Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ

କଟକ :କଂଗ୍ରେସରୁ ବହିଷ୍କୃତ ହେଲେ ମାନସ ଚୌଧୁରୀ । କଂଗ୍ରେସରୁ କଟକ ଜିଲ୍ଲା ସଭାପତି ମାନସ ଚୌଧୁରୀ ହୋଇଛନ୍ତି ବହିଷ୍କୃତ  । ୬ ବର୍ଷ ପାଇଁ କଂଗ୍ରେସରୁ ମାନସଙ୍କୁ ବହିଷ୍କାର କଲା ଦଳ । ଦଳ ବିରୋଧି କାର୍ଯ୍ୟ ପାଇଁ ପିସିସି ସଭାପତି ଏହିଭଳି ନିଷ୍ପତି ନେଇଥିବା ସୂଚନା ରହିଛି । କହି ରଖୁଛୁ…

ମୋଦିଙ୍କ ପାଦ ଛୁଇଁଲେ ନୀତିଶ; କହିଲେ, ସବୁବେଳେ ସାଥିରେ ରହିବୁ

ନୂଆଦିଲ୍ଲୀ: ଶୁକ୍ରବାର ଦିଲ୍ଲୀରେ ସଂସଦୀୟ ଦଳର ବୈଠକ ଅନୁଷ୍ଠିତ ହୋଇଯାଇଛି । ସଂସଦ ଭବନର ସେଣ୍ଟ୍ରାଲ ହଲ୍‌ ରେ ଏହି ବୈଠକ ଆୟୋଜିତ ହୋଇଥିଲା । ଏଥିରେ ନରେନ୍ଦ୍ର ମୋଦିଙ୍କ ସମେତ ବିଜେପି ସଭାପତି ଜେପି ନଡ୍ଡା, ଅମିତ ଶାହ, ରାଜନାଥ ସିଂହ, ସହଯୋଗୀ ଦଳ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ,…

‘ଗଲା ୧୦ ବର୍ଷ ଟ୍ରେଲର୍ ଥିଲା, ଆଗକୁ ଆହୁରି ତୀବ୍ର ଗତିରେ ଦେଶର ବିକାଶ ପାଇଁ କାମ କରିବାକୁ ପଡ଼ିବ’

ନୂଆଦିଲ୍ଲୀ: ବିଗତ ୧୦ ବର୍ଷରେ ଆମେ ଯେଉଁ କାମ କରିଥିଲୁ, ତାହା ଟ୍ରେଲର ଥିଲା । ଆମକୁ ଆହୁରି ତୀବ୍ର ଗତିରେ ଦେଶର ବିକାଶ ପାଇଁ କାମ କରିବାକୁ ପଡ଼ିବ ବୋଲି ଆଜି ଏନଡିଏ ସଂସଦୀୟ ଦଳ ବୈଠକରେ କହିଛନ୍ତି ମୋଦି  । ଆସନ୍ତା ରବିବାର ତଥା ଜୁନ ୯ରେ  ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି…

ଓଡିଶାରୁ କିଏ କେନ୍ଦ୍ରମନ୍ତ୍ରୀ ?

ଭୁବନେଶ୍ବର: ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଓଡିଶାରୁ କିଏ ? ଉଭୟ ବିଧାନସଭା ଓ ଲୋକସଭାରେ ଏଥର ବିଜେପିକୁ ମନଖୋଲି ଆଶୀର୍ବାଦ କରିଛନ୍ତି ଓଡିଶା ଭୋଟର । ପ୍ରଥମ ଥର ପାଇଁ ରାଜ୍ୟରେ ୨୦ଟି ଲୋକସଭା ଆସନ ଜିତିଛି ଦଳ । ତେଣୁ ମୋଦି ସରକାରଙ୍କ ତୃତୀୟ ପାଳିରେ ଓଡିଶାରୁ କିଏ କିଏ ପାଇପାରନ୍ତି…

ଭାଙ୍ଗିଲା ବିଜେଡି ଗଡ

ଭୁବନେଶ୍ବର: ଓଡିଶାରେ ସରକାର ପରିବର୍ତ୍ତନ । ଦୁଇ ଦଶନ୍ଧିରୁ ଅଧିକ ସମୟ ଧରି ଯେଉଁଠି ଉଡୁଥିଲା ସବୁଜ ବାନା, ସେଠି ଫୁଟିଲା ପଦ୍ମ । ଏଥର ନିର୍ବାଚନରେ ବର୍ଷ ବର୍ଷ ଧରି ରହିଥିବା ବିଜେଡି ଗଡ ଭାଙ୍ଗିଛି ବିଜେପି । ଦକ୍ଷିଣ ହେଉ କି ଉପକୂଳ, ଯେଉଁଠି ବିଜେଡି ଦୁର୍ଗ ବନାଇଥିଲା, ସେଠାରେ ପଦ୍ମ…

