Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଖୁବ୍‌‌ଶୀଘ୍ର ମରାମତି ହେବ ରତ୍ନଭଣ୍ଡାର, ହଜିଯାଇଥିବା ଚାବି ଷଡ଼ଯନ୍ତ୍ରର ହେବ ଖୁଲାସା: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ପ୍ରତ୍ନତାତ୍ତ୍ୱିକ ସର୍ଭେ ଅଫ୍ ଇଣ୍ଡିଆ (ASI) ଖୁବ୍ ଶୀଘ୍ର ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ମରାମତି କାର୍ଯ୍ୟ ଆରମ୍ଭ କରିବ। ଏଏସଆଇ ରତ୍ନଭଣ୍ଡାରର ପ୍ରାଥମିକ ଯାଞ୍ଚ କରିସାରିଛି ବୋଲି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଦିନ ଗଣମାଧ୍ୟମକୁ କହିଛନ୍ତି । ସେ…

୩ ଯାଏଁ ଛେଚିବ, ୬ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର: ୩୧ ସୁଦ୍ଧା ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ନେଇ ସତର୍କତା ଜାରି କଲେ ପାଣିପାଗ ବିଜ୍ଞାନୀ ସଞ୍ଜୀବ ଦ୍ବିବେଦୀ । ଏହାର ପ୍ରଭାବରେ ଅଗଷ୍ଟ ୩ ତାରିଖ ଯାଏଁ ଉତ୍ତର, ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ନେଇ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ…

ପ୍ରଥମ ଦିନରେ ଖୋଲିଲା ୨୦ ଗେଟ୍, ନିଷ୍କାସିତ ହେଉଛି ବନ୍ୟାଜଳ

ସମ୍ବଲପୁର: ଆଜି ହୀରାକୁଦ ବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସନ କରିଛି । ମୋଟ ୨୦ ଗେଟ୍ ଦେଇ ନିଷ୍କାସିତ ହେଉଛି ଜଳ । ତେବେ ଆଜି ଗୋଟିଏ ଦିନରେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍, ଦ୍ବିତୀୟ ପର୍ଯ୍ୟାୟରେ ଆଉ ୭ଟି ଗେଟ୍ ଏବଂ ତୃତୀୟ ପର୍ଯ୍ୟାୟରେ ଆଉ ୬ଟି ଗେଟ୍ ଖୋଲାଯାଇଛି । ପ୍ରଥମ ଦିନରେ…

‘ମନ କି ବାତ୍‌’ କାର୍ଯ୍ୟକ୍ରମରେ ସମ୍ବଲପୁରୀ ଶାଢୀ, କୃତଜ୍ଞତା ଜଣାଇଲେ ମୁଖ୍ୟମନ୍ତ୍ରୀ 

ନୂଆଦିଲ୍ଲୀ: ଆଜି ୧୧୨ତମ  'ମନ୍ କି ବାତ୍' କାର୍ଯ୍ୟକ୍ରମରେ ସାରା ଦେଶ ବାସୀଙ୍କୁ ଉଦ୍ବୋଧନ ଦେଇଛନ୍ତି ମୋଦି । ଏବେ ଅଲିମ୍ପିକ ଚାଲିଥିବାରୁ ଏହାକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସାରା ଦୁନିଆରେ ପ୍ୟାରିସ୍‌ ଅଲିମ୍ପିକ୍‌କୁ ନେଇ ଚର୍ଚ୍ଚା ବୋଲି କହିଛନ୍ତି । ଦେଶବାସୀଙ୍କୁ…

୧୪ଟା ଗେଟ୍ ଦେଇ ନିଷ୍କାସିତ ହେଉଛି ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଖୋଲିଲା ହୀରାକୁଦର ଆଉ ୭ଟି ଗେଟ୍ । ମୋଟ ୧୪ ଟି ଗେଟ୍ ଦେଇ ନିଷ୍କାସିତ ହେଉଛି ବନ୍ୟାଜଳ । ଆଜି ସକାଳେ ପ୍ରଥମ ପର୍ଯ୍ୟାୟରେ ୭ଟି ଗେଟ୍ ଖୋଲିଥିବା ବେଳେ ଏବେ ଦ୍ବିତୀୟ ପର୍ଯ୍ୟାୟରେ ହୀରାକୁଦର ଆଉ ୭ଟି ଗେଟ୍ ଖୋଲାଯାଇଛି । ତେବେ ଉପର ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଗେଟ୍…

ବଢୁଛି ଆତଙ୍କୀକ ଆତଙ୍କ, ଓଡିଶାରୁ ଜମ୍ମୁ ଯିବେ ବିଏସ୍ଏଫ୍ ଯବାନ

ଭୁବନେଶ୍ବର: ଦିନକୁ ଦିନ ଆତଙ୍କବାଦୀଙ୍କ ଉପଦ୍ରବ ବଢିବାରେ ଲାଗିଛି । ସୀମା ସରହଦରେ ସେନାଙ୍କ ଉପରକୁ ଆକ୍ରମଣ ବଢିବାରେ ଲାଗିଛି । ତା ଉପରେ ପୁଣି ବର୍ଷା ଦିନ ହୋଇଥିବାରୁ ଦେଶରେ ଲଗାଣ ବର୍ଷା କାରଣରୁ ସୀମା ପାର୍ଶ୍ବବର୍ତ୍ତୀ ଅଞ୍ଚଳ ଗୁଡିକରେ ଆତଙ୍କୀଙ୍କୁ ଚିହ୍ନଟ କରିବା ସେନାଙ୍କ ପକ୍ଷେ…

ବଦଳିଲେ ଛତିଶଗଡ ରାଜ୍ୟପାଳ, ବିଶ୍ଵଭୁଷଣଙ୍କ ସ୍ଥାନରେ ରାମେନ ଡିକା

ନୂଆଦିଲ୍ଲୀ: ୧୦ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ରାଜ୍ୟପାଳ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦି ମୁର୍ମୁ । ରାଜସ୍ଥାନ, ତେଲେଙ୍ଗାନା, ସିକ୍କିମ, ଝଡଖଣ୍ଡ, ଛତିଶଗଡ, ମେଘାଳୟ, ମହାରାଷ୍ଟ୍ର, ଚଣ୍ଡିଗଡ, ପଣ୍ଡିଚେରୀ, ମଣିପୁରର ନୂତନ ରାଜ୍ୟପାଳ ନିଯୁକ୍ତି କରିଛନ୍ତି ରାଷ୍ଟ୍ରପତି ।…

ହୀରାକୁଦ ଛାଡିଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ରାଜ୍ୟରେ ଅଧିକାଂଶ ସ୍ଥାନରେ ଲଘୁଚାପ ଜନିତ ବର୍ଷା ଲାଗି ରହିଥିବା ବେଳେ ବିଭିନ୍ନ ନଦୀର ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଏହାମଧ୍ୟରେ ଆଜି ଖୋଲା ଯାଇଛି ହୀରାକୁଦ ଗେଟ । ପ୍ରତ୍ୟେକ ବର୍ଷ ପରି ଚଳିତ ବର୍ଷ ମଧ୍ୟ ପାରମ୍ପାରିକ ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରାଯାଇ ହୀରାକୁଦ…