Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଦ୍ୱିତୀୟ ପର୍ଯ୍ୟାୟ ଭୋଟିଂ ପାଇଁ ସୁରକ୍ଷା ବ୍ୟବସ୍ଥା କଡାକଡି, ନିୟୋଜିତ ହେବେ ୩୩ ହଜାର ପୋଲିସ କର୍ମଚାରୀ

ଭୁବନେଶ୍ୱର: ଆସନ୍ତାକାଲି ଦେଶରେ ପଞ୍ଚମ ଏବଂ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏଥିଲାଗି ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ଆଇନ ଶୃଙ୍ଖଳାକୁ ନେଇ ପ୍ରେସମିଟ କରି ସୂଚନା ଦେଇଛନ୍ତି ଡିଜିପି। ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଲାଗି ୫ ଲୋକସଭା ଏବଂ ଏହା…

ରାତି ପାହିଲେ ପଞ୍ଚମ ପର୍ଯ୍ୟାୟ ମତଦାନ, ଭୋଟ ଦେବେ ୮.୯୫ କୋଟି ଲୋକ

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନର ୪ଟି ପର୍ଯ୍ୟାୟ ମତଦାନ ଶେଷ ହୋଇଛି । ରାତି ପାହିଲେ ଦେଶରେ ପଞ୍ଚମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ହେବ । ରାଜ୍ୟ ଓ ୨ କେନ୍ଦ୍ରଶାସିତ ଅଞ୍ଚଳର ମୋଟ ୪୯ଟି ଲୋକସଭା ଆସନରେ ହେବ ଭୋଟିଂ । ବିହାରର ୫, ଝାଡ଼ଖଣ୍ଡର ୩, ମହାରାଷ୍ଟ୍ରର ୧୩, ଓଡ଼ିଶାର ୫, ଉତ୍ତର…

ପାଣ୍ଡିଆନଙ୍କୁ ଅପରାଜିତାଙ୍କ ପରାମର୍ଶ: କେନ୍ଦ୍ରମନ୍ତ୍ରୀଙ୍କ ବିରୋଧରେ ନକରାତ୍ମକ ଟିପ୍ପଣୀ କରନ୍ତୁ ନାହିଁ, ସୀମା…

ଭୁବନେଶ୍ୱର: ଆଜି କେନ୍ଦୁଝରରେ ଉଭୟ ରାଜ୍ୟ ଓ କେନ୍ଦ୍ର ନେତାଙ୍କ ପ୍ରଚାର ଜୋରଦାର ଚାଲିଛି। ଚଳଚଞ୍ଚଳ ରାଜନୀତି। ଉଭୟ ଦଳ ଉଭୟଙ୍କୁ ଟାର୍ଗେଟ୍ କରି ଜନତାଙ୍କୁ ଭୋଟ ଭିକ୍ଷା କରୁଛନ୍ତି। ଏହାରି ଭିତରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଟାର୍ଗେଟ କରିଛନ୍ତି…

ପୁରୀରେ ମୋଦୀଙ୍କ ମେଗା ରୋଡ ଶୋ’; ମୁତୟନ ହେବେ ୬୩ ପ୍ଲାଟୁନ ଫୋର୍ସ

ପୁରୀ: ଆସନ୍ତାକାଲି ଶ୍ରୀକ୍ଷେତ୍ରରେ ପାଓ୍ବାର ଦେଖାଇବେ ମୋଦୀ । ସକାଳ ୭ଟାରେ ମହାପ୍ରଭୁଙ୍କ ଦର୍ଶନ ପରେ କରିବେ ମେଗା ରୋଡ ଶୋ’। ଏଥି ପାଇଁ ପୁରୀରେ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ବ୍ୟବସ୍ଥା କରାଯିବ ସହ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ । ପୁରୀ ଏସ୍ପିଙ୍କ ସୂଚନା ଅନୁଯାୟୀ,…

ପ୍ରଚାର ମୈଦାନରେ ବିଜେଡି ସୁପ୍ରିମୋ, କେନ୍ଦୁଝରରେ ଆଦିବାସୀ ଭୋଟରଙ୍କୁ ପାଣ୍ଡିଆନଙ୍କ ଭୋଟ ଅପିଲ

କେନ୍ଦୁଝର: ପ୍ରଚାର ମୈଦାନରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିଲେ ମୁଖ୍ୟମନ୍ତ୍ରୀ । ଭାଷଣ ଆରମ୍ଭରୁ ଖରାରେ ଆସିଥିବା ଜନତାଙ୍କୁ ଧନ୍ୟବାଦ ଜଣାଇଲେ ନବୀନ । କହିଲେ ମିଛ ଓ ଅପପ୍ରଚାର ବିରୋଧୀଙ୍କ ଅସ୍ତ୍ର, ବିକାଶ ବିଜେଡିର ଆସ୍ତ୍ର। କେନ୍ଦୁଝର ଲୋକସଭା…

ପୁଣି ଓଡ଼ିଶା ଆସି ଗର୍ଜିବେ ରାହୁଲ ଓ ମଲ୍ଲିକାର୍ଜୁନ ଖଡ୍‌ଗେ

ଭୁବନେଶ୍ବର: ପୁଣି ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ।କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ୍‌ଗେ ମଧ୍ୟ ଓଡ଼ିଶା ଆସିବେ । ୩ ଦିନ ଧରି ଓଡିଶାରେ ପ୍ରଚାର କରିବେ କଂଗ୍ରେସ ନେତା । ୨୬, ୨୭ ଓ ୨୮ତାରିଖରେ ନିର୍ବାଚନୀ ପ୍ରଚାର କରିବେ ରାହୁଲ , ଖଡ୍‌ଗେ । ଓଡିଶାର ବାଲେଶ୍ବର ଓ…

‘ବାତ୍ୟା ପାଇଁ କୌଣସି ପୂର୍ବାନୁମାନ କରାଯାଇ ନଥିବାରୁ ଭୟଭୀତ ହେବାର ଆବଶ୍ୟକତା ନାହିଁ’

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ ନିର୍ଦ୍ଦେଶିକା ମନୋରମା ମହାନ୍ତି କହିଛନ୍ତି, ଆସନ୍ତା ୨୨ ତାରିଖ ବେଳକୁ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ହେଲେ ବାତ୍ୟା ସୃଷ୍ଟି ନେଇ କୌଣସି ପୂର୍ବାନୁମାନ କରାଯାଇନ ଥିବାରୁ ଭୟଭୀତ ହେବାର କୌଣସି…

ଆମ ଆଦମୀ ପାର୍ଟି ପ୍ରାର୍ଥୀଙ୍କୁ ଭୋଟ୍ ଦେବେ କହିଲେ କଂଗ୍ରେସ ନେତା ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ: ଚଳିତ ଲୋକସଭା ନିର୍ବାଚନରେ ଦିଲ୍ଲୀରେ ଆପ୍ ପ୍ରାର୍ଥୀଙ୍କୁ ଭୋଟ୍ ଦେବେ ବୋଲି କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ କହିଛନ୍ତି। ଇଣ୍ଡିଆ ମେଣ୍ଟର ପ୍ରାର୍ଥୀଙ୍କ ସମର୍ଥନରେ ରାଜଧାନୀ ଦିଲ୍ଲୀରେ ଏକ ବିଶାଳ ରାଲିକୁ ସମ୍ବୋଧିତ କରି ୱାୟନାଡ ସାଂସଦ କହିଛନ୍ତି, କେଜ୍ରିୱାଲ କଂଗ୍ରେସ…

‘ଭୁଲ ରାଜନୈତିକ ବୁଝାମଣାରୁ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ଠକେଇ ଅଭିଯୋଗ’, ମାମଲା ପ୍ରତ୍ୟାହାର…

ବ୍ରହ୍ମପୁର: ବହୁ ଚର୍ଚ୍ଚିତ ଟାଟା କମ୍ପାନିରେ ନିଯୁକ୍ତି ନାଁରେ ଠକେଇ ମାମଲାରେ ଚର୍ଚ୍ଚାକୁ ଆସିଥିବା ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ବିରୋଧରେ ମାମଲା ପ୍ରତ୍ୟାହାର ପାଇଁ କୋର୍ଟରେ ଅଭିଯୋଗକାରୀ ସତ୍ୟପାଠ ଦାଖଲ କରିଛନ୍ତି। ଭୁଲ୍‌ ରାଜନୈତିକ ବୁଝାମଣା ଯୋଗୁଁ ସେ ଏତଲା…

ମମତାଙ୍କୁ ନେଇ ଅଧୀର-ଖଡଗେଙ୍କ ମଧ୍ଯରେ ବୟାନବାଜି, ଇସ୍ତଫା ଦେବେ କି ପଶ୍ଚିମବଙ୍ଗ କଂଗ୍ରେସ ମୁଖ୍ୟ?

ନୂଆଦିଲ୍ଲୀ: ନିର୍ବାଚନ ବେଳେ ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ତୃଣମୂଳ କଂଗ୍ରେସକୁ ପଶ୍ଚିମବଙ୍ଗରେ ତୀବ୍ର ବିରୋଧ କରୁଛି କଂଗ୍ରେସ। ପ୍ରଦେଶ କଂଗ୍ରେସ ସଭାପତି ଅଧୀର ରଞ୍ଜନ ଚୌଧୁରୀ ବିଭିନ୍ନ ପ୍ରସଙ୍ଗରେ ମମତାଙ୍କୁ ସମାଲୋଚନା କରୁଛନ୍ତି। ଏହାକୁ କିନ୍ତୁ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ…