Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

କଣ୍ଟାବାଞ୍ଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଛୁଆ

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ଫଳ ପାଇଁ ଭୋଟ୍‌ ଗଣତି ଚାଲିଛି । କଣ୍ଟାବାଞ୍ଜିରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପଛୁଆ ଅଛନ୍ତି ।  ଯାହା ବିଜେଡିକୁ ଏକ ପ୍ରକାର  ଝଟକା ଲାଗିପାରେ । କଣ୍ଟାବାଂଜି ବିଧାନସଭା ଆସନରେ ପଛରେ ପଡ଼ି ଯାଇଛନ୍ତି ବିଜେଡି ସୁପ୍ରିମୋ ନିଜେ ନବୀନ ପଟ୍ଟନାୟକ ।…

ଓଡିଶା ବିଧାନସଭାରେ ଆଗୁଆ ବିଜେପି, ବାଜି ପଲାଟାଇ ପାରିବ ତ ବିଜେଡି?

ଭୁବନେଶ୍ବର: ଓଡିଶା ବିଧାନସଭାରେ ହଇଚଇ । ପ୍ରାଥମିକ ପର୍ଯ୍ୟାୟରେ ଲିଡ୍ କରୁଛି ମୋଦୀ ମ୍ୟାଜିକ । ଏଯାବତ ହାତେଇଲାଣି ୬୦ ଆସନ । ସେପଟେ ବିଜେଡି ଏପର୍ଯ୍ୟନ୍ତ ୩୭ ଟି ଆସନ ଗ୍ରହଣ କରିଛନ୍ତି । ଏଥି ସହିତ କଂଗ୍ରେସ ୧୦ ଟି ଆସନ ଗ୍ରହଣ କରିଛି । ଯାହା ଏବେ ୨୫ ବର୍ଷର ସରକାରକୁ ଦୋହଲାଇ ପାରେ…

ଓଡିଶା ଲୋକସଭାରେ ବି ଦୌଡରେ ଆଗୁଆ ବିଜେପି

ଭୁବନେଶ୍ବର: ବଡ ବାଜି ମାରିଲାଣି ବିଜେପି । ଦେଶ ତ ଦେଶ ଏବେ ରାଜ୍ୟରେ ବି ପ୍ରାଥମିକ ପ୍ରର୍ଯ୍ୟାୟରେ ଟ୍ରେଣ୍ଡ କରୁଛି । ଦେଶରେ ମୋଦୀ ଲହର ପୂବାନୁମାନ କରାଯାଇଥିବା ବେଳେ ରାଜ୍ୟରେ ଏବେ ଅଧିକ କ୍ଷେତ୍ରରେ ବିଜେପି ଆଗୁଆ ରହିଥିବା ଦେଖାଦେଇଛି । ଓଡିଶା ବିଧାନସଭାରେ ୫୦ ରୁ ଅଧିକ ଆସନରେ…

ପୁରୀ ଓ ଭୁବନେଶ୍ବର ମଧ୍ୟରେ ଲିଡ୍ କରୁଛି  ବିଜେପି

ଭୁବନେଶ୍ବର: ଆରମ୍ଭ ହୋଇଯାଇଛି ଭୋଟ ଗଣତି । କେନ୍ଦ୍ରରେ ବିଜେପି ଆଗୁଆ ଥିବା ବେଳେ ରାଜ୍ୟରେ ଏବେ ପୁରୀ ବିଧାନସଭାରେ ମଧ୍ୟ ବିଜେପି ଆଗୁଆ ରହିଥିବା ସୂଚନା ମିଳୁଛି । ପୁରୀ ବିଜେପି ବିଧାୟକ ପ୍ରାର୍ଥୀ ଜୟନ୍ତ ଷଡଙ୍ଗୀ ଅଧିକ ସଂଖ୍ୟା ଗରିଷ୍ଠତା ହାସଲ କରିଥିବା ସୂଚନା ମିଳିଛି । ସେହିପରି…

ଆରମ୍ଭ ହେଲା ଭୋଟ ଗଣନା, ଗଣତି କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ତଥା ମଙ୍ଗଳବାର ସକାଳ ୮ଟାରୁ ଆରମ୍ଭ ହେଲା ଭୋଟ ଗଣନା। ପ୍ରଥମେ ବାଲଟ ଓ ଏହା ପରେ ଇଭିଏମ୍‌ ଗଣନା ହେବ। ରାଜ୍ୟର ୭୦ଟି କେନ୍ଦ୍ରରେ ଭୋଟ ଗଣନା ହେବ। ସେଥିରୁ ୬୯ଟିରେ ଇଭିଏମ୍‌ ଏବଂ ଗୋଟିଏ କେନ୍ଦ୍ରରେ ପୋଷ୍ଟାଲ ବାଲଟ ଗଣନା କରାଯିବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ…

ଗଣନା ପୂର୍ବରୁ ଖାତା ଖୋଲିଲା ବିଜେପି, ନିର୍ଦ୍ଵନ୍ଦରେ ବିଜୟ ହୋଇଛନ୍ତି ବିଜେପି ସାଂସଦ ପ୍ରାର୍ଥୀ ମୁକେଶ ଦଲାଲ

ନୂଆଦିଲ୍ଲୀ: ସବୁ ପ୍ରତିକ୍ଷାର ଅନ୍ତ ଘଟିଲା । ଖୋଲିଲା ଇଭିଏମ ପେଡି । ଆରମ୍ଭ ହେଲା ଭୋଟ ଗଣତି । ଭୋଟ ଗଣତି ଆରମ୍ଭ ହଉ ହଉ ବିଜେପି ସପକ୍ଷରେ ବହୁମତ ମିଳିଲାଣି । ସେପଟେ କିନ୍ତୁ ବିନା ଭୋଟ ବିନା ଗଣତିରେ ଗୋଟିଏ ଆସନ ହାତେଇ ନେଇଛି ବିଜେପି । ଗୁଜୁରାଟ ସୁରଟରୁ ନିର୍ଦ୍ଵନ୍ଦରେ ବିଜେପି ସାଂସଦ…

ଆଉ ମାତ୍ର କିଛି ସମୟର ଅପେକ୍ଷା, ଖୋଲିବ ପ୍ରର୍ଥୀଙ୍କ ଭାଗ୍ୟ ପେଡି

ଭୁବନେଶ୍ଵର: ସମସ୍ତ ପ୍ରତୀକ୍ଷାରେ ପଡିବ ପୂର୍ଣ୍ଣଚ୍ଛେଦ । ଆଉ ମାତ୍ର କିଛି ସମୟର ଅପେକ୍ଷା । ଖୋଲିବ ଇଭିଏମ ପେଡି । ତା ସହ ଖୋଲିବ ପ୍ରାର୍ଥୀ ମାନଙ୍କ ଭାଗ୍ୟର ଚାବି । କିଏ ପିନ୍ଧିବ ବିଜୟ ମୁକୁଟ । ଆଶା ଆଶଙ୍କାରେ ନେତା । କେନ୍ଦ୍ରରେ କିଏ ଗଢ଼ିବ ସରକାର ? ଓଡ଼ିଶାରେ କାହା ଦଖଲକୁ ଯିବ…

ରାଜ୍ୟର ୩ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ନେଇ ୟୋଲୋ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ବର: ଆସନ୍ତା ୩ ଘଣ୍ଟା ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସମ୍ବଲପୁର, ସୁନ୍ଦରଗଡ଼ ଏବଂ ଝାରସୁଗୁଡ଼ା ଆଦି ଜିଲ୍ଲାକୁ ବର୍ଷା ଘଡ଼ଘଡ଼ି ସହ ଝଡ଼ ତୋଫାନର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହି ୩…

ଭୋଟ୍ ଗଣତି ପାଇଁ ପ୍ରସ୍ତୁତି ଶେଷ: ଗଣନା କେନ୍ଦ୍ର ପରିସରରେ ଇଲୋକ୍ଟ୍ରୋନିକ୍ସ ଯନ୍ତ୍ରପାତି ବ୍ୟବହାର ଉପରେ ନିଷେଧାଦେଶ

ଖୋର୍ଦ୍ଧା: ଚଳିତ ସାଧାରଣ ନିର୍ବାଚନର ଅନ୍ତିମ ପ୍ରକ୍ରିୟା ସ୍ୱରୂପ ଆସନ୍ତାକାଲି ସକାଳ ୮ ଟାରେ ଭୋଟ୍ ଗଣନା ଆରମ୍ଭ ହେବ । ଖୋର୍ଦ୍ଧା ଜିଲ୍ଲାର ଜୟଦେବ, ଭୁବନେଶ୍ୱର ମଧ୍ୟ, ଭୁବନେଶ୍ୱର ଉତ୍ତର, ଭୁବନେଶ୍ୱର-ଏକାମ୍ର ଓ ଜଟଣୀ ବିଧାନସଭା କ୍ଷେତ୍ର ନିମନ୍ତେ ବିଜେବି ସ୍ୱୟଂଶାସିତ ମହାବିଦ୍ୟାଳୟ,…

ଅସ୍ତବ୍ୟସ୍ତ କଲାଣି ତାତି: ରାଜ୍ୟରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୩୦କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରଭାବ କାରଣରୁ ଅଂଶୁଘାତରେ ଯାଉଛି ଜୀବନ । ବର୍ତ୍ତମାନ ସୁଦ୍ଧା ଅଂଶୁଘାତ ରେ ୩୦ ଜଣଙ୍କର ମୃତ୍ୟୁ ହୋଇସାରିଛି । ଏନେଇ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଅଂଶୁଘାତରେ ମୋଟ ୧୪୭ ଜଣଙ୍କର ମୃତ୍ୟୁ…