Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କେନ୍ଦ୍ର ବଜେଟରେ ପୋଲାଭରମ ପ୍ରକଳ୍ପକୁ ପାଣ୍ଠି, ବିଜେଡି-କଂଗ୍ରେସ କହିଲେ ଓଡ଼ିଶାବାସୀଙ୍କ ପ୍ରତି ବିଶ୍ୱାସଘାତକତା

ଭୁବନେଶ୍ୱର: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ବଜେଟ୍ ଅଭିଭାଷଣ ପରେ ବିଜୁ ଜନତା ଦଳ (ବିଜେଡି) ଓ କଂଗ୍ରେସ ରାଜ୍ୟରେ ଶାସକ ଦଳ ଭାରତୀୟ ଜନତା ପାର୍ଟି (ବିଜେପି)କୁ କଡ଼ା ସମାଲୋଚନା କରିଛନ୍ତି। ଆନ୍ଧ୍ର ପ୍ରଦେଶର ପୋଲାଭରମ ଜଳସେଚନ ପ୍ରକଳ୍ପକୁ ଅର୍ଥ ଯୋଗାଣ ଓ ତ୍ୱରାନ୍ୱିତ କରିବା…

ଆଇରନ୍ ବଟିକା ଖାଇ ୩୦ ଛାତ୍ରଛାତ୍ରୀ ଅସୁସ୍ଥ ଘଟଣାରେ ଦୁଇ ମାଡାମ ନିଲମ୍ବିତ

ପାରାଦୀପ: ପାରାଦୀପ ଲକପଡା ସ୍ଥିତ ଏକ ସରକାରୀ ପ୍ରାଥମିକ ବିଦ୍ୟାଳୟର ୩୦ ଜଣ ଛାତ୍ରଛାତ୍ରୀ ଆଇରନ ବଟିକା ଖାଇ ଅସୁସ୍ଥ ହୋଇପଡ଼ିଛନ୍ତି। ଏହି ଘଟଣା ପରେ କୁଜଙ୍ଗ ବ୍ଲକ ଶିକ୍ଷା ଅଧିକାରୀ (ବିଇଓ) ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ପ୍ରଧାନଶିକ୍ଷୟିତ୍ରୀ ମଞ୍ଜୁଲତା ସାମଲ ଓ ସହକାରୀ…

ନୀତୀଶ, ନାଇଡୁଙ୍କ ଉପରେ ମୋଦି ମେହେରବାନ

ନୂଆଦିଲ୍ଲୀ: ଯାହା ଆଶା କରାଯାଉଥିଲା , ତାହା ହିଁ ହେଲା । ବଜେଟରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଓ ଆନ୍ଧ୍ର ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁଙ୍କ ଉପରେ ମେହେରବାନ ହୋଇଛନ୍ତି ମୋଦି ସରକାର । ନୀତୀଶଙ୍କ ଜେଡିୟୁ ଓ ନାଇଡୁଙ୍କ ଟିଡିପିର ଗୁରୁତ୍ୱପୂର୍ଣ୍ଣ ସମର୍ଥନ ଉପରେ ମୋଦି…

ଚଳେଇ ଦେଉନାହାନ୍ତି ବିଧାନସଭା: ବାଚସ୍ପତିଙ୍କ ମାଇକ ଭାଙ୍ଗିଲେ ବିଜେଡି ବିଧାୟକ

ଭୁବନେଶ୍ବର: ବିରୋଧୀଙ୍କ ହୁଙ୍କାରରେ ବଢିଲା ବିଧାନସଭା ଉଷ୍ମତା । କଥା ଏତେ ଆଗକୁ ବଢିଗଲା ଯେ ବାଚସ୍ପତିଙ୍କ ପୋଡ଼ିୟମ ଉପରକୁ ଚଢ଼ିଗଲେ ବିଜେଡି ବିଧାୟକ । ଖାଲି ଚଢିଲେ ନାହିଁ ବାଚସ୍ପତିଙ୍କ ମାଇକ ମଧ୍ୟ ଭାଙ୍ଗିଦେଇଛନ୍ତି ବିଜେଡି ବିଧାୟକ ଧ୍ରୁବ ସାହୁ। ଆଜି ଅପରାହ୍ନରେ ରାଜ୍ୟପାଳଙ୍କ ପୁଅ…

କେନ୍ଦ୍ର ବଜେଟରୁ କେତେ ପାଇଲା ଓଡିଶା ?