ସେନା କ୍ୟାମ୍ପ ଉପରେ ରକେଟ୍ ମାଡ କଲେ ମାଓବାଦୀ, ଅଳ୍ପକେ ବର୍ତ୍ତିଲେ ଯବାନ

ମାଲକାନଗିରି: କିଛି ଦିନର ବ୍ୟବଧାନ ପରେ ପୁଣି ଅଶାନ୍ତ ହୋଇପଡିଛି ମାଲଗାନଗିରି ସୀମାନ୍ତ ଛତିଶଗଡ଼ର ନାରାୟଣପୁର । ଏଠାରେ ଥିବା ସେନା କ୍ୟାମ୍ପ ଉପରେ ମାଓ ହାମଲା ହୋଇଥିବା ଜଣାପଡିଛି । ନାରାୟଣପୁରରେ ବିଏସଏଫ୍ କ୍ୟାମ୍ପ ଉପରେ ମାଓବାଦୀ ମାନେ ରକେଟ୍ ମାଡ଼ କରିଛନ୍ତି । ୪ଟି ବିଜିଏଲ…

ଓଡିଶା ହେବ ଦେଶର ବିକଶିତ ଇଞ୍ଜିନ:ମୋଦି

ନୂଆଦିଲ୍ଲୀ: ଦେଶର ବିକାଶରେ ଓଡ଼ିଶା ପ୍ରମୁଖ ସ୍ଥାନ ନେବ ।ମହାପ୍ରଭୁ ଜଗନ୍ନାଥ ହେଉଛନ୍ତି ଗରିବଙ୍କ ଦେବତା । କିଛି ଏଭଳି ବଡ଼ ମନ୍ତବ୍ୟ ଦେଇଛନ୍ତି ଏନ୍‌ଡିଏ ନେତା ନିର୍ବାଚିତ ହେବାପରେ ମୋଦି । ଚଳିତ ନିର୍ବାଚନରେ ଓଡିଶାରେ ବିଜେପିର ବିପୁଳ ବିଜୟ ପରେ ଆଜି ସଂସଦରେ ଖୁସି ବ୍ୟକ୍ତ କରିଛନ୍ତି…

‘ଟାଇଗର ଜିନ୍ଦା ହୈ’: ଏନଡିଏ ସରକାରର ଶପଥ ଗ୍ରହଣ ପୂର୍ବରୁ ପାଟନାରେ ଲାଗିଲା ନୀତିଶଙ୍କ ପୋଷ୍ଟର

ପାଟନା: ୨୦୨୪ ଲୋକସଭା ନିର୍ବାଚନରେ ​​ଏନଡିଏର ବିଜୟ ପରେ ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ସ୍ଥିତି ଆହୁରି ମଜଭୁତ୍ ହୋଇଛି । ଦଳୀୟ କର୍ମୀଙ୍କ ମଧ୍ୟରେ ମଧ୍ୟ ପୂର୍ଣ୍ଣ ଉତ୍ସାହ ରହିଛି । ଏହି ସମୟରେ ପାଟନାରେ ନୀତିଶ କୁମାରଙ୍କ ଏକ ଆକର୍ଷଣୀୟ ପୋଷ୍ଟର ଲଗାଯାଇଥିବା ଦେଖିବାକୁ ମିଳିଛି ।…

ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଜାମିନ

ଭୁବନେଶ୍ବର: ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଛି ଅନ୍ତରୀଣ ଜାମିନ । ପ୍ରଶାନ୍ତ ଜଗଦ୍ଦେବଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ଦେଲେ ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ । ଜଗଦ୍ଦେବଙ୍କୁ ଅଦାଲତ ତିନିଦିନିଆ ଜାମିନ ପ୍ରଦାନ କରିଛନ୍ତି। ଜୁନ ୯, ୧୦ ଏବଂ ୧୧ ତାରିଖ ଯାଏଁ ଖୋର୍ଦ୍ଧା…

ଏନଡିଏ ଭାରତ ଆତ୍ମାର ପ୍ରତିବିମ୍ବ: ମୋଦି

ନୂଆଦିଲ୍ଲୀ: ଏନ୍‌ଡିଏ ନେତା ନିର୍ବାଚିତ ପରେ ନରେନ୍ଦ୍ର ମୋଦିଙ୍କ ଅଭିଭାଷଣ । ମୋଦି କହିଛନ୍ତି ଏନଡିଏ ଭାରତର ଆତ୍ମାର ପ୍ରତିବିମ୍ବ । ସର୍ବସମ୍ମତିରେ  ମୋତେ ବାଛି ନୂଆ ଦାୟିତ୍ବ ଦେଇଛନ୍ତି, ଏଥିପାଇଁ ମୁଁ ଆପଣମାନଙ୍କ ପାଖରେ ସବୁବେଳେ କୃତଜ୍ଞ । ଏନ୍‌ଡିଏ ଆଜି ୨୨ ରାଜ୍ୟରେ ସରକାର କରିବାର…