Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ନ୍ୟୁଜ୍ କ୍ଲିକ୍ ପ୍ରତିଷ୍ଠାତା ପ୍ରବୀର ପୁରକାୟାସ୍ତାଙ୍କ ଗିରଫଦାରୀକୁ ‌ଅବୈଧ ଘୋଷଣା କଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ: ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ (UAPA) ମାମଲାରେ ଗିରଫ ହୋଇଥିବା ନ୍ୟୁଜ୍ କ୍ଲିକ୍ ପ୍ରତିଷ୍ଠାତା ପ୍ରବୀର ପୁରକାୟାସ୍ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ନିର୍ଦ୍ଦେଶ ସୁପ୍ରିମକୋର୍ଟ ଦେଇଛନ୍ତି। ତାଙ୍କ ଗିରଫଦାରୀ ଏବଂ ପରବର୍ତ୍ତୀ ରିମାଣ୍ଡ ଅବୈଧ ଅଟେ। ରିମାଣ୍ଡ ଆବେଦନ ପରେ…

ତୃତୀୟ ପ୍ରଧାନମନ୍ତ୍ରୀ ଭାବେ ଗୋଟିଏ ସିଟରୁ କ୍ରମାଗତ ୩ଥର ଲଢ଼ୁଛନ୍ତି ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାରାଣାସୀ ସିଟରୁ କ୍ରମାଗତ ତୃତୀୟ ଥର ପାଇଁ ଲୋକସଭା ନିର୍ବାଚନ ଲଢ଼ିବାକୁ ଯାଉଛନ୍ତି । ମୋଦିଙ୍କ ପୂର୍ବରୁ ପ୍ରଧାନମନ୍ତ୍ରୀ ଭାବେ ଜବାହାର ଲାଲ ନେହେରୁ ଓ ଅଟଳ ବିହାରୀ ବାଜପେୟୀ ଗୋଟିଏ ସିଟରୁ ୩ ଥର ନିର୍ବାଚନ ଲଢ଼ିଛନ୍ତି । ପ୍ରୟାଗରାଜର ଫୁଲପୁର…

କେବଳ ଦ୍ୱାଦଶ ଯାଏଁ ପଢ଼ିଛନ୍ତି କଙ୍ଗନା, କିନ୍ତୁ ପାଖରେ ରହିଛି ୯୧.୫ କୋଟିରୁ ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ: ବଲିଉଡ କୁଇନ୍ କଙ୍ଗନା ରଣାୱତ ଭାରତୀୟ ଜନତା ପାର୍ଟି ପକ୍ଷରୁ ହିମାଚଳ ପ୍ରଦେଶର ମଣ୍ଡିରୁ ଲୋକସଭା ନିର୍ବାଚନ ଲଢୁଛନ୍ତି । ମଙ୍ଗଳବାର ସେ ତାଙ୍କ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଯେଉଁଥିରେ ତାଙ୍କ ସମ୍ପତ୍ତି ବିଷୟରେ ସୂଚନା ଦିଆଯାଇଛି । କଙ୍ଗନାଙ୍କ ନିର୍ବାଚନ ପ୍ରମାଣପତ୍ର…

ଭିଜିଲାନ୍ସ ଜାଲରେ ତହସିଲ ଅଫିସ ଅମିନ, ୨ ହଜାର ଟଙ୍କା ନେଉଥିଲେ ଲାଞ୍ଚ

କେନ୍ଦ୍ରାପଡ଼ା: ଲାଞ୍ଚ ନେଉଥିବା ବେଳେ ଧରାପଡିଲେ ତହସିଲ ଅଫିସ ଅମିନ। କେନ୍ଦ୍ରାପଡ଼ା ଜିଲ୍ଲା ମହାକାଳପଡ଼ା ତହସିଲ ଅଫିସ ଅମିନ ଉମାକାନ୍ତ ବେହେରା ଦୁଇ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜିଲ୍ଲା ଭିଜିଲାନ୍ସ ଟିମ ଅମିନଙ୍କୁ ଉଠାଇ ଜିଲ୍ଲା କାର୍ଯ୍ୟାଳୟକୁ ନେଇଛି।…

ପୂର୍ବତନ ମନ୍ତ୍ରୀ ଡମ୍ବରୁଧର ଉଲ୍ଲାକାଙ୍କ ଦେହାନ୍ତ, ରାଜନୈତିକ ମହଲରେ ଶୋକର ଛାୟା

ଭୁବନେଶ୍ୱର: ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଡମ୍ବରୁଧର ଉଲ୍ଲାକା। ୮୬ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି । ଡମ୍ବୁରୁଧର ଉଲ୍ଲାକାଙ୍କ ବିୟୋଗରେ ଓଡ଼ିଶା…

ଆଜି ଓଡ଼ିଶା ଆସୁଛନ୍ତି ରାହୁଲ, ନଡ୍ଡା ଓ ଶାହ; ସମ୍ବଲପୁରରେ ନବୀନଙ୍କ ବିଶାଳ ସଭା

ଭୁବନେଶ୍ୱର: ଜାତୀୟ ରଜନୀତିର ତିନି ବଡ଼ ଚେହେରା ଆଜି ଓଡ଼ିଶା ଆସୁଛନ୍ତି। ତିନି ଦଳର ହେବ ପାୱାର ସୋ’। କଟକ ସହ ଅନ୍ୟ ଦୁଇ ସ୍ଥାନରେ ଅମିତ ଶାହ କରିବେ ପ୍ରଚାର । ବଲାଙ୍ଗୀରରେ ରାହୁଲ ଗାନ୍ଧୀଙ୍କ ଶକ୍ତି ପ୍ରଦର୍ଶନ । ଧର୍ମେନ୍ଦ୍ର ପ୍ରଧାନଙ୍କ ସଂସଦୀୟ କ୍ଷେତ୍ର ସମ୍ବଲପୁରରେ ପ୍ରଚାର ମୈଦାନକୁ…

ଚାହା କିମ୍ବା କଫି ପିଉଥିଲେ ସାବଧାନ, ଚେତାବନୀ ଦେଲା ଆଇସିଏମ୍ଆର

ନୂଆଦିଲ୍ଲୀ: ସକାଳୁ ନିଦରୁ ଉଠିବା ପରେ ଅଧିକାଂଶ ଲୋକ କ୍ଳାନ୍ତ ଏବଂ ଅଳସୁଆ ଅନୁଭବ କରିଥାନ୍ତି । ଆଉ ସେସବୁରୁ ଟିକିଏ ଆରାମ ପାଇବାକୁ ସାଧାରଣତଃ କଫି କିମ୍ବା ଚାହା ପିଥାଆନ୍ତି । ଏହାକୁ ପିଇବା ମାତ୍ରେ ବହୁତ ଲୋକ ସତେଜ ଅନୁଭବ କରନ୍ତି ବୋଲି କହିଥାନ୍ତି । ଏମିତି ବି ଲୋକ ଅଛନ୍ତି,…

ରାଜନୀତିରେ ମାଗଣା ବିଜୁଳି: ଆପଣଙ୍କ ବିଲ୍ କ’ଣ ଜୁନ ମାସରୁ ଦେୟମୁକ୍ତ ହୋଇପାରିବ, ପଢ଼ନ୍ତୁ ଏହି ରିପୋର୍ଟ

ଭୁବନେଶ୍ୱର: ରାଜନୀତିରେ ବିଜୁଳି। ରାଜ୍ୟରେ ତିନି ପ୍ରମୁଖ ଦଳ ମାଗଣା ବିଜୁଳି ନେଇ ନିଜ ନିର୍ବାଚନୀ ଇସ୍ତାହାରରେ ଘୋଷଣା କରିଛନ୍ତି। ତେବେ ଶାସକ ଦଳ ପ୍ରଥମ ଥର ପାଇଁ ଶହେ ୟୁନିଟ୍ ମାଗଣା ବିଜୁଳି ଘୋଷଣା କରିବା ପରେ ଏହାକୁ ନେଇ ବିତର୍କ ତେଜିଛି। ବିଭିନ୍ନ ସଭାରେ ବିଜେଡି ନେତା ଭିକେ…

ଆଦର୍ଶ ଆଚରଣ ବିଧି ଲାଗୁ ହେବାକୁ ପୂରିଲା ୨ ମାସ: ରିପୋର୍ଟ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: ଚଳିତ ସାଧାରଣ ନିର୍ବାଚନ ସମୟରେ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧିକୁ ପୂରିଛି ଦୁଇ ମାସ । ଆଦର୍ଶ ଆଚରଣ ବିଧି ଲାଗୁ ହେବାର ଗୋଟିଏ ମାସ ପରେ ଆୟୋଗ ନିଜର ପାରଦର୍ଶୀ ପଦକ୍ଷେପ ଗ୍ରହଣ କରି ସଦ୍ୟତମ ରିପୋର୍ଟ ପ୍ରକାଶ କରିଥିଲେ । ବର୍ତ୍ତମାନ ଦ୍ୱିତୀୟ ଥର ଆୟୋଗ ଏଭଳି ରିପୋର୍ଟ…

ନିର୍ବାଚନ ବେଳେ ଭୋଟରମାନେ ନେତାଙ୍କୁ ବ୍ୟକ୍ତିଗତ ତଥ୍ୟ ଦିଅନ୍ତୁ ନାହିଁ: ରାଜ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ନିର୍ବାଚନ ବେଳେ ଭୋଟରଙ୍କ ବ୍ୟକ୍ତିଗତ ତଥ୍ୟକୁ ସୁରକ୍ଷିତ ରଖିବାକୁ ନେଇ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ଭୋଟରଙ୍କ ଆଧାର ଏବଂ ମୋବାଇଲ୍ ଫୋନ୍ ବିବରଣୀ ସଂଗ୍ରହ କରୁଥିବା ନେଇ ସୂଚନା ମିଳିଛି। ଏହାପରେ…