Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ ମେଡିକାଲ କଲେଜରେ ପିଜି ଛାତ୍ରଛାତ୍ରୀଙ୍କ ଷ୍ଟାଇପେଣ୍ଡରେ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ୍‌ରେ ପଢୁଥିବା ପିଜି ଛାତ୍ରଛାତ୍ରୀଙ୍କ ପାଇଁ ମିଳୁଥିବା ଷ୍ଟାଇପେଣ୍ଡରେ ବ୍ୟାପକ ବୃଦ୍ଧି କରିଛନ୍ତି । ଆୟୁର୍ବେଦ ଓ ହୋମିଓପାଥିକ୍ ଚିକିତ୍ସା କ୍ଷେତ୍ରରେ ଛାତ୍ରଛାତ୍ରୀ ମାନଙ୍କୁ…

ଓଡିଶାବାସୀଙ୍କ ପାଇଁ ଖୁସି ଖବର; ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’

ଭୁବନେଶ୍ୱର: ଏଣିକି ଓଡିଶାବାସୀଙ୍କୁ ଭିସା ପାଇଁ ଆଉ କୋଲକତା, ଦିଲ୍ଲୀ, ହାଇଦ୍ରାବାଦ ଯିବାକୁ ପଡିବନି । ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ ସେଣ୍ଟର’ ପ୍ରତିଷ୍ଠା ପାଇଁ ଅନୁମୋଦନ କଲେ ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ୱରରେ ‘ଗ୍ଲୋବାଲ ଭିସା ଆପ୍ଲିକେସନ…

ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ବର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହୋଇଛନ୍ତି । ଲୋକ ଭବନରେ ଆୟୋଜିତ ଆନୁଷ୍ଠାନିକ ନିଯୁକ୍ତି ଉତ୍ସବରେ ରାଜ୍ୟପାଳ ଡ଼. ହରି ବାବୁ କମ୍ଭମପାଟି ଲେଫ୍ଟନାଣ୍ଟ ହର୍ଷିତ ଦେଓଙ୍କୁ ଏହି ସମ୍ମାନଜନକ ପଦବୀ ପ୍ରଦାନ…

ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି: ବୈଜୟନ୍ତ ପଣ୍ଡାଙ୍କୁ ପୁଣି ମିଳିଲା ଆସାମ ଦାୟିତ୍ବ

ଭୁବନେଶ୍ୱର: ଆସାମ ଓ ତାମିଲନାଡୁ ପାଇଁ ନିର୍ବାଚନ ପ୍ରଭାରୀଙ୍କ ନାଁ ଘୋଷଣା କଲା ବିଜେପି। ଆସାମ ପାଇଁ ବୈଜୟନ୍ତ ପଣ୍ଡା ନିର୍ବାଚନ ପ୍ରଭାରୀ ନିଯୁକ୍ତ। ସେହିପରି ପୀୟୁଷ ଗୋଏଲ ତାମିଲନାଡୁ ନିର୍ବାଚନ ପ୍ରଭାରୀ ନିଯୁକ୍ତ। ଗତ ୨୦୨୧ରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଆସାମ…

Bargarh MLA: ନବୀନଙ୍କ ପରେ ବର୍ଦ୍ଧିତ ବେତନ ଦାନ କରିବେ ଏହି ବିଧାୟକ….

ବରଗଡ଼: ନିକଟରେ ବିଧାୟକ ଓ ମନ୍ତ୍ରୀମାନଙ୍କ ଦରମା ବୃଦ୍ଧି କରିଛନ୍ତି ଓଡ଼ିଶା ସରକାର । ଯାହାକୁ ନେଇ ବିଭିନ୍ନ ମହଲରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଉଛି । ଏହି ଘୋଷଣା ପରେବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ନିଜର ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ପତ୍ର…

ମାଲକାନଗିରିରେ ସ୍ୱାଭାବିକ ହେଲା ଇଣ୍ଟରନେଟ୍ ସେବା

ମାଲକାନଗିରି: ହିଂସାର ୮ ଦିନ ପରେ ସ୍ବାଭାବିକ ହେଲା ମାଲକାନଗିରି ଇଣ୍ଟରନେଟ୍ ସେବା। ଗତ ସୋମବାର ସଂଧ୍ୟା ୬ଟାରୁ କଟକଣା ଲାଗୁ ହୋଇଥିଲା। ପର୍ଯ୍ୟାୟ କ୍ରମେ କଟକଣା ୬ ଥର ବୃଦ୍ଧି ହୋଇଥିଲା। ଆଜି ଦିନ ୧୨ଟା ଯାଏଁ କଟକଣା ଥିଲା। ଏମ୍‌ଭି ୨୬ ଓ ରାଖେଲଗୁଡା ଗାଁ ବିବାଦକୁ ନେଇ ହିଂସା…

ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଓଡିଶା ମାଷ୍ଟର୍ସ ୨୦୨୫; ଉନ୍ନତି ହୁଡ଼ା ମହିଳା ଚମ୍ପିୟାନ, କିରଣ ଜର୍ଜ…

କଟକ: କଟକ ସ୍ଥିତ ଜବାହର ଲାଲ ନେହେରୁ ଇଣ୍ଡୋର ଷ୍ଟାଡ଼ିୟମ୍ ଠାରେ ଅନ୍ତର୍ଜାତୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା "ଓଡିଶା ମାଷ୍ଟର୍ସ ୨୦୨୫" ଉଦଯାପିତ ହୋଇଯାଇଛି । ଡିସେମ୍ବର ୯ ତାରିଖରୁ ଆରମ୍ଭ ହୋଇଥିବା ଏହି ଅନ୍ତର୍ଜାତୀୟ ପ୍ରତିଯୋଗିତାର ପ୍ରତ୍ୟେକ ବର୍ଗର ଫାଇନାଲ ମ୍ୟାଚ୍ ଆଜି ଜବାହର ଲାଲ…

ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଆକ୍ରମଣ ଘଟଣା: ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ଭୁବନେଶ୍ବର: ଯାଜପୁର ଧର୍ମଶାଳାର ପୂର୍ବତନ ବିଧାୟକ ତଥା ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗା ରୁଜା ଓ ସମର୍ଥକଙ୍କ ଉପରେ ଆକ୍ରମଣ ଘଟଣା । ଏହାକୁ ଦୃଢ଼ ନିନ୍ଦା କରିଛନ୍ତି ବିଜେଡି ମୁଖ୍ୟ ନବୀନ ପଟ୍ଟନାୟକ । ସୋସିଆଲ ମିଡିଆ ଏକ୍ସ ରେ ଏକ ପୋଷ୍ଟ କରି ଦୋଷୀଙ୍କ…

Mohammad Mokim: କଂଗ୍ରେସରୁ ବହିଷ୍କୃତ ପରେ ପ୍ରତିକ୍ରିୟା ରଖିଲେ ମୋକିମ୍, କଂଗ୍ରେସ ମୋ ବିଚାରଧାରାରେ…

ଭୁବନେଶ୍ୱର: କଂଗ୍ରେସରୁ ବହିଷ୍କାର ପରେ ମୁହଁ ଖୋଲିଲେ ପୂର୍ବତନ ବିଧାୟକ ମହମ୍ମଦ ମୋକିମ୍ । ସେ କହିଛନ୍ତି ଯେ, ଚିଠିକୁ ଗୁରୁତ୍ବର ସହ ନେଇଥିବାରୁ ମିଡିଆକୁ ଧନ୍ୟବାଦ ଜଣାଉଛି । ପରବର୍ତ୍ତୀ ସମୟରେ କଂଗ୍ରେସ ପଦକ୍ଷେପ ନେବ ଭାବୁଛି । କଂଗ୍ରେସ ମୋତେ ପ୍ରାଥମିକ ସଦସ୍ୟ ପଦରୁ ବହିଷ୍କାର କରିଛି…

Cold Wave: ଆସନ୍ତା ସପ୍ତାହକ ପର୍ଯ୍ୟନ୍ତ ସର୍ବନିମ୍ନ ତାପମାତ୍ରାରେ ପରିବର୍ତ୍ତନ ହେବ ନାହିଁ

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଶୀତର ଲହରୀ । ଆସନ୍ତା ସପ୍ତାହେ ପର୍ଯ୍ୟନ୍ତ ପାଗରେ ହବାର ନାହିଁ କୌଣସି ପରିବର୍ତ୍ତନ । ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବ ଅନୁମାନ କରିଛି ଯେ, ସୁନ୍ଦରଗଡ଼, କନ୍ଧମାଳ, କଳାହାଣ୍ଡି ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର…