Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

‘ରତ୍ନ ଭଣ୍ଡାର ଚାବି କେବେ ଫେରାଇବେ, ନା ଗୋଡାଇ ଗୋଡାଇ ତାମିଲନାଡୁରୁ ଆଣିବୁ?’

କେନ୍ଦ୍ରାପଡ଼ା: ଆଜି କେନ୍ଦ୍ରାପଡାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କଟାକ୍ଷର କଡା ଜବାବ ଦେଇଛନ୍ତି ବୈଜୟନ୍ତ ପଣ୍ଡା । ପାଟକୁରା ସଭାରେ ସମ୍ବୋଧିତ କଲାବେଳେ କେନ୍ଦ୍ରାପଡ଼ା ଲୋକସଭା ପ୍ରାର୍ଥୀ ବୈଜୟନ୍ତ ପଣ୍ଡା କହିଛନ୍ତି ଯେ, ଆଜି ମୋ ନାଁ ନନେଇ ମୁଖ୍ୟମନ୍ତ୍ରୀ ଯାହା ସବୁ କହିଲେ ତାହା…

ଜନସଭା ସମୟରେ ଭାଙ୍ଗି ପଡିଲା ମଞ୍ଚ, ଅଳ୍ପକେ ବର୍ତ୍ତିଲେ ରାହୁଲ

ପାଟନା: ‘ଇଣ୍ଡିଆ’ ମେଣ୍ଟର ଜନସଭା ଚାଲିଥିବା ସମୟରେ ଭାଙ୍ଗି ପଡିଲା ମଞ୍ଚ । ଅଳ୍ପକେ ବର୍ତ୍ତିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ । ଏପରି ଘଟଣା ଆଜି ଦେଖିବାକୁ ମିଳିଛି ବିହାରର ପାଟନା ସ୍ଥିତ ପାଲିଗଞ୍ଜରେ । ଏହି ସମୟରେ ଲାଲୁ ଯାଦବଙ୍କ ଝିଅ ତଥା ଆରଜେଡି ପ୍ରାର୍ଥୀ ମିସା ଭାରତୀ ଏବଂ ତାଙ୍କ…

କର୍ମୀମାନଙ୍କୁ ପାଣ୍ଡିଆନଙ୍କ ଆଶ୍ବାସନା; ‘ପ୍ରାର୍ଥୀମାନଙ୍କୁ ଅଧିକ ମାର୍ଜିନରେ ଜିତାଇଲେ ସ୍ୱତନ୍ତ୍ର ପୁରସ୍କାର…

ଜଗତସିଂହପୁର: ସାରା ଭାରତବର୍ଷରେ ଏକ ନମ୍ୱର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଓଡ଼ିଶାକୁ ଏକ ନମ୍ୱର କରିବେ ନବୀନ ପଟ୍ଟନାୟକ ବୋଲି ଆଜି ଜଗତସିଂହପୁର ନିର୍ବାଚନମଣ୍ଡଳୀରେ ଏକ ଜନସଭାକୁ ସମ୍ବୋଧିତ କଲାବେଳେ ଏହା କହିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ସେ ବିଜେପିକୁ ଟାର୍ଗେଟ୍ କରି…

ଆସିଲା ବିଧାନସଭା ପ୍ରାର୍ଥୀଙ୍କ ଏଡିଆର ରିପୋର୍ଟ; ସବୁଠୁ ଧନୀ ଦିଲ୍ଲୀପ ରାୟ

ଭୁବନେଶ୍ବର: ପ୍ରକାଶ ପାଇଲା ବିଧାନସଭା ପ୍ରାର୍ଥୀଙ୍କ ଏଡିଆର ରିପୋର୍ଟ । ୧୪୭ ବିଧାନସଭାର ମୋଟ୍ ୧୨୮୫ ପ୍ରାର୍ଥୀଙ୍କୁ ନେଇ ଏଡିଆର୍‌ ଆଜି ରିପୋର୍ଟ ପ୍ରକାଶ କରିଛି। ୧୨୮୫ ପ୍ରାର୍ଥୀଙ୍କ ମଧ୍ୟରେ ୩୨% ଅର୍ଥାତ୍‌ ୪୧୨ ଜଣ କୋଟିପତି ପ୍ରାର୍ଥୀ ରହିଛନ୍ତି। ଯେଉଁଥିରେ ସବୁଠୁ ଧନୀ ହେଲେ…

‘ପାଣ୍ଡିଆନଙ୍କ ପ୍ରରୋଚନାରେ ଓଡ଼ିଶାରେ ନିର୍ବାଚନୀ ହିଂସା ହେଉଛି’

ଭୁବନେଶ୍ବର: ପାଣ୍ଡିଆନଙ୍କ ପ୍ରରୋଚନାରେ ଓଡ଼ିଶାରେ ନିର୍ବାଚନୀ ହିଂସା ହେଉଛି ।ପାଣ୍ଡିଆନ ଓଡ଼ିଶାରେ ଆତଙ୍କରାଜ ସୃଷ୍ଟି କରିବାକୁ ଚାହୁଁଛନ୍ତି ଏହିଭଳି କହି ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ୨୪ ନିର୍ବାଚନରେ ଅଧିକ ଭୟଭୀତ ହୋଇ ବିଜେଡି ଏଭଳି ହିଂସା କରୁଛି…

ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା; ଉପଜିଲ୍ଲାପାଳଙ୍କ ଅଫିସ ଘେରାଉ କଲେ ବିଜେପି କର୍ମୀ

ଭୁବନେଶ୍ବର: ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀକୁ ନେଇ ତାତିଲେ ବିଜେପି କର୍ମୀ । ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ ଅଫିସ ଘେରାଉ କରି ବିଧାୟକଙ୍କୁ ଛାଡିବା ପାଇଁ ଦାବି ରଖିଲେ । ଉପଜିଲ୍ଲାପାଳଙ୍କ ଅଫିସ ଆଗରେ ସ୍ଥାନୀୟ ବିଧାୟକ ଜିତୁ ମିତ୍ରଙ୍କ ସମେତ ଶତାଧିକ ବିଜେପି କର୍ମୀ ହୋ ହାଲ୍ଲା…

‘ଚାଷୀଙ୍କୁ ଧୋକା ଓ ପ୍ରତାରଣା ଦେବାରେ ବିଜେଡି ୧ ନମ୍ବର’

ଭୁବନେଶ୍ବର: ଚଳିତ ନିର୍ବାଚନ ପାଇଁ ରାଜନୈତିକ ଦଳମାନେ ବିଭିନ୍ନ ପ୍ରସଙ୍ଗ ନେଇ ପରସ୍ପରଙ୍କୁ ଆରୋପ ଲଗାଉଛନ୍ତି ।ସେହିପରି ଆଜି ପ୍ରେସମିଟ କରି ବିଜେପି ଚାଷୀଙ୍କ ପ୍ରସଙ୍ଗକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛି । ରାଜ୍ୟରେ ଚାଷୀଙ୍କ ପ୍ରତି ବିଶ୍ୱାସଘାତ କରିଛି ବିଜେଡି ।ଚାଷୀଙ୍କୁ ଧୋକା…

ରାଜକୋଟ ଗେମିଂ ଜୋନ ଫାୟାର: ସିସିଟିଭି ବଖାଣିଲା ଅଗ୍ନିକାଣ୍ଡର କାରଣ

ନୂଆଦିଲ୍ଲୀ: ସାମ୍ନାକୁ ଆସିଲା ରାଜକୋଟ ଟିଆରପି ଗେମିଂ ଜୋନର ସିସିଟିଭି ଫୁଟେଜ । ବଖାଣିଲା କେମିତି ହୋଇଥିଲା ଭୟାଭୟ ଅଗ୍ନିକାଣ୍ଡ । ସିସିଟିଭି ରେ ଦେଖାଯାଉଥିବା ଦୃଶ୍ୟ ଅନୁଯାୟୀ, ଗେମିଂ ଜୋନରେ ଏକ ଏରିଆର ଛାତରେ ୱେଲ୍ଡିଂ କାମ ଚାଲିଥିବା ଦେଖାଯାଇଛି | ଏଥିରୁ ବାହାରୁଥିବା ସ୍ପାର୍କ ତଳେ…

ରାଜଧାନୀରେ ବୋମାମାଡ, ଦୁର୍ବୃତ୍ତ ଫେରାର

ଭୁବନେଶ୍ବର: ରାଜଧାନୀ ରାସ୍ତାରେ ବୋମାମାଡ । ବରମୁଣ୍ଡା ଇପିକଲ୍ ରାସ୍ତାରେ ବୋମାମାଡ଼ ହୋଇଥିବା ଅଭିଯୋଗ ହୋଇଛି । ବୋମାମାଡରେ କେହି ଆହତ ହୋଇନଥିବା ବେଳେ ଏକ ସ୍କର୍ପିଓ କ୍ଷତିଗ୍ରସ୍ତ ହୋଇଥିବା ସୂଚନା ମିଳିଛି । ଗତକାଲି ବିଳମ୍ବିତ ରାତିରେ ଖଣ୍ଡଗିରି ବରମୁଣ୍ଡା ନିକଟରେ ଏଭଳି…

ଦୁର୍ବଳ ହେଲା ବାତ୍ୟା ରେମାଲ, ପଶ୍ଚିମବଙ୍ଗରେ ରଚିଲା ତାଣ୍ଡବ

ନୂଆଦିଲ୍ଲୀ: ଭୀଷଣ ରୂପ ଧରି ବାଂଲାଦେଶ ଓ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷୟକ୍ଷତି କରିବା ପରେ ଏବେ ଦୁର୍ବଳ ହେବାରେ ଲାଗିଛି ବାତ୍ୟା ‘ରେମାଲ’ । ଲ୍ୟାଣ୍ଡଫଲ ପରେ ଧିରେ ଧିରେ ଦୁର୍ବଳ ହେଉଛି ‘ରେମାଲ’ । ପଶ୍ଚିମବଙ୍ଗର ଅନେକ ସହର ଏଥିରେ ସବୁଠୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ।…