Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ନିର୍ବାଚନ ବେଳେ ଭୋଟରମାନେ ନେତାଙ୍କୁ ବ୍ୟକ୍ତିଗତ ତଥ୍ୟ ଦିଅନ୍ତୁ ନାହିଁ: ରାଜ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ନିର୍ବାଚନ ବେଳେ ଭୋଟରଙ୍କ ବ୍ୟକ୍ତିଗତ ତଥ୍ୟକୁ ସୁରକ୍ଷିତ ରଖିବାକୁ ନେଇ କଡ଼ା ଚେତାବନୀ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ଭୋଟରଙ୍କ ଆଧାର ଏବଂ ମୋବାଇଲ୍ ଫୋନ୍ ବିବରଣୀ ସଂଗ୍ରହ କରୁଥିବା ନେଇ ସୂଚନା ମିଳିଛି। ଏହାପରେ…

ତିହାର ଜେଲ୍‌କୁ ବୋମାରେ ଉଡାଇ ଦେବାକୁ ଧମକ, ସର୍ଚ୍ଚ ଅପରେସନ ଜାରି

ନୂଆଦିଲ୍ଲୀ: ବିମାନବନ୍ଦର, ସ୍କୁଲ ଓ ହସ୍ପିଟାଲ ପରେ ଏବେ ଦିଲ୍ଲୀର ତିହାର ଜେଲକୁ ବୋମାରେ ଉଡାଇଦାବାକୁ ଧମକ ମିଳିଛି । ବୋମା ଧମକ ପରେ ଜେଲ୍ ର ସୁରକ୍ଷା ବ୍ୟବସ୍ଥା କୁ ଆହୁରି କଡାକଡି କରିଦିଆଯାଇଛି । ଘଟଣାସ୍ଥଳରେ ପହଞ୍ଚିବା ପୋଲିସ ଏବଂ ଡଗ୍ ସ୍କ୍ବାର୍ଡ ଟିମ୍ ପକ୍ଷରୁ ସର୍ଚ୍ଚ ଅପରେସନ୍…

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ପତ୍ତି କେତେ?

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ବାରଣାସୀ ସଂସଦୀୟ ଆସନରୁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀଙ୍କ ସତ୍ୟପାଠ ଅନୁଯାୟୀ, ତାଙ୍କ ପାଖରେ ୩.୦୨ କୋଟି ଟଙ୍କାର ଅସ୍ଥାବର(ଚଳ ପ୍ରଚଳ) ସମ୍ପତ୍ତି ଅଛି। ପାଖରେ ନଗଦ ୫୨,୯୨୦…

ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ, ଚିକିତ୍ସା ଜାରି

ପାଟନା: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଅସୁସ୍ଥ । ତାଙ୍କର ସମସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଥିବା ନେଇ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ଯେଉଁ କାରଣରୁ ସେ ଆଜି ବାରଣାସୀରେ ପ୍ରଧାନମନ୍ତ୍ରୀଙ୍କ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମରେ ଭାଗ ନେଇପାରିଲେ…

ରାଜନୀତିରେ ରାଜୁ ଦାସ: ଦଳ ଟିକେଟ ପ୍ରତ୍ୟାହାର କରିନେବା ପରେ ପୁଣିହେଲେ ଶିଶୁପାଳ!

ବାଲେଶ୍ୱର: ପୁଣିଥରେ ଚର୍ଚ୍ଚାରେ ରାଜୁ ଦାସ। ଧାମନଗର ଉପନିର୍ବାଚନ ବେଳେ ବିଜେଡି ତାଙ୍କୁ ଟିକେଟ୍ ନଦେବାରୁ ସ୍ବାଧୀନ ପ୍ରାର୍ଥୀ ହୋଇଥିଲେ। ଏବେ ବିଧାନସଭା ନିର୍ବାଚନ ବେଳେ ବିଜେପିରେ ସାମିଲ ହୋଇଥିଲେ ମଧ୍ୟ ତାଙ୍କଠୁ ଦଳୀୟ ଟିକେଟ୍ ପ୍ରତ୍ୟାହାର କରିନେବା ପରେ ସେ ଏବେ ଚର୍ଚ୍ଚାରେ। ଆଜି…

