Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ମୋଦୀ ୩.୦: ଦାୟିତ୍ବ ଗ୍ରହଣ କଲେ ଗୃହମନ୍ତ୍ରୀ ଅମିତ୍ ଶାହା ଏବଂ ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା

ନୂଆଦିଲ୍ଲୀ: ଗତକାଲି ପଦବୀ ପାଇବା ପରେ ଦାୟିତ୍ବ ଗ୍ରହଣ କରୁଛନ୍ତି କେନ୍ଦ୍ର ମନ୍ତ୍ରିମଣ୍ଡଳ । ଆଜି ଜଣଙ୍କ ପରେ ଜଣେ ନିଜ ନିଜ କାର୍ଯ୍ୟାଳୟ ଯାଇ ଦାହିତ୍ବ ଗ୍ରହଣ କରୁଛନ୍ତି । ଏହି କ୍ରମରେ ପୁଣି ଥରେ ଗୃହମନ୍ତ୍ରୀ ଭାବରେ ଗୃହ ମନ୍ତ୍ରାଳୟର ଦାୟିତ୍ବ ଗ୍ରହଣ କରିଛନ୍ତି ଅମିତ୍ ଶାହା ।…

ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ପାଇଁ ଟ୍ରାଫିକ୍ କଟକଣା, ୫ ଘଣ୍ଟା ପର୍ଯ୍ୟନ୍ତ ରାସ୍ତାରେ ଗାଡ଼ି ଚଳାଚଳ ମନା

ଭୁବନେଶ୍ୱର: ଆସନ୍ତାକାଲି ଶପଥ ନେବେ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ । ଏହା ସହିତ ଶପଥ ନେବେ ଓଡିଶାର ନୂଆ କ୍ୟାବିନେଟ ମନ୍ତ୍ରୀ । ଏଥିଲାଗି ଭୁବନେଶ୍ବର ସ୍ଥିତ ଜନତା ମଇଦାନରେ ଚାଲିଛି ବ୍ୟାପକ ପ୍ରସ୍ତୁତି । ୧୨ ତାରିଖ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ ଦିନ ଭୁବନେଶ୍ୱରରେ ସୁରକ୍ଷା…

ବଡଦାଣ୍ଡରୁ ହଟିଲା ବ୍ୟାରିକେଡ୍ ଓ ଏସି ଟନେଲ୍

ପୁରୀ: ରଥଯାତ୍ରାକୁ ନଜରରେ ରଖି ବଡଦାଣ୍ଡରୁ ଖୋଲାଯାଉଛି ସମସ୍ତ ବ୍ୟାରିକେଡ୍। ଆଗାମୀ ଦୁଇ ତିନି ମଧ୍ୟରେ ଭକ୍ତଙ୍କ ପାଇଁ ଖୋଲିବ ଚାରି ଦ୍ୱାର। ଏନେଇ ଆରମ୍ଭ ହୋଇଛି ପ୍ରସ୍ତୁତି। ସେହିପରି ବଡ଼ଦାଣ୍ଡରେ ଭକ୍ତଙ୍କ ସୁବିଧା ପାଇଁ ଲଗାଯାଇଥିବା ଏସି ଟନେଲକୁ ହଟାଯାଉଛି। ରଥଯାତ୍ରା ପାଇଁ…

ଭୁଲିଗଲା ସମ୍ପର୍କର ମୂଲ୍ୟ, ଟାଙ୍ଗିଆରେ ହାଣି ମା’କୁ ହତ୍ୟା କଲା ନୃଶଂସ ପୁଅ

ଦେବଗଡ଼: ଦେବଗଡ଼ ଜିଲ୍ଲା ରିଆମାଳ ଥାନା ଅନ୍ତର୍ଗତ କତରାପାଲି ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ଜନ୍ମ କଲା ମା'କୁ ଟାଙ୍ଗିଆରେ ହାଣି ପୁଅ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତ ମହିଳା ଜଣଙ୍କ ହେଲେ କୁନ୍ତଳା କିଷାନ । ଖବର ମୁତାବକ, ଗତକାଲି ରାତିରେ ମା' କୁନ୍ତଳାଙ୍କ ସହ ପୁଅ ସୁରେଶର…

କାର୍ଯ୍ୟ ଆରମ୍ଭ କଲେ ଅଶ୍ୱିନୀ ବୈଷ୍ଣବ ଓ ଏସ୍. ଜୟଶଙ୍କର, କହିଲେ ଏପରି କିଛି…

ନୂଆଦିଲ୍ଲୀ: ମୋଦୀ କ୍ୟାବିନେଟ୍ ୩.୦ରେ ବିଭାଗ ମିଳିବା ପରେ ବର୍ତ୍ତମାନ ବିଭିନ୍ନ ବିଭାଗର ମନ୍ତ୍ରୀମାନେ ଦାୟିତ୍ବ ଗ୍ରହଣ କରିବା ଆରମ୍ଭ କରିଛନ୍ତି । ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍. ଜୟଶଙ୍କର ବୈଦେଶିକ ମନ୍ତ୍ରଣାଳୟର ଦାୟିତ୍ୱ ଗ୍ରହଣ କରିଥିବାବେଳେ, ଅଶ୍ୱିନୀ ବୈଷ୍ଣବ ରେଳମନ୍ତ୍ରୀ ଭାବରେ…

