Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଭିଜିଲାନ୍ସ ଜାଲରେ ଅବକାରୀ ଜଏଣ୍ଟ କମିଶନର, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ଭୁବନେଶ୍ବର ଅବକାରୀ ଜଏଣ୍ଟ କମିଶନର। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାଲିଛି ଚଢ଼ାଉ। ଅବକାରୀ ଜଏଣ୍ଟ କମିଶନର ରାମଚନ୍ଦ୍ର ମିଶ୍ରଙ୍କ ଘରେ ଭିଜିଲାନ୍ସ ରେଡ୍‌ କରିଛି। ଏକା ସଙ୍ଗେ ୧୦ଟି ସ୍ଥାନରେ ଚଢ଼ାଉ କରିଛନ୍ତି ଭିଜିଲାନ୍ସ ଟିମ୍‌। ଭୁବନେଶ୍ବର,…

କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର: ଘଟଣାସ୍ଥଳରେ ଜଣେ ମହିଳା କାଉଡ଼ିଆଙ୍କ ମୃତ୍ୟୁ, ୨ ଗୁରୁତର

କଟକ: ଶ୍ରାବଣର ଦ୍ବିତୀୟ ସୋମବାରରେ ବଡ଼ ଅଘଟଣ। କଟକ ଜିଲ୍ଲା ନିଶ୍ଚିନ୍ତକୋଇଲିରେ କାଉଡ଼ିଆଙ୍କ ଉପରେ ମାଡ଼ିଗଲା କାର। ଘଟଣାସ୍ଥଳରେ ଜଣେ ମହିଳା କାଉଡ଼ିଆଙ୍କ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ହୋଇଥିବା ସୂଚନା ରହିଛି। ସୂଚନା ଅନୁସାରେ ନିଶ୍ଚିନ୍ତକୋଇଲି ତହସିଲ ଛକ ନିକଟରେ ଏକ ପିକ୍ଅପ…

ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ୱାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବିରୋଧରେ ସ୍ବାଧୀକାର ଭଙ୍ଗ ଅଭିଯୋଗ ଆଣିବ କଂଗ୍ରେସ। ଗତ ୨୬ ତାରିଖରେ ଗୃହ ଚାଲିଥିବା ବେଳେ ଅଗ୍ନିବୀରମାନଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ ଘୋଷଣା କରିଥିଲେ। ବିଧାନସଭା ବା…

ଭୁବନେଶ୍ବରରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ: ୨ଟି ଟ୍ରେନ୍‌ ବାତିଲ, ବଦଳିଲା ୬ଟି ଟ୍ରେନ୍‌ର ଯାତାୟାତ ସମୟ

ଭୁବନେଶ୍ୱର: ଭୁବନେଶ୍ବର ମଞ୍ଚେଶ୍ବର ଷ୍ଟେସନ ୟାର୍ଡରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ। ରାତି ୧ଟା ୩୫ରେ ଲାଇନ୍‌ଚ୍ୟୁତ ହେବା ନେଇ ରେଲୱେ ପକ୍ଷରୁ ସୂଚନା ମିଳିଛି। ରେଳଧାରଣାରୁ ୮ ବଗି ଖସିପଡ଼ିଛି। ଫଳରେ ଟ୍ରେନ୍‌ ଚଳାଚଳ ଠପ୍‌ ହୋଇଯାଇଛି। ପୂର୍ବତନ ରେଳପଥ ପକ୍ଷରୁ ଉଦ୍ଧାର କାର୍ଯ୍ୟ ଜାରି…

କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଆ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବୈଠକ, ବିକଶିତ ଓଡ଼ିଶାର ଲକ୍ଷ୍ୟ ପୂରଣ ପାଇଁ ସହଯୋଗ…

ଭୁବନେଶ୍ୱର: ଦିଲ୍ଲୀର ଓଡ଼ିଶା ଭବନରେ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। କେନ୍ଦ୍ରରେ କାର୍ଯ୍ୟରତ ଓଡ଼ିଆ ଅଧିକାରୀଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବୈଠକ ଅନୁଷ୍ଠିତ ହୋଇଛି। ବିକଶିତ ଓଡ଼ିଶା ଗଠନ ଲକ୍ଷ୍ୟ ପୂରଣ ପାଇଁ ସହଯୋଗ କାମନା କଲେ। ବୈଠକରେ ଉପସ୍ଥିତ ଥିଲେ ଦୁଇ…

