Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବୁଡାଇଦେଲା କି ଡିଲ୍ !

ଭୁବନେଶ୍ବର: ବିଜେଡି ଓ ବିଜେପି ମଧ୍ୟରେ ନିର୍ବାଚନ ପୂର୍ବରୁ ହୋଇଥିଲା କି ଡିଲ୍ ? ଲୋକସଭା ବିଜେପିକୁ ବିଧାନସଭା ବିଜେଡିକୁ ! ଡିଲ୍ ଅନୁସାରେ ହୋଇଥିଲା କି ବିଜେଡିର ପ୍ରାର୍ଥୀ ଚୟନ? କାହିଁକି ଦୁର୍ବଳ ପ୍ରାର୍ଥୀ ଦେଇଥିଲା ବିଜେଡି ? ସଂଗଠନ ସହ ଜଡିତ ନଥିବା ଆମଦାନୀ ନେତାଙ୍କୁ କାହିଁକି…

ପଶ୍ଚିମବଙ୍ଗ ଟ୍ରେନ୍ ଟ୍ରାଜେଡି: ମାନବୀୟ ତ୍ରୁଟିରୁ ଦୁର୍ଘଟଣା କହିଲେ ରେଲୱେ ବୋର୍ଡ ଅଧ୍ୟକ୍ଷ

ନୂଆଦିଲ୍ଲୀ: ସୋମବାର (ଆଜି) ପଶ୍ଚିମବଙ୍ଗର ନୂଆ ଜଲପାଇଗୁଡ଼ି ଠାରେ ଠିଆ ହୋଇଥିବା କଞ୍ଚନଜଙ୍ଗା ଏକ୍ସପ୍ରେସକୁ ଧକ୍କା ଦେଇଥିଲା ମାଲବାହୀ ଟ୍ରେନ୍ । ଏହି ଦୁର୍ଘଟଣାର ୮ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ, ୨୫ ଜଣ ଆହତ ହୋଇଛନ୍ତି । ଏଥିରେ ଟ୍ରେନ୍ ର ୩ଟି ବଗି କ୍ଷତିଗ୍ରସ୍ତ ହୋଇଛି । ବର୍ତ୍ତମାନ…

ମିଶନ ଶକ୍ତିକୁ ନେଇ ବଡ ବୟାନ ଦେଲେ ମନ୍ତ୍ରୀ ପ୍ରଭାତୀ ପରିଡା

ଭୁବନେଶ୍ୱର: ଉପମୁଖ୍ୟମନ୍ତ୍ରୀ ତଥା ମିଶନ ଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡା ସୋମବାର ନିଜ ବିଭାଗର ସମୀକ୍ଷା କରିଛନ୍ତି । ପୋଖରୀପୁଟ ସ୍ଥିତ ମିଶନ ଶକ୍ତି ଭବନରେ ପହଞ୍ଚି ବିଭାଗୀୟ ସଚିବ ଶାଳିନୀ ପଣ୍ଡିତ ଓ ମିଶନ ଶକ୍ତି ନିର୍ଦ୍ଦେଶକ ବିନୀତ ଭରଦ୍ବାଜଙ୍କ ସହ ଆଲୋଚନା ପରେ ବଡ଼ ବୟାନ ଦେଇଛନ୍ତି…

କହିଦେଲେ ମୁଖ୍ୟମନ୍ତ୍ରୀ, ଏଥର ଆକ୍ସନ୍ !

ଭୁବନେଶ୍ବର: ବିଜେଡି ସରକାରର ଦୁର୍ନୀତି ପ୍ରସଙ୍ଗକୁ ନେଇ ନିର୍ବାଚନରେ ଲୋକଙ୍କ ପାଖରେ ପହଞ୍ଚିଥିଲା ବିଜେପି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ହୁଅନ୍ତୁ କି ରାଜ୍ୟ ବିଜେପି ନେତା, ଦୁର୍ନୀତିକୁ ଅସ୍ତ୍ର କରି ପ୍ରଚାର ମଇଦାନରେ ବିଜେଡି ଉପରେ ବାଣ ବର୍ଷାଇଥିଲେ । ବିଜେଡିର ଦୁର୍ନୀତିରେ…

ଘେରିବେ ନା ଛାଡିଦେବେ ?

ଭୁବନେଶ୍ବର: ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ କେମିତି ରହିବ ବିଜେଡି-ବିଜେପି ସଂପର୍କ ? ନିର୍ବାଚନ ପୂର୍ବରୁ ଉଭୟ ଦଳ ମଧ୍ୟରେ ସମ୍ଭାବ୍ୟ ମେଣ୍ଟ ନେଇ ଆଲୋଚନା ହେଲା । ମେଣ୍ଟ ହେଲାନି, ତ ନିର୍ବାଚନ ପ୍ରଚାରରେ ମୁହାଁମୁହିଁ ହେଲେ ବିଜେଡି ଓ ବିଜେପି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତି ମାନଙ୍କ ପାଇଁ ଶୋକ ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପଶ୍ଚିମବଙ୍ଗର ଜଳପାଇଗୁଡି ନିକଟରେ ଟ୍ରେନ ଦୁର୍ଘଟଣାରେ ପ୍ରାଣ ହରାଇ ଥିବା ବ୍ୟକ୍ତି ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ସୋସିଆଲ ମିଡିଆ 'ଏକ୍ସ' ରେ ପୋଷ୍ଟ କରି ଏହି ଘଟଣା ଅତ୍ୟନ୍ତ ଦୁଃଖ ଦାୟକ ବୋଲି କହିବା ସହିତ ମୃତ ବ୍ୟକ୍ତିଙ୍କ…

ପଶ୍ଚିମବଙ୍ଗ ଟ୍ରେନ ଟ୍ରାଜେଡି: ପରିବାରଙ୍କୁ ୧୦ ଲକ୍ଷ ସହାୟତା ରାଶି ଘୋଷଣା କରିଛନ୍ତି ରେଳମନ୍ତ୍ରୀ

ଦାର୍ଜିଲିଂ: ପଶ୍ଚିମବଙ୍ଗ ଦାର୍ଜିଲିଂ ଜିଲ୍ଲାରେ ବାଲେଶ୍ୱର ବାହାନଗାର ପ୍ରତିଛବି | ପୁଣି ଏକ ବଡ ଟ୍ରେନ ଟ୍ରାଜେଡି | କଞ୍ଚନଜୁଙ୍ଗା ଏକ୍ସପ୍ରେସକୁ ପଛରୁ ଧକ୍କା ଦେଲା ମାଲବାହୀ ଟ୍ରେନ୍ । ମୃତ୍ୟୁ ସଂଖ୍ୟା ୧୫କୁ ବୃଦ୍ଧି ହୋଇଥିବା ବେଳେ ୬୦ ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ତେବେ ଆଗକୁ…

ବିଲରେ କାମ କରୁଥିବା ସମୟରେ ବଜ୍ରାଘାତରେ ଜଣେ ମୃତ, ୩ ଗୁରୁତର

କୋରାପୁଟ: କୋରାପୁଟ ଜିଲ୍ଲା ନାରାୟଣପାଟଣା ଥାନା ସଲପଗୁଡ଼ା ଗାଁରେ ଅଘଟଣ । ବଜ୍ରାଘାତରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଏଥିରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି । ଗୁରୁତର ଙ୍କୁ ନିକଟସ୍ଥ ହସ୍ପିଟାଲରେ ଭର୍ତି କରାଯାଇଛି । ବଜ୍ରାଘାତରେ ମୃତ୍ୟୁ ବରଣ କରିଥିବା ଜଣକଙ୍କ ପରିଚୟ ଶିବ ମାଣ୍ଡି ବୋଲି…

ଜୁନ୍‌ ୧୮ରେ ମିଳିବ ପିଏମ କିଶାନ, ଆସିଲା ତାଲିକା ‘ପିଏମ କିଶାନ ଉତ୍ସବ’ରେ କେଉଁ ଜିଲ୍ଲାରେ ଉପସ୍ଥିତ…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ କିଶାନ ସମ୍ମାନ ନିଧି ଯୋଜନାର ୧୭ତମ କିସ୍ତି ୧୮ ଜୁନରେ କୃଷକଙ୍କ ଖାତାକୁ ଆସିବାକୁ ଯାଉଛି | ଉତ୍ତରପ୍ରଦେଶର ବାରାଣସୀରୁ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ବଣ୍ଟନ ଏହି କିସ୍ତି ପ୍ରଦାନ କରାଯିବ। ତେବେ ଏହି ୧୭ତମ କିସ୍ତି ବଣ୍ଟନ ଦିନଟିକୁ ‘ପିଏମ୍‌ କିଶାନ ଉତ୍ସବ’…

ବିଧାନସଭା ଜଗିବେ ୮ ପ୍ଲାଟୁନ୍‌ ଫୋର୍ସ, ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ

ଭୁବନେଶ୍ୱର: ବିଧାନସଭା ୩ ଦିନିଆ ଅଧିବେଶନ ପାଇଁ ଜାରି ହେବ ତିନିଥାକିଆ ସୁରକ୍ଷା ବ୍ୟବସ୍ଥା। ବିଧାନସଭା ସୁରକ୍ଷା ଯାଞ୍ଚ କଲେ ଡିଜିପି ଅରୁଣ ଷଡ଼ଙ୍ଗୀ। ଯାଞ୍ଚ ପରେ ଡିଜିପିଙ୍କ ପ୍ରତିକ୍ରିୟା ଆସିଛି। ଡିଜିପିଙ୍କ କହିବା ଅନୁଯାୟୀ ୩ ଦିନିଆ ଅଧିବେଶନ ପାଇଁ ୭୫ ପୋଲିସ ଅଧିକାରୀଙ୍କ ସହ ୮…