Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ନୟାପଲ୍ଲୀ ଦୁଷ୍କର୍ମ ଘଟଣା:ମୁଖ୍ୟଅଭିଯୁକ୍ତଙ୍କ ୨ ସହଯୋଗୀ ଗିରଫ

ଭୁବନେଶ୍ବର:ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ଦୁଷ୍କର୍ମ ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ଦୁଷ୍କର୍ମ ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର ୨ ସହଯୋଗୀଙ୍କୁ ଗିରଫ କରିଛି କ୍ୟାପିଟାଲ ଥାନା ପୋଲିସ। ଗିରଫ ହୋଇଥିବା ଦୁଇ ସହଯୋଗୀ ଚକେଇସିଆଣି ଅଞ୍ଚଳର ବୋଲି…

India summons Pak: ପାକିସ୍ତାନରୁ ବେଆଇନ ଅନୁପ୍ରବେଶକୁ ନେଇ ଭାରତର ଦୃଢ଼ ପ୍ରତିବାଦ;ପାକ୍ ହାଇକମିଶନଙ୍କୁ ସମନ୍

ନୂଆଦିଲ୍ଲୀ:ସୀମାପାର୍ ବେଆଇନ ଅନୁପ୍ରବେଶ କ୍ଷେତ୍ରରେ ପାକିସ୍ତାନର 'ନିରନ୍ତର ସହାୟତା'କୁ ନେଇ ଭାରତ ଦୃଢ଼ ପ୍ରତିବାଦ ଜଣାଇଛି । ଭାରତ ଶନିବାର ଦିନ ପାକିସ୍ତାନ ହାଇକମିଶନର 'ଚାର୍ଜ ଡି'ଆଫେୟାର୍ସ' (Charge d'Affaires) ସାଦ ୱାରାଇଚ୍‌ଙ୍କୁ ସମନ କରିଛି । ଇସଲାମାବାଦସ୍ଥିତ ଭାରତୀୟ…

Congress On Fullback: ପଂଜାବ ନିର୍ବାଚନ ଖେଳରେ ପରଗତ ସିଂ ଫିଟ୍ !

ପଂଜାବ: କଂଗ୍ରେସର ନୂଆ ଚାଲ୍ । ପଂଜାବ ରାଜନୀତିରେ ଆସିଲା ପଦ୍ମଶ୍ରୀ ପରଗତ ସିଂଙ୍କ ସମୟ । ପଂଜାବ କମାଣ ଧରିଥିବା ଅର୍ଜୁନ ପୁରସ୍କାରପ୍ରାପ୍ତ ପରଗତ୍ ସିଂଙ୍କ ଚର୍ଚ୍ଚା । ପୂର୍ବତନ ହକି ଖେଳାଳି ପରଗତ ସିଂଙ୍କୁ କଂଗ୍ରେସ ନିଜ ପଂଜାବ ଶାଖା ମୁଖ୍ୟ ଭାବେ ନିଯୁକ୍ତି ଦେବା ପରେ ରାଜ୍ୟ ରାଜନୀତିରେ…

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ହେଉ ଭିଜିଲାନ୍ସ ତଦନ୍ତ: କେରଳମ୍ ସରକାରଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ସିଇସି ଜ୍ଞାନେଶ କୁମାରଙ୍କ ବିରୋଧରେ ଖୋଲୁଛି ଦୁର୍ନୀତିର ନୂଆ ନୂଆ ଫର୍ଦ୍ଦା ଏସଆଇଆରରେ ଦୁର୍ନୀତି ଅଭିଯୋଗରେ ଏବେ ସବୁ ବିରୋଧୀଙ୍କ ଟାର୍ଗେଟରେ ଥିବା ବେଳେ କେରଳମ୍ ସରକାରଙ୍କ ନୂଆ ଅଭିଯୋଗ ଏବେ ଚର୍ଚ୍ଚାରେ । ୨୦୦୬ରେ କେରଳମ୍‌ରେ ଏକ ଆତ୍ମହତ୍ୟା ଘଟଣାରେ ଜଡିତ ଥିଲେ ଜ୍ଞାନେଶ…

ଆସୁଛି ଲଘୁଚାପ, ପାର୍ବଣରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ଦୁର୍ଗା ପୂଜା ସମୟରେ ଓଡ଼ିଶାରେ ପାଣିପାଗ ପୁଣି ଥରେ ପରିବର୍ତ୍ତନ ହୋଇପାରେ। କାରଣ ଅକ୍ଟୋବର ୧୨ ତାରିଖ ଆଖପାଖରେ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ଫଳରେ ଅକ୍ଟୋବର ୧୩ ତାରିଖ ବେଳକୁ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ।…

ଇସ୍ରାଏଲ୍ ଗସ୍ତ ପାଇଁ କ୍ୟାପ୍ଟେନ୍ ସ୍ମିତ୍‌ଙ୍କୁ ନେତାନ୍ୟାହୁଙ୍କ ନିମନ୍ତ୍ରଣ: “ଆପଣ ସାରା ବିଶ୍ୱର…

ତେଲ୍ ଅଭିଭ୍: ଇସ୍ରାଏଲ୍ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ‘ଫ୍ଲାଇ ଦୁବାଇ’ର ଭାରତୀୟ ପାଇଲଟ୍ କ୍ୟାପ୍ଟେନ୍ ସ୍ମିତ୍ ମଚ୍ଛାରଙ୍କ ଅସାଧାରଣ ସାହସିକତାକୁ ଭୂୟସୀ ପ୍ରଶଂସା କରିଛନ୍ତି। ଫୋନ୍‌ ମାଧ୍ୟମରେ ପ୍ରାୟ ୬ ମିନିଟ୍ କଥାବାର୍ତ୍ତା ବେଳେ ନେତାନ୍ୟାହୁ କହିଛନ୍ତି, "ଆପଣ କେବଳ ଭାରତ…

ସାହରପଡ଼ା ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ

ସାହାରପଡ଼ା: ସାହାରପଡ଼ା ଫାଣ୍ଡି ଅଧିକାରୀ ପାର୍ଥ ଓରାମଙ୍କୁ ଶନିବାର ନିଲମ୍ବିତ କରାଯାଇଛି।ଶନିବାର ସାହାରପଡ଼ା ଫାଣ୍ଡି ପରିଦର୍ଶନରେ ଯାଇଥିଲେ କେନ୍ଦୁଝର ଆରକ୍ଷୀ ଅଧୀକ୍ଷକ । ଏହି ସମୟରେ ଫାଣ୍ଡି ଅଧିକାରୀ ପାର୍ଥ ଓରାମ କାର୍ଯ୍ୟସ୍ଥଳରେ ଉପସ୍ଥିତ ନଥିଲେ। ପାର୍ଥ ଓରାମ ଡ୍ୟୁଟିରେ ଥିଲେ ମଧ୍ୟ…

୧,୦୦୦ ମେଟ୍ରିକ୍ ଟନ୍ ସ୍ୱାସ୍ଥ୍ୟକର ଚାଉଳ ପାଇଁ ୪ ଏମଓୟୁ ସ୍ୱାକ୍ଷରିତ

ଭୁବନେଶ୍ୱର:ଏକ ବଜାର-କୈନ୍ଦ୍ରିକ, ସ୍ଥାୟୀ ଏବଂ ଭବିଷ୍ୟତ-ଉପଯୋଗୀ କୃଷି ବ୍ୟବସ୍ଥା ଗଠନ ଉଦ୍ଦେଶ୍ୟରେ ଆଜି ଭୁବନେଶ୍ୱରଠାରେ "ଓଡ଼ିଶା ସ୍ୱାସ୍ଥ୍ୟକର ଚାଉଳ ବ୍ୟବସାୟ ଶିଖର ସମ୍ମିଳନୀ ୨୦୨୬" (Odisha Healthier Rice Business Summit 2026) ଅନୁଷ୍ଠିତ ହୋଇଛି। ଓଡ଼ିଶା ସରକାରଙ୍କ କୃଷି ଓ…

Former CBI Director M. Nageshwar Rao:ରାଜନୀତିରେ ଏଣ୍ଟ୍ରି ମାରିଲେ ଓଡ଼ିଶା କ୍ୟାଡରର ଏହି ଆଇପିଏସ୍…

ନୂଆଦିଲ୍ଲୀ:ପୂର୍ବତନ ସିବିଆଇ (CBI) ନିର୍ଦ୍ଦେଶକ ଏମ୍. ନାଗେଶ୍ୱର ରାଓ (Ex-CBI director M Nageswara Rao ) 'ସର୍ବଜନ ସନାତନ ପାର୍ଟି' (Sarvajan Sanatan Party national president)ଗଠନ ନେଇ ଘୋଷଣା କରିଛନ୍ତି। ହାଇଦ୍ରାବାଦସ୍ଥିତ ଏହି ପୂର୍ବତନ ଆଇପିଏସ୍ (IPS) ଅଧିକାରୀ…

Krushi Unnata Sahayogi: ‘କୃଷି ଉନ୍ନତ ସହଯୋଗୀ’ର ଶୁଭାରମ୍ଭ:୩୧୪ ବ୍ଲକରେ ନିୟୋଜିତ ହେବେ ୯୬୪ ଜଣ କୃଷି ଛାତ୍ର…

ଭୁବନେଶ୍ୱର:କୃଷି ଶିକ୍ଷାକୁ କ୍ଷେତ୍ରସ୍ତରୀୟ ସମ୍ପ୍ରସାରଣ ସେବା ସହ ଯୋଡ଼ିବା ଲକ୍ଷ୍ୟରେ ଓଡ଼ିଶା ସରକାରଙ୍କ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ଏକ ଅନନ୍ୟ ଇଣ୍ଟର୍ନସିପ୍ କାର୍ଯ୍ୟକ୍ରମ 'କୃଷି ଉନ୍ନତ ସହଯୋଗୀ'ର ଶୁଭାରମ୍ଭ ହୋଇଛି। ଓୟୁଏଟି (OUAT)ର କୃଷି ଶିକ୍ଷା ସଦନ ସମ୍ମିଳନୀ…