Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବିଶ୍ବର ୧୧ ଉତ୍ତମ ବାସୋପଯୋଗୀ ସହର ଭିତରେ ରାଜଧାନୀ ଅନ୍ୟତମ

ଭୁବନେଶ୍ବର: ବିଶ୍ବର ୧୧ ଉତ୍ତମ ବାସୋପଯୋଗୀ ସହର ସର୍ଭେରେ ଭୁବନେଶ୍ବର ସାମିଲ । ୟୁଏନ ହାବିଟାଟ୍ ଅରଗାନାଇଜେସନ ବିଶ୍ବର ୧୧ ଉତ୍ତମ ଜୀବନଯାପନ ସହରଗୁଡିକ ମଧ୍ୟରେ ଭୁବନେଶ୍ବରକୁ ବାଛିଛନ୍ତି । ଏହାର ଜୀବନଶୈଳୀର ମାତ୍ରା କିପରି ତାହା ଉପରେ ଏକ ସର୍ଭେ ଚାଲିଛି । ଦକ୍ଷିଣ ଏସିଆର…

ଝାଡ଼ାବାନ୍ତି ନେଲାଣି ୩ ଜୀବନ, ୫୦ରୁ ଅଧିକ ଆକ୍ରାନ୍ତ

ବଲାଙ୍ଗୀର: ରାଜ୍ୟରେ ପୁଣି ମୁଣ୍ଡ ଟେକିଲାଣି ଝାଡାବାନ୍ତି। ବଲାଙ୍ଗୀରରେ ଝାଡ଼ାବାନ୍ତି ନେଲାଣି ୩ ଜୀବନ। ଗୋଟିଏ ଗାଁରେ ୭ ଦିନରେ ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଛି। ବଲାଙ୍ଗୀର ଜିଲ୍ଲା ପୁଇଁତଳା ବ୍ଲକ କୁରୁଲ ଗାଁରେ ବଢ଼ୁଛି ଝାଡ଼ାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା। ଝାଡ଼ାବାନ୍ତିରେ ୩…

ଭିଜିଲାନ୍ସ ଜାଲରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ୍

ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ରେଡ କରିଛି ଭିଜିଲାନ୍ସ। ବଲାଙ୍ଗୀର ଲୋୟର ସୁକତେଲ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ କୁମାର ରାଉତଙ୍କ ଘରେ ବଡ଼ ଧରଣର ଚଢାଉ କରିଛି ଭିଜିଲାନ୍ସ। ଭୁବନେଶ୍ୱର, ପୁରୀ, କଟକ,…

୨୮ ତାରିଖ ପର୍ଯ୍ୟନ୍ତ ନିର୍ଧୁମ୍ ଛେଚିବ, ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷା

ଭୁବନେଶ୍ବର: ରାଜ୍ୟର ଅନେକ ସ୍ଥାନରେ ମୌସୁମୀ ବର୍ଷା ଲାଗି ରହିଛି। ୨୮ ତାରିଖ ପର୍ଯ୍ୟନ୍ତ ରାଜ୍ୟ ବିଭିନ୍ନ ସ୍ଥାନରେ ଭାରି ବର୍ଷାର ସମ୍ଭାବନା ରହିଛି। ଆଜି କଟକ, କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଦକ୍ଷିଣାଞ୍ଚଳ…

କାହିଁକି ଆତ୍ମହତ୍ୟା କଲେ ସାମ୍ବାଦିକା, ମୃତ୍ୟୁକୁ ନେଇ ଆସିଲା ସାଂଘାତିକ ଅଭିଯୋଗ

ଭୁବନେଶ୍ୱର: ସାମ୍ବାଦିକାଙ୍କ ମତ୍ୟୁକୁ ନେଇ ଆସିଲା ସାଂଘାତିକ ଅଭିଯୋଗ। ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ। ସ୍ବାମୀ-ସ୍ତ୍ରୀଙ୍କ ମଧ୍ୟରେ ପାରିବାରିକ କଳହ ଥିଲା। ସ୍ବାମୀ ଓ ତାଙ୍କ ଭାଇଙ୍କ ବିରୋଧରେ ଅଭିଯୋଗ ଆଣିଲେ ମୃତକଙ୍କ ବାପା। ଆତ୍ମହତ୍ୟା ପୂର୍ବରୁ ଶେଷ ଭିଡିଓ ଛାଡିଲେ ସାମ୍ୱାଦିକ…

ରାଜ୍ୟ ବଜେଟ୍‌ର ଆକାର କେତେ ବଢିବ, କ’ଣ ହେବ ନୂଆ ଘୋଷଣା ?

