Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପୋଲିସ ଆଗରେ ଆତ୍ମସମର୍ପଣ କଲେ ୬ ମାଓବାଦୀ

ମାଲକାନଗିରି: ପୋଲିସ ଆଗରେ ଆତ୍ମସମର୍ପଣ କଲେ ମାଲକାନଗିରିଜିଲ୍ଲା ସୀମାନ୍ତ ଛତିଶଗଡ ଜଙ୍ଗଲରେ ରହି ହିଂସା ଘଟାଉଥିବା ରାଜନନ୍ଦଗାଓ ଓ କାଙ୍କେର ଡିଭିଜନ କମିଟିର ୬ଜଣ ନକ୍ସଲ ସଦସ୍ୟ । ଜଙ୍ଗଲରେ ଥିବା ନକ୍ସଲ ନିଜେ ନିଜର ଅସ୍ତ୍ରଶସ୍ତ୍ର ଧରି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି ।…

Shree Jagannatha Temple: ଆସନ୍ତାକାଲି ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି; ୫ ଘଣ୍ଟା ଜଗା ଦର୍ଶନ ବନ୍ଦ

ପୁରୀ: ଚୈତ୍ର ଶୁକ୍ଳ ଶ୍ରୀରାମ ନବମୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀରାମ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଜନ୍ମନୀତି ଅନ୍ୟତମ। ତେଣୁ ଆସନ୍ତାକାଲି ରାମଜନ୍ମ ନୀତି ପାଇଁ ମଧ୍ୟାହ୍ନ ଧୂପ ଭୋଗ ଉଠିବା ପରେ ଶ୍ରୀରାମ ଜନ୍ମ ନୀତି ଶେଷ ହେବା ପର୍ଯ୍ୟନ୍ତ…

୨୦୨୪ ତୁଳନାରେ ୨୦୨୫ ରେ ବଢ଼ିଛି ସଡ଼କ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା…

ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ରୋକିବାକୁ ରାଜ୍ୟ ଠାରୁ କେନ୍ଦ୍ର ସରକାର ପର୍ଯ୍ୟନ୍ତ ଅନେକ ଯୋଜନା କରିବା ସହ କଟକଣା ମଧ୍ୟ ଲଗାଉଛନ୍ତି । ଏହାସହ ଅମାନିଆ ଗାଡ଼ି ଚାଳକଙ୍କୁ ସାବାଡ଼ କରିବାକୁ ହଜାର ହଜାର ଟଙ୍କା ଜରିମାନା ଆଦାୟ କରୁଛନ୍ତି । ତଥାପି ସଡ଼କ ଦୁର୍ଘଟଣା କମିବାର ନାଁ ନେଉନି ।…

Iran’s Navy Chief: ଇସ୍ରାଏଲର ବଡ଼ ଦାବି:ହୋର୍ମୁଜ୍ ପ୍ରଣାଳୀ ବନ୍ଦ କରିଥିବା IRGC ନୌସେନା ମୁଖ୍ୟ ନିହତ

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଇସ୍ରାଏଲ ଏକ ବଡ଼ ଦାବି କରିଛି। ଜଣେ ଇସ୍ରାଏଲୀ ସାମରିକ ଅଧିକାରୀଙ୍କ ଅନୁଯାୟୀ, ବନ୍ଦର ଆବାସରେ ହୋଇଥିବା ଆକ୍ରମଣରେ ଇରାନର IRGC ନୌସେନା ମୁଖ୍ୟ ଆଲିରେଜା ତାଙ୍ଗସିରିଙ୍କ(Alireza Tangsiri) ମୃତ୍ୟୁ ହୋଇଛି। ଇସ୍ରାଏଲୀ ଅଧିକାରୀ…

ଓଡ଼ିଶା ପୌର ନିୟମାବଳୀରେ ସଂଶୋଧନ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ଆର୍ଥିକ କ୍ଷମତାବୃଦ୍ଧି

ଭୁବନେଶ୍ୱର: ରାଜ୍ୟର ପୌରପାଳିକାଗୁଡ଼ିକର କାର୍ଯ୍ୟଧାରାକୁ ଅଧିକ ସରଳ ଓ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର 'ଓଡ଼ିଶା ପୌର ନିୟମାବଳୀ, ୧୯୫୩'ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନ କରିଛନ୍ତି । ନୂତନ 'ଓଡ଼ିଶା ପୌର (ସଂଶୋଧନ) ନିୟମାବଳୀ, ୨୦୨୫' ଅନୁଯାୟୀ, ପୌର ସଂସ୍ଥାର କାର୍ଯ୍ୟନିର୍ବାହୀ…

