Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ବୋମା ନିଷ୍କ୍ରିୟ ବେଳେ ଘଟିଲା ଅଘଟଣ, ଚାଲିଗଲା ହାବିଲଦାରଙ୍କ ଜୀବନ

କଟକ: ନିଷ୍କ୍ରିୟ ବେଳେ ଫୁଟିଲା ବୋମା। କଟକ ସଦର ଥାନାର ଏକ ପରିତ୍ୟକ୍ତ ଘରେ ଜବତ ହୋଇଥିବା ବୋମା ରଖାଯାଇଥିଲା ବେଳେ ଏହାକୁ ନିଷ୍କ୍ରିୟ କଲା ବେଳେ ଫୁଟିଥିଲା । ଯେଉଁ କାରଣରୁ ନିଷ୍କ୍ରିୟକାରୀ ପୋଲିସ ଟିମ୍‌ରେ ଥିବା ଜଣେ ହାବିଲଦାରଙ୍କ ଜୀବନ ଚାଲିଯାଇଛି । ସୂଚନା ଅନୁଯାୟୀ, କଟକ ସଦର…

କାମଚଳା ବାଚସ୍ପତି ଭାବେ ଶପଥ ନେଲେ ରାଜା ସ୍ବାଇଁ

ଭୁବନେଶ୍ବର: ନୂଆ ସରକାରର କାମଚଳା ବାଚସ୍ପତି ହେଲେ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଓରଫ ରାଜା ସ୍ବାଇଁ । ୮ ଥରର ବରିଷ୍ଠ ବିଜେଡି ବିଧାୟକ ରାଜା ସ୍ବାଇଁଙ୍କୁ କାମଚଳା ବାଚସ୍ପତି ଭାବେ ଶପଥ ପାଠ କରାଇଲେ ରାଜ୍ୟପାଳ ରଘୁବର ଦାସ ।  କାମଚଳା ବାଚସ୍ପତିର ଦାୟିତ୍ବ ଗ୍ରହଣ କରିବା ପରେ ଆଗାମୀ ଜୁନ୍ ୧୭…

ରାଜ୍ୟର ଶାସନ ବ୍ୟବସ୍ଥା ବିପର୍ଯ୍ୟସ୍ତ; ସମୀକ୍ଷା ବେଳେ ଆଶ୍ଚର୍ଯ୍ୟ ହେଲେ ନୂଆ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପଟ ବଦଳାଇଛି ଓଡିଶା ରାଜନୀତି । ୨୪ ବର୍ଷ ପରେ ଓଡିଶାକୁ ମିଳିଛି ନୂଆ ମୁଖ୍ୟମନ୍ତ୍ରୀ । ମଙ୍ଗଳବାର ବିଜେପି ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା କରିବା ପରେ ବୁଧବାର ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଚନ୍ତି ମୋହନ ଚରଣ ମାଝୀ । ଆଉ ଶପଥ ନେବା ପରା ପରେ ପୂରା ଆକ୍ସନ ମୋଡରେ…

କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଛନ୍ତି ଦୁଇ ଓଡ଼ିଆ, ମିଳିଲା ପରିଚୟ

ଭୁବନେଶ୍ୱର: କୁଏତ୍ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୪୫ ଭାରତୀୟଙ୍କ ମଧ୍ୟରେ ଓଡ଼ିଶାର ୨ ଜଣ ଅଛନ୍ତି। ଶେଷ ଖବର ସୁଦ୍ଧା ଏହି ସୂଚନା ହସ୍ତଗତ ହୋଇଛି। ଓଡ଼ିଶାର ଦୁଇ ମୃତକ ହେଲେ ସନ୍ତୋଷ କୁମାର ଗୌଡ଼ ଓ ମହମ୍ମଦ ଜାହୁର। ମିଳିଥିବା ସୂଚନା ଅନୁଯାୟୀ, ମହମ୍ମଦ ଜାହୁର କଟକ ଜିଲ୍ଲା ଆଠଗଡ଼…

ଲୋକସଭାରେ ବାଚସ୍ପତି ନିର୍ବାଚନ ଜୁନ୍ ୨୬

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭା ଆରମ୍ଭ ହେବାର ଦୁଇ ଦିନ ପରେ ଜୁନ୍ ୨୬ ତାରିଖ ବୁଧବାର ଦିନ ନୂଆ ସାଂସଦମାନେ ବାଚସ୍ପତି ବାଛିବାକୁ ଯାଉଛନ୍ତି। ସରକାରୀ କାର୍ଯ୍ୟର ଆବଶ୍ୟକତାକୁ ଦୃଷ୍ଟିରେ ରଖି ଏହି ଅଧିବେଶନ ଜୁଲାଇ ୩, ୨୦୨୪ ବୁଧବାର ଶେଷ ହେବ ବୋଲି ସରକାରୀ ପ୍ରେସ୍ ବିଜ୍ଞପ୍ତିରେ କୁହାଯାଇଛି।…

ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁ କାମଚଳା ବାଚସ୍ପତି ଭାବେ ନିଯୁକ୍ତ

ଭୁବନେଶ୍ୱର: ନୂଆ ବିଧାନସଭାର ବାଚସ୍ପତି ନିର୍ବାଚିତ ହୋଇନଥିବା ବେଳେ ଆଠଗଡ଼ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କୁ ପ୍ରୋଟେମ୍ ସ୍ପିକର ବା କାମଚଳା ବାଚସ୍ପତି ଭାବେ ନିଯୁକ୍ତ କରାଯାଇଛି। ରାଜ୍ୟପାଳ ରଘୁବର ଦାସ ୮ ଥର ବିଧାୟକ ଥିବା ରାଜା ସ୍ୱାଇଁଙ୍କୁ ସପ୍ତଦଶ ବିଧାନସଭାର ପ୍ରୋଟେମ୍ ସ୍ପିକର…

ରାଜ୍ୟର ସମସ୍ତ ବିଦ୍ୟାଳୟରୁ ୫ଟି ଚାର୍ଟର୍ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର: ରାଜ୍ୟର ସମସ୍ତ ବିଦ୍ୟାଳୟରୁ ୫ଟି ଚାର୍ଟର୍ ହଟାଇବାକୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ । ରୂପାନ୍ତରିତ ହାଇସ୍କୁଲ୍ ଗୁଡ଼ିକରୁ ୫ଟି ଚାର୍ଟର୍ ହଟାଇବାକୁ ନିର୍ଦ୍ଦେଶ । ଶିକ୍ଷା କ୍ଷେତ୍ରରେ ଉନ୍ନତି ତଥା ସମସ୍ତ ଛାତ୍ରଛାତ୍ରୀ ମାନଙ୍କୁ ଇଂରାଜୀ ମିଡିୟମ ସ୍କୁଲ ପରି ସମସ୍ତ ସୁବିଧା…

ମୋଦି ୩.୦: ପୁନଃ ନିଯୁକ୍ତି ପାଇଲେ ଅଜିତ ଡୋଭାଲ ଓ ପିକେ ମିଶ୍ର

ନୂଆଦିଲ୍ଲୀ: ଦେଶରେ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଛନ୍ତି ନରେନ୍ଦ୍ର ମୋଦି । ମୋଦିଙ୍କ ସମେତ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି । ସେମାନଙ୍କ ମଧ୍ୟରେ ବିଭାଗ ବଣ୍ଟନ କରିସାରିଥିବାବେଳେ, ଗୃହ, ପ୍ରତିରକ୍ଷା, ବୈଦେଶିକ ବ୍ୟାପାର, ଅର୍ଥ, ରେଳ, ଶିକ୍ଷା ଭଳି ମନ୍ତ୍ରଣାଳୟ ମୋଦିଙ୍କ ଦ୍ୱିତୀୟ…

କନଷ୍ଟେବଳ ଶଙ୍କରଭାନୁ ହତ୍ୟାକାଣ୍ଡର ଖୋଲିଲା ରହସ୍ୟ, ୬ ଜଣଙ୍କୁ ବାନ୍ଧିଲା ପୋଲିସ

ବଲାଙ୍ଗୀର: କନଷ୍ଟେବଳ ଶଙ୍କରଭାନୁ ହତ୍ୟାକାଣ୍ଡର ପର୍ଦ୍ଦାଫାଶ । ପୋଲିସ ହାତରେ ଲାଗିଲା ବଡ ପ୍ରମାଣ । ତେବେ ରତ୍ନପଥର ଚୋରା କାରବାରରୁ ଶଙ୍କରଭାନୁ ହତ୍ୟାକାଣ୍ଡ ଘଟିଥିବା ଆଜି ଖୁଲାସା କରିଛି ବଲାଙ୍ଗୀର ପୋଲିସ । ଏହି ହତ୍ୟାକାଣ୍ଡରେ ପୋଲିସ ୬ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଅନ୍ୟ…

ମୁଖ୍ୟମନ୍ତ୍ରୀଙ୍କ ନାଁରେ ଫେକ୍‌ ଆଇଡି ମାମଲା, ସ୍ପଷ୍ଟୀକରଣ ଦେଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନାଁରେ ଫେକ୍‌ ଆଇଡି ଖୋଲାଯାଇଥିବା କହିଲା ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଏଥିସହ ମୁଖ୍ୟମନ୍ତ୍ରୀଙ୍କ ପ୍ରକୃତ ଆଇଡିର ତଥ୍ୟ ଦେଲା ବିଭାଗ । ମୁଖ୍ୟମନ୍ତ୍ରୀଙ୍କ ଫେସବୁକ, ଇନଷ୍ଟାଗ୍ରାମ, ଏକ୍ସ ଆକାଉଣ୍ଟର ଲିଙ୍କ ମଧ୍ୟ ସେୟାର କରିଛି…