Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସମ୍ବଲପୁରରେ ଅମିତ ଶାହାଙ୍କ ରଣହୁଙ୍କାର: ନବୀନ ବାବୁ ଓଡ଼ିଆ ସଂସ୍କୃତି ଓ ଅସ୍ମିତାର ତଣ୍ଟି ଚିପୁଛନ୍ତି

ସମ୍ବଲପୁର: ଆଜି ଗଙ୍ଗାଧର ମେହେରଙ୍କ ଆତ୍ମାଙ୍କୁ ଶାନ୍ତି ମିଳିଥିବ, କାରଣ ୨୫ ବର୍ଷ ପରେ ଓଡିଶାର ଭାଷା ଓ ସାହିତ୍ୟ, କଳା ଓ ସଂସ୍କୃତିର ଆଧାରରେ ସରକାର ଗଠନ ହେବାକୁ ଯାଉଛି । ଦେଶର ପଶ୍ଚିମ, ଦକ୍ଷିଣ, ଉତ୍ତର ଓ ଉତ୍ତର ପୂର୍ବ, ମଧ୍ୟ ସବୁଠି ଡବଲ ଇଞ୍ଜିନ ସରକାର ଚାଲିଛି । ଆଉ ଏବେ ଓଡିଶାରେ…

‘ଓଡିଶାକୁ ଶାସନ କରିପାରିବେନି ତାମିଲ, ଓଡିଆ ପୁଅ ହିଁ କରିବେ’

ସମ୍ବଲପୁର: ‘ଓଡିଶାର ସଂସ୍କୃତି, ସ୍ବାଭିମାନ ଓ ଓଡିଆ ଅସ୍ମିତାର ତଣ୍ଟି ଚିପୁଛନ୍ତି ନବୀନ । ଓଡିଶାରେ ତାମିଲ ବ୍ୟକ୍ତି ଶାସନ କରିପାରିବେ ନାହିଁ । ଓଡିଶାରେ ଶାସନ ଏଠିକାର ଭୂମିପୁତ୍ର ହିଁ କରିବ।’ ଆଜି ସମ୍ବଲପୁରବାସୀଙ୍କୁ ଉଦ୍ବୋଧନ ଦଉ ଦଉ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉପରେ…

ଓଡ଼ିଶାରେ ପରିଶ୍ରମ କଲା ଭଳି ମୁଖ୍ୟମନ୍ତ୍ରୀ ନାହାଁନ୍ତି: ଅମିତ ଶାହା

ସମ୍ବଲପୁର: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ଓଡ଼ିଶା ଗସ୍ତରେ ଆସି ସମ୍ବଲପୁରର ରେମେଡ ପଡିଆରେ ଆୟୋଜିତ ଜନସଭାକୁ ସେ ସମ୍ବୋଧିତ କରିଛନ୍ତି  । ଓଡ଼ିଶାରେ ସବୁ ଅଛି, କିନ୍ତୁ କେବଳ ଗୋଟିଏ ଜିନିଷର ହିଁ  ଅଭାବ ଅଛି । ତାହା ହେଉଛି ପରିଶ୍ରମ କଲା ଭଳି ମୁଖ୍ୟମନ୍ତ୍ରୀ ଓଡ଼ିଶାରେ ନାହାନ୍ତି ।…

‘ଉଭୟ ବିଧାୟକ ଓ ସାଂସଦ ବିଜେଡିରୁ ହେବା ଦରକାର, ଅନ୍ୟ ଦଳର ହେଲେ ବିକାଶ କାମରେ ବାଧା ଦେବେ’

କେନ୍ଦୁଝର: ଉଭୟ ବିଧାୟକ ଓ ସାସଂଦ ବିଜେଡିରୁ ହେବା ଦରକାର । ଆଉ ଯଦି କିଏ ସାଂସଦ ହୁଅନ୍ତି, ସେ ଅଧିକ ରାଜନୀତି କରି ଯାହା ବି କାମ ଚାଲିଛି ସବୁଥିରେ ମୁଣ୍ଡ ପୁରାଇବେ । ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ବିଜେପି ଦଳ ବିରୋଧ କରି ହାଇକୋର୍ଟ, ସୁପ୍ରିମ କୋର୍ଟ ପର୍ଯ୍ୟନ୍ତ ଯାଇଥିଲା,…

ହେମନ୍ତ ସୋରେନଙ୍କୁ ସୁପ୍ରିମକୋର୍ଟରୁ ମିଳିଲାନି ଆଶ୍ବସ୍ତି, ଆସନ୍ତାକାଲି ପୁଣିଥରେ ଶୁଣାଣି

ନୂଆଦିଲ୍ଲୀ: ଆଜି ବି ନିରାଶ ହେଲେ ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଲୋକସଭା ନିର୍ବାଚନରେ ​​ପ୍ରଚାର ପାଇଁ ସୁପ୍ରିମକୋର୍ଟରୁ ହେମନ୍ତ ସୋରେନଙ୍କୁ ମିଳିଲାନି ମଧ୍ୟବର୍ତ୍ତୀକାଳୀନ ଜାମିନ । ଆସନ୍ତାକାଲି ପୁନର୍ବାର ଏହି ମାମଲାରେ ଶୁଣାଣି ହେବ । ଶୁଣାଣି ସମୟରେ ସୋରେନଙ୍କ…

ସାଂସଦ ସ୍ବାତି ମାଲିଓ୍ବାଲଙ୍କୁ ଅସଦାଚରଣ ମାମଲାର ଯାଞ୍ଚ କରିବ ଏସଆଇଟି

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଘରେ ସାଂସଦ ସ୍ୱାତୀ ମାଲିଓ୍ୱାଲଙ୍କୁ ଅସଦାଚରଣ ଓ ମାରପିଟ୍ ମାମଲା । ଏବେ ଏହି ଘଟଣାର ତଦନ୍ତ କରିବ ଏସଆଇଟି ଟିମ୍ । ଦିଲ୍ଲୀ ଉତ୍ତର ଜିଲ୍ଲାର ଅତିରିକ୍ତ ଡିସିପି ଅଞ୍ଜିଥା ଚିପିୟାଲାଙ୍କ ନେତୃତ୍ୱରେ ଏସଆଇଟି ଟିମ୍ ଗଠନ…

ସମ୍ବିତ ପାତ୍ର ମନ୍ତବ୍ୟକୁ ନେଇ ବିଜେପି ଉପରେ ବର୍ଷିଲେ ବିରୋଧୀ: ଓଡିଶାର ଆସ୍ଥାକୁ ଶକ୍ତ ଆଘାତ ଦେଇଛି ବିଜେପି

ପୁରୀ: ମୋଦୀଙ୍କ ଭକ୍ତ ପ୍ରଭୁ ଜଗନ୍ନାଥ କହି ହଟହଟା ହେଲେ ବିଜେପିର ପୁରୀ ଲୋକସଭା ପ୍ରାର୍ଥୀ ସମ୍ବିତ ପାତ୍ର । ଯାହାକୁ ନେଇ ଏବେ ସବୁଠି ସମ୍ବିତଙ୍କ ପ୍ରତି ବିରୋଧ ଦେଖାଦେଇଛି । ଏହାକୁ ମୁଖ୍ୟ ପ୍ରସଙ୍ଗ କରି ଏବେ ତେଜିଛନ୍ତି ବିରୋଧୀ । ଏଭଳି ମନ୍ତବ୍ୟକୁ କଡା ନିନ୍ଦା କରିବା ସହ ବିଜେପି…

ସରିଛି ପଞ୍ଚମ ପର୍ଯ୍ୟାୟ ମତଦାନ, ପଶ୍ଚିମବଙ୍ଗରେ ସର୍ବାଧିକ ଭୋଟିଂ

ନୂଆଦିଲ୍ଲୀ: ଦେଶରେ ସରିଛି ପଞ୍ଚମ ପର୍ଯ୍ୟାୟ ମତଦାନ । ଲୋକସଭା ନିର୍ବାଚନ ୨୦୨୪ର ପଞ୍ଚମ ପର୍ଯ୍ୟାୟରେ ଆଠଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୪୯ଟି ଆସନରେ ମତଦାନ ଶେଷ ହୋଇଛି। ପଞ୍ଚମ ପର୍ଯ୍ୟାୟରେ ୬୦ ପ୍ରତିଶତରୁ ଅଧିକ ଭୋଟ୍ ରେକର୍ଡ କରାଯାଇଛି। ତେବେ ଆଗରୁ ଏହା ବଢିପାରେ ବୋଲି…

ସକାଳେ ଭୁଲ କଲେ, ରାତିରେ କ୍ଷମା ମାଗିଲେ, କହିଲେ ୩ ଦିନ ଯାଏଁ ରହିବି ଉପାସ

ଭୁବନେଶ୍ଵର: ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କୁ ମୋଦୀଙ୍କ ଭକ୍ତ ବୋଲି କହି ଅପମାନିତ ହେବା ପରେ କ୍ଷମା ମାଗିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ତଥା ପୁରୀ ସାଂସଦ ପ୍ରାର୍ଥୀ ସମ୍ବିତ ପାତ୍ର । ସମ୍ବିତ କହିଛନ୍ତି, ଏହା ମୋ ପାଟିରୁ ଭୁଲ ବସତଃ ବାହାରିଯାଇଛି । ସେଥିପାଇଁ ମୁଁ ବହୁତ ଦୁଃଖିତ ।…

ଦ୍ୱିତୀୟ ପର୍ଯ୍ୟାୟ ମତଦାନବେଳେ ବିଜେପି ଘଟାଇଛି ବ୍ୟାପକ ହିଂସାକାଣ୍ଡ: ବିଜେଡି

ଭୁବନେଶ୍ୱର: ଆଜି ରାଜ୍ୟରେ ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଦ୍ବିତୀୟ ପର୍ଯ୍ୟାୟ ମତଦାନ ସରିଛି । ହେଲେ ମତଦାନ ପୂର୍ବରୁ ଓ ମତଦାନ ସମୟରେ ଅନେକ ସ୍ଥାନରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି । ତେବେ ଏହିପ୍ରରିପେକ୍ଷିରେ ଆଜି ବରଗଡ଼ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି…