Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଆୟତ୍ତ ହେଲା ଆପାର୍ଟମେଣ୍ଟ ନିଆଁ, ଉଦ୍ଧାର ହେଲେ ଫସିରହିଥିବା ଅନ୍ତେବାସୀ

ଭୁବନେଶ୍ବର: ଦୀର୍ଘ ସମୟ ପରେ ଆପାର୍ଟମେଣ୍ଟ ନିଆଁଙ୍କୁ ଆୟତ୍ତ କଲା ଅଗ୍ନିଶମ ବିଭାଗ । ଜଣ ଜଣ କରି ଫସିରହିଥିବା ଲୋକଙ୍କୁ ସୁରକ୍ଷିତ ଉଦ୍ଧାର କରି ବାହାରକୁ ଆଣାଗଲା । ସୂଚନାଯୋଗ୍ୟ, ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ନିଆଁ ଲାଗିବାର…

ଡିପଥେରିଆରେ ଆଖି ବୁଜିଲେ ଆଉ ଜଣେ ଆକ୍ରାନ୍ତ

ବ୍ରହ୍ମପୁର: ଡିପଥେରିଆରେ ଆଖି ବୁଜିଲେ ଆଉ ଜଣେ ଆକ୍ରାନ୍ତ। ବ୍ରହ୍ମପୁର ଏମକେସିଜି (MKCG) ମେଡିକାଲରେ ଜଣେ ଡିପଥେରିଆ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୃତକ କୋରାପୁଟ ଜିଲ୍ଲାର ବନ୍ଧୁଗାଁ ବ୍ଲକ କୁମ୍ଭାରୀପୁଟ ଗାଁର ସୁବାରାଓ ମେଲେକାଙ୍କ ୧୦ବର୍ଷର ପୁଅ ଦିପୁନା ମେଲେକା ବୋଲି ଜଣାପଡିଛି। ଏନେଇ…

ବାଲେଶ୍ୱରରେ ୪ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ, କେବଳ ଲ୍ୟାଣ୍ଡଲାଇନ୍‌ ଫୋନ୍‌ରେ ମିଳିବ ଇଣ୍ଟରନେଟ୍‌ ସେବା

ବାଲେଶ୍ୱର: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଅନିର୍ଦ୍ଧିଷ୍ଟକାଳ ପାଇଁ ଜାରି ରହିଥିବା କର୍ଫ୍ୟୁ ଆଜି ସାମାନ୍ୟ କୋହଳ ହୋଇଛି। କର୍ଫ୍ୟୁକୁ ଆଜି ୪ ଘଣ୍ଟା ପାଇଁ କୋହଳ କରାଯିବ ବୋଲି ଜିଲ୍ଲାପାଳ ଆଶିଷ ଠାକରେ କହିଛନ୍ତି। ସକାଳ ୭ଟାରୁ ଦିନ ୧୧ଟା ପର୍ପ୍ୟନ୍ତ କୋହଳ…

ନିଟ୍ ବିବାଦ ଭିତରେ ୟୁଜିସି-ନେଟ୍ ପରୀକ୍ଷା ବାତିଲ, ସିବିଆଇ ତଦନ୍ତ ନିର୍ଦ୍ଦେଶ

ନୂଆଦିଲ୍ଲୀ: ନିଟ୍ ପରୀକ୍ଷାରେ ଅନିୟମିତତା ହୋଇଥିବା ନେଇ କେନ୍ଦ୍ର ସରକାର ଅଡୁଆରେ ପଡିଥିବା ବେଳେ ଏବେ ୟୁଜିସି ନେଟ୍ ପରୀକ୍ଷାରେ ଅନିୟମିତତା ଅଭିଯୋଗ ଆସିଛି। ଏହାପରେ ଶିକ୍ଷା ମନ୍ତ୍ରଣାଳୟ ପରୀକ୍ଷା ବାତିଲ କରିବା ସହ ସିବିଆଇ ତଦନ୍ତ ନିର୍ଦ୍ଦେଶ ଦେଇଛି। ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି…

ଏମଏସପିକୁ ନେଇ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତି, ଧାନ କୁଇଣ୍ଟାଲ ୨୩୦୦ ଟଙ୍କାକୁ ବୃଦ୍ଧି

ନୂଆଦିଲ୍ଲୀ: ଏମଏସପିକୁ ନେଇ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତି । ଧାନର ସର୍ବନିମ୍ନ ସହାୟକ ରାଶି ବଢ଼ାଇଲେ କେନ୍ଦ୍ର ସରକାର । ଧାନ କୁଇଣ୍ଟାଲ ୨୩୦୦ ଟଙ୍କାକୁ ବୃଦ୍ଧି ନେଇ କେନ୍ଦ୍ରର ନିଷ୍ପତ୍ତି । ପୂର୍ବ ବର୍ଷର ଦର ଅପେକ୍ଷା ୧୧୭ ଟଙ୍କା ବୃଦ୍ଧି ପାଇଛି । ସେହିଭଳି ମୁଗର ଏମଏସପି ୮୬୮୨ ଟଙ୍କା…

