Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଏରିୟର ବିଲ୍‌ କରାଇଦେବାକୁ ୪୭ ହଜାର ଟଙ୍କା ଲାଞ୍ଚ ନେଇ ଫସିଲେ ଟ୍ରେଜେରି ଅଫିସ ପିଅନ

ଜୟପୁର: ଭିଜିଲାନ୍ସ ଜାଲରେ ଟ୍ରେଜେରି ଅଫିସର ପିଅନ । ପେନ୍‌ସନ୍‌ ବାବଦକୁ ଏରିୟର ବିଲ୍‌ କରାଇ ଦେବାକୁ ୪୭ ହଜାର ଟଙ୍କା ଲାଞ୍ଚ ନେଉିଥିବାବେଳେ, ଭିଜିଲାନ୍ସ ଜାଲରେ ଫସିଛନ୍ତି ଜୟପୁର ସରକାରୀ ଟ୍ରେଜେରି ଅଫିସର ଚତୁର୍ଥ ଶ୍ରେଣୀ କର୍ମଚାରୀ ହରିଶ୍ଚନ୍ଦ୍ର ମହାପାତ୍ର । ସୂଚନା ଅନୁଯାୟୀ, ଭରତ…

ବାତ୍ୟା ‘ମନ୍ଥା’ ପାଇଁ ଆଲର୍ଟରେ ଗୃହନିର୍ମାଣ ଓ ନଗରଉନ୍ନୟନ ବିଭାଗ

ଭୁବନେଶ୍ବର: ଘୂର୍ଣ୍ଣିବଳୟ ''ମନ୍ଥା'' ସମ୍ଭାବ୍ୟ ପ୍ରଭାବକୁ ଦୃଷ୍ଟିରେ ରଖି ଗୃହ ଓ ନଗର ଉନ୍ନୟନ ବିଭାଗ ରାଜ୍ୟର ସମସ୍ତ ସହରାଞ୍ଚଳରେ ପ୍ରସ୍ତୁତି ବ୍ୟବସ୍ଥା ତ୍ୱରାନ୍ୱିତ କରିଛି । ଓଡ଼ିଶା ଉପକୂଳରେ ଘୂର୍ଣ୍ଣିବଳୟ ''ମନ୍ଥା''କୁ ଦୃଷ୍ଟିରେ ରଖି ଜରୁରୀକାଳୀନ କାର୍ଯ୍ୟରେ ଥିବା ସମସ୍ତ…

ସୂଚନା ଏବଂ ଲୋକସମ୍ପର୍କ ବିଭାଗ ବିଜେପିର ନିର୍ବାଚନ ପ୍ରଚାର କରୁଥିବା ଅଭିଯୋଗ ଆଣି ମୁଖ୍ୟନିର୍ବାଚନ ଅଧିକାରୀଙ୍କୁ…

ଭୁବନେଶ୍ୱର: ରାଜ୍ୟର ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଦ୍ୱାରା ଆଦର୍ଶ ଆଚରଣ ସଂହିତା ଉଲ୍ଲଂଘନ ଏବଂ ନୂଆପଡା ବିଧାନସଭା ଉପନିର୍ବାଚନ ସମୟରେ ସରକାରୀ କଳର ଅପବ୍ୟବହାର ସମ୍ପର୍କରେ ଆଜି ମୁଖ୍ୟନିର୍ବାଚନ ଅଧିକାରୀଙ୍କ ଠାରେ ଫେରାଦ ହେଲା କଂଗ୍ରେସ । ପିସିସି ପକ୍ଷରୁ ଏକ ପ୍ରତିନିଧି ଦଳ…

ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକରେ ୫ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟର ୨୯ ତମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନ ସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି l ବୈଠକ ପରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା…

ଭ୍ରମିତ କରୁଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା: ବିଜେଡି

ଭୁବନେଶ୍ୱର: ଆଜି ନୂଆପଡାରେ ଆୟୋଜିତ ସୁଭଦ୍ରା ଶକ୍ତି ସମାବେଶରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଭିଭାଷଣକୁ ବିଜୁ ଜନତା ଦଳ ଦୃଢ଼ ନିନ୍ଦା କରିଛି । ଆଜି ଶଙ୍ଖ ଭବନରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଦଳର ରାଜ୍ୟସଭା ସାଂସଦ ତଥା ସାଧାରଣ ସମ୍ପାଦିକା ସୁଲତା ଦେଓ କହିଛନ୍ତି ଯେ,…

ନୂଆପଡ଼ାରେ ଘରେ ଘରେ ସୁଭଦ୍ରା ପହଞ୍ଚିବା ସହ ବିକାଶ ନକ୍ସା ବଦଳିଛି: ଉପମୁଖ୍ୟମନ୍ତ୍ରୀ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ବିଜେପି ପାର୍ଟି କାର୍ଯ୍ୟାଳୟ ଠାରେ ସୁଭଦ୍ରା ଶକ୍ତି ସମାବେଶ ଅନୁଷ୍ଠିତ ହୋଇ ଯାଇଛି । ଏହି ସମାବେଶରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଯୋଗ ଦେଇ ସୁଭାତ୍ରା ମାଆଙ୍କୁ ଆହ୍ବାନ କରିଥଲେ । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ନୂଆପଡ଼ାରେ ବିକାଶ…

ବାତ୍ୟା “ମୋନ୍ଥା”ର ମୁକାବିଲା ପାଇଁ ଟିପିଏସଓଡିଏଲର ଯୋଜନାବଦ୍ଧ ପ୍ରସ୍ତୁତି

ବ୍ରହ୍ମପୁର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା 'ମୋନ୍ଥା'କୁ ଦୃଷ୍ଟିରେ ରଖି ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ତତ୍ପରତା ଦେଖାଇଛି । ନିରବଚ୍ଛିନ୍ନ ବିଜୁଳି ଯୋଗାଣ ସୁନିଶ୍ଚିତ କରିବା ସହ ବିଦ୍ୟୁତ ସରବରାହରେ ବାଧାବିଘ୍ନକୁ ହ୍ରାସ କରିବା ପାଇଁ…

HIL 2025-26: ଏହି ଦିନଠୁ ଆରମ୍ଭ ହେବ ହକି ଇଣ୍ଡିଆ ଲିଗ୍; ଭୁବନେଶ୍ବରରେ ଏହି ତାରିଖରୁ ମ୍ୟାଚ…

ନୂଆଦିଲ୍ଲୀ: ଭାରତର ପ୍ରମୁଖ ହକି ଟୁର୍ଣ୍ଣାମେଣ୍ଟ ହକି ଇଣ୍ଡିଆ ଲିଗ୍ (Hero Hockey India League (HIL) ଶନିବାର ଦିନ 2025-26 ସିଜିନ୍ ପାଇଁ ପୁରୁଷ ଏବଂ ମହିଳା ବିଭାଗର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ରୋମାଞ୍ଚ, ଉତ୍ସାହ ଏବଂ ନୂତନ ସୁଯୋଗରେ ପରିପୂର୍ଣ୍ଣ ହେବ। ରାଞ୍ଚିର…

ନାବାଳିକାଙ୍କୁ ସଂପର୍କୀୟ ଭାଇ ଓ ଦାଦା ଗଣଦୁଷ୍କର୍ମ ମାମଲା; ଉଭୟଙ୍କୁ ଗିରଫ କଲା ପୋଲିସ

ପୁରୀ: ପୁରୀ ଜିଲ୍ଲା ଚନ୍ଦନପୁର ଅଞ୍ଚଳରେ ଘରେ ପଶି ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଦୁଇ ଜଣଙ୍କୁ ଗିରଫ କଲା ପୋଲିସ । ସଂପର୍କୀୟ ଭାଇ ଓ ଦାଦାକୁ ଗିରଫ କରିଛି ପୋଲିସ । ଉଭୟ ଘରେ ପଶି ନାବାଳିକାଙ୍କୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଥିଲା । ଚନ୍ଦନପୁର ଥାନା ପୋଲିସ ଏକ ମାମଲା…

କାହିଁକି ଓଡ଼ିଶା ମୁହାଁ ହେଉନାହିଁନ୍ତି ପର୍ଯ୍ୟଟକ! ଦେଶର ଶ୍ରେଷ୍ଠ ୧୦ ପର୍ଯ୍ୟଟନ କ୍ଷେତ୍ର ତାଲିକାରେ ନାହିଁ ଓଡିଶାର…

ଭୁବନେଶ୍ୱର: ପର୍ଯ୍ୟଟନ କ୍ଷେତ୍ରରେ ପଛେଇଛି ଓଡିଶା । ବିଶ୍ୱ ପର୍ଯ୍ୟଟନ ଦିବସରେ ପ୍ରକାଶିତ ଭାରତୀୟ ପର୍ଯ୍ୟଟନ ତଥ୍ୟଭିତ୍ତିକ ବାର୍ଷିକ ରିପୋର୍ଟ-୨୦୨୫ ଅନୁଯାୟୀ, ଉଭୟ ଘରୋଇ ଓ ବିଦେଶୀ ପର୍ଯ୍ୟଟକ ତାଲିକାରେ ଶ୍ରେଷ୍ଠ ୫ରୁ ୧୦ ରାଜ୍ୟ ମଧ୍ୟରେ ଓଡିଶାର ସ୍ଥାନ ନାହିଁ । ୨୦୨୪ରେ ଓଡ଼ିଶାକୁ ମାତ୍ର…