶା ଆବଶ୍ୟକ…

ଖଣି ଖନନ ଉପରେ ସୁପ୍ରିମକୋର୍ଟଙ୍କ ରାୟ: ବିଲ୍ ପାରିତ କଲେ ଝାଡଖଣ୍ଡ ସରକାର, ଲାଗୁ କରିବ କି ଓଡିଶା?…

ଭୁବନେଶ୍ବର: ଗତ ଶୁକ୍ରବାର ଝାଡଖଣ୍ଡ ବିଧାନସଭାରେ ପାରିତ ହୋଇଛି ଖଣି ଖନନ ସଂପର୍କିତ ବିଲ୍ । ଯେଉଁଥିରେ ରାଜସ୍ବ ବଢାଇବା ପାଇଁ ଝାଡଖଣ୍ଡ ସରକାର ଖଣି ଖନନ ଉପରେ ଉପକର ଲଗାଇବା ପାଇଁ ପ୍ରସ୍ତାବ ପାରିତ କରିଛନ୍ତି । ତେବେ ଗତ ଜୁଲାଇ ୨୫ ତାରିଖରେ ସୁପ୍ରିମକୋର୍ଟ ଖଣି ଖନନ ନେଇ ଏକ ବଡ ଘୋଷଣା…

ବିଦ୍ୟୁତ୍‌ ଆଘାତରେ ୯ କାଉଡିଆ ମୃତ

ପାଟନା: ଡିଜେ ଗାଡ଼ି ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୯ କାଉଡିଆଙ୍କ ମୃତ୍ୟୁ। ବିହାରର ବୈଶାଲି ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା। ବୈଶାଲି ଜିଲ୍ଲା ହାଜିପୁରରେ ପାଣି ନେଇ ଆସିବା ବେଳେ ଅଘଟଣ ଘଟିଛି। ୬ରୁ ଅଧିକ କାଉଡିଆଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ମୃତକମାନେ…

ଓ୍ବାୟନାଡ ଗଲା ‘ଷ୍ଟର୍ମ’, ମାଟି ତଳେ ଖୋଜିବ ଜୀବନ

ବ୍ରହ୍ମପୁର: କେରଳରେ ପ୍ରକୃତି ଯେଉଁ ତାଣ୍ଡବ ରଚିଛି ସେଥିରେ ଦିନକୁ ଦିନ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଏଯାବତ ୩୬୦ ଜଣଙ୍କର ମୃତ୍ୟୁ ହେଲାଣି । ମାଟିତଳେ ପାଖାପାଖି ଆହୁରି ୧୦୦ ଜୀବନ ଫସିରହିଥିବା ସନ୍ଦେହ କରାଯାଉଛି । ସେଥିପାଇଁ ଭାରତୀୟ ସେନା ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର…

ମହାପ୍ରଭୁଙ୍କ ଖସାପଡ଼ା ନୀତି, ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ

ପୁରୀ: ସୋମବାର ଶ୍ରାବଣ ଶୁକ୍ଲ ପ୍ରତିପଦ ତିଥିରେ ଶ୍ରୀବିଗ୍ରହମାନଙ୍କ ଖସାପଡ଼ା ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ ଆଜି ଅପରାହ୍ନ ୫ଟାଠାରୁ ରାତ୍ର ୯ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଶ୍ରୀଜଗନ୍ନାଥ ମନ୍ଦିର ରତ୍ନ ସିଂହାସନରେ…

ଭିଜିଲାନ୍ସ ଜାଲରେ କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ, ୧୨ଟି ସ୍ଥାନରେ ଚାଲିଛି ରେଡ୍

କଟକ: କଟକ ସର୍କଲ ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ। ଓବିସିସି ଅତିରିକ୍ତ ମୁଖ୍ୟଯନ୍ତ୍ରୀ ପ୍ରଦୀପ ରଥଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଏକକାଳୀନ ୧୨ଟି ସ୍ଥାନରେ ରେଡ୍ କରୁଛି ଭିଜିଲାନ୍ସ ଟିମ୍‌ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ପ୍ରଦୀପ ରଥଙ୍କ ଘରେ ଆଜି…