Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଦିଲ୍ଲୀ ଅବକାରି ଦୁର୍ନୀତି ମାମଲା: ମନୀଷ ସିସୋଦିଆଙ୍କୁ ପୁଣି ଝଟକା

ନୂଆଦିଲ୍ଲୀ: ଦିଲ୍ଲୀ ଅବକାରି ଦୁର୍ନୀତି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ଦାଖଲ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିଙ୍କ ଠାରୁ ଉତ୍ତର ମାଗିଛନ୍ତି । ଏହି ମାମଲାରେ କୋର୍ଟ ମନୀଷ ସିସୋଦିଆଙ୍କ ନ୍ୟାୟିକ ହେପାଜତ ଆସନ୍ତା ମେ’ ୭…

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା!, ଚାରିଆଡେ ଲାଗିଲା ପୋଷ୍ଟର

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ୨୦୨୪ ପାଇଁ ଯୋରଦାର ପ୍ରଚାର ପ୍ରସାର ଆରମ୍ଭ ହୋଇଯାଇଥିବାବେଳେ, ଏହା ଭିତରେ ଏକ ନୂଆ ଚିତ୍ର ସାମ୍ନାକୁ ଆସିଛି । ଉତ୍ତରପ୍ରଦେଶ ଆମେଠୀର କଂଗ୍ରେସ କର୍ଯ୍ୟାଳୟ ସମ୍ମୁଖ ବ୍ୟତୀତ ଅନେକ ସ୍ଥାନରେ ପ୍ରିୟଙ୍କା ଗାନ୍ଧୀଙ୍କ ସ୍ବାମୀ ରବର୍ଟ ଭଦ୍ରାଙ୍କ ପୋଷ୍ଟର…

କର୍ଣ୍ଣାଟକ ସରକାରଙ୍କ ବଡ ନିଷ୍ପତି, ଓବିସିରେ ସାମିଲ ହେଲେ ସମସ୍ତ ମୁସଲମାନ

ବେଙ୍ଗାଲୁରୁ: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ଣ୍ଣାଟକ ସରକାର ମୁସଲିମ୍ ମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଏନେଇ ସୂଚନା ଦେଇଛନ୍ତି । ପଛୁଆ ବର୍ଗର ଜାତୀୟ ଆୟୋଗଙ୍କ କହିବା ଅନୁସାରେ, କର୍ଣ୍ଣାଟକ…

ଓଃ କି ଗରମ: ଦିନ ସାଢେ ୧୧ ଟା ସୁଦ୍ଧା ୪୧ ଡିଗ୍ରୀ ପାର୍

ଭୁବନେଶ୍ଵର: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ସାଙ୍ଗକୁ ଗୁଳୁଗୁଳି ରେ ଆଉଟୁ ପାଉଟୁ ହେଉଛି ସାରା ରାଜ୍ୟ । ଆଜି ବି ଜାରି ରହିଛି ତାତି । ଆଜି ଦିନ ସାଢେ ୧୧ଟା ସୁଦ୍ଧା ଅସହ୍ୟ ହେଲାଣି ଖରାର ପ୍ରକୋପ । ଆଜି ଦିନ ସାଢେ ୧୧ଟା ସୁଦ୍ଧା ବାଲେଶ୍ଵର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିବା…

ରାଜ୍ୟ ସରକାରଙ୍କ ବିରୋଧରେ ଲୋକାର୍ପିତ ହେଲା ବିଜେପିର ଚାର୍ଜସିଟ୍

ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବିରୋଧରେ ବିଜେପିର ଚାର୍ଜସିଟ୍ ଲୋକାର୍ପିତ । ଚାର୍ଜସିଟ୍‌ ଲୋକାର୍ପିତ କଲେ କେନ୍ଦ୍ରମନ୍ତ୍ରୀ ଭୂପେନ୍ଦ୍ର ଯାଦବ ।  କେତେଦିନ ସହିବା, ପରିବର୍ତ୍ତନ ଆଣିବା' ନାଁରେ ତିଆରି ହୋଇଛି ଚାର୍ଜସିଟ୍ । ଓଡିଶା ଅସ୍ମିତା ପାଇଁ ଲଢେଇ ଡାକରା ଦେଇଥିବା ବିଜେପି ୨୫ ବର୍ଷ…