ଭୁବନେଶ୍ୱର: ଆଜି ପୂର୍ଣ୍ଣାଙ୍ଗ ବଜେଟ ଆଣିବେ ମୋହନ ସରକାର। ୨୦୨୪-୨୫ ଆର୍ଥିକ ବର୍ଷର ପୂର୍ଣ୍ଣାଙ୍ଗ ରାଜ୍ୟ ବଜେଟ ଗୁରୁବାର ବିଧାନସଭାରେ ଆଗତ ହେବ। ଅର୍ଥ ବିଭାଗ ଦାୟିତ୍ୱରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ବଜେଟ୍ ଆଗତ କରିବେ। ଆଜି ଅପରାହ୍ନ ୫ଟାରେ ବଜେଟ ଉପସ୍ଥାପନ ହେବ। ଗତ…

ରୋଜଗାର ସୃଷ୍ଟି ପାଇଁ ‘ସର୍ଟ ଟର୍ମ’ ସ୍କିମ୍ ? 

ଭୁବନେଶ୍ଵର: ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ ହେଲା ପରେ ଜାରି ରହିଛି ଆଲୋଚନା -ପର୍ଯ୍ୟାଲୋଚନା । ଅର୍ଥନୀତି ବିଶେଷଜ୍ଞମାନେ ବଜେଟ ତର୍ଜମା ଜାରି ରଖିଛନ୍ତି । ଭାରତୀୟ ଅର୍ଥବ୍ୟବସ୍ଥାର ଦୁଇ ବଡ ସମସ୍ୟାର ସମାଧାନ ପାଇଁ ବଜେଟରେ ଘୋଷଣା କରିଛନ୍ତି କେନ୍ଦ୍ର…

ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ

ଭୁବନେଶ୍ଵର: ବଜେଟ ପୂର୍ବରୁ ଉପସ୍ଥାପନ ହେଲା ଅର୍ଥନୈତିକ ସର୍ଭେ ରିପୋର୍ଟ । ରିପୋର୍ଟ ଅନୁସାରେ ଓଡ଼ିଶାରେ ମୁଣ୍ଡପିଛା ଆୟ ରହିଛି ୧, ୬୧, ୪୩୭ ଟଙ୍କା । ୨୦୨୩-୨୪ରେ ଓଡ଼ିଶାର ଅଭିବୃଦ୍ଧି ହାର ୮.୫% ରହିବା ନେଇ ଆକଳନ କରାଯାଇଛି । ୨୦୧୫-୧୬ ପରଠାରୁ ଓଡ଼ିଶାର ମୁଣ୍ଡପିଚ୍ଛା ଆୟ ୧୨.୧ ପ୍ରତିଶତ…

ଉପବାଚସ୍ପତି ଭାବେ ନିର୍ବାଚିତ ହେଲେ ବିଧାୟକ ଭବାନୀ ଶଙ୍କର ଭୋଇ

ଭୁବନେଶ୍ୱର: ଉପବାଚସ୍ପତି ଭାବେ ନିର୍ଦ୍ୱଦ୍ୱରେ ନିର୍ବାଚିତ ହେଲେ ସୁନ୍ଦରଗଡ ଜିଲା ତଳସରା ବିଧାୟକ ଭବାନୀ ଶଙ୍କର ଭୋଇ । ବିଧିବଦ୍ଧ ଭାବରେ ବାଚସ୍ପତି ସୁରମା ପାଢୀ ଉପବାଚସ୍ପତିଙ୍କ ନାମ ଘୋଷଣା କରିଛନ୍ତି। ଭବାନୀ ଦୁଇ ଦୁଇ ଥରର ତଳସରା ବିଧାନସଭା ଆସନରୁ ନିର୍ବାଚିତ ହୋଇଛନ୍ତି । ୨୦୧୯ ଓ…

ବିଧାନସଭା ଅଚଳ…ଏଥର କଟିବ ଦରମା !

ଭୁବନେଶ୍ବର: ବିଧାନସଭା ଆରମ୍ଭରୁ ହୋହଲ୍ଲା, ନାରାବାଜି । ଗୃହ ବାରମ୍ବାର ମୁଲତବି । ଗତ ଦୁଇ ଦିନ ହେଲା ରାଜ୍ୟପାଳଙ୍କ ପୁଅ ଏଏସଓଙ୍କୁ ମାଡ ମାରିବା ଘଟଣାରେ ବିଧାନସଭାରେ ତୁମ୍ବିତୋଫାନ କରୁଛି ବିଜେଡି। ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ବର୍ଜନ କଲେ, ଦ୍ବିତୀୟ ଦିନ ବାଚସ୍ପତିଙ୍କ ମାଇକ…