Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କାର୍ଯ୍ୟରେ ଅବହେଳା: ୩ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ

ଭୁବନେଶ୍ବର: ରାଜ୍ୟରେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଚାଲିଥିବାବେଳେ କାର୍ଯ୍ୟରେ ଅବହେଳା ଯୋଗୁଁ ୩ ଜଣ ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବନ ସହ ୨ ଜଣଙ୍କୁ ଗିରଫ ନିର୍ଦ୍ଦେଶ ଦିଆଯାଇଛି । ଗଞ୍ଜାମ ଜିଲ୍ଲାପାଳଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ…

ରାଜ୍ୟରେ ଦିନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ

ଭୁବନେଶ୍ବର: ରାଜ୍ୟରେ ଚାଲିଛି ପ୍ରଥମ ପ୍ରର୍ଯ୍ୟାୟ ମତଦାନ । ଭୋଟ୍ ଦେଇ ନିଜର ମତ ସାବ୍ୟସ୍ତ କରୁଛନ୍ତି ଲୋକେ । ତେବେ ଅପରାହ୍ନ ୩ଟା ସୁଦ୍ଧା ୫୨.୯୧ ପ୍ରତିଶତ ମତଦାନ ହୋଇଛି । ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ। ସେଥିମଧ୍ୟରୁ ସର୍ବାଧିକ…

‘ବିଜେପି କ୍ଷମତାକୁ ଆସିଲେ ମିଶନ ଶକ୍ତି ବନ୍ଦ କରିଦେବ’

ଅନୁଗୁଳ: ହିନ୍ଦୋଳ, କାମାକ୍ଷନଗର ପରେ ଏବେ ପରଜଙ୍ଗରେ ନିର୍ବାଚନୀ ପ୍ରଚାର କରିଛନ୍ତି ବିଜେଡି ବରିଷ୍ଠ ନେତା ଭିକେ ପାଣ୍ଡିଆନ । ଏହି ସମୟରେ ସେ ନାଁ ନନେଇ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଯେ, ୧୦ ବର୍ଷ ହେଲା ସେ କେନ୍ଦ୍ରମନ୍ତ୍ରୀ ଅଛନ୍ତି ।…

କେଜ୍ରିଓ୍ୱାଲଙ୍କ ଭଳି ଜାମିନ ମାଗିଲେ ସୋରେନ୍, ମନା କଲେ କୋର୍ଟ

ନୂଆଦିଲ୍ଲୀ: ଜମି ଦୁର୍ନୀତି ମାମଲାରେ ଏବେ ଜେଲରେ ଅଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଏନେଇ ହେମନ୍ତ ସୋରେନଙ୍କ ଜାମିନ ଆବେଦନର ଶୁଣାଣି ଆଜି ସୁପ୍ରିମକୋର୍ଟରେ ହୋଇଛି । ହେମନ୍ତ ସୋରେନ୍‌ ଙ୍କ ଜାମିନ ଆବେଦନକୁ ସୁପ୍ରିମକୋର୍ଟ ଖାରଜ କରିଦେଇଛନ୍ତି । ଏହା ସହ ଦିଲ୍ଲୀ…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ସୁବର୍ଣ୍ଣପୁରରେ ବିଜେପିର ମାରାଥନ ପ୍ରଚାର

ସୁବର୍ଣ୍ଣପୁର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି । କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ୪ ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍ ଦେଉଛନ୍ତି ଲୋକେ । ତେବେ ରାଜ୍ୟରେ ଦିନ ୧ଟା ସୁଦ୍ଧା ୩୯.୩୦ ପ୍ରତିଶତ ମତଦାନ ହୋଇଛି । ସେହିପରି…

ବିଜେପିକୁ ବିଜେଡିର ଆକ୍ଷେପ, ଓଡ଼ିଶାରେ ଦଳର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ?

ଭୁବନେଶ୍ୱର: ଓଡ଼ିଶାରେ ବିଜେପିର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ କିଏ ବୋଲି ବିଜୁ ଜନତା ଦଳ ବାରମ୍ବାର ପ୍ରଶ୍ନ କରୁଥିବା ବେଳେ ଏପର୍ଯ୍ୟନ୍ତ ବିଜେପି ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଘୋଷଣା କରିନାହିଁ। ଆଜି ସକାଳୁ ସକାଳୁ ବିଜେଡିର ସାଂଗଠନିକ ସମ୍ପାଦକ ତଥା ସମ୍ବଲପୁର ଲୋକସଭା ପ୍ରାର୍ଥୀ ପ୍ରଣବ ପ୍ରକାଶ…

ଓଡ଼ିଶା ଆସିବେ କଂଗ୍ରେସ ନେତା ରାହୁଲ ଗାନ୍ଧି, ମଲ୍ଲିକାର୍ଜୁନ ଖଡଗେ

ଭୁବନେଶ୍ବର: ବିଜେପି ଭଳି କଂଗ୍ରେସ ମଧ୍ୟ ଓଡିଶା ଉପରେ ଜୋର୍ ଦେଉଛି। ବିଜେଡି ବିରୋଧରେ ଗୋଟିଏ ଜନ ବିରୋଧୀ ନାରା ତେଜିଛି ବୋଲି କଂଗ୍ରେସ ବାରମ୍ବାର କହି ଆସୁଛି। ଆଉ ଏହି ଧାରାରେ ଦଳର ଶୀର୍ଷ ନେତା ରାହୁଲ ଗାନ୍ଧୀ, ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ପ୍ରଚାର ପାଇଁ ଆସିବେ ବୋଲି ଦଳ…

ବିଜେଡି ୧୦୦ ୟୁନିଟ୍‌ ମାଗଣା ଦେବ, ବିଜେପି ପୂରା ଛାଡ଼ କରିବ: ଅପରାଜିତା ଷଡ଼ଙ୍ଗୀ 

ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି । ଏହି ସମୟରେ ଅନ୍ୟପଟେ ଭାରତୀୟ ଜନତା ପାର୍ଟି ଏକ ପ୍ରେସମିଟ କରି ଶାସକ ଦଳ ବିଜୁ ଜନତା ଦଳ ଉପରେ ବର୍ଷିଛି। ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ପ୍ରତାପ ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କ ଉପରେ ଜୋରଦାର ବର୍ଷିଛନ୍ତି। ଆଉ…

ଗାଁକୁ ନାହିଁ ରାସ୍ତା ପ୍ରତିବାଦ ସ୍ବରୂପ ଭୋଟ ବର୍ଜନ କଲେ ଗ୍ରାମବାସୀ

କୋରାପୁଟ: ରାଜ୍ୟରେ ଚାଲିଛି ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ। ଗୋଟେ ପଟେ ଦିନ ୧୧ଟା ସୁଦ୍ଧା ୨୩.୨୮% ମତଦାନ ହୋଇଥିବା ବେଳେ ଅନ୍ୟପଟେ ମୌଳିକ ସୁବିଧା ସମାଧାନ କରିବା ପ୍ରତିବାଦରେ ଗ୍ରାମବାସୀ ବୁଥ୍‌ ଆଗରେ ଧାରଣା ଦେଇଛନ୍ତି। ଗାଁକୁ ଭଲ ରାସ୍ତା ନଥିବା କାରଣରୁ ଭୋଟ ବର୍ଜନ କରିଛନ୍ତି…

ପ୍ରକାଶ ପାଇଲା ସିବିଏସଇ ଦ୍ବାଦଶ ରେଜଲ୍ଟ, ପାସ୍ କରିଛନ୍ତି ୮୭.୯୮ ପ୍ରତିଶତ ଛାତ୍ରଛାତ୍ରୀ

ଭୁବନେଶ୍ବର: ପ୍ରକାଶ ପାଇଲା ଚଳିତ ବର୍ଷ ସିବିଏସଇ ଦ୍ବାଦଶ ପରୀକ୍ଷା ଫଳ । ଛାତ୍ରଛାତ୍ରୀମାନେ results.cbse.nic.in, cbse.gov.in କିମ୍ବା cbseresults.nic.in ୱେବ୍‌ସାଇଟ୍‌ରୁ ରେଜଲ୍ଟ ଦେଖିପାରିବେ । ଏଥର ମୋଟ ପାସ୍ ହାର ୮୭.୯୮ ପ୍ରତିଶତ ରହିଛି । ଏହା ମଧ୍ୟରୁ ଝିଅଙ୍କ ପାସ୍ ହାର…