ମେଡିକାଲରେ ଭର୍ତ୍ତି ହେଲେ ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ

ସମ୍ବଲପୁର: ହସ୍ପିଟାଲରେ ଭର୍ତ୍ତି ହେଲେ ପଦ୍ମଶ୍ରୀ ଜିତେନ୍ଦ୍ର ହରିପାଲ । ପ୍ରଥମେ ତାଙ୍କ ସ୍ଵାସ୍ଥ୍ୟ ଅବସ୍ଥା ଖରାପ ହେବାରୁ ଏକ ଡାକ୍ତରୀ ଦଳ ତାଙ୍କ ଘରକୁ ଯାଇ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ। ପରେ ପ୍ରଶାସନ ପକ୍ଷରୁ ତାଙ୍କୁ ଏକ ଘରୋଇ ମେଡିକାଲରେ ଭର୍ତ୍ତି କରାଯାଇଛି । ଶ୍ରୀ…

ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନରେ କିଏ ସବୁଠୁ ଧନୀ ପ୍ରାର୍ଥୀ, ଦିଲ୍ଲୀପ ରାୟଙ୍କ ସମ୍ପତ୍ତି କେତେ?

ଭୁବନେଶ୍ୱର: ଓଡ଼ିଶାର ଲୋକସଭା ଓ ବିଧାନସଭା ନିର୍ବାଚନରେ ପ୍ରାଥମିକ ପର୍ଯ୍ୟାୟ ମତଦାନ ପରେ ମେ' ୨୦ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ମତଦାନ ହେବ। ଏହି ପର୍ଯ୍ୟାୟରେ ୨୬୫ ଜଣ ପ୍ରାର୍ଥୀଙ୍କ ସତ୍ୟପାଠରୁ ପ୍ରାର୍ଥୀଙ୍କ ସମ୍ପତ୍ତି ଜଣାପଡ଼ିଛି। ଓଡ଼ିଶା ଇଲେକ୍ସନ ୱାଚ୍ ଏବଂ ଆସୋସିଏସନ୍ ଫର୍…

ସ୍ୱାତୀ ମାଲିୱାଲଙ୍କ ସହ ଅସଦାଚରଣକୁ ସ୍ବୀକାର କଲା ଆପ୍, କାର୍ଯ୍ୟାନୁଷ୍ଠାନ ନେବେ କେଜ୍ରିଓ୍ବାଲ୍

ନୂଆଦିଲ୍ଲୀ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ବାସଭବନରେ ସାଂସଦ ସ୍ୱାତୀ ମାଲିୱାଲଙ୍କୁ କରାଯାଇଥିବା ଦୁର୍ବ୍ୟବହାରକୁ ସ୍ବୀକାର କରିଛି ଆପ୍ । ଏହା ସହ ଦଳର ମୁଖ୍ୟ ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଏହାକୁ ଗୁରୁତ୍ୱର ସହ ନେଇଛନ୍ତି ଏବଂ ପିଏ ବୈଭବ କୁମାରଙ୍କ ବିରୋଧରେ…

ରାଜଧାନୀରେ ଠିକାଦାରଙ୍କ ଗାଡ଼ି ଉପରେ ଚଢ଼ାଉ, ୫ କୋଟି ଜବତ

ଭୁବନେଶ୍ୱର: ଏବେ ନିର୍ବାଚନ ମାହୋଲ ଥିବାବେଳେ ଚାରିଆଡେ ପଇଁତରା ମାରୁଛି ପୋଲିସ । ଯାଞ୍ଚ ପ୍ରକ୍ରିୟା ମଧ୍ୟ କଡାକଡି ରହିଛି । ଏହାରି ଭିତରେ ମୋଟା ରକମର ଟଙ୍କା ଜବତ ହୋଇଛି । ତାହା ପୁଣି ରାଜ୍ୟର ରାଜଧାନୀରୁ । ଆଜି ସୂର୍ଯ୍ୟ ନଗରରେ ଆୟକର ବିଭାଗର ଚଢ଼ାଉ ବେଳେ ଏକ କାର୍ ରୁ ୫ କୋଟି ଟଙ୍କା…

ଆସନ୍ତା ୧୬ରେ ଭୁବନେଶ୍ୱରରେ ମେଗା ରୋଡ ଶୋ’ କରି ଶକ୍ତି ଦେଖାଇବେ ନବୀନ

ଭୁବନେଶ୍ୱର: ଗୁରୁବାର ଅର୍ଥାତ୍ ମେ' ୧୬ ତାରିଖରେ ପ୍ରଚାର ମୈଦାନକୁ ଓହ୍ଲାଇବେ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଭୁବନେଶ୍ୱରରେ ମେଗା ରୋଡ ଶୋ' କରିବେ ନବୀନ । ରୋଡ ଶୋ’ ପାଇଁ ପୋଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏନେଇ ସୂଚନା ଦେଇଛନ୍ତି ଡିସିପି…