Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଜୁଲାଇ ୨୨ରେ ସଂସଦରେ ଉପସ୍ଥାପନ ହେବ କେନ୍ଦ୍ର ବଜେଟ୍

ନୂଆଦିଲ୍ଲୀ: ଜୁଲାଇ ୨୨ ତାରିଖରେ ସଂସଦରେ କେନ୍ଦ୍ର ବଜେଟ ୨୦୨୪ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଏହା ବ୍ୟତୀତ ଜୁଲାଇ ୩ ତାରିଖରେ ଅର୍ଥନୈତିକ ସର୍ଭେ ପ୍ରକାଶ ପାଇବ ବୋଲି ଆଶା କରାଯାଉଛି । ସରକାରୀ ସୂତ୍ର ଅନୁସାରେ, ସାଧାରଣ ନିର୍ବାଚନ ପୂର୍ବରୁ ୨୦୨୪ ଫେବୃଆରୀ ୧ରେ…

ଏଇଥି ପାଇଁ ହୋଇପାରୁନି ବିଭାଗ ବଣ୍ଟନ

ଭୁବନେଶ୍ବର: ବିଜେପି ସରକାର ଦୁଇ ଦିନ ହେଲା ଶପଥ ନେଇ ସାରିଲେଣି। ହେଲେ ଏପର୍ଯ୍ୟନ୍ତ ମନ୍ତ୍ରୀଙ୍କୁ ହୋଇପାରିନି ବିଭାଗ ବଣ୍ଟନ । ସାଧାରଣତଃ ଶପଥ ନେବାର କିଛି ଘଣ୍ଟା ମଧ୍ୟରେ ବିଭାଗ ବଣ୍ଟନ କରାଯାଏ। ହେଲେ ଶପଥ ଗ୍ରହଣ ପରେ ବିଜେପି ସରକାର ଆକ୍ସନ୍ ମୋଡରେ ରହିଥିଲେ ବି ଏଯାଏଁ କିଏ କେଉଁ ବିଭାଗ…

ରୁଷିଛନ୍ତି ଜୟନାରାୟଣ !

ଭୁବନେଶ୍ବର: ନା ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ ପଦ ମିଳିଲା ନା ମନ୍ତ୍ରିମଣ୍ଡଳରେ ମିଳିଲା ସ୍ଥାନ । ଅଭିମାନ କରିଛନ୍ତି କି ରାଜ୍ୟ ବିଜେପିର ପଶ୍ଚିମ ଓଡିଶା ଚେହେରା ଜୟନାରାୟଣ ମିଶ୍ର? ବୁଧବାର ରାଜ୍ୟରେ ବିଜେପିର ପ୍ରଥମ ସରକାରର ଶପଥ ଗ୍ରହଣ ଉତ୍ସହରେ ଜୟନାରାୟଣଙ୍କ ଅନୁପସ୍ଥିତିକୁ ନେଇ…

ଅଧିକ ଗରମ ଯୋଗୁଁ ଜୁନ୍ ୨୮ ଯାଏଁ ବଢିଲା ଗ୍ରୀଷ୍ମଛୁଟି

ଲକ୍ଷ୍ନୌ: ଏବେ ଦିଲ୍ଲୀ ସମେତ ସମସ୍ତ ଉତ୍ତର ଭାରତରେ ଜାରି ରହିଛି ଅସହ୍ୟ ତାତି । ଦିଲ୍ଲୀବାସୀ ତ ଏବେ ପାଣି ପାଇଁ ଡହଳବିକଳ ହେଉଛନ୍ତି । ସେପଟେ ଉତ୍ତରପ୍ରଦେଶରେ ଭୀଷଣ ଗରମକୁ ଦୃଷ୍ଟିରେ ରଖି ଗ୍ରୀଷ୍ମ ଛୁଟି ବୃଦ୍ଧି କରାଇଚନ୍ତି ସରକାର। ଜୁନ୍‌ ୨୪ ପର୍ଯ୍ୟନ୍ତ ପ୍ରାଥମିକ ବିଦ୍ୟାଳୟଗୁଡ଼ିକର…

କୁଏତ ଅଗ୍ନିକାଣ୍ଡରେ ଭାରତୀୟଙ୍କ ମୃତ୍ୟୁ ଘଟଣା, କେରଳରେ ପହଞ୍ଚିଲା ୪୫ ମୃତଦେହ

ନୂଆଦିଲ୍ଲୀ: କୁଏତ ଅଗ୍ନିକାଣ୍ଡରେ ୪୫ ଭାରତୀୟଙ୍କ ମୃତ୍ୟୁ ଘଟଣା। ୪୫ ଭାରତୀୟଙ୍କ ମୃତଦେହ ଧରି କେରଳ ପହଞ୍ଚିଲା ବାୟୁସେନା ବିମାନ। କେରଳ କୋଚିନ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଲା ମୃତଦେହ। ବୁଧବାର ଏକ ୬ ମହଲା କୋଠାରେ ନିଆଁଲାଗି ୪୫ ଜଣଙ୍କ ମୃତ୍ୟୁ ହୋଇଥିଲା। କୁଏତରେ ମୃତକଙ୍କ…

ବୋମା ନିଷ୍କ୍ରିୟ ବେଳେ ଘଟିଲା ଅଘଟଣ, ଚାଲିଗଲା ହାବିଲଦାରଙ୍କ ଜୀବନ

କଟକ: ନିଷ୍କ୍ରିୟ ବେଳେ ଫୁଟିଲା ବୋମା। କଟକ ସଦର ଥାନାର ଏକ ପରିତ୍ୟକ୍ତ ଘରେ ଜବତ ହୋଇଥିବା ବୋମା ରଖାଯାଇଥିଲା ବେଳେ ଏହାକୁ ନିଷ୍କ୍ରିୟ କଲା ବେଳେ ଫୁଟିଥିଲା । ଯେଉଁ କାରଣରୁ ନିଷ୍କ୍ରିୟକାରୀ ପୋଲିସ ଟିମ୍‌ରେ ଥିବା ଜଣେ ହାବିଲଦାରଙ୍କ ଜୀବନ ଚାଲିଯାଇଛି । ସୂଚନା ଅନୁଯାୟୀ, କଟକ ସଦର…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରାଜା ସ୍ବାଇଁ

ଭୁବନେଶ୍ବର: ନୂଆ ସରକାରର କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ୮ ଥରର ବରିଷ୍ଠ ବିଜେଡି ବିଧାୟକ ରାଜା ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ ।  କାମଚଳା ବାଚସ୍ପତିର ଦାୟିତ୍ବ ଗ୍ରହଣ କରିବା ପରେ ଆଗାମୀ ଜୁନ୍ ୧୭…

ରାଜ୍ୟର ଶାସନ ବ୍ୟବସ୍ଥା ବିପର୍ଯ୍ୟସ୍ତ; ସମୀକ୍ଷା ବେଳେ ଆଶ୍ଚର୍ଯ୍ୟ ହେଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଟ ବଦଳାଇଛି ଓଡିଶା ରାଜନୀତି । ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ । ମଙ୍ଗଳବାର ବିଜେପି ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିବା ପରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଚନ୍ତି ମୋହନ ଚରଣ ମାଝୀ । ଆଉ ଶପଥ ନେବା ପରା ପରେ ପୂରା ଆକ୍ସନ ମୋଡରେ…

କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଛନ୍ତି ଦୁଇ ଓଡ଼ିଆ, ମିଳିଲା ପରିଚୟ

ଭୁବନେଶ୍ୱର: କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ଅଛନ୍ତି। ଶେଷ ଖବର ସୁଦ୍ଧା ଏହି ସୂଚନା ହସ୍ତଗତ ହୋଇଛି। ଓଡ଼ିଶାର ଦୁଇ ମୃତକ ହେଲେ ସନ୍ତୋଷ କୁମାର ଗୌଡ଼ ଓ ମହମ୍ମଦ ଜାହୁର। ମିଳିଥିବା ସୂଚନା ଅନୁଯାୟୀ, ମହମ୍ମଦ ଜାହୁର କଟକ ଜିଲ୍ଲା ଆଠଗଡ଼…

ଲୋକସଭାରେ ବାଚସ୍ପତି ନିର୍ବାଚନ ଜୁନ୍ ୨୬

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭା ଆରମ୍ଭ ହେବାର ଦୁଇ ଦିନ ପରେ ଜୁନ୍ ୨୬ ତାରିଖ ବୁଧବାର ଦିନ ନୂଆ ସାଂସଦମାନେ ବାଚସ୍ପତି ବାଛିବାକୁ ଯାଉଛନ୍ତି। ସରକାରୀ କାର୍ଯ୍ୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅଧିବେଶନ ଜୁଲାଇ ୩, ୨୦୨୪ ବୁଧବାର ଶେଷ ହେବ ବୋଲି ସରକାରୀ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି।…