BJD: ଗଜପତି ନିର୍ବାଚନମଣ୍ଡଳୀରେ ବିଜେଡିର ଶକ୍ତି ବୃଦ୍ଧି; ପଦ୍ମ ଛାଡି ଧରିଲେ ଶଙ୍ଖ

ଭୁବନେଶ୍ୱର: ଗଜପତି ବିଧାନସଭା ନିର୍ବାଚନମଣ୍ଡଳୀର ଶତାଧିକ ବିଜେପି କର୍ମୀ ଆଜି ବିଜୁ ଜନତା ଦଳରେ ଯୋଗ ଦେଇଛନ୍ତି । ଗଜପତି ନିର୍ବାଚନମଣ୍ଡଳୀର ବିଧାୟକ ରୂପେଶ ପାଣିଗ୍ରାହୀଙ୍କ ନେତୃତ୍ୱରେ ଗୋଶାଣୀ ବ୍ଲକ ରମ୍ପା ପଞ୍ଚାୟତର ସରପଞ୍ଚ ଝୁନି ସବର, ନିରଂଜନ ଶବରଙ୍କ ସମେତ ଶତାଧିକ ବିଜେପି କର୍ମୀ ଦଳ…

ଏପ୍ରିଲରେ ରିଲିଜ ହେବ ଓଡ଼ିଆ ଫିଲ୍ମ‘ବିନ୍ଦୁସାଗର’;ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ ହୋଇଥିଲା ବିଶ୍ବ ପ୍ରିମିୟର

ଭୁବନେଶ୍ବର: ୫୬ତମ ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବ (IFFI)ରେ ବିଶ୍ୱ ପ୍ରିମିୟର ହୋଇଥିଲା ଓଡ଼ିଆ ଚଳଚ୍ଚିତ୍ର ‘ବିନ୍ଦୁସାଗର’। ଏହି ଓଡ଼ିଆ ଫିଲ୍ମ 'ବିନ୍ଦୁସାଗର' ଏପ୍ରିଲରେ ରିଲିଜ ହେବାକୁ ଯାଉଛି । ଫିଲ୍ମ ଏପ୍ରିଲ ୧୦ରେ ରିଲିଜ ହୋଇଥାନ୍ତା କିନ୍ତୁ ବର୍ତ୍ତମାନ ଫିଲ୍ମର ରିଲିଜରେ…

ଆସିଲା ୩ ବର୍ଷିଆ ନୂଆ ଅବକାରୀ ନୀତି: ବଡ଼ଦାଣ୍ଡରେ ଖୋଲିବନି ମଦ ଦୋକାନ, ଆଉ ହେବନି…

ଭୁବନେଶ୍ୱର: ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି । ନୂତନ ନୀତି ଆସିବା ପର୍ଯ୍ୟନ୍ତ ଏହା ଚାଲୁ ରହିବ। ପୂର୍ବ ପ୍ରଚଳିତ ବାର୍ଷିକ ନୀତି ପରିବର୍ତ୍ତେ ତ୍ରୈବାର୍ଷିକ ଅବକାରୀ ନୀତି ରୂପରେଖ ପ୍ରବର୍ତ୍ତନ…

ଆସନ୍ତା ସୋମବାର ଯାଏଁ ବିଧାନସଭା ମୁଲତବୀ

ଭୁବନେଶ୍ୱର: ବିରୋଧୀଙ୍କ ହଟ୍ଟଗୋଳ ଭିତରେ ଆଜି ମଧ୍ୟ ଚାଲିପାରିନି ବିଧାନସଭା । ଆସନ୍ତା ସୋମବାର ପର୍ଯ୍ୟନ୍ତ ମୁଲତବୀ ରହିଲା ଗୃହ । ସୋମବାର ଯାଏଁ ବିଧାନସଭାକୁ ମୁଲତବୀ ନେଇ ଘୋଷଣା କରିଛନ୍ତି ବାଚସ୍ପତି ସୁରମା ପାଢୀ । ଗୁରୁବାର ଆରମ୍ଭ ହୋଇଥିଲା କାର୍ଯ୍ୟଦିବସ । ପ୍ରଶ୍ନକାଳ…

MLA Salary Hike Bill: ବଢ଼ିବନି ବିଧାୟକଙ୍କ ଦରମା, ବିଲ୍ ପ୍ରତ୍ୟାହାର ନେଇ ପ୍ରକିୟା ଆରମ୍ଭ

ଭୁବନେଶ୍ୱର: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା ଆରମ୍ଭ ହୋଇଛି । ଦରମା ବିଲ୍ ପ୍ରତ୍ୟାହାର କରିବାକୁ ନୋଟିସ ଆଣିଲେ ବିଧାନସଭା ସଚିବ । ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଠାରୁ ଏନେଇ ନୋଟିସ ଆସିଥିବା ସେ ଜଣାଇଛନ୍ତି । ବିଲ୍ ପ୍ରତ୍ୟାହାର ନେଇ…