Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କେନ୍ଦ୍ର କ୍ୟାବିନେଟର ସୁପାରିଶ କ୍ରମେ ସପ୍ତଦଶ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ: ୧୭ ତମ ଲୋକସଭା ଭଙ୍ଗ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ଇସ୍ତଫା ପତ୍ର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ପ୍ରଦାନ କରିଛନ୍ତି । ଏହା ପରେ କେନ୍ଦ୍ର କ୍ୟାବିନେଟ୍ ର ସୁପାରିଶ କ୍ରମେ ରାଷ୍ଟ୍ରପତି ଲୋକସଭା ଭଙ୍ଗ କରିଛନ୍ତି ।…

ମନ୍ଦିର ନାଁରେ ରାଜନୀତି: ଏଠି ହାରିଲା ବିଜେଡି, ସେଠି ବିଜେପି!

ଭୁବନେଶ୍ୱର: ମନ୍ଦିର ନାଁରେ ରାଜନୀତି ଚାଲିବ ନାହିଁ। ଚଳିତ ନିର୍ବାଚନ ଫଳାଫଳ ପରେ ଦୁଇ ଦଳକୁ ମିଳିଲା ବଡ଼ ଶିକ୍ଷା। ଓଡ଼ିଶାରେ ବିଜେଡି ଏବଂ ୟୁପିରେ ବିଜେପିକୁ ମିଳିଲା ବଡ଼ ଶିକ୍ଷା। କାରଣ ଉଭୟ ଦଳ ପରାଜୟ ବରଣ କରିଛନ୍ତି ଦୁଇ ରାଜ୍ୟରେ । ଓଡ଼ିଶାରେ ପ୍ରଥମ ଥର ପାଇଁ ବିଜେଡି ଧରାଶୟୀ…

କେଜ୍ରିୱାଲଙ୍କୁ ଝଟକା; ଜୁନ୍ ୧୯ ଯାଏଁ ବଢିଲା ନ୍ୟାୟିକ ହେପାଜତ, ଖାରଜ ହେଲା ଅନ୍ତରୀଣ ଜାମିନ ଆବେଦନ

ନୂଆଦିଲ୍ଲୀ: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ କେଜ୍ରିଓ୍ବାଲଙ୍କୁ ପୁଣି ନିରାଶ । ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ କେଜ୍ରିୱାଲ କୋର୍ଟରେ ୭ ଦିନର ଅନ୍ତରୀଣ ଜାମିନ ଆବେଦନ କରିଥିଲେ । ହେଲେ ଆଜି (ବୁଧବାର) ତାଙ୍କ ଅନ୍ତରୀଣ ଜାମିନ ଆବେଦନକୁ ଖାରଜ କରିଛନ୍ତି ରାଉସ୍ ଆଭେନ୍ୟୁ କୋର୍ଟ । ଏହା ସହ…

ପରାଜୟ ପାଇଁ ନିଜକୁ ଦାୟୀ କଲେ ଦେବେନ୍ଦ୍ର ଫଡନଭିସ୍; କହିଲେ, ଉପ ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଦେବି

ମୁମ୍ବାଇ: ଲୋକସଭା ନିର୍ବାଚନରେ ମହାରାଷ୍ଟ୍ରରେ ବିଜେପିର ଶୋଚନୀୟ ପରାଜୟ ଦେଖିବାକୁ ମିଳିଛି । ଆଉ ଏଥିପାଇଁ ନିଜକୁ ଦାୟୀ କରିଛନ୍ତି ବିଜେପିର ବରିଷ୍ଠ ନେତା ତଥା ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ । ଏହା ସହ ଦଳର ମୁଖ୍ୟ ଙ୍କୁ କହିଛନ୍ତି ଯେ, ତାଙ୍କୁ ସରକାରୀ ଦାୟିତ୍ୱରୁ ମୁକ୍ତ…

ପୁଣି ଇଣ୍ଡିଆ ମେଣ୍ଟକୁ ଫେରିବେ କି ନୀତିଶ କୁମାର? ଗୋଟିଏ ବିମାନରେ ନଜର ଆସିଲେ ନୀତିଶ ଓ ତେଜସ୍ୱୀ

ନୂଆଦିଲ୍ଲୀ: ଗତକାଲି ଲୋକସଭା ନିର୍ବାଚନ ୨୦୨୪ର ଫଳାଫଳ ସାମ୍ନାକୁ ଆସିବା ପରେ କିଏ ସରକାର ଗଢିବ ସେନେଇ ଏବେ ଚର୍ଚ୍ଚା ଯୋର ଧରିଛି । ବିଜେପି ନେତୃତ୍ୱାଧୀନ ଏନଡିଏ ମେଣ୍ଟ ବହୁମତ ପାଇଥିବାବେଳେ, ବିରୋଧୀ ଦଳ ଇଣ୍ଡିଆ ମେଣ୍ଟ ବହୁମତରୁ ଖୁବ୍ କମ୍ ଆସନ ପାଇଛି । ତେବେ ଏନଡିଏ ମେଣ୍ଟ ସରକାର…

ରାଜ୍ୟରେ ବନ୍ଦ ହେବ ବିଏସକେୱାଇ ,ଲାଗୁ ହେବ ଆୟୁଷ୍ମାନ ଯୋଜନା:ମନମୋହନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ କିଏ ହେବ ପାର୍ଲାମେଣ୍ଟ ପାର୍ଟି ନିଷ୍ପତ୍ତି ନେବ । ସରକାର ଆସିବା ମାତ୍ରେ ଯାହା ପ୍ରତିଶ୍ରୁତି ଦେଇଥିଲୁ ତାହା କରିବୁ । ଆୟୁଷ୍ମାନ ଯୋଜନା ଲାଗୁ କରିବୁ, ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲିବୁ ବୋଲି ନିଜର ପ୍ରତିକ୍ରିୟା ରଖିଛନ୍ତି ମନମୋହନ ସାମଲ । ବିଜେପିର…

ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦୀ

ନୂଆଦିଲ୍ଲୀ: ରାଷ୍ଟ୍ରପତିଙ୍କୁ ଭେଟି ଇସ୍ତଫା ଦେଲେ ନରେନ୍ଦ୍ର ମୋଦି । ନୂଆ ସରକାର ଗଠନ ପୂର୍ବରୁ ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ମୋଦି ।। ବୁଧବାର ମୋଦି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଭବନରେ ପହଞ୍ଚି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ନିକଟରେ ଦାଖଲ…

ଜିତିବା ପରେ ବିଜେପିକୁ ଫେରିଲେ ସ୍ୱାଧୀନ ବିଧାୟକ ହିମାଂଶୁ ଶେଖର ସାହୁ

ଭୁବନେଶ୍ବର: ଘର ବାହୁଡା ହେଲେ ହିମାଂଶୁ । ଧର୍ମଶାଳାରୁ ସ୍ୱାଧୀନ ଭାବେ ବିଜୟୀ ହୋଇଥିବା ବିଧାୟକ ହିମାଂଶୁ ଶେଖର ସାହୁ ପୁଣି ବିଜେପିରେ ଯୋଗଦେଇଛନ୍ତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ଆନୁଷ୍ଠାନିକ ଭାବେ ଦଳରେ ସାମିଲ ହୋଇଛନ୍ତି ହିମାଂଶୁ । ସୂଚନାଯୋଗ୍ୟ, ନିର୍ବାଚନର କିଛି ମାସ…

୮ରେ ଶପଥ ନେବେ ମୋଦି !

ନୂଆଦିଲ୍ଲୀ: ତୃତୀୟଥର ପାଇଁ ଜୁନ୍‌ ୮ରେ ଶପଥ ନେଇପାରନ୍ତି ପ୍ରଧାନମନ୍ତ୍ରୀ ମୋଦି । ଜାତୀୟ ଗଣମାଧ୍ୟମର ସୂଚନା ଅନୁଯାୟୀ, ମୋଦି ୮ରେ ଶପଥ ନେବେ  । ୮ ତାରିଖ ସନ୍ଧ୍ୟାରେ ହୋଇପାରେ ଶପଥ ଗ୍ରହଣ ଉତ୍ସବ । ଲୋକସଭା ନିର୍ବାଚନରେ ବିଜେପି ମ୍ୟାଜିକ୍‌ ନମ୍ବର ୨୭୨ ହାସଲ କରିବାରେ ବିଫଳ…

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର: ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ । ଦଳର ପରାଜୟ ପରେ ଇସ୍ତଫା ଦେଲେ ନବୀନ । ଆଜି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ ।  ଅପ୍ରତିଦ୍ୱନ୍ଦୀ ନେତା ନବୀନ ପଟ୍ଟନାୟକଙ୍କ ହାତରୁ ଦୀର୍ଘ  ୨୪ ବର୍ଷ ଶାସନ କ୍ଷମତା…