Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ

ଭୁବନେଶ୍ବର: ଆଜି ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ସକାଳେ ପ୍ରଥମେ ୯ଟାରେ ପରୀକ୍ଷା ପରିଚାଳନା କମିଟିର ବୈଠକ ବସି ଫଳ ଉପସ୍ଥାପନ କରାଯିବ।ଏହାପରେ ଆନୁଷ୍ଠାନିକ ଭାବେ ଦିନ ସାଢ଼େ ୧୦ଟାରେ ବାହାରିବ ମାଟ୍ରିକ ପରୀକ୍ଷା ଫଳ । ୧୧ଟା ୩୦ରେ ବୋର୍ଡ ୱେବସାଇଟ୍ ରେ ଉପଲବ୍ଧ ହେବ ରେଜଲ୍ଟ…

ବୈଜୟନ୍ତ ନା ଅଂଶୁମାନ?

ଭୁବନେଶ୍ଵର: କେନ୍ଦ୍ରାପଡା ଲୋକସଭା ଆସନ ଆରମ୍ଭରୁ ବିଜେଡିର ଗଡ ରହିଛି । ଦଳ ଗଠନ ପରଠୁ କେନ୍ଦ୍ରାପଡାରେ ଶଙ୍ଖନାଦ ହୋଇଆସୁଛି। ତେବେ ଦଳବଦଳ ସହ ଏଥର କେନ୍ଦ୍ରାପଡା ଗଣିତ ଗୋଳମାଳ ହୋଇଛି । ବିଜେଡି ସାଂସଦ ଅନୁଭବ ପଟ୍ଟନାୟକ ଏବେ ବିଜେପିରେ ତ ଗତଥର କଂଗ୍ରେସରୁ ରାଜନଗର ବିଧାନସଭା ଲଢି…

ଭାରତର ସହରଗୁଡିକରେ ୬୦% ଉତ୍ତାପ ବୃଦ୍ଧିର କାରଣ ସହରୀକରଣ: ରିପୋର୍ଟ

ଭୁବନେଶ୍ୱର: ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱରର ଗବେଷଣାକାରୀଙ୍କ ଦ୍ୱାରା ଏକ ଅଭିନବ ଅଧ୍ୟୟନରୁ ଜଣାପଡିଛି ଯେ, କେବଳ ସହରୀକରଣ ଭାରତୀୟ ସହରରେ ୬୦% ପର୍ଯ୍ୟନ୍ତ ଅତିରିକ୍ତ ଉତ୍ତାପ ସୃଷ୍ଟି କରିଛି ଏବଂ ବିଭିନ୍ନ ସହର ମଧ୍ୟରେ ପରିବର୍ତ୍ତନଶୀଳତା ରହିଛି । ଏହି…

ସମୀର ବଦଳାଇବେ ନିମାପଡ଼ା ଅଙ୍କ !

ଭୁବନେଶ୍ଵର: ଗତ ତିନି ଥର ହେଲା ନିମାପଡା ବିଧାନସଭା ଜିତିଆସୁଛନ୍ତି ସମୀର ଦାଶ । ଏଥର ବିଜେଡି ତାଙ୍କ ଟିକେଟ୍ କାଟି ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଛି। ତେବେ ଟିକେଟ୍ କଟିବା ପରେ ଶକ୍ତି ପ୍ରଦର୍ଶନ କରିଥିଲେ ସମୀର । ତଥାପି ଦଳ ତାଙ୍କ କଥା ନଶୁଣିବାରୁ ସେ ବିଜେଡି ଛାଡି ବିଜେପିରେ ସାମିଲ…

ନେତା ବାଛୁଛନ୍ତି ଜନତା:ଆଜି ଦିନ ୩ ଟା ସୁଦ୍ଧା ୪୮.୪୪% ଭୋଟିଂ ରେକର୍ଡ

ଭୁବନେଶ୍ବର: ନେତା ବାଛୁଛନ୍ତି ଜନତା । ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ ଜାରି ରହିଛି । ଆଜି ଦିନ ୩ ଟା ସୁଦ୍ଧା ୪୮.୪୪ ପ୍ରତିଶତ ମତଦାନ ହୋଇଛି । ସକାଳ ୧୧ ଟା ସୁଦ୍ଧା ୨୧. ୩୦ ପ୍ରତିଶତ ମତଦାନ ହୋଇଥିବା ବେଳେ ସକାଳ ୯ଟା ସୁଦ୍ଧା   ୭.୪୩ ପ୍ରତିଶତ ମତଦାନ ହୋଇଥିଲା । ଦିନ ୩ ଟା…

ରାଜ୍ୟରେ ସକାଳ ୧୧ ଟା ସୁଦ୍ଧା ୨୧.୩୦ % ମତଦାନ, ଭୁବନେଶ୍ବରରେ ନାହିଁ ଆଶାନୁରୂପ ମତଦାନ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ । ସକାଳ ୧୧ ଟା ସୁଦ୍ଧା ଇଭିମରେ ସିଲ୍ ହେଲା ୨୧. ୩୦ ପ୍ରତିଶତ ମତଦାନ । ସକାଳ ୯ଟା ସୁଦ୍ଧା  ୭.୪୩ ପ୍ରତିଶତ ମତଦାନ ଗ୍ରହଣ ହୋଇଥିବା ବେଳେ ୧୧ ଟା ବେଳେ ଏହା ୨୧ ପ୍ରତିଶତକୁ ବୃଦ୍ଧି ହୋଇଛି । ଏହାରି ଭିତରେ ଢେଙ୍କାନାଳ ୨୨.୪୧…

ଅଟୋରେ ଆସି ଭୋଟ୍ ଦେଲେ ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ୍‌

ଭୁବନେଶ୍ବର: ଆଜି  ଆରମ୍ଭ ହୋଇଯାଇଛି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ସକାଳ ୭ରୁ ଭୋଟ୍ ଗ୍ରହଣ ଆରମ୍ଭ ହୋଇଛି । ଏହି ପରିପେକ୍ଷୀରେ ୫ ଟି ସଚିବ ତଥା ବିଜେଡିର ବରିଷ୍ଠ ନେତା ଭିକେ ପାଣ୍ଡିଆନ୍‌ ଭୋଟ ଦେଇଛନ୍ତି । ସେ ଅଟୋରେ ଆସି ୟୁନିଟ୍‌-୬, ୪୪ ନମ୍ବର ବୁଥ୍‌ରେ ପହଞ୍ଚି ଭୋଟ…

ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା

ଭୁବନେଶ୍ବର: ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା  । ଭୋଟରଙ୍କୁ ମୋବାଇଲ ନେବାକୁ ବାରଣ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ । ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ବାରଣ ନେଇ ପ୍ରେସମିଟ୍‌ କରି ସୂଚନା ଦେଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ। ଏପରିକି ବୁଥ୍ ଭିରତକୁ…

ନିଜ ମନ ପସନ୍ଦର ନେତା ବାଛୁଛନ୍ତି ଜନତା, ସକାଳ ୯ଟା ସୁଦ୍ଧା ୭.୪୩ ପ୍ରତିଶତ ମତଦାନ

ଭୁବନେଶ୍ବର: ଭୋଟ ଦେଉଛି ଓଡିଶା । ରାଜ୍ୟର ୬ଟି ଲୋକସଭା କ୍ଷେତ୍ରରେ ଚାଲିଛି ତୃତୀୟ ପର୍ଯ୍ୟାୟ ମତଦାନ । ଏହାରି ଭିତରେ ସକାଳ ୯ଟା ସୁଦ୍ଧା  ୭.୪୩ ପ୍ରତିଶତ ମତଦାନ ଗ୍ରହଣ କରାଯାଇଛି । ରାଜ୍ୟରେ ଜାରି ରହିଛି ତୃତୀୟ ପର୍ଯ୍ୟାୟ ମତଦାନ । ଏହି ପର୍ଯ୍ୟାୟ ମତଦାନରେ ରାଜଧାନୀ ଭୁବନେଶ୍ବର…

ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଭୋଟ୍‌ ଦେଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏରୋଡ୍ରମ୍ ୟୁପି ସ୍କୁଲ ବୁଥରେ ନିଜର ମତଦାନ ସାବ୍ୟସ୍ତ କଲେ ନବୀନ ପଟ୍ଟନାୟକ । ଲୋକଙ୍କୁ ମଧ୍ୟ ଭୋଟ୍ ଦେବା ପାଇଁ ଅପିଲ କରିଛନ୍ତି ମୁଖ୍ୟମନ୍ତ୍ରୀ । ନିଜର ମନ ପସନ୍ଦର ପ୍ରାର୍ଥି ବାଛିବା ପାଇଁ ୫ ବର୍ଷରେ ଥରେ ସୁଯୋଗ ମିଳେ ।…