କାଲି ବସିବ ରତ୍ନଭଣ୍ଡାର ଗୁରୁତ୍ୱପୂର୍ଣ୍ଣ ବୈଠକ, ଯାଞ୍ଚ ଓ ମରାମତି ନେଇ ହେବ ଆଲୋଚନା

ପୁରୀ: ରତ୍ନଭଣ୍ଡାର ସ୍ଥିତି ଓ ସ୍ଥାୟୀତ୍ୱ ନେଇ ଆସନ୍ତାକାଲି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ବୈଠକ ବସିବ। ଶ୍ରୀମନ୍ଦିର କାର୍ଯ୍ୟାଳୟରେ ବସିବ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ। ବୈଠକରେ ଯୋଗଦେବେ ଏଏସ୍ଆଇ ଅଧିକାରୀ।…

ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ପଦକ, ବ୍ରୋଞ୍ଜ ଜିତିଲେ ମନୁ ଭାକର

ନୂଆଦିଲ୍ଲୀ: ପ୍ୟାରିସ୍ ଅଲିମ୍ପିକ୍ସରେ ୨୦୨୪ ରେ ଭାରତର ତାରକା ମହିଳା ସୁଟର ମନୁ ଭାକର ଚମତ୍କାର ପ୍ରଦର୍ଶନ କରିଛନ୍ତି। ଭାରତ ପାଇଁ ସେ ପ୍ରଥମ ପଦକ ଜିତିବାରେ ସଫଳ ହୋଇଛନ୍ତି। ସୁଟର୍ ମନୁ ଭାକର ୧୦ ମିଟର ଏୟାର ପିସ୍ତଲ୍ ଇଭେଣ୍ଟରେ ବ୍ରୋଞ୍ଜ ପଦକ ଜିତିଛନ୍ତି । ୧୨ ବର୍ଷ ପରେ ସୁଟିଂରେ…

ଶାଶ୍ୱତ ମିଶ୍ର ହେଲେ ଅର୍ଥ ବିଭାଗର ପ୍ରମୁଖ ସଚିବ

ଭୁବନେଶ୍ୱର: ଆଇଏଏସ୍‌ ଅଫିସର ଶାଶ୍ୱତ ମିଶ୍ରଙ୍କୁ ମିଳିଲା ନୂଆ ଦାୟିତ୍ୱ। ଅର୍ଥ ବିଭାଗର ପ୍ରମୁଖ ସଚିବ ଭାବେ ତାଙ୍କୁ ନିଯୁକ୍ତି ମିଳିଛି। ଆଇଏଏସ୍‌ ସ୍ତରରେ ରାଜ୍ୟ ସରକାର ଅଦଳବଦଳ କରିଛନ୍ତି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ୧୯୯୬ ବ୍ୟାଚ୍‌ର ବରିଷ୍ଠ…

ପୁଣି ମାଓ ପୋଷ୍ଟର: ନିଜ ସ୍ଥିତ ଜାହିର କଲେ ମାଓବାଦୀ, ଅଞ୍ଚଳରେ କୋକୁଆ ଭୟ

କଳାହାଣ୍ଡି: ବହୁ ଦିନ ବ୍ୟବଧାନରେ କଳାହାଣ୍ଡି ଜିଲ୍ଲାରେ ପୁଣି ନିଜ ସ୍ଥିତି ଜାହିର କଲେ ଲାଲ ବାହିନୀ। କଳାହାଣ୍ଡି ଜିଲ୍ଲା ସଦର ଥାନା ଅନ୍ତର୍ଗତ ଶିକରଗୁଡ଼ା ଗାଁର ରାସ୍ତାରେ ଆଜି ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି। ସିପିଆଇ ମାଓବାଦୀ ପକ୍ଷରୁ ପୋଷ୍ଟର ଜାରି ସହ ସହିଦ ସ୍ତମ୍ଭ…

ଖୁବ୍‌‌ଶୀଘ୍ର ମରାମତି ହେବ ରତ୍ନଭଣ୍ଡାର, ହଜିଯାଇଥିବା ଚାବି ଷଡ଼ଯନ୍ତ୍ରର ହେବ ଖୁଲାସା: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ଖୁବ୍ ଶୀଘ୍ର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ କରିବ। ଏଏସଆଇ ରତ୍ନଭଣ୍ଡାରର ପ୍ରାଥମିକ ଯାଞ୍ଚ କରିସାରିଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଦିନ ଗଣମାଧ୍ୟମକୁ କହିଛନ୍ତି । ସେ…