Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଗଣତନ୍ତ୍ରର ମହାପର୍ବରେ ସାମିଲ ହେଲେ ଦେଶର ପ୍ରଥମ ନାଗରିକ

ନୂଆଦିଲ୍ଲୀ: ଆରମ୍ଭ ହୋଇଛି ଦେଶରେ ଷଷ୍ଠ ପର୍ଯ୍ୟାୟ ମତଦାନ। ଏହିମଧ୍ୟରେ ଦେଶର ପ୍ରଥମ ନାଗରିକ ନିଜର ମତଦାନ ସାବ୍ୟସ୍ତ କରିଛନ୍ତି । ଗଣତନ୍ତ୍ରର ମହାପର୍ବରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀ ରାଜେନ୍ଦ୍ର ପ୍ରସାଦ କେଭି ସ୍କୁଲ…

ଇଭିଏମ୍‌ ଅଚଳ, ମତଦାନ ବିଳମ୍ବ

ଭୁବନେଶ୍ବର: ଭୋଟ ଦେଉଛି ଓଡିଶା । ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ । ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ପାଇଁ ୬୪ ପ୍ରାର୍ଥୀ ଥିବାବେଳେ ୪୨ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୩୮୩…

ପ୍ରତ୍ୟକ ଭୋଟ ଗୁରୁତ୍ଵପୂର୍ଣ୍ଣ, ମତଦାନ ପୂର୍ବରୁ ଦେଶବାସୀଙ୍କୁ ମୋଦୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ: ସରିଛି ପଞ୍ଚମ ପର୍ଯ୍ୟାୟ ମତଦାନ । ଆଜି ଦେଶରେ ଚାଲିଛି ଷଷ୍ଠ ପର୍ଯ୍ୟାୟ ମତାନ । ୫୮ଟି ସଂସଦୀୟ କ୍ଷେତ୍ର ପାଇଁ ଆରମ୍ଭ ହୋଇଛି ମତଦାନ । ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ହେଉଛି ମତଦାନ । ଏହାରିଭିତରେ ଗଣତନ୍ତ୍ରର ଏହି ପର୍ବରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ମହିଳା ଏବଂ…

ଆରମ୍ଭ ହୋଇଛି ଷଷ୍ଠ ପର୍ଯ୍ୟାୟ ମତଦାନ, ୫୮ଟି ସଂସଦୀୟ କ୍ଷେତ୍ର ପାଇଁ ଚାଲିଛି ମତଦାନ

ନୂଆଦିଲ୍ଲୀ: ଦେଶରେ ଆରମ୍ଭ ହୋଇଛି ଷଷ୍ଠ ପର୍ଯ୍ୟାୟ ମତଦାନ । ୫୮ଟି ସଂସଦୀୟ କ୍ଷେତ୍ର ପାଇଁ ଆରମ୍ଭ ହୋଇଛି ମତଦାନ । ୬ ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳରେ ହେବ ମତଦାନ । ଦିଲ୍ଲୀର ସମସ୍ତ ୭ ସଂସଦୀୟ କ୍ଷେତ୍ର ଓ ହରିୟାଣାର ସମସ୍ତ ୧୦ ଲୋକସଭା କ୍ଷେତ୍ର ପାଇଁ ଚାଲିଛି ଭୋଟିଂ । ଷଷ୍ଠ ପର୍ଯ୍ୟାୟ…

ଭୋଟ ଦେଉଛି ଓଡିଶା, ଫୋକସରେ ଚାରି ଲୋକସଭା ଆସନ

ଭୁବନେଶ୍ଵର: ଆଜି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ । ୬ ଲୋକସଭା ଓ ୪୨ ବିଧାନସଭା ଆସନରେ ହେବ ଭୋଟିଂ । ୬ ଲୋକସଭା ଆସନ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ପାଇଁ ୬୪ ପ୍ରାର୍ଥୀ ଥିବାବେଳେ ୪୨ ବିଧାନସଭା ଆସନ ପାଇଁ ମୈଦାନରେ ଅଛନ୍ତି ୩୮୩ ପ୍ରାର୍ଥୀ । ଏହି…

ବିଜେପିର ୪୦୦ ପାର୍ ନାରା ବିଫଳ ହେବାକୁ ଯାଉଛି କି ନା ସତରେ ମାଇଣ୍ଡ୍ ଗେମ୍?

ଭୁବନେଶ୍ୱର: ନିର୍ବାଚନ ଆରମ୍ଭ ହେବାଠୁ ବିଜେପି ନାରା ଦେଇଛି ଅବ୍ କି ବାର ୪୦୦ ପାର୍ । ବିଜେପି ନିଜ ପାଇଁ ୩୭୦ ଲୋକସଭା ଆସନ ଟାର୍ଗେଟ୍ ରଖିଥିବା ବେଳେ ଏନଡିଏ ପାଇଁ ୪୦୦ ନାରା ରଖିଛି। ବଡ଼କଥା ହେଉଛି ଇଣ୍ଡିଆ ଟିଭିର ସଲାମ ଇଣ୍ଡିଆ କାର୍ଯ୍ଯକ୍ରମରେ ପ୍ରଧାନମନ୍ତ୍ରୀ ଏହି ନାରାକୁ ନେଇ ଏକ…

କେଉଁଠି ମାଡ଼ ହେବ ବାତ୍ୟା ରେମାଲ, ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ କରାଇଲେ ଏସଆରସି

ଭୁବନେଶ୍ୱର: ବାତ୍ୟା ରେମାଲ ପ୍ରଭାବରେ ୪ ଜିଲ୍ଲାରେ ବର୍ଷା ସହିତ ପବନ ସମ୍ଭାବନା ରହିଛି। ତେଣୁ ସଜାଗ ହୋଇଛନ୍ତି ଏସଆରସି। ସମ୍ଭାବ୍ୟ ବର୍ଷା, ପବନକୁ ଦେଖି ୪ ଜିଲ୍ଲାର ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ କହିଛନ୍ତି ଏସଆରସି। ଏହି ଚାରି ଜିଲ୍ଲା ହେଲେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଏବଂ…

ବିଜେପିରେ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଓଡ଼ିଶା ଗସ୍ତ, ପାଣ୍ଡିଆନ୍ କହିଲେ ବିଜେଡି ସହଜରେ ହାସଲ କରିବ ସଂଖ୍ୟା ଗରିଷ୍ଠତା

ଭୁବନେଶ୍ୱର: ଓଡ଼ିଶାରେ ଶେଷ ପର୍ଯ୍ୟାୟ ମତଦାନ ପାଇଁ କେନ୍ଦ୍ରୀୟ ନେତାଙ୍କ ଘନ ଘନ ଗସ୍ତ ରାଜ୍ୟ ବିଜେପିର ଜୋଶ ବଢ଼ାଇଛି। ଗୃହମନ୍ତ୍ରୀ ଅମିତ ଶାହ କହିଛନ୍ତି, ବିଜେପି ୭୫ ବିଧାନସଭା ଆସନ ଜତିବ ସେହିପରି ୧୫ଟି ଲୋକସଭା ଆସନ ଜିତିବ। ଏହାରି ଭିତରେ ଗତକାଲି ବିଜେପି ଅଧ୍ୟକ୍ଷ ଜଗତ ପ୍ରକାଶ…

ବିଜେପିର ଚିଠି ଉପରେ ଜବାବ ରଖିଲେ ମୁଖ୍ୟମନ୍ତ୍ରୀ, କହିଲେ ‘ମୁଁ ସଂପୂର୍ଣ୍ଣ ସୁସ୍ଥ ଅଛି’

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଉପରେ ବାରମ୍ବାର ପ୍ରଶ୍ନ ଉଠାଉଛି ବିଜେପି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତରେ ଆଉ ଶାସନ ଭାର ନାହିଁ ବୋଲି ବାରମ୍ବାର ଅଙ୍ଗୁଳି ଉଠାଇଛି । ‘ମୁଖ୍ୟମନ୍ତ୍ରୀଙ୍କୁ ବନ୍ଦୀ କରି ରଖାଯାଇଛି । ଓଡିଶାରେ ଆଉଟସୋର୍ସ ସରକାର ଚାଲିଛି । ଜଣେ ଅଫିସର ଓଡିଶାର…

ତୃତୀୟ ପର୍ଯ୍ୟାୟ ନିର୍ବାଚନ: ୨୬ ବର୍ଷ ପରେ ବିନା ହିଂସାରେ ନକ୍ସଲ ଅଞ୍ଚଳରେ ଭୋଟ ଗ୍ରହଣ

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ । ଏନେଇ ସମସ୍ତ ପ୍ରସ୍ତୁତି ଉପରେ ସୂଚନା ଦେଇଛନ୍ତି ଡିଜିପି ଅରୁଣ ଷଡଙ୍ଗୀ । ସେ କହିଛନ୍ତି, ସୁରକ୍ଷା ବ୍ୟବସ୍ଥା ପାଇଁ ମୁତୟନ ହୋଇଛନ୍ତି ମୋଟ ୩୫ ହଜାର ପୋଲିସ ।  ସେମାନଙ୍କ ଭିତରେ ୨ ହଜାର ୧୬୦ ଜଣ ଏସଆଇ ଓ ଏଏସଆଇ…