ଭୁବନେଶ୍ବର: ବଜେଟରେ ବିହାର, ଆନ୍ଧ୍ରପ୍ରଦେଶକୁ ଓଜାଡିଲେ । ଓଡିଶା ବେଳକୁ ଆଖି ବୁଜିଦେଲେ । କେନ୍ଦ୍ର ବଜେଟରେ ପୁଣି ଓଡିଶା ନିରାଶ । କେନ୍ଦ୍ର ବଜେଟ୍ ଓଡିଶା ବିରୋଧୀ ବୋଲି ବିଜେଡି କହିଛି । କେନ୍ଦ୍ର ବଜେଟ୍ ଉପସ୍ଥାପନ ବେଳେ ରାଜ୍ୟସଭାରୁ କକ୍ଷତ୍ୟାଗ କରିଥିଲେ ବିଜେଡି ସାଂସଦ । କେନ୍ଦ୍ର…

ରଘୁବର ଦାସଙ୍କ ଉପରେ ପୁରୁଣା ରାଗ ଶୁଝାଉଛନ୍ତି କି ନବୀନ ?

ଭୁବନେଶ୍ବର: ବିଧାନସଭାରେ ଏଏସଓଙ୍କୁ ମାଡ଼ ଘଟଣା ଝଡ଼ । ବିରୋଧୀଙ୍କ ହଙ୍ଗାମା, କାଠଗଡାରେ ସରକାର । କାହିଁକି ରାଜ୍ୟପାଳଙ୍କ ପୁଅ ବିରୋଧରେ ହେଉନି ଆକ୍ସନ୍? କୁଆଡ଼େ ଗଲା ଓଡିଆ ଅସ୍ମିତା ? ଦୁଇ ଦିନ ହେଲା ଘଟଣାକୁ ଅସ୍ତ୍ର କରି ଗର୍ଜନ କରୁଛନ୍ତି ବିରୋଧୀ। କାଲି ରାଜ୍ୟପାଳଙ୍କ ଅଭିଭାଷଣ ବର୍ଜନ…

ରାଜ୍ୟର ନୂଆ ସିଇଓ ହେଲେ ଆର୍ ସନ୍ଥଗୋପାଳନ

ଭୁବନେଶ୍ବର: ଆର୍‌. ସନ୍ଥଗୋପାଳନ ହେଲେ ରାଜ୍ୟର ନୂଆ ସିଇଓ । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ ନିଯୁକ୍ତ ହେଲେ ଆର. ସନ୍ଥଗୋପାଳନ। ୨୦୦୧ ବ୍ୟାଚ୍‌ ଓଡ଼ିଶା କ୍ୟାଡର ଆଇଏଏସ୍‌ ହେଉଛନ୍ତି ସନ୍ଥଗୋପାଳନ। ସନ୍ଥଗୋପାଳନଙ୍କ ନିଯୁକ୍ତି ନେଇ ବିଧିବଦ୍ଧ ଭାବରେ ଇସିଆଇ ପକ୍ଷରୁ ସୂଚନା ଦିଆଯାଇଛି।…

ସବୁ ବର୍ଗର ଲୋକମାନଙ୍କର ସ୍ୱାର୍ଥକୁ ଦିଆଯାଇଛି ଗୁରୁତ୍ଵ: ମୋଦୀ

ନୂଆଦିଲ୍ଲୀ: ବଜେଟ୍‌କୁ ନେଇ ପ୍ରଧାନମନ୍ତ୍ରୀ ମୋଦୀଙ୍କ ପ୍ରତିକ୍ରିୟା। ଗତ ୧୦ ବର୍ଷରେ ୨୫ କୋଟି ଲୋକ ଗରିବୀରୁ ମୁକ୍ତି ପାଇଛନ୍ତି ।ଏହି ବଜେଟ୍‌ରେ ମଧ୍ୟବିତ୍ତ ବର୍ଗର ସ୍ବାର୍ଥକୁ ଗୁରୁତ୍ବ ଦିଆଯାଇଛି। ଏଥିସହ ଦେଶର ଯୁବ ବର୍ଗ ବଜେଟ୍‌ରୁ ପର୍ଯ୍ୟାପ୍ତ ସୁଯୋଗ ପାଇବେ ବୋଲି କହିଛନ୍ତି ମୋଦୀ।…

ବଜେଟରେ ଛାନିଆ ନିବେଶକାରୀ: ବଢିଲା ଷ୍ଟକ ମାର୍କେଟ ଟିକସ

ନୂଆଦିଲ୍ଲୀ: ଆଜି ନିର୍ମଳା ସୀତାରମଣ ଚଳିତ ବର୍ଷର ପୂର୍ଣ୍ଣଙ୍ଗ ବଜେଟ୍ ଉପସ୍ଥାପନା କରିଛନ୍ତି । ବଜେଟ୍ ଗରିବ, କୃଷକ, ଯୁବକ ଓ ମହିଳାଙ୍କୁ ଅଧିକ ଗୁରୁତ୍ବ ଦେଇଛି । ରୋଜଗାରଠାରୁ ଆରମ୍ଭ କରି କୃଷି, ଶିକ୍ଷା, ଉଦ୍ୟୋଗ, ମାନବ ସମ୍ବଳ ବିକାଶ, ଦକ୍ଷତା ବୃଦ୍ଧି ଇତ୍ୟାଦିକୁ ନେଇ ୯ଟି କ୍ଷେତ୍ରକୁ…