Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସାର୍ବଜନୀନ ହେବ ରତ୍ନ ଭଣ୍ଡାର ରିପୋର୍ଟ

ଭୁବନେଶ୍ବର: ଖୋଲିବ ରତ୍ନଭଣ୍ଡାରର ଗୁମର । ଆସନ୍ତା ଜୁଲାଇ ୮ରେ ରତ୍ନଭଣ୍ଡାର ଖୋଲାଯିବା ନେଇ ବଡ ଘୋଷଣା ହେବା ପରେ । ଏବେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ପ୍ରସଙ୍ଗ ସାର୍ବଜନୀନ ହେବ ବୋଲି ସୂଚନା ଦିଆଯାଇଛି । ଯାହାକୁ କାହିଁ କେବେଠୁ ଓଡିଶାବାସୀ ଚାହିଁ ବସିଥିଲେ ତାହା ତାହା ଏବେ…

ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣା; ଆସନ୍ତାକାଲି ୪ ଘଣ୍ଟା କର୍ଫ୍ୟୁ କୋହଳ

ବାଲେଶ୍ୱର: ବାଲେଶ୍ୱରରେ ଗୋଷ୍ଠୀ ସଂଘର୍ଷ ଘଟଣାକୁ ନେଇ ଦୁଇ ଦିନ ହେବ ପୂରା ସହରରେ କର୍ଫ୍ୟୁ ଲାଗିଥିବାବେଳେ ଆସନ୍ତାକାଲି ଅର୍ଥାତ୍ ଗୁରୁବାର ଚାରି ଘଣ୍ଟା ପାଇଁ କୋହଳ କରାଯାଇଛି । ଆସନ୍ତାକାଲି ସକାଳ ୭ଟାରୁ ଦିନ ୧୧ଟା ପର୍ଯ୍ୟାନ୍ତ କର୍ଫ୍ୟୁ କୋହଳ କରିବାକୁ ନିଷ୍ପତ୍ତି ନେଇଛି ଜିଲ୍ଲା…

ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା ନିର୍ବାଚିତ

ଭୁବନେଶ୍ବର: ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ହେଲେ ବିଜେଡି ବିଧାୟକ ଦଳର ନେତା। ଆଜି ବିଧାୟକ ଦଳର ବୈଠକରେ ତାଙ୍କୁ ଦଳର ନେତା ଭାବେ ବିଧାୟକ ମାନେ ନିର୍ବାଚିତ କରିଛନ୍ତି। ଶଙ୍ଖଭବନରେ ଅନୁଷ୍ଠିତ ହୋଇଥିଲା ବିଜେଡି ବିଧାୟକ ଦଳ ବୈଠକ । ଯେଉଁଥିରେ…

ଅଚାନକ ମୋଦିଙ୍କ ହାତ ଧରିପକାଇ କ’ଣ ଦେଖିଲେ ନୀତିଶ, ଭିଡିଓ ଭାଇରାଲ

ପାଟନା: ବୁଧବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିହାରର ରାଜଗିରରେ ଥିବା ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଭାଷଣରେ ପ୍ରାଚୀନ ନାଲନ୍ଦା ବିଶ୍ୱବିଦ୍ୟାଳୟର ବିନାଶକୁ ମନେ ପକାଇ କହିଛନ୍ତି ଯେ ନିଆଁ ବହି ପୋଡିପାରେ, କିନ୍ତୁ…

ଆଜିଠୁ ୨୦ ଯାଏଁ ପ୍ରବଳ ବର୍ଷା;୨୪ଘଣ୍ଟା ମଧ୍ୟରେ ୧୫ ଜିଲ୍ଲା ପାଇଁ ସତର୍କ ଘଣ୍ଟି

ଭୁବନେଶ୍ବର: ରାଜ୍ୟରେ ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ମଧ୍ୟରେ ଆସିଛି ଆଶ୍ବସ୍ତି କଲାପରି ଖବର । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶାରେ ସକ୍ରିୟ ରହିଛି । ଫଳରେ ରାଜ୍ୟରେ ଆଜିଠୁ ସ୍ବାଭାବିକ ଠାରୁ ୩ ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ତାତି କମିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ…

ବିଧାନସଭା ନିର୍ବାଚନ: ତିନି ପ୍ରମୁଖ ଦଳକୁ କନ୍ଦାଇଦେଲେ ସ୍ବାଧୀନ ପ୍ରାର୍ଥୀ

ଭୁବନେଶ୍ବର : ନା କୌଣସି ଦଳର ଟିକେଟ୍ ନା ପାର୍ଟି ଫଣ୍ଡିଂ। ମଇଦାନରେ ରାଜ୍ୟର ତିନି ପ୍ରମୁଖ ଦଳଙ୍କୁ ସିଧା ଟକ୍କର । ଦଳୀୟ ସଂଗଠନ ନାହିଁ କି ପ୍ରଚାର ମଇଦାନରେ ନାହାନ୍ତି ଷ୍ଟାର ପ୍ରଚାରକ । ନିଜେ ହିଁ ପ୍ରାର୍ଥୀ ନିଜେ ହିଁ କ୍ୟାମ୍ପେନର । ତଥାପି ବଡ଼ ରାଜନୈତିକ ଦଳର ପ୍ରାର୍ଥୀଙ୍କ ଉପରେ…

ମହାନଦୀ ପ୍ରସଙ୍ଗ ଉଠାଇ ମୋହନ ସରକାର ଆଗରେ ବଡ ଆହ୍ବାନ ରଖିଲା ବିଜେଡି ଓ କଂଗ୍ରେସ

ଭୁବନେଶ୍ବର: ପୁଣି ତେଜିଲା ମହାନଦୀ ବିବାଦ । ବିଜେପି ସରକାରକୁ ଆସିବା ପରେ ମହାନଦୀ ପାଣି ପ୍ରସଙ୍ଗକୁ ତେଜି ବିରୋଧୀଙ୍କ ଆରମ୍ଭ ହୋଇଛି ବୟାନ ବାଜି ।  ଧିରେ ଧିରେ ଶୁଖିଯିବାକୁ ବସିଲାଣି ମହାନଦୀ ପାଣି । ସେହି ପୁରୁଣା ପ୍ରସଙ୍ଗ ଉଠାଇ ନୂଆ ସରକାରଙ୍କୁ ଆହ୍ବାନ ଦେଇଛନ୍ତି ବିରୋଧୀ ।…

ଆଉ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର, କାରଣ ଅସ୍ପଷ୍ଟ

କେନ୍ଦୁଝର: ପୁଣି ଗଲା ଆଉ ଏକ ଦନ୍ତାର ଜୀବନ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ସୋସୋ ଅଞ୍ଚଳରୁ ଏକ ଦନ୍ତା ହାତୀର ମୃତଦେହ ଉଦ୍ଧାର କରାଯାଇଛି । ତେବେ କେମିତି ଏବଂ କେଉଁ ପରିସ୍ଥିତିରେ ହାତୀଟିର ମୃତ୍ୟୁ ହେଲା ଜଣାପଡ଼ି ନାହିଁ । ମୃତ ଦନ୍ତାର ବୟସ ୨୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି ।…

କଂଗ୍ରେସକୁ ଜାଣିଶୁଣି ବୁଡ଼ାଇଦେଲେ !

ଭୁବନେଶ୍ବର: ମଉକା ଥିଲା, ଚଉକା ମାରି ପାରିଲାନି କଂଗ୍ରେସ । ନିର୍ବାଚନରେ ହାତରୁ ଖସିଗଲା ବଡ ସୁଯୋଗ। ବିଜେଡି ହାତରୁ କ୍ଷମତା ଛଡାଇନେଲା ବିଜେପି, ହେଲେ ସେମିତି ଚାହିଁ ରହିଗଲା କଂଗ୍ରେସ । ବିଜେଡି ବିରୋଧୀ ଜନ ଅସନ୍ତୋଷର ଫାଇଦା ନେଇ ପାରିଲାନି ଦଳ। ନା ଦଳୀୟ ପ୍ରାର୍ଥୀଙ୍କ ପାଖରେ ପହଞ୍ଚି…

ଚିନ୍ତା ବଢ଼ାଉଛି ଡିପଥେରିଆ; ଆଜିଠୁ ରାୟଗଡ଼ାରେ ଆରମ୍ଭ ହେଲା ବୁଷ୍ଟର ଡୋଜ

ରାୟଗଡ଼ା: ରାଜ୍ୟରେ ବ୍ୟାପୁଛି ଡିପଥେରିଆ ସଂକ୍ରମଣ । ଯାହା ଏବେ ମୁଣ୍ଡ ବିନ୍ଧାର କାରଣ ପାଲଟିଛି । ଏନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ବଡ଼ ପଦକ୍ଷେପ ଗ୍ରହଣ ନେଇଛି । ଆଜିଠୁ ରାୟଗଡ଼ାର କାଶୀପୁରରେ ବୁଷ୍ଟର ଡୋଜ ଆରମ୍ଭ ହୋଇଛି । ୮୦ଟି ଗାଁରେ ବୁଷ୍ଟର ଡୋଜ୍ ଦିଆଯିବାର କାର୍ଯ୍ୟକ୍ରମ ରହିଛି ।…