Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କେନ୍ଦ୍ରରେ ମନ୍ତ୍ରୀ ପଦ ପାଇଁ ସହଯୋଗୀ ଦଳଙ୍କ ଦାବି ଦେଖି ଲକ୍ଷ୍ମଣ ରେଖା ଟାଣିଲା ବିଜେପି

ନୂଆଦିଲ୍ଲୀ: ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଏବଂ ନୀତୀଶ କୁମାରଙ୍କ ଜନତା ଦଳ ୟୁନାଇଟେଡ୍ (ଜେଡିୟୁ) ଏନଡିଏରେ ପ୍ରମୁଖ ଭୂମିକା ଗ୍ରହଣ କରିଛନ୍ତି ଏବଂ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ପଦବୀ ପାଇଁ ଦାବି କରିଛନ୍ତି। ତେବେ ବିଜେପି ସହଜରେ ନିଜର ସହଯୋଗୀ…

ବିଜେଡି ନେତାଙ୍କ ବୈଠକରେ ପାଣ୍ଡିଆନ ଅନୁପସ୍ଥିତ, ବବି ଦେଲେ ବଡ଼ ବୟାନ!

ଭୁବନେଶ୍ୱର: ବିଧାନସଭା ଓ ଲୋକସଭା ନିର୍ବାଚନ ପରେ ଦଳର ନମ୍ବର ଟୁ ନେତା କୁହାଯାଉଥିବା ଭି.କେ ପାଣ୍ଡିଆନ ହଠାତ କ୍ୟାମେରା ସାମ୍ନାକୁ ନଆସିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଏପରିକି ନବୀନ ନିବାସରେ ନିର୍ବାଚିତ ଏବଂ ପରାଜିତ ନେତାଙ୍କ ବୈଠକରେ ସେ ଅନୁପସ୍ଥିତ ରହିଛନ୍ତି। ଏହାରି ଭିତରେ ସେ…

ସ୍ପଷ୍ଟୀକରଣ ରଖିଲା ବିଜେଡି; ‘ଦଳର ସଭାପତିଙ୍କ ନିର୍ଦ୍ଦେଶ କ୍ରମେ ଦିଲ୍ଲୀ ଯାଇଛନ୍ତି ପାଣ୍ଡିଆନ’

ଭୁବନେଶ୍ୱର: ନିର୍ବାଚନ ଫଳାଫଳ ବାହାରିବା ଦିନ ଠାରୁ ଗାଏବ ଅଛନ୍ତି ଭିକେ ପାଣ୍ଡିଆନ । ସର୍ବସାଧାରଣରୁ ଦୂରେଇ ରହୁଛନ୍ତି ପାଣ୍ଡିଆନ । ଏପରିକି ନବୀ ନିବାସରେ ତୁହାକୁ ତୁହା ବସୁଥିବା ବୈଠକରେ ମଧ୍ୟ ନଜର ଆସୁନାହାନ୍ତି । ଯାହାକୁ ନେଇ ବିଭିନ୍ନ ଗଣମାଧ୍ୟମ ଓ ସୋସିଆଲ ମିଡିଆରେ ଚର୍ଚ୍ଚା ଯୋର…

ନିର୍ବାଚନରେ ଦଳୀୟ ନେତାଙ୍କ ପରାଜୟର କାରଣ ଖୋଜାଯିବ: ପ୍ରଣବ ପ୍ରକାଶ ଦାଶ

ଭୁବନେଶ୍ୱର: ନିର୍ବାଚନରେ ଦଳର ଖରାପ ପ୍ରଦର୍ଶନକୁ ନେଇ ଆଜି ସମୀକ୍ଷା ବୈଠକ କରିଥିଲେ ବିଜେଡି ସୁପ୍ରିମୋ ତଥା ବିଦାୟୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଧାନସଭା ଓ ଲୋକସଭା ନିର୍ବାଚନରେ ପରାଜିତ ହୋଇଥିବା ବିଜେଡି ପ୍ରାର୍ଥୀମାନେ ଭୁବନେଶ୍ୱର ନବୀନ ନିବାସରେ ଅନୁଷ୍ଠିତ ବୈଠକରେ ଯୋଗ…

ଦିଲ୍ଲୀର ବିଧାନସଭା ନିର୍ବାଚନ ଏକାକୀ ଲଢ଼ିବ ଆମ ଆଦମୀ ପାର୍ଟି

ନୂଆଦିଲ୍ଲୀ: କଂଗ୍ରେସ ସହିତ ମେଂଟ କରି ଆମ ଆଦମୀ ପାର୍ଟି ଲୋକସଭାରେ ନିର୍ବାଚନରେ ଲଢ଼ିଥିଲେ । ଦିଲ୍ଲୀ ବିଧାନସଭା ନିର୍ବାଚନ ପୂର୍ବରୁ ଉଭୟଙ୍କ ରାସ୍ତା ଅଲଗା ହୋଇଛି । ଆପର ବରିଷ୍ଟ ନେତା ଗୋପାଳ ରାୟ କହିଛନ୍ତି ଆଗାମୀ ଦିଲ୍ଲୀ ବିଧାନସଭା ନିର୍ବାଚନରେ ଆପ ଏକାକୀ ଲଢ଼ିବ । ସୂଚନାଯୋଗ୍ୟ, ଆପର…

ଓଡ଼ିଶା ସମେତ ବିଭିନ୍ନ ରାଜ୍ୟରୁ ହଟିଲା ନିର୍ବାଚନୀ ଆଦର୍ଶ ଆଚରଣ ବିଧି

ଭୁବନେଶ୍ବର: ଓଡିଶା ସହ ଦେଶର ବିଭିନ୍ନ ରାଜ୍ୟରେ ବିଧାନସଭା ନିର୍ବାଚନ ସହିତ ସାଧାରଣ ନିର୍ବାଚନ ପାଇଁ ଲାଗୁ ହୋଇଥିବା ଆଦର୍ଶ ଆଚରଣ ବିଧି ପ୍ରତ୍ୟାହାର ହୋଇଛି। ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଗତ ମାର୍ଚ୍ଚ ୧୬ ତାରିଖରୁ ଲାଗୁ ହୋଇଥିଲା । ନିର୍ବାଚନୀ ଆଦର୍ଶ ଆଚରଣ ବିଧି ହଟିବା…

ବିଏସକେୱାଇ ଯୋଜନାକୁ ନେଇ ଚିନ୍ତା ପ୍ରକଟ କଲେ ରାଜ୍ୟପାଳ, ବିନା ବାଧାରେ ସ୍ୱାସ୍ଥ୍ୟସେବା ଯୋଗାଇ ଦେବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ସରିଛି ସାଧାରଣ ନିର୍ବାଚନ ୨୦୨୪ । ରାଜ୍ୟରେ ବିଜେପିର ଐତିହାସିକ ବିଜୟ ପରେ ବଦଳିଛି ଓଡିଶାର ରାଜନୈତିକ ପାଣିପାଗ । ସରକାର ବଦଳିବା ପରେ ବିରୋଧୀ ଙ୍କର ଆରମ୍ଭ ହୋଇଯାଇଛି ଦୋଷଲଦା କାମ । ତେବେ ଗତକାଲି ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବିଏସକେୱାଇ) ବନ୍ଦ ହୋଇଯାଇଥିବା ନେଇ…

ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍

ଭୁବନେଶ୍ବର: ବନ୍ଦ ହେଇଯିବ କି ଲକ୍ଷ୍ମୀ ବସ ? ଲକ୍ଷ୍ମୀ ବସରୁ ହଟିଲା ଶଙ୍ଖ ଷ୍ଟିକର୍। ବସର ଏକ ପାର୍ଶ୍ବରୁ ହଟିଲା ଲକ୍ଷ୍ମୀ ଚିହ୍ନ, ବସର ପଛରୁ ଲିଭିଲା ମିଶନଶକ୍ତି ଲେଖା । ଏଭଳି କିଛି ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଓ ନୂଆପଡ଼ାରେ । ଗତକାଲି ଯାଏଁ ବସ୍ ଗୁଡ଼ିକରେ ଷ୍ଟିକର୍ ଥିଲା…

ପପୁ ଯାଦବଙ୍କ ଭବିଷ୍ୟବାଣୀ; ‘ମୋଦି ହେବେ ନାହିଁ ପ୍ରଧାନମନ୍ତ୍ରୀ’

ପାଟନା: ୨୦୨୪ ଲୋକସଭା ନିର୍ବାଚନରେ ଏନଡିଏ କୁ ବହୁମତ ମିଳିଥିବାବେଳେ, ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି ନରେନ୍ଦ୍ର ମୋଦି । ଏହି ସମୟ ଭିତରେ ବିହାରର ପୂର୍ଣ୍ଣିୟା ଲୋକସଭା ଆସନରୁ ସ୍ବାଧୀନ ଭାବେ ଜିତିଥିବା ପପୁ ଯାଦବ ମୋଦିଙ୍କୁ ନେଇ ଏକ ବଡ଼ ବୟାନ ଦେଇଛନ୍ତି ।…

ବିମାନ ବନ୍ଦରରେ କଙ୍ଗନା ରାଣାୱତଙ୍କୁ ଚାପୁଡା ମାରିଲେ ସିଆଇଏସଏଫ ଗାର୍ଡ

ଚଣ୍ଡିଗଡ଼: ବଲିଉଡ ଅଭିନେତ୍ରୀ ତଥା ମଣ୍ଡିର ବିଜେପି ସାସଂଦ କଙ୍ଗନା ରାଣାୱତଙ୍କୁ ଚଣ୍ଡିଗଡ଼ ବିମାନ ବନ୍ଦରରେ ଜଣେ ସିଆଇଏସଏଫ ଗାର୍ଡ ଚାପୁଡ଼ା ମାରିଛନ୍ତି । ଚାପୁଡ଼ା ମାରିଥିବା ଗାର୍ଡଙ୍କ ନାଁ ହେଉଛି କୁଲବିନ୍ଦର କୌର । ଏନେଇ କଙ୍ଗନା ଉକ୍ତ ଗାର୍ଡଙ୍କ ବିରୋଧରେ ଅଭିଯୋଗ ଆଣି ତୁରନ୍ତ କଠୋର…