Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

ଭୁବନେଶ୍ବର: ଓଡିଶା ସହ ଦେଶର ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ସହିତ ସାଧାରଣ ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ପ୍ରତ୍ୟାହାର ହୋଇଛି। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଗତ ମାର୍ଚ୍ଚ ୧୬ ତାରିଖରୁ ଲାଗୁ ହୋଇଥିଲା । ନିର୍ବାଚନୀ ଆଦର୍ଶ ଆଚରଣ ବିଧି ହଟିବା…

ବିଏସକେୱାଇ ଯୋଜନାକୁ ନେଇ ଚିନ୍ତା ପ୍ରକଟ କଲେ ରାଜ୍ୟପାଳ, ବିନା ବାଧାରେ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ସରିଛି ସାଧାରଣ ନିର୍ବାଚନ ୨୦୨୪ । ରାଜ୍ୟରେ ବିଜେପିର ଐତିହାସିକ ବିଜୟ ପରେ ବଦଳିଛି ଓଡିଶାର ରାଜନୈତିକ ପାଣିପାଗ । ସରକାର ବଦଳିବା ପରେ ବିରୋଧୀ ଙ୍କର ଆରମ୍ଭ ହୋଇଯାଇଛି ଦୋଷଲଦା କାମ । ତେବେ ଗତକାଲି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ବନ୍ଦ ହୋଇଯାଇଥିବା ନେଇ…

ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍

ଭୁବନେଶ୍ବର: ବନ୍ଦ ହେଇଯିବ କି ଲକ୍ଷ୍ମୀ ବସ ? ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍। ବସର ଏକ ପାର୍ଶ୍ବରୁ ହଟିଲା ଲକ୍ଷ୍ମୀ ଚିହ୍ନ, ବସର ପଛରୁ ଲିଭିଲା ମିଶନଶକ୍ତି ଲେଖା । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଓ ନୂଆପଡ଼ାରେ । ଗତକାଲି ଯାଏଁ ବସ୍ ଗୁଡ଼ିକରେ ଷ୍ଟିକର୍ ଥିଲା…

ପପୁ ଯାଦବଙ୍କ ଭବିଷ୍ୟବାଣୀ; ‘ମୋଦି ହେବେ ନାହିଁ ପ୍ରଧାନମନ୍ତ୍ରୀ’

ପାଟନା: ୨୦୨୪ ଲୋକସଭା ନିର୍ବାଚନରେ ଏନଡିଏ କୁ ବହୁମତ ମିଳିଥିବାବେଳେ, ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି । ଏହି ସମୟ ଭିତରେ ବିହାରର ପୂର୍ଣ୍ଣିୟା ଲୋକସଭା ଆସନରୁ ସ୍ବାଧୀନ ଭାବେ ଜିତିଥିବା ପପୁ ଯାଦବ ମୋଦିଙ୍କୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି ।…

ବିମାନ ବନ୍ଦରରେ କଙ୍ଗନା ରାଣାୱତଙ୍କୁ ଚାପୁଡା ମାରିଲେ ସିଆଇଏସଏଫ ଗାର୍ଡ

ଚଣ୍ଡିଗଡ଼: ବଲିଉଡ ଅଭିନେତ୍ରୀ ତଥା ମଣ୍ଡିର ବିଜେପି ସାସଂଦ କଙ୍ଗନା ରାଣାୱତଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଆଇଏସଏଫ ଗାର୍ଡ ଚାପୁଡ଼ା ମାରିଛନ୍ତି । ଚାପୁଡ଼ା ମାରିଥିବା ଗାର୍ଡଙ୍କ ନାଁ ହେଉଛି କୁଲବିନ୍ଦର କୌର । ଏନେଇ କଙ୍ଗନା ଉକ୍ତ ଗାର୍ଡଙ୍କ ବିରୋଧରେ ଅଭିଯୋଗ ଆଣି ତୁରନ୍ତ କଠୋର…

ନିର୍ବାଚନରେ ବିଜେଡି ପରାଜୟର କାରଣ କହିଲେ ବରିଷ୍ଠ ନେତା ଶଶୀ ବେହେରା

ଭୁବନେଶ୍ବର: ଚଳିତ ନିର୍ବାଚନରେ ବିଜେଡି ବିପର୍ଯ୍ୟୟର ସାମ୍ନା କରିଛି । ଦୀର୍ଘ ୨୪ ବର୍ଷ ପରେ ସରିଛି ନବୀନ ଯୁଗ  । ୨୪ ବର୍ଷର ଶାସନ ଭିତରେ ଦେଶରେ ଅପ୍ରତିଦ୍ୱନ୍ଦ୍ୱୀ ଓ ଅପରାଜେୟ ନେତା ପାଲଟିଥିଲେ ନବୀନ ପଟ୍ଟନାୟକ । ଓଡିଶା ବିଧାନସଭା ନିର୍ବାଚନର ଫଳାଫଳ ପରେ ସମସ୍ତଙ୍କ ମନରେ ଗୋଟିଏ…

ସିଏମଓରୁ ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା

ଭୁବନେଶ୍ବର: ବିଜେଡି ଧରାଶାୟୀ ହେବା ପରେ ବୁଧବାର ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ନବୀନ ପଟ୍ଟନାୟକ । ଗତକାଲି ତାଙ୍କର ଇସ୍ତଫା ପରେ ଆଜି ମୁଖ୍ୟମନ୍ତ୍ରୀଙ୍କ ଦୁଇ ଜଣ ପରାମର୍ଶଦାତା ନିଜ ପଦରୁ ଇସ୍ତଫା ଦେଇଛନ୍ତି । ସେ ହେଉଛନ୍ତି  ଆର୍.…

ରାଜ୍ୟପାଳଙ୍କୁ ଭେଟି ନିର୍ବାଚନ ଫଳାଫଳ ସମ୍ପର୍କରେ ଅବଗତ କରାଇଲେ ନିର୍ବାଚନ ଅଧିକାରୀ

ଭୁବନେଶ୍ବର: ଆଜି ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ରାଜ୍ୟରେ ହୋଇଥିବା ସାଧାରଣ ନିର୍ବାଚନ ଫଳାଫଳ ସମ୍ପର୍କରେ ରାଜ୍ୟପାଳଙ୍କୁ ଅବଗତ କରାଇଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ । ମଧ୍ୟାହ୍ନ ୧ଟା ସମୟରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିଜ ଟିମ୍ ସହ ରାଜଭବନ ଯାଇ…

ଏଇଠି ଅଛନ୍ତି ପାଣ୍ଡିଆନ

ଭୁବନେଶ୍ବର: କୁଆଡେ ଗଲେ ବିଜେଡିର ନମ୍ବର ଟୁ ଭିକେ ପାଣ୍ଡିଆନ ? ବିଜେଡି ନିର୍ବାଚନ ପରିଚାଳନା ହେଉ କି ପ୍ରଚାର । ସବୁବେଳେ ନଜର ଆସୁଥିବା ପାଣ୍ଡିଆନଙ୍କୁ ଫଳାଫଳ ପ୍ରକାଶ ପାଇବା ପରଠୁ ଦେଖିବାକୁ ମିଳୁନି । ନବୀନ ପଟ୍ଟନାୟକ ଷଷ୍ଠ ଥର ପାଇଁ ମୁଖ୍ୟମନ୍ତ୍ରୀ ନହେଲେ ରାଜନୀତିରୁ ସନ୍ୟାସ ନେବାକୁ…

ମହାରାଷ୍ଟ୍ରର ଯେଉଁ ସବୁ ସ୍ଥାନରେ ମୋଦି ପ୍ରଚାର କରିଥିଲେ ସେହି ସ୍ଥାନଗୁଡ଼ିକରେ ବିଜେପି ହାରିଛି

ମୁମ୍ବାଇ: ୨୦୨୪ ଲୋକସଭା ନିର୍ବାଚନରେ ଏନଡିଏକୁ ବହୁମତ ମିଳିଥିବାବେଳେ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହେବା ନେଇ ସ୍ଥିର ହୋଇସାରିଛି । ଗତ ଦୁଇଟି ନିର୍ବାଚନରେ ବିଜେପି ନିଜ ବଳରେ ବହୁମତ ହାସଲ କରିଥିଲା । ହେଲେ ଏଥର କିନ୍ତୁ ନିଜ ବଳରେ ଜିତିବାରେ ବିଫଳ ହୋଇଛି ଦଳ । ତେବେ…