Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଖଲ୍ଲିକୋଟ ହିଂସାକୁ ନେଇ ୧୪୪ ଲାଗୁ, କାର୍ଯ୍ୟରେ ଅବହେଳା ପାଇଁ ୪ ପୋଲିସ କର୍ମଚାରୀଙ୍କୁ ବଦଳି

ବ୍ରହ୍ମପୁର: ଖଲ୍ଲିକୋଟ ଶ୍ରୀକୃଷ୍ଣଶରଣପୁର ରାଜନୈତିକ ହିଂସାକାଣ୍ଡ ଘଟଣାରେ ୮ ଜଣଙ୍କୁ ଗିରଫ କଲା ପୋଲିସ। ମୁଖ୍ୟ ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ପୋଷ୍ଟର ମାରିବାକୁ ନେଇ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଥିଲେ। ଆକ୍ରମଣରେ ଚିକିତ୍ସାଧୀନ ଅବସ୍ଥାରେ ଜଣେ କର୍ମୀଙ୍କ ମୃତ୍ୟୁ ହୋଇଛି। ଘଟଣାକୁ…

ଶଙ୍ଖ ଭବନରେ ବିଧିବଦ୍ଧ ଭାବେ ବିଜେଡିରେ ମିଶିଲେ ରମାରଞ୍ଜନ ବଳିୟାରସିଂହ

ଭୁବନେଶ୍ୱର: ବିଜେପିରୁ ଇସ୍ତଫା ଦେବା ପରେ ବିଜେଡିରେ ମିଶିଲେ ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରମାରଞ୍ଜନ ବଳିଆରସିଂହ । ଆଜି ଶଙ୍ଖ ଭବନରେ ଆୟୋଜିତ ମିଶ୍ରଣ ପର୍ବରେ ଆନୁଷ୍ଠାନିକ ଭାବେ ଦଳରେ ଯୋଗଦେଲେ ରମା ରଞ୍ଜନ । ଏହି ସମୟରେ ତାଙ୍କୁ ଉପଢୌକନ ଓ ପୁଷ୍ପ ଗୁଚ୍ଛ…

ଖଲ୍ଲିକୋଟ ହିଂସାକାଣ୍ଡ: ପୋଲିସକୁ ବୋତଲ, ପଥର ମାଡ଼ କଲେ ଉତ୍ତ୍ୟକ୍ତ ଲୋକ

ବ୍ରହ୍ମପୁର: ଖଲ୍ଲିକୋଟ ନିର୍ବାଚନୀ ହିଂସାକାଣ୍ଡ ଘଟଣାରେ ପୋଲିସ ଗାଡ଼ିକୁ ବୋତଲ, ପଥର ମାଡ଼ କରିଛନ୍ତି ଆନ୍ଦୋଳନକାରୀମାନେ । ଅଭିଯୁକ୍ତଙ୍କୁ ଥାନାରୁ ନେବା ବେଳେ ପୋଲିସ ଗାଡ଼ି ଘେରିଲେ ଲୋକେ । ପୋଲିସ ଗାଡ଼ିକୁ ପଥର ମାଡ଼ ସହ ପାଣି ବୋତଲ ମାଡ଼ କଲେ । ଲୋକଙ୍କ ପଥର ମାଡ଼ରେ ପୋଲିସ ଭ୍ୟାନ୍‌ର…

‘କେଜ୍ରିୱାଲ ଭ୍ରଷ୍ଟାଚାର ବୋତଲରେ ମହିଳାଙ୍କ ସମ୍ମାନକୁ ବନ୍ଦ କରି ମଦ ପରଷୁଛନ୍ତି’

ନୂଆଦିଲ୍ଲୀ: କେଜ୍ରିୱାଲ ଭ୍ରଷ୍ଟାଚାର ବୋତଲରେ ମହିଳାଙ୍କ ସମ୍ମାନକୁ ବନ୍ଦ କରି ମଦ ପରଷୁଛନ୍ତି । ଏଠି ପ୍ରଶ୍ନ ଉଠୁଛି ଯେ, ସ୍ବାତୀ ମାଲିୱାଲଙ୍କ ଉପରେ ଚାପ ପକାଯାଇ କୌଣସି ସ୍ଥାନରେ ଲୁଚାଇ ରଖାଯାଇଥିଲା କି? ସ୍ବାତୀ ଜଣେ ମହିଳା ଏବଂ ମହିଳା ସମ୍ମାନ ପାଇଁ ଦଳଗତ ରାଜନୀତିରୁ ଉପରେ ବିଜେପି…

‘ସାଧାରଣ ଲୋକଙ୍କ ଟଙ୍କାରେ ଦେଶର ଗରିବ ଲୋକଙ୍କୁ ମାଗଣା ରାସନ ଦେଇ ବାଃ ବାଃ ନେଉଛି ବିଜେପି’

ନୂଆଦିଲ୍ଲୀ: କୋରୋନା ଅବଧି ପରଠାରୁ କେନ୍ଦ୍ରରେ ବିଜେପି ସରକାର ଗରିବ ପରିବାର ପାଇଁ ମାଗଣା ରାସନ ପାଇଁ ବ୍ୟବସ୍ଥା କରିଛନ୍ତି, ଯାହା ଏବେବି ଜାରି ରହିଛି । ଏଥି ସହିତ, ବିଜେପିର ଏହି ଯୋଜନା ପରେ କଂଗ୍ରେସ ବର୍ତ୍ତମାନ କହିଛି ଯେ ଯଦି ଆମେ ସରକାର କରିବୁ, ତେବେ ବିଜେପିର ୫ କିଲୋଗ୍ରାମ ରାସନ…

ଖଲ୍ଲିକୋଟରେ ରାଜନୈତିକ ହିଂସା: ଚାଲିଗଲା ଜଣଙ୍କର ଜୀବନ, ୭ ଆହତ

ବ୍ରହ୍ମପୁର: ଖଲ୍ଲିକୋଟରେ ରାଜନୈତିକ ହିଂସା। ଜଣେ ଗୁରୁତରଙ୍କ ମୃତ୍ୟୁ ଘଟିଥିବା ସୂଚନା ରହିଛି । ଅନ୍ୟ ଜଣେ ଗୁରୁତରଙ୍କୁ ବ୍ରହ୍ମପୁରରୁ ଭୁବନେଶ୍ବର ଏମ୍ସ ସ୍ଥାନାନ୍ତର କରାଯାଇଛି । ଶ୍ରୀକୃଷ୍ଣଶରଣପୁର ଗାଁରେ ବିଜେପି କର୍ମୀଙ୍କୁ ଆକ୍ରମଣ ହୋଇଥିବା ଜଣାପଡିଛି। ନିର୍ବାଚନ ପାଇଁ ସରଗରମ ରହିଛି…

ଝାରସୁଗୁଡାରେ ବିଜେପିକୁ ଝଟକା, ବିଜେଡିରେ ସାମିଲ ହେଲେ ରାଧାରାଣୀ ପଣ୍ଡା

ଝାରସୁଗୁଡା: ବରଗଡ ଲୋକସଭା ଆସନ ତଥା ଏହା ଅଧୀନରେ ଆସୁଥିବା ଝାରସୁଗୁଡାର ବ୍ରଜରାଜନଗରରେ ଭାରତୀୟ ଜନତା ପାର୍ଟିକୁ ବଡ଼ ଝଟକା। ପୂର୍ବତନ ବିଧାୟକ ରାଧାରାଣୀ ପଣ୍ଡା ବିଜେପି ଛାଡ଼ି ଶାସକ ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି। ବ୍ରଜରାଜନଗରର ପୂର୍ବତନ ବିଧାୟକ ତାଙ୍କ ଇସ୍ତଫା ପତ୍ର ରାଜ୍ୟ ବିଜେପି…

ମେ’ ୩୧ରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ସମ୍ଭାବନା: ଆଇଏମଡି

ନୂଆଦିଲ୍ଲୀ: ଚଳିତବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ' ୩୧ ତାରିଖରେ କେରଳ ଛୁଇଁବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗ ବୁଧବାର କହିଛି, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ମେ ୩୧ ତାରିଖରେ କେରଳ ଛୁଇଁବ। ଯାହା ଭାରତର କୃଷି ଅର୍ଥନୀତି ପାଇଁ ଗୁରୁତ୍ୱପୂର୍ଣ୍ଣ ୪ ମାସର…

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, କାରରେ ବସିଥିବା ୫ ଜଣ ଆଖି ବୁଜିଲେ

କେନ୍ଦୁଝର: ସିରିଜ୍ ଦୁର୍ଘଟଣାରେ ଆଖିବୁଜିଲେ ୫ ଜଣ। ସଂଧ୍ୟା ବେଳେ କେନ୍ଦୁଝରରେ ଘଟିଥିବା ଏହି ଭୟଙ୍କର ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଏକ କାର୍ ୫ ଜଣଙ୍କୁ ନେଇ ବଡ଼ବିଲ ଅଭିମୁଖେ ଯାଉଥିଲା। ଚମ୍ପୁଆ ଥାନା ଅନ୍ତର୍ଗତ ରିମୁଳି ବାଇପାସ୍ ଠାରେ କାରଟି ଏକ…

ହିଞ୍ଜିଳି, କଣ୍ଟାବାଞ୍ଜିରେ ଶାହ ଏବଂ ନଡ଼୍ଡାଙ୍କ ପ୍ରଚାର କାର୍ଯ୍ୟକ୍ରମ ବାତିଲ ପଛର ଉଦ୍ଦେଶ୍ୟକୁ ନେଇ ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର: ବିଜେଡି ଓ ବିଜେପି ମଧ୍ୟରେ ଜୋରଦାର ବୟାନବାଜି ଚାଲିଛି। ବ୍ରହ୍ମପୁରରେ ପ୍ରଧାନମନ୍ତ୍ରୀ ପ୍ରଚାର କରି ନବୀନ ପଟ୍ଟନାୟକଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। ଏବେ କିନ୍ତୁ ନବୀନ ପ୍ରାର୍ଥୀପତ୍ର ଦାଖଲ କରିଥିବା ହିଞ୍ଜିଳି ଏବଂ କଣ୍ଟାବଞ୍ଜିରେ ବିଜେପିର ଶୀର୍ଷ ନେତାଙ୍କ ପ୍ରଚାର…