Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଘସିପୁରାରେ ଘମାଘୋଟ

ଭୁବନେଶ୍ବର: ଘସିପୁରାରେ ବିଜେଡି ଓ ସୌମ୍ୟ ପଟ୍ଟନାୟକ ମୁହାଁମୁହିଁ । ସୌମ୍ୟଙ୍କ ପ୍ରଚାର ଗାଡିକୁ ଅଟକାଇ ବିଜେଡି ସମର୍ଥକ ହଙ୍ଗାମା କରିଥିବା ଅଭିଯୋଗ ହୋଇଛି । କେବଳ ବିଜେଡି ପ୍ରାର୍ଥୀ ବଦ୍ରିନାରାୟଣ ପାତ୍ର ନୁହେଁ, ପୋଲିସ ଉପରେ ବି ଆଙ୍ଗୁଳି ଉଠାଇଛନ୍ତି ସୌମ୍ୟ । ବାଛି ବାଛି ତାଙ୍କ…

ଜଟଣୀ ଜିତିବ କିଏ?

ଭୁବନେଶ୍ବର: ଭୁବନେଶ୍ବର ଲୋକସଭା କ୍ଷେତ୍ରରେ ଆସୁଥିବା ଜଟଣୀ ବିଧାନସଭାରେ ଏଥର ରୋଚକ ଲଢେଇ । ସୁରଙ୍କ ପୁଅ ମନ୍ମଥ ରାଉତରାୟ ବିଜେଡିରେ ମିଶି ଭୁବନେଶ୍ବର ପ୍ରାର୍ଥୀ ହେବା ପରେ ଗୋଳମାଳ ହୋଇଛି ଜଟଣୀ ଗଣିତ । ପୁରୁଣା କଂଗ୍ରେସ କର୍ମୀ ଏବେ କେଉଁ ଆଡକୁ ଢଳିବେ, ସେନେଇ ଦ୍ବନ୍ଦ୍ବ ରହିଛି। ବିଭୂତି…

ହାରିଯିବା ଭୟରେ ନଗଦ ଟଙ୍କା ବାଣ୍ଟି ଭୋଟରଙ୍କୁ ପ୍ରଲୋଭିତ କରୁଛି ବିଜେଡି: ଉର୍ମିଳା ମହାପାତ୍ର

ଭୁବନେଶ୍ୱର: ଏକ ସଶକ୍ତ ଓ ସୁଦୃଢ଼ ଗଣତାନ୍ତ୍ରିକ ରାଷ୍ଟ୍ର ପାଇଁ ନିର୍ବାଚନ ମେରୁଦଣ୍ଡ ସଦୃଶ । ନିର୍ବାଚନ ମୁକ୍ତ, ଅବାଧ ଓ ନିରପେକ୍ଷ ହେବା ଉଚିତ, ଯାହା ଗଣତନ୍ତ୍ର ପାଇଁ ଶୁଭଙ୍କର ଅଟେ । କିନ୍ତୁ ଦୁଃଖର ବିଷୟ ବିଜୁ ଜନତା ଦଳ ୨୫ବର୍ଷ ଓଡ଼ିଶାକୁ ଶାସନ କରିଥିଲେ ମଧ୍ୟ ନିର୍ବାଚନ ସମୟରେ…

ଶନିବାର ରାଜ୍ୟରେ ତୃତୀୟ ପର୍ଯ୍ୟାୟ ମତଦାନ, ଭୋଟ ଦେବେ ୯୪.୪୮ ଲକ୍ଷ ଭୋଟର

ଭୁବନେଶ୍ଵର: ରାଜ୍ୟରେ ଦୁଇଟି ପର୍ଯ୍ୟାୟରେ ମତଦାନ ସରିଥିବା ବେଳେ ଆସନ୍ତା ୨୫ ତାରିଖରେ ତୃତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି । ତୃତୀୟ ପର୍ଯ୍ୟାୟରେ ୬ଟି ସଂସଦୀୟ କ୍ଷେତ୍ର ଓ ୪୨ ବିଧାନସଭା କ୍ଷେତ୍ରରେ ମତଦାନ ହେବ । ୬ଟି ସଂସଦୀୟ କ୍ଷେତ୍ର ପାଇଁ ୬୪ ଜଣ ପ୍ରାର୍ଥୀ ଓ ୪୨ଟି ବିଧାନସଭା ପାଇଁ…

କରଞ୍ଜିଆରେ ବିଜେପି ସଭାପତି ଜେପି ନଡ୍ଡାଙ୍କ ମାରାଥନ ପ୍ରଚାର,କହିଲେ ଏଥର ଓଡ଼ିଶାରେ ୨୧ରୁ ୨୧ ଜିତିବୁ

ମୟୂରଭଞ୍ଜ: କରଞ୍ଜିଆ ରେ ବିଜେପି ସଭାପତି ଜେପି ନଡ୍ଡାଙ୍କ ମାରାଥନ ପ୍ରଚାର ।ବିଜେଡି ସରକାର ଉପରେ ସିଧା ସଳଖ ପ୍ରହାର କରିଛନ୍ତି ନଡ୍ଡା। କହିଲେ ବିଜେଡି କୁ ଏବେ ଶାସନଭାର ରୁ ଦିଅନ୍ତୁ ଆରାମ। ଓଡ଼ିଶା ପ୍ରଶାସନକୁ ଆଉଟସୋର୍ସ  କହିଛନ୍ତି । ଓଡ଼ିଶା ପ୍ରଶାସନ ସମ୍ଭାଳିବା ପାଇଁ କଣ ଓଡ଼ିଆ ପୁଅ…

ଗାଈ କ୍ଷୀର ଦେଇନାହିଁ, ଘିଅ ଖାଇବାକୁ ଝଗଡା, ୭ ଜନ୍ମରେ ବି ଆସିବନି କଂଗ୍ରେସ

ଚଣ୍ଡିଗଡ: ୨୦୨୪ ଲୋକସଭା ନିର୍ବାଚନର ଷଷ୍ଠ ପର୍ଯ୍ୟାୟ ପ୍ରଚାର ପାଇଁ ହରିୟାଣାର ମହେନ୍ଦ୍ରଗଡରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ସେଠାରେ ଆୟୋଜିତ ଜନସଭାରେ କଂଗ୍ରେସ ଉପରେ ସିଧାସଳଖ ଟାର୍ଗେଟ କରିଛନ୍ତି ମୋଦୀ । ୭ ଜନ୍ମରେ ମଧ୍ୟ କଂଗ୍ରେସ ସରକାର ଗଠନ କରିପାରିବ ନାହିଁ ବୋଲି…

ଯେବେ ବିଜେପି ନିର୍ବାଚନ ହାରିବାକୁ ଯାଏ ସେତେବେଳେ ଶାସକ ଦଳ ଉପରେ ମିଛ ଅଭିଯୋଗ କରିଥାଏ: ବିଜେଡି

ଭୁବନେଶ୍ଵର: ଚଳିତ ନିର୍ବାଚନରେ ଦୁଇଟି ପର୍ଯ୍ୟାୟ ସରିଛି। ତୃତୀୟ ପର୍ଯ୍ୟାୟ ପାଇଁ ଆଜି ପ୍ରଚାରର ଶେଷ ଦିନ । ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ତୃତୀୟ ପର୍ଯ୍ୟାୟରେ ମତଦାନ ହେବାକୁ ଯାଉଛି । କିନ୍ତୁ ଏବେଠାରୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରାଜୟ ସୁନିଶ୍ଚିତ ହେଲାଣି ।…

ଓଡ଼ିଶାର ଅସ୍ମିତା ସହ ଖେଳୁଛନ୍ତି ତାମିଲ ବାବୁ:ଯୋଗୀ

କେନ୍ଦ୍ରାପଡ଼ା :ଓଡ଼ିଶାରେ ଚାଲିଛି ବାବୁରାଜ ଶାସନ । ଓଡ଼ିଶାର ଅସ୍ମିତା ସହ ଖେଳୁଛନ୍ତି ତାମିଲ ବାବୁ । ଓଡ଼ିଶାକୁ ଆଗକୁ ନୁହେଁ ପଛକୁ ନେବା ତାମିଲବାବୁଙ୍କ ଉଦ୍ଦେଶ୍ୟ । କିଛି ଏମିତି କହି ଯୋଗୀ ଆଦିତ୍ୟନାଥ ରାଜ୍ୟସରକାରଙ୍କୁ ଆକ୍ରମଣ କରିଛନ୍ତି କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର କୁଳିଆ…

ବିରୋଧୀ ଦଳ ମିଛ କଥା କହି, ଅପପ୍ରଚାର କରି ମୁଖ୍ୟମନ୍ତ୍ରୀଙ୍କୁ ଅସମ୍ମାନ କରୁଛନ୍ତି: ପାଣ୍ଡିଆନ

କଟକ: କଟକ ଜିଲ୍ଲା ନିଆଳିରେ ବିଜେଡିର ବରିଷ୍ଠ ନେତା ଭିକେ ପାଣ୍ଡିଆନଙ୍କ ଜୋରଦାର ପ୍ରଚାର। ବିଧାନସଭା ପ୍ରାର୍ଥୀ ପ୍ରମୋଦ ମଲ୍ଲିକଙ୍କୁ ବିପୁଳ ଭୋଟରେ ଜିତାଇବାକୁ ଆହ୍ବାନ ଦେଇଛନ୍ତି ପାଣ୍ଡିଆନ। ସେ କହିଛନ୍ତି, ଉଭୟ ଏମଏଲଏ ଓ ଏମପି ବିଜେଡିରୁ ହେବା ଦରକାର। ଅନ୍ଯ ଦଳର ଏମପି ହେଲେ ବିକାଶ…

‘ପ୍ରଭୁ ଜଗନ୍ନାଥ ଆମକୁ ଶକ୍ତି ଦିଅନ୍ତୁ ଓଡ଼ିଶାରେ ଡବଲ ଇଂଜିନ ସରକାର ଗଠନ ହେବ’

ଭୁବନେଶ୍ବର: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ଓଡ଼ିଶା ଗସ୍ତରେ ଆସି ବାଣପୁର ଜନସଭାକୁ ସମ୍ବୋଧିତ କରିଛନ୍ତି  । ଯୋଗୀ ଆଦିତ୍ୟନାଥ ଚିଲିକା ନିର୍ବାଚନ ମଣ୍ଡଳୀର ବାଣପୁର ସଭାରେ ପହଁଞ୍ଚୁ ପହଁଞ୍ଚୁ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି । ସେ କହିଛନ୍ତି , ପ୍ରଭୁ…