ହିଞ୍ଜିଳିରୁ ଆରମ୍ଭ ହେଲା ନବୀନଙ୍କ ପ୍ରଚାର, ବିରୋଧିଙ୍କୁ କଲେ ଟାର୍ଗେଟ

ହିଞ୍ଜିଳି: ଆଗକୁ ନିର୍ବାଚନ ଥିବା ବେଳେ ଆଜି ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ପ୍ରଚାର ଅଭିଯାନ ଆରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ନବୀନ ପଟ୍ଟନାୟକ । ନିର୍ବାଚନ ପ୍ରଚାର ପାଇଁ ନିଜ ନିର୍ବାଚନ କ୍ଷେତ୍ର ହିଞ୍ଜିଳିରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ ନବୀନ…

ପୁଣିଥରେ କ୍ଷମା ପାର୍ଥନା କଲା ପତଞ୍ଜଳି, କହିଲା ’ଏଭଳି ଭୁଲ ପୁଣି କେବେ ହେବନି’

ନୂଆଦିଲ୍ଲୀ: ପୁଣିଥରେ କ୍ଷମା ପାର୍ଥନା କଲା ପତଞ୍ଜଳି । ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ୍ ପରିଚାଳନା ନିର୍ଦ୍ଦେଶକ (ଏମଡି) ବାଲକ୍ରିଷ୍ଣା ପୁଣିଥରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ କ୍ଷମା ମାଗିଛନ୍ତି । ପତଞ୍ଜଳି ତରଫରୁ ବିନା…

ଡିଆରଡିଓ ପକ୍ଷରୁ ସ୍ୱଦେଶୀ ଜ୍ଞାନକୌଶଳରେ ହାଲୁକା ବୁଲେଟପ୍ରୁଫ୍ ଜ୍ୟାକେଟ୍ ନିର୍ମିତ

କାନପୁର: କାନପୁରସ୍ଥିତ (DRDO) ବା ଡିଫେନସ ରିସର୍ଚ୍ଚ ଡେଭଲପମେଣ୍ଟ ଅର୍ଗାନାଇଜେସନ ବିକଶିତ କରିଛି ହାଲୁକା ବୁଲେଟପ୍ରୁଫ୍ ଜ୍ୟାକେଟ୍ । ଏହା ସମ୍ପୂର୍ଣ୍ଣ ଭାବେ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ହୋଇଛି। ପ୍ରତିରକ୍ଷା ଗବେଷଣା ଏବଂ ବିକାଶ ସଂଗଠନ (DRDO) ର ଏକ ୟୁନିଟ୍ ଉଚ୍ଚ ସ୍ତରର ବିପଦରୁ…

ଆହୁରି ବଢିବ ତାତି: ମେ ୧ ବେଳକୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା, ସତର୍କ କରାଇଲା ପାଣିପାଗ ବିଭାଗ

ଭୁବନେଶ୍ୱର: ଆଗାମୀ ୫ ଦିନ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ଦିନ ତାପମାତ୍ରାରେ ୪ରୁ ୬ ଡ଼ିଗ୍ରୀ ଯାଏଁ ବୃଦ୍ଧି ସମ୍ଭାବନା ରହିଛି । ମେ ୧ ତାରିଖ ବେଳକୁ ୪୮ ଡିଗ୍ରୀ ଛୁଇଁବ ତାପମାତ୍ରା। ଏଥିସହ ଗ୍ରୀଷ୍ମପ୍ରବାହର ପ୍ରକୋପ ଜାରି ରହିବାର ସମ୍ଭାବନା ରହିଛି। ଆଗାମୀ ଶୁକ୍