Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଯେଉଁଠି ଇଭିଏମ ତ୍ରୁଟି ସାମ୍ନାକୁ ଆସିବ ଅଧ ଘଣ୍ଟାଏରେ ସମାଧାନ ହେବ: ରାଜ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର: ମତଦାନ ବେଳେ ଯେଉଁଠି ଇଭିଏମ ତ୍ରୁଟି ସାମ୍ନାକୁ ଆସିବ ଅଧ ଘଣ୍ଟାଏରେ ସମାଧାନ ହେବ। ମକ୍‌ପୋଲ ବେଳେ ଯେଉଁଠି ତ୍ରୁଟି ସାମ୍ନାକୁ ଆସିଛି ରିପ୍ଲେସ ହୋଇଛି ବା ପରିବର୍ତ୍ତନ କରାଯାଇଛି। ଇଭିଏମରେ ତ୍ରୁଟି ଥିଲେ ବ୍ୟସ୍ତ ନହେବାକୁ ଭୋଟରଙ୍କୁ ପରାମର୍ଶ ଦେଇଛନ୍ତି ରାଜ୍ୟର ପ୍ରମୁଖ…

ଦେଶରେ ୪ର୍ଥ ପର୍ଯ୍ୟାୟ ଭୋଟ, ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ: ଅଷ୍ଟାଦଶ ଲୋକସଭା ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ପାଇଁ ଆଜି ମତଦାନ ଆରମ୍ଭ ହୋଇଛି । ୯ଟି ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ ୯୬ଟି ସଂସଦୀୟ କ୍ଷେତ୍ର ପାଇଁ ମତଦାନ ଆରମ୍ଭ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ଆଗୁଆ ମତଦାନ ପାଇଁ ଧାଡ଼ିରେ ଭୋଟର। ଏହି ପର୍ଯ୍ୟାୟରେ ମୋଟ ୧୭୧୭…

ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ, ୨୮ ବିଧାନସଭା ଆସନରେ ମତଦାତା ଲେଖୁଛନ୍ତି ପ୍ରାର୍ଥୀଙ୍କ ଭାଗ୍ୟ

ଭୁବନେଶ୍ବର: ଆଜି ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ । ଭୋଟ ଦେଉଛି ଓଡ଼ିଶା । ୪ ଲୋକସଭା ଆସନ ଯଥା କଳାହାଣ୍ଡି, କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଲୋକସଭା ଆସନ ଏବଂ ଏହା ଅଧୀନସ୍ଥ ୨୮ଟି ବିଧାନସଭା ଆସନରେ ମତଦାତା ଲେଖୁଛନ୍ତି ପ୍ରାର୍ଥୀଙ୍କ ଭାଗ୍ୟ। ମାଓ ପ୍ରବଣ ଇଲାକାରେ ସକାଳ ୭ଟାରୁ…

ଭୋଟ ହାତେଇବାକୁ ବିଜେଡି କଳା ଟଙ୍କା ବାଣ୍ଟୁଛି ଅଭିଯୋଗ ଆଣି ଇସିଙ୍କ ଆଗରେ ଫେରାଦ ହେଲା ବିଜେପି

ଭୁବନେଶ୍ୱର: ବିଜେଡିକୁ ଘାରିଛି ପରାଜୟର ଭୟ । ଅଭ୍ୟାସଗତ ଭାବେ ନିର୍ବାଚନରେ ଦଳୀୟ କାର୍ଯ୍ୟ ପାଇଁ ସରକାରୀ କର୍ମଚାରୀଙ୍କୁ ବ୍ୟବହାର କରୁଛି ବିଜେଡି । ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତାକାଲି ଥିବାବେଳେ ଭୋଟ ବିକଳରେ ବିଜେଡି ଟଙ୍କା ବାଣ୍ଟିବା ଆରମ୍ଭ କରିଦେଇଛି । ଲୋକମାନେ ଜୋଡି…

କେଜ୍ରିୱାଲଙ୍କ ୧୦ ଗ୍ୟାରେଣ୍ଟି, କ୍ଷମତାକୁ ଆସିଲେ ମିଳିବ ମାଗଣା ବିଜୁଳି

ନୂଆଦିଲ୍ଲୀ: ଜେଲରୁ ବାହାରିବା ପରେ ଦେଶବାସୀଙ୍କୁ ଆପ୍‌ ସୁପ୍ରିମୋ ଅରବିନ୍ଦ କେଜ୍ରିୱାଲଙ୍କ ୧୦ ଗ୍ୟାରେଣ୍ଟି । ଦେଶବାସୀଙ୍କୁ ମାଗଣା ବିଜୁଳି ସହ ଉତ୍ତମ ଶିକ୍ଷା-ସ୍ବାସ୍ଥ୍ୟ ସୁବିଧା ଯୋଗାଇବା ପାଇଁ ଦେଲେ ପ୍ରତିଶୃତି । କେଜ୍ରିୱାଲ କହିଛନ୍ତି ଯେ, କେଜ୍ରିୱାଲଙ୍କ ଗ୍ୟାରେଣ୍ଟି ଏକ ବ୍ରାଣ୍ଡ।…

ଆସନ୍ତା ୧୪ ତାରିଖରେ ଓଡ଼ିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହେମନ୍ତ ବିଶ୍ୱ ଶର୍ମା

ଭୁବନେଶ୍ୱର: ବିଜେପି ଫୋକସରେ ଓଡିଶା । ନିର୍ବାଚନ ପାଇଁ ଘନ ଘନ ଓଡିଶା ଗସ୍ତରେ ଆସୁଛନ୍ତି ବିଜେପିର ହେଭିଓ୍ବେଟ ନେତା । ଓଡିଶାରେ ଜନସାଧାରଣଙ୍କୁ ଭୋଟ ଭିକ୍ଷା କରିବେ କେନ୍ଦ୍ରୀୟ ନେତା । ଏହାରି ଭିତରେ ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ଵ ଶର୍ମା । ନିର୍ବାଚନ ପ୍ରଚାରକୁ…

ଓଡିଶାରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ, ଜରୁରୀ ସ୍ୱାସ୍ଥ୍ୟସେବା ପାଇଁ ଏୟାର ଆମ୍ବୁଲାନ୍ସ ନିୟୋଜିତ

ଭୁବନେଶ୍ୱର: ନିର୍ବାଚନ ପରିଚାଳନାରେ ରହିଥିବା କର୍ମଚାରୀ ଓ ମତଦାତାଙ୍କ ଜରୁରୀକାଳୀନ ସ୍ୱାସ୍ଥ୍ୟସେବା ପାଇଁ କୋରାପୁଟ ଜିଲ୍ଲାରେ ମୁଖ୍ୟ ନିର୍ବାଚନ ଅଧିକାରୀ, ଓଡ଼ିଶାଙ୍କ ପକ୍ଷରୁ ଏୟାର ଆମ୍ବୁଲାନ୍ସ ନିୟୋଜିତ କରାଯାଇଛି । ଏହା ମଇ ୧୨ରୁ ମଇ ୨୦ ତାରିଖ ପର୍ଯ୍ୟନ୍ତ ନିୟୋଜିତ ରହିବ ବୋଲି ସୂଚନା…

୨୩୦ ରୁ ଅଧିକ ଆସନ ପାଇବ ନାହିଁ ବିଜେପି:ଅରବିନ୍ଦ କେଜ୍ରିୱାଲ

ନୂଆଦିଲ୍ଲୀ: ଜେଲ୍ ରୁ ବାହାରିବା ପରେ ଗତକାଲି ତଥା ଶନିବାର ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ବିଜେପି ଉପରେ ଖୁବ ବର୍ଷିଛନ୍ତି । ସେ କହିଛନ୍ତି ଚଳିତ ଲୋକସଭା ନିର୍ବାଚନରେ ଶାସକ ଦଳ ୨୩୦ ରୁ ଅଧିକ ଆସନ ପାଇବ ନାହିଁ । ଅରବିନ୍ଦ କେଜ୍ରିୱାଲ  କହିଛନ୍ତି ମୁଁ ଜେଲରୁ ମୁକୁଳିବା ପରେ…

କଂଗ୍ରେସର ଶ୍ରୀରାମ ମନ୍ଦିର ଶୁଦ୍ଧିକରଣ ବୟାନର କଡା ଜବାବ ଦେଲେ ହିମନ୍ତ ବିଶ୍ୱ ଶର୍ମା

ଗୌହାଟୀ: ଲୋକସଭା ନିର୍ବାଚନ ରଣାଙ୍ଗନରେ ଦିନକୁ ଦିନ ବୟାନବାଜି ତୀବ୍ର ହେବାରେ ଲାଗିଛି । ଆସାମ ମୂଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା କଂଗ୍ରେସର ଶ୍ରୀରାମ ମନ୍ଦିର ଶୁଦ୍ଧିକରଣ ବୟାନ ଦେଇ କଡା ଜବାବ ଦେଇଛନ୍ତି । ସେ କହିଛନ୍ତି ଯିଏ ଯାହା କହୁ । ଭାରତ ସର୍ବଦା ହିନ୍ଦୁ ରାଷ୍ଟ୍ର ହୋଇ ରହିଥିଲା…

ରାତି ପାହିଲେ ରାଜ୍ୟରେ ୧ମ ଓ ଦେଶରେ ୪ର୍ଥ ପର୍ଯ୍ୟାୟ ନିର୍ବାଚନ, ଓଡ଼ିଶାର ୨୮ ବିଧାନସଭା ଆସନ ପାଇଁ ହେବ ମତଦାନ

ଭୁବନେଶ୍ୱର: ରାଜ୍ୟର ପ୍ରଥମ ଏବଂ ଦେଶର ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ଆସନ୍ତାକାଲି ମତଦାନ ଅନୁଷ୍ଠିତ ହେବ । ଏଥିପାଇଁ ପ୍ରଚାର କାର୍ଯ୍ୟ ଶେଷ ହୋଇଛି । ଏହି ପର୍ଯ୍ୟାୟରେ ରାଜ୍ୟର ୪ଟି ଲୋକସଭା ଏବଂ ଏହା ଅନ୍ତର୍ଗତ ୨୮ଟି ବିଧାନସଭା ଆସନ ପାଇଁ ଭୋଟ୍‍ଗ୍ରହଣ ଅନୁଷ୍ଠିତ ହେବ । ମେ' ୧୩ରେ…