Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କାଲିଠୁ ସବୁ ସ୍କୁଲ ଖୋଲା, ଜୁନ୍ ୨୨ରୁ ସ୍ବାଭାବିକ ପାଠ୍ୟକ୍ରମ

ଭୁବନେଶ୍ବର: ସରିଗଲା ଛୁଟି । କାଲିଠୁ ଚାଲିବ ସ୍କୁଲ । ସ୍କୁଲ ଖୋଲିବା ନେଇ ବଡ ଘୋଷଣା କଲା ଗଣଶିକ୍ଷା ବିଭାଗ । ଏଥର ସ୍ବାଭାବିକ ଚାଲିବ ପାଠପଢା । ଆସନ୍ତାକାଲି ଅର୍ଥାତ୍ ଜୁନ୍ ୨୧ ତାରିଖରେ ସକାଳ ୬.୩୦ରୁ ୧୦.୩୦ ପର୍ଯ୍ୟନ୍ତ ସ୍କୁଲ ଚାଲୁଥିବା ବେଳେ ତା ପରଦିନ ଠାରୁ ଅର୍ଥାତ୍ ଜୁନ୍ ୨୨ରୁ…

ନିଟ୍ ପ୍ରଶ୍ନପତ୍ର ଲିକ୍ ମାମଲା; ତେଜସ୍ୱୀ ଯାଦବଙ୍କ ବ୍ୟକ୍ତିଗତ ସଚିବଙ୍କ ହାତ ଥିବା କହିଲେ ବିହାର ଉପମୁଖ୍ୟମନ୍ତ୍ରୀ

ନୂଆଦିଲ୍ଲୀ: ନିଟ୍ ପେପର୍ ଲିକ୍ ମାମଲା ଉପରେ ବଡ ଅଭିଯୋଗ ଆଣିଛନ୍ତି ବିହାର ଉପମୁଖ୍ୟମନ୍ତ୍ରୀ ବିଜୟ କୁମାର ସିହ୍ନା । ସେ ଅଭିଯୋଗ କରିଛନ୍ତି ଯେ, ପରୀକ୍ଷା ପତ୍ର ଲିକ୍ ହେବା ପଛରେ ରାଷ୍ଟ୍ରୀୟ ଜନତା ଦଳ (ଆରଜେଡି) ନେତା ତେଜସ୍ୱୀ ଯାଦବଙ୍କ ବ୍ୟକ୍ତିଗତ ସଚିବ ପ୍ରୀତମ କୁମାରଙ୍କ ହାତ ରହିଛି ।…

ଡ୍ରେନ୍‌ ଯନ୍ତ୍ରଣା; ଜେଇଙ୍କୁ କାରଣ ଦର୍ଶାଅ ନୋଟିସ ଜାରି

ଭୁବନେଶ୍ବର: ଡ୍ରେନ୍ ଟ୍ରାଜେଡିରେ ନାବାଳକ ମୃତ୍ୟୁ ଘଟଣାକୁ ନେଇ ଏବେ ପୂରା ଆକ୍ଟିଭ୍ ବିଭାଗୀୟ ମନ୍ତ୍ରୀ । ଜୋରଦାର ଚଲାଇଛନ୍ତି ତନାଘନା । ସହରରେ କେତେ ମୁକୁଳା ଡ୍ରେନ ଅଛି, ଡ୍ରେନଗୁଡିକର ଅବସ୍ଥା କ’ଣ ଓ କେତେ କାମ ବାକି ଅଛି, ଏନେଇ ଘଟଣାସ୍ଥଳ ପରିଦର୍ଶନ କରି ନିଜର କ୍ଷୋଭ ପ୍ରକାଶ କରିବା…

ବଢିପାରେ ଖରା ଛୁଟି!, କିଛି ଏମିତି କହିଲେ ଗଣଶିକ୍ଷା ମନ୍ତ୍ରୀ…..

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଗ୍ରୀଷ୍ମ ପ୍ରବାହ । ମୌସୁମୀ କାରଣରୁ କିଛି କିଛି ସ୍ଥାନରେ ବର୍ଷା ଟିକେ ଆଶ୍ବସ୍ତି ଆଣିଥିଲେ ମଧ୍ୟ ଅସହ୍ୟ ଗୁଳୁଗୁଳିରେ ବୁକୁ ଫାଟୁଛି । ଏହାକୁ ଦୃଷ୍ଟିରେ ରଖି ଓଷ୍ଟା ପକ୍ଷରୁ ଖରା ଛୁଟିକୁ ବଢାଯିବା ପାଇଁ ନିବେଦନ କରାଯିବା ପରେ ସ୍କୁଲ ଛୁଟିକୁ ନେଇ…

ଆସନ୍ତାକାଲି ରାଜ୍ୟ ସ୍ତରୀୟ ଯୋଗ ଦିବସ ପାଳିବ ଓଡିଶା, ଜାଣନ୍ତୁ କେଉଁ ଜିଲ୍ଲାରେ ଉପସ୍ଥିତ ରହିବେ କିଏ?……

ଭୁବନେଶ୍ବର:  ଆସନ୍ତାକାଲି ଅନ୍ତର୍ଜାତୀୟ ଯୋଗ ଦିବସ । ନିରୋଗ ଓ ସୁସ୍ଥ ମନ ପାଇଁ ଆବଶ୍ୟକ ଯୋଗ । ଯାହା ପ୍ରଧାନମନ୍ତ୍ରୀ ମୋଦିଙ୍କ ପାଇଁ ଏକ ଗୁରୁତ୍ବପୂର୍ଣ୍ଣ ଦିବସ । ଏଥିପାଇଁ ଜମ୍ମୁ-କାଶ୍ମୀର ଗସ୍ତରେ ମୋଦି । ଗୁରୁବାର ଶ୍ରୀନଗରରେ କିଛି ପ୍ରକଳ୍ପର ଲୋକାର୍ପଣ କରିବା ପରେ ଶୁକ୍ରବାର…

ଡିପଥେରିଆ ପରେ ଚିନ୍ତାବଢାଉଛି ଜଣ୍ଡିସ, ସମ୍ବଲପୁରରେ ୨୫ ଆକ୍ରାନ୍ତ ଚିହ୍ନଟ

ସମ୍ବଲପୁର: ରାଜ୍ୟରେ ବର୍ତ୍ତମାନ ଡିପଥେରିଆ ଚିନ୍ତାର ବିଷୟ ପାଲଟିଥିବାବେଳେ ଏଥିରେ ବର୍ତ୍ତମାନ ସୁଦ୍ଧା ମୃତ୍ୟୁ ସଂଖ୍ୟା ୬ ଛୁଇଁଛି । ଏହି ସମୟରେ ସମ୍ବଲପୁର ଜିଲ୍ଲାରେ ବ୍ୟାପିବାରେ ଲାଗିଛି ଜଣ୍ଡିସ । ଏଥିରେ ୨୫ ଜଣ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ତେବେ ସମ୍ବଲପୁରର…

ଓଡିଶା ବିଧାନସଭାର ନୂଆ ବାଚସ୍ପତି ସୁରମା ପାଢୀ

ଭୁବନେଶ୍ବର: ବାଚସ୍ପତି ଭାବେ ନିର୍ବାଚିତ ହେଲେ ରଣପୁର ବିଧାୟିକା ସୁରମା ପାଢୀ । ବାଚସ୍ପତି ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଛୀ ସୁରମା ପାଢୀଙ୍କ ନାଁ ପ୍ରସ୍ତାବ ଦେବା ପରେ ଏହାକୁ ସମର୍ଥନ ଦେଇଥିଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ । ଏହା ପରେ ସର୍ବସମ୍ମତି କ୍ରମେ…

ଆୟତ୍ତ ହେଲା ଆପାର୍ଟମେଣ୍ଟ ନିଆଁ, ଉଦ୍ଧାର ହେଲେ ଫସିରହିଥିବା ଅନ୍ତେବାସୀ

ଭୁବନେଶ୍ବର: ଦୀର୍ଘ ସମୟ ପରେ ଆପାର୍ଟମେଣ୍ଟ ନିଆଁଙ୍କୁ ଆୟତ୍ତ କଲା ଅଗ୍ନିଶମ ବିଭାଗ । ଜଣ ଜଣ କରି ଫସିରହିଥିବା ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରି ବାହାରକୁ ଆଣାଗଲା । ସୂଚନାଯୋଗ୍ୟ, ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ନିଆଁ ଲାଗିବାର…

ଡିପଥେରିଆରେ ଆଖି ବୁଜିଲେ ଆଉ ଜଣେ ଆକ୍ରାନ୍ତ

ବ୍ରହ୍ମପୁର: ଡିପଥେରିଆରେ ଆଖି ବୁଜିଲେ ଆଉ ଜଣେ ଆକ୍ରାନ୍ତ। ବ୍ରହ୍ମପୁର ଏମକେସିଜି (MKCG) ମେଡିକାଲରେ ଜଣେ ଡିପଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ କୋରାପୁଟ ଜିଲ୍ଲାର ବନ୍ଧୁଗାଁ ବ୍ଲକ କୁମ୍ଭାରୀପୁଟ ଗାଁର ସୁବାରାଓ ମେଲେକାଙ୍କ ୧୦ବର୍ଷର ପୁଅ ଦିପୁନା ମେଲେକା ବୋଲି ଜଣାପଡିଛି। ଏନେଇ…

ବାଲେଶ୍ୱରରେ ୪ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ, କେବଳ ଲ୍ୟାଣ୍ଡଲାଇନ୍‌ ଫୋନ୍‌ରେ ମିଳିବ ଇଣ୍ଟରନେଟ୍‌ ସେବା

ବାଲେଶ୍ୱର: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଅନିର୍ଦ୍ଧିଷ୍ଟକାଳ ପାଇଁ ଜାରି ରହିଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଛି। କର୍ଫ୍ୟୁକୁ ଆଜି ୪ ଘଣ୍ଟା ପାଇଁ କୋହଳ କରାଯିବ ବୋଲି ଜିଲ୍ଲାପାଳ ଆଶିଷ ଠାକରେ କହିଛନ୍ତି। ସକାଳ ୭ଟାରୁ ଦିନ ୧୧ଟା ପର୍ପ୍ୟନ୍ତ କୋହଳ…