ମୌସୁମୀ ରାସ୍ତାରେ ବାଧକ ସାଜିଛି ଅନୁକୂଳ ବାତ୍ତାବରଣ; ଆହୁରି ୫ ଦିନ ଭୀଷଣ ଖରା

ଭୁବନେଶ୍ୱର: ଓଡିଶାକୁ ମୌସୁମୀ ଛୁଇଁଛି ହେଲେ ତାତିରୁ ମିଳୁନି ନିସ୍ତାର । ପୂର୍ବ ପରି ଅସହ୍ୟ ଗରମ ଓ ଗୁଳୁଗୁଳି ଲାଗି ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଅନୁକୂଳ ବାତାବରଣ ନଥିବାରୁ ଆଗକୁ ବଢିପାରୁନି ଦକ୍ଷିଣ-ପଶ୍ଚିମ…

ଯୁକ୍ତ ଦୁଇ ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜିଠୁ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ

ଭୁବନେଶ୍ୱର: ଚଳିତବର୍ଷ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ଏବଂ ଧନ୍ଦାମୂଳକ ଶିକ୍ଷାର ଇନ୍‌ଷ୍ଟାଣ୍ଟ ପରୀକ୍ଷା ପାଇଁ ଆଜି ଅର୍ଥାତ୍ ଜୁନ୍ ୧୧ ରେ ଦ୍ୱିତୀୟ ପର୍ଯ୍ୟାୟ ଆବେଦନ ଆରମ୍ଭ ହେବ । ଯେଉଁ ଛାତ୍ରଛାତ୍ରୀ ଏଗ୍ରିଗେଟ୍‌ ମାର୍କ ରଖି ସମସ୍ତ ବିଷୟରେ ପାସ୍‌ ହୋଇ କେବଳ ଗୋଟିଏ ବିଷୟରେ ଫେଲ୍‌…

ରାଜ୍ୟରେ କିଏ ହେବେ ନୂଆ ମୁଖ୍ୟମନ୍ତ୍ରୀ? ଆଜି ହେବ ସ୍ପଷ୍ଟ

ଭୁବନେଶ୍ବର: ଆଜି ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବସିବ ବିଧାୟକ ଦଳ ବୈଠକ । ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ତଥା କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ ଓ ଭୁପିନ୍ଦର ଯାଦବ ଓଡ଼ିଶାରେ ପହଞ୍ଚିବା ପରେ ୪ଟା ୩୦ ମିନିଟ୍‌ରେ ବିଧାୟକ ଦଳ ବୈଠକ ବସିବ । ବୈଠକରେ ବିଜେପି ସରକାରର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ…

ମୋଦୀ କ୍ୟାବିନେଟ ୩.୦: ଜାଣନ୍ତୁ କାହାକୁ ମିଳିଲା କେଉଁ ପଦ

ନୂଆଦିଲ୍ଲୀ: ଲଗାତର ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ରୂପେ ଶପଥ ନେଇଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ । ରାଷ୍ଟ୍ରପତି ଭବନରେ ଗତକାଲି ସନ୍ଧ୍ୟାରେ ମୋଦୀ ଏବଂ ତାଙ୍କ ନୂଆ କ୍ୟାବିନେଟର ଅନ୍ୟ ୭୨ ସଦସ୍ୟଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ମନ୍ତ୍ରିମଣ୍ଡଳରେ…

କାହିଁକି ସହଯୋଗୀ ଚାହୁଁଛନ୍ତି ବାଚସ୍ପତି ପଦ ?

ଭୁବନେଶ୍ବର : ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ନରେନ୍ଦ୍ର ମୋଦି । ୭୨ଜଣ ମନ୍ତ୍ରୀ ବି ଶପଥ ଗ୍ରହଣ କରିଛନ୍ତି। ବିଜେପି ଏଥର ବହୁମତଠାରୁ ଦୂରରେ ରହିଥିବା ବେଳେ ମେଣ୍ଟ ସହଯୋଗୀଙ୍କ ସାହାରାରେ ସରକାର ଗଠନ କରିଛି । ପ୍ରମୁଖ ସହଯୋଗୀ ଦଳ ଟିଡିପି ଓ ଜେଡିୟୁକୁ ଦୁଇଟି ଲେଖାଏଁ…