Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମୁଖ୍ୟ କୋଚ ପାଇଁ ଏକମାତ୍ର ଆବେଦନକାରୀ ଗମ୍ଭୀର: ଟିମ୍ ପାଇଁ ବାଧ୍ୟବାଧକତା ନା ଆବଶ୍ୟକତା?

ନୂଆଦିଲ୍ଲୀ: ଭାରତୀୟ ପୁରୁଷ ଦଳର କୋଚ୍ ପଦ ପାଇଁ ଆବେଦନ କରିଥିବା ଏକମାତ୍ର ଆବେଦନକାରୀ ଗୌତମ ଗମ୍ଭୀର ମଙ୍ଗଳବାର ଜୁମ୍ କଲ୍ ଜରିଆରେ କ୍ରିକେଟ୍ ପରାମର୍ଶଦାତା କମିଟି ସମ୍ମୁଖରେ ସାକ୍ଷାତକାର ଦେବେ। ଆମେରିକା ଓ ୱେଷ୍ଟଇଣ୍ଡିଜରେ ଚାଲିଥିବା ଟି-୨୦ ବିଶ୍ୱକପ୍ ପରେ ବର୍ତ୍ତମାନର ମୁଖ୍ୟ କୋଚ୍…

ଆଜି ବରଗଡ଼ରେ କିସ୍ତି ବାଣ୍ଟିବେ ମୁଖ୍ୟମନ୍ତ୍ରୀ, ଚାଷୀ ପାଇବେ ପିଏମ କିଷାନ ଟଙ୍କା

ଭୁବନେଶ୍ୱର: ଆଜି ପ୍ରଦାନ କରାଯିବ ପିଏମ୍ କିଷାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି। ଦେଶର ମୋଟ୍ ୯ କୋଟି ୩୦ ଲକ୍ଷ ଚାଷୀଙ୍କୁ ଉତ୍ତରପ୍ରଦେଶ ବାରାଣସୀରୁ ଡିବିଟି ମାଧ୍ୟମରେ ମୋଟ ୨୦ ହଜାର କୋଟି ଟଙ୍କା ପଠାଇବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଚାଷୀଙ୍କୁ ମିଳିବ ୨ ହଜାର ଟଙ୍କା। ଏହି…

ବାଲେଶ୍ବରରେ ଗୋଷ୍ଠୀ ସଂଘର୍ଷ ଘଟଣା; ପୂରା ସହରରେ କର୍ଫ୍ୟୁ

ବାଲେଶ୍ବର: ବାଲେଶ୍ୱର ଜିଲ୍ଲାରେ ଦୁଇ ଗୋଷ୍ଠୀ ମୁହାଁମୁହିଁରୁ ଗଣ୍ଡଗୋଳ ଉଗ୍ର ରୂପ ନେଇଛି। ଢେଲାପଥର, ବାଡ଼ି ଓ କାଚ ବୋତଲ ମାଡ଼ରେ ୫ ପୁଲିସ କର୍ମଚାରୀଙ୍କ ସମେତ ୧୦ ଜଣ ଲହୁଲୁହାଣ ହୋଇଛନ୍ତି। ଘଟଣାସ୍ଥଳରେ ଅନେକ ଦୁଇଚକିଆ ଓ ଚାରିଚକିଆ ଗାଡ଼ି ସହ ଲୋକଙ୍କ ଘର ଆସବାବପତ୍ର ନଷ୍ଟ ହୋଇଛି।…

‘ଉପକୂଳରେ ୩ ଦିନ ଯାଏଁ ପ୍ରଚଣ୍ଡ ଗୁଳୁଗୁଳି ହେବ, ଆସନ୍ତା ଚାରିଦିନ ପରେ ପାଗ ବଦଳିବ’

ଭୁବନେଶ୍ବର: ରାଜ୍ୟରେ କଲବଲ କରୁଛି ତାତି ଅସହ୍ୟ ହୋଇପଡୁଛି ଜନ ଜୀବନ । ଗରମ ସାଙ୍ଗକୁ ଗୁଳୁଗୁଳି ଆହୁରି କଷ୍ଟଦାୟକ ହୋଇପଡୁଛି । ତେବେ ଉପକୂଳରେ ଆହୁରି ତିନିଦିନ ଯାଏଁ ପ୍ରଚଣ୍ଡ ଗୁଳୁଗୁଳି ହେବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଗକୁ ବଢ଼ିବା ପାଇଁ ଆଗାମୀ ଚାରିଦିନ ପରେ ପାଗ ଅନୁକୂଳ ରହିବ…

‘୧୯୭୧ ମସିହା ପରି ଚଳିତବର୍ଷ ରଥଯାତ୍ରା ଆମ ପାଇଁ ବଡ ଦାୟିତ୍ୱ’

ପୁରୀ: ସ୍ନାନଯାତ୍ରା ଓ ରଥଯାତ୍ରାର ସୁପରିଚାଳନା ନେଇ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଆଇନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକ ଶେଷ ପରେ ଗଣମାଧ୍ୟମରେ ପ୍ରତିକ୍ରିୟା ରଖିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ଯେ,…

ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ନିଯୁକ୍ତ ହେଲେ କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଯୁଗ୍ମ ସଚିବ ନିଯୁକ୍ତ । କେନ୍ଦୁଝର ଉପଜିଲ୍ଲାପାଳ ତ୍ରିଲୋଚନ ମହାନ୍ତି ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ ଭାବେ ଆଜି ନିଯୁକ୍ତ ହୋଇଛନ୍ତି । କେନ୍ଦୁଝର ଉପଜିଲ୍ଲାପାଳ ପଦରୁ ଯୁଗ୍ମ ସଚିବ ପଦକୁ ବଦଳି ହେଲେ ତ୍ରିଲୋଚନ । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ…

ତୃଣମୂଳ ସ୍ତରରୁ କ୍ରୀଡ଼ାର ଅଧିକ ବିକାଶ ପାଇଁ ପ୍ରସ୍ତୁତ ହେବ ଯୋଜନା: କ୍ରୀଡ଼ାମନ୍ତ୍ରୀ

ଭୁବନେଶ୍ୱର: ନୂଆ ମନ୍ତ୍ରୀମଣ୍ଡଳର ବିଭାଗ ବଣ୍ଟନ ପରେ ବିଭାଗୀୟ ମନ୍ତ୍ରୀମାନେ ନିଜ ନିଜ ବିଭାଗର ସମୀକ୍ଷା କରିଛନ୍ତି । ଏହି ଅବସରରେ କ୍ରୀଡ଼ା ଓ ଯୁବସେବା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଆଜି ସକାଳ ୧୦ ଟା ସମୟରେ କଳିଙ୍ଗ ଷ୍ଟାଡିୟମ ଗସ୍ତ କରି ରାଜ୍ୟର କ୍ରୀଡ଼ା ବ୍ୟବସ୍ଥା ଓ ଭିତ୍ତିଭୂମିର…

ବଢିପାରେ ସ୍କୁଲ ଛୁଟି ଅବଧି; ସ୍ଥିତି ଦେଖି ନିଷ୍ପତ୍ତି ନେବେ ଜିଲ୍ଲାପାଳ

ଭୁବନେଶ୍ୱର: ରାଜ୍ୟରେ ପୂର୍ବପରି ଗ୍ରୀଷ୍ମ ପ୍ରବାହ ବଳବତ୍ତର ରହିଥିବାରୁ ଆସନ୍ତାକାଲି ଅର୍ଥାତ୍ ଜୁନ୍ ୧୮ ତାରିଖରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତିରେ ପରିବର୍ତ୍ତନ ଆଣିଛନ୍ତି ରାଜ୍ୟ ସରକାର । ସମଗ୍ର ରାଜ୍ୟରେ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ଏବେ ଲ୍ଲାପାଳଙ୍କ ଉପରେ ଛାଡ଼ିଛନ୍ତି ମୁଖ୍ୟମନ୍ତ୍ରୀ…

ବିଜେପିର ବିଧାନସଭା ନିର୍ବାଚନ ଫୋକସ୍: ଧର୍ମେନ୍ଦ୍ରଙ୍କୁ ହରିୟାଣା ଓ ଅଶ୍ୱିନୀଙ୍କୁ ମହାରାଷ୍ଟ୍ର ଦାୟିତ୍ୱ

ନୂଅଦିଲ୍ଲୀ: ଦେଶରେ ସରିଛି ଲୋକସଭା ନିର୍ବାଚନ ଆଉ ଆଗକୁ ରହିଛି ୪ ରାଜ୍ୟର ବିଧାନସଭା ନିର୍ବାଚନ । ଯାହା ଉପରେ ଫୋକସ କରିଛି ବଜେପି । ଆଗାମୀ ଦିନରେ ମହାରାଷ୍ଟ୍ର, ହରିୟାଣା, ଝାଡଖଣ୍ଡ ଏବଂ ଜମ୍ମୁକଶ୍ମୀରରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ । ଆଉ ଏହାକୁ ଦୃଷ୍ଟିରେ ରଖି ବିଜେପି…

ବୁଡାଇଦେଲା କି ଡିଲ୍ !

ଭୁବନେଶ୍ବର: ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନ ପୂର୍ବରୁ ହୋଇଥିଲା କି ଡିଲ୍ ? ଲୋକସଭା ବିଜେପିକୁ ବିଧାନସଭା ବିଜେଡିକୁ ! ଡିଲ୍ ଅନୁସାରେ ହୋଇଥିଲା କି ବିଜେଡିର ପ୍ରାର୍ଥୀ ଚୟନ? କାହିଁକି ଦୁର୍ବଳ ପ୍ରାର୍ଥୀ ଦେଇଥିଲା ବିଜେଡି ? ସଂଗଠନ ସହ ଜଡିତ ନଥିବା ଆମଦାନୀ ନେତାଙ୍କୁ କାହିଁକି…