ବାଲେଶ୍ବରରେ କର୍ଫ୍ୟୁ ବଳବତ୍ତର; ଆଉ ଦୁଇ ଦିନ ବନ୍ଦ ରହିବ ସ୍କୁଲ ଓ କଲେଜ

ବାଲେଶ୍ବର: ବାଲେଶ୍ବରରେ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟଣାକୁ ନେଇ ଦୁଇ ଦିନ ହେବ ଜାରି ରହିଛି କର୍ଫ୍ୟୁ । ଏହାକୁ ଦୃଷ୍ଟିରେ ରଖି ଆଉ ୨ ଦିନ ସ୍କୁଲ, କଲେଜ ବନ୍ଦ ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ । ସେହିପରି ଆସନ୍ତାକାଲି ସକାଳ ୭ଟାରୁ ୧୧ଟା ଯାଏଁ ଚାରି ଘଣ୍ଟା ଧରି କର୍ଫ୍ୟୁ କୋହଳ…

ରତ୍ନଭଣ୍ଡାର ୮ ତାରିଖରେ ଖୋଲିବା ନେଇ ସରକାର ଚୂଡ଼ାନ୍ତ ନିଷ୍ପତ୍ତି ନେଇ ନାହାନ୍ତି: ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ୮ ତାରିଖରେ ପୁରୀ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବ ବୋଲି ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଅଧୀକ୍ଷକ ଡିବି ଗରନାୟକ ସୂଚନା ଦେଇଛନ୍ତି। ହେଲେ ଏହି ନିଷ୍ପତ୍ତି ରାଜ୍ୟ ସରକାର ନେଇ ନାହାନ୍ତି। ତେଣୁ ସଂପୃକ୍ତ ଅଧିକାରୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ବାଚସ୍ପତି ସୁରମା ପାଢ଼ୀ: କିଏ ହେବେ ଉପବାଚସ୍ପତି, ମୁଖ୍ୟ ସଚେତକ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: ବିଧାନସଭାର ବାଚସ୍ପତି ପଦ ପାଇଁ ବିଜେପିର ସୁରମା ପାଢ଼ୀ ବୁଧବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଆଜି ଅନ୍ୟ କୌଣସି ରାଜନୈତିକ ଦଳରୁ ନାମାଙ୍କନ ପତ୍ର ଦାଖଲ ହୋଇନଥିବାରୁ ସୁରମା ପାଢ଼ୀ ସପ୍ତଦଶ ବିଧାନସଭାର ବାଚସ୍ପତି ହେବା ପ୍ରାୟ ନିଶ୍ଚିତ। ତେବେ ଉପ ବାଚସ୍ପତି କିଏ ହେବେ…

ଦେଶରେ ବାୟୁପ୍ରଦୂଷଣ ଯୋଗୁଁ ପ୍ରତିଦିନ ଯାଉଛି ୨୪୦ ଜୀବନ, ସେଥିମଧ୍ୟରେ ଅଛନ୍ତି ୨୦ ଶିଶୁ: ରିପୋର୍ଟ

ନୂଆଦିଲ୍ଲୀ: ଭାରତରେ ଭୟଙ୍କର ରୂପ ଧାରଣ କରିଛି ବାୟୁ ପ୍ରଦୂଷଣ । ଯେଉଁ କାରଣରୁ ପ୍ରତିଦିନ ୨୪୦ରୁ ଅଧିକ ଲୋକ ମୃତ୍ୟୁବରଣ କରୁଛନ୍ତି । ସେଥିମଧ୍ୟରେ ରହିଛନ୍ତି ୨୦ ଶିଶୁ । ନିକଟରେ ୟୁନିସେଫ୍ ସ୍ୱାସ୍ଥ୍ୟ ପ୍ରଭାବ ପ୍ରତିଷ୍ଠାନ (ଏଚଇଆଇ) ତାର ରିପୋର୍ଟରେ ଏହି ଦାବି କରିଛି । ୨୦୧୯ ତୁଳନାରେ…

କ’ଣ ହେବ କାଳିଆ ଯୋଜନାର ଭବିଷ୍ୟତ? କୃଷିମନ୍ତ୍ରୀଙ୍କ ଜବାବ ବଢ଼ାଇଲା ଦ୍ବନ୍ଦ୍ବ

ଭୁବନେଶ୍ୱର: ଓଡ଼ିଶାରେ ବିଜେପି ସରକାର ଗଠନ କରିବା ପରେ ବିଦାୟୀ ବିଜେଡି ସରକାର ଆରମ୍ଭ କରିଥିବା କାଳିଆ ଯୋଜନାର ଭବିଷ୍ଯତ କଣ ହେବ ତାକୁ ନେଇ ଚର୍ଚ୍ଚା ଜାରି ରହିଛି। କାଳିଆ ଯୋଜନା ବିଜେଡି ସରକାରର ଅନ୍ୟତମ ଲୋକପ୍ରିୟ ଯୋଜନା ଯଦି ଏହା ଚାଲୁ ରହେ ତାହେଲେ ଶାସକ ଦଳ ଭବିଷ୍ୟତରେ ଭୋଟ୍…