Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କେରଳ ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ: କେରଳ ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ। ମୌସୁମୀ ବାୟୁ କେରଳ ଛୁଇଁଥିବା ନେଇ ସୂଚନା ଦେଲେ ଭାରତୀୟ ପାଣିପାଗ ବିଭାଗ । ଏନେଇ ଏକ୍ସ ହ୍ୟାଣ୍ଡେଲରେ ପୋଷ୍ଟ ଯୋଗେ ସୂଚନା ଦେଇଛି ଆଇଏମଡି। ପାଣିପାଗ ବିଭାଗ ସୂଚନା ଅନୁସାରେ, ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପରେ…

ଶେଷ ପର୍ଯ୍ୟାୟର ଶେଷ ମାରାଥନ୍, ମଇଦାନରେ ଚାଲିଛି ସମରସଜ୍ଜା

ଭୁବନେଶ୍ବର: ଦେଶରେ ୭ମ ଓ ରାଜ୍ୟରେ ୪ର୍ଥ । ଶେଷ ପର୍ଯ୍ୟାୟ ନିର୍ବାଚନକୁ ଆଉ ଦିନଟିଏ ମାତ୍ର । ଏହାରି ଭିତରେ ଦେଶ ତଥା ରାଜ୍ୟରେ ଆଜି ହେଉଛି ମଇଦାନ ପ୍ରଚାରର ଶେଷ ଦିନ । ଆଜି ସନ୍ଧ୍ୟା ପରେ ପ୍ରଚାର ମଇଦାନ ହେବ ଖାଁ ଖାଁ । ଏଥିପାଇଁ ନିଜର ଜି ଜାନ ଲଗାଇ ଦେଇଛନ୍ତି ରାଜ୍ୟ ତଥା ଦେଶର ପ୍ରମୁଖ…

ପ୍ରବଳ ଗୁଳୁଗୁଳି, ସକାଳୁ ସକାଳୁ ପାରଦ ୩୯ ଛୁଇଁଲାଣି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି ସହ, ପ୍ରବଳ ଗୁଳୁଗୁଳି । ଆଜି ସକାଳୁ ସକାଳୁ ଏହାର ପ୍ରଭାବ ରାଜ୍ୟରେ ଅନୁଭୂତ ହେଲାଣି । ଆଜି ସକାଳ ୮ଟା  ୩୦ ସୁଦ୍ଧା ୩୯ ଡିଗ୍ରୀ ତାପମାତ୍ରା ସହ ଭବାନୀପାଟଣା ସବୁଠୁ ଉତପ୍ତ ସହର । ସେହିପରି ଟିଟିଲାଗଡ଼ ୩୮ ଡିଗ୍ରୀ,  ବଲାଙ୍ଗୀରରେ ୩୭.୪, …

ଦୁବାଇର ରେକର୍ଡ ଭାଙ୍ଗିବକି ଭାରତ ! ଅସମ୍ଭାଳ ତାତି, ଦିଲ୍ଲୀରେ ୫୨ ଡିଗ୍ରୀ ଡେଇଁଲା ପାରଦ

ନୂଆଦିଲ୍ଲୀ: ଦୁବାଇର ଉତ୍ତାପ ବିଷୟରେ ଆପଣ ପ୍ରାୟତଃ ଶୁଣିଥିବେ ନିଶ୍ଚୟ। ଦୁବାଇ ଏକ ଉତ୍ତପ୍ତ ମରୁଭୂମି ସ୍ଥଳ। ସାଧାରଣତଃ କୁହାଯାଏ ଯେ ଦୁବାଇରେ ଏସି ବିନା ଜୀବନ ଅତିବାହିତ କରିବା ଅତ୍ୟନ୍ତ କଷ୍ଟକର। ସେଠାରେ ସର୍ବାଧିକ ତାପମାତ୍ରା ରେକର୍ଡ କରାଯାଇଥିଲା ୫୫ ଡିଗ୍ରୀ ସେଲସିୟସ। ବୁଧବାର ଦିନ…

ଚନ୍ଦନ ଯାତ୍ରା ବେଳେ ଅଘଟଣ, ବାଣ ଗଦାରେ ନିଆଁ ଲାଗି ଜଣେ ମୃତ, ଏକାଧିକ ଆହତ

ପୁରୀ: ଶ୍ରୀକ୍ଷେତ୍ର ଭଉଁରୀ ଅବସରରେ ନରେନ୍ଦ୍ର ପୁଷ୍କରିଣୀରେ ମହାପ୍ରଭୁଙ୍କ ଚାପ ଖେଳ ଚାଲିଥିବା ବେଳେ ଅଭାବନୀୟ ଘଟଣା । ବାଣ ଗଦାରେ ନିଆଁ ଲାଗି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩୦ରୁ ଅଧିକ ଜଣ ଆହତ ହୋଇଛନ୍ତି । ଆହତ ବ୍ୟକ୍ତି ମାନଙ୍କୁ ପ୍ରଥମେ ପୁରୀ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି…

ଅଭିମନ୍ୟୁ ଭାଙ୍ଗିବେ ବିଜେଡି ଚକ୍ରବ୍ୟୂହ !

ଭୁବନେଶ୍ବର: ବିଜେଡି ଗଠନ ପରଠୁ ଭଦ୍ରକ ଦଳର ଗଡ ରହି ଆସିଛି। ୧୯୯୮ରୁ ୨୦୧୯ ସବୁ ନିର୍ବାଚନରେ ବିଜେଡିକୁ ଜିତାଇଛନ୍ତି ଭଦ୍ରକ ଭୋଟର । ପାଞ୍ଚ ପାଞ୍ଚ ଥର ଜିତିଥିଲେ ଅର୍ଜୁନ ସେଠୀ । ହେଲେ ଗତ ନିର୍ବାଚନରେ ଅର୍ଜୁନଙ୍କ ଟିକେଟ୍ କାଟି ମଞ୍ଜୁଲତା ମଣ୍ଡଳଙ୍କୁ ପ୍ରାର୍ଥୀ କରିଥିଲା ବିଜେଡି।…

ନବୀନଙ୍କ ସ୍ବାସ୍ଥ୍ୟ କିଏ କହୁଛି ସତ ?

ଭୁବନେଶ୍ବର: ୨୪ଘଣ୍ଟା ମଧ୍ୟରେ ଦୁଇଟି ଭିଡିଓକୁ ନେଇ ରାଜ୍ୟ ରାଜନୀତିରେ କମ୍ପନ। ଉଭୟ ଭିଡିଓରେ ରହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ବିଜେଡି ନେତା ଭିକେ ପାଣ୍ଡିଆନ । ଦୁଇ ଭିଡିଓକୁ ନେଇ ତୁମ୍ବିତୋଫାନ କରିଛନ୍ତି ବିରୋଧୀ। ନବୀନଙ୍କ ଅସୁସ୍ଥତା ଘୋଡ଼ାଇବା ସହ ତାଙ୍କୁ ଅସମ୍ମାନ କରିବା…

ଅମରେନ୍ଦ୍ର ବଦଳାଇବେ ବାଜି !

ଭୁବନେଶ୍ୱର: ଜଗତସିଂହପୁର ଯୁଦ୍ଧରେ ବିଜେଡି ପାଇଁ ବଡ ଚ୍ୟାଲେଞ୍ଜ ବିଦ୍ରୋହୀ । ଦିନେ ଯିଏ ଥିଲେ ବିଜେଡିର ବଳ ଏବେ ସେ ଦଳ ପାଇଁ ସବୁଠୁ ବଡ ଚିନ୍ତାର କାରଣ । ସେପଟେ ଗତଥରର ପ୍ରତିଦ୍ୱନ୍ଦ୍ୱୀ ଏଥର ବିଜେଡି ଶିବିରରେ । ଜଗତସିଂହପୁରରେ ବିଜେଡିରୁ ପ୍ରଶାନ୍ତ ମୁଦୁଲି, ବିଜେପିରୁ ଅମରେନ୍ଦ୍ର ଦାସ…

ଆଗାମୀ ୬ ମାସରେ ଓଡ଼ିଶା ରାଜନୀତିରେ ବଡ଼ ଭୂମିକମ୍ପ ହେବ:ମୋଦି

କେନ୍ଦ୍ରାପଡ଼ା :କେନ୍ଦ୍ରାପଡ଼ା ସଭାରେ ବିଜେଡ଼ିକୁ ପ୍ରଧାନମନ୍ତ୍ରୀ ମୋଦି ଶାଣିତ ଆକ୍ରମଣ କରିଛନ୍ତି । ଆଗାମୀ ୬ ମାସରେ ଓଡ଼ିଶା ରାଜନୀତିରେ ବଡ଼ ଭୂମିକମ୍ପ ସୃଷ୍ଟି ହେବ। ବିଜେଡି ରାଜନୀତିରେ ବଡ଼ ବିସ୍ଫୋରଣ ହେବା ଆମେ ଦେଖିବା । ପକ୍କା ଘର ଦେବା ନାଁରେ ବିଜେଡି ବହୁତ ବଡ଼ ଘୋଟାଲା କରିଛି  …

‘୪୭ ଡିଗ୍ରୀ ଖରାରେ ରୋଡ ଶୋ’ କରୁଛନ୍ତି, ସ୍ବାସ୍ଥ୍ୟାବସ୍ଥା ଖରାପ କହି ବେଲ୍ ମାଗୁଛନ୍ତି’

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଅନୁରାଗ ଠାକୁର ଆଜି ଅରବିନ୍ଦ କେଜ୍ରିୱାଲଙ୍କ ଅନ୍ତରୀଣ ଜାମିନ ଆବେଦନ ବୃଦ୍ଧିକୁ ନେଇ କଟାକ୍ଷ କରିଛନ୍ତି । ସେ କହିଛନ୍ତି ଯେ ପୁଣି ଥରେ ତାଙ୍କ ଅସଲ ଚେହେରା ସମସ୍ତଙ୍କ ସାମ୍ନାକୁ ଆସିଛି । ଅନୁରାଗ କହିଛନ୍ତି, କେଜ୍ରିଓ୍ବାଲ୍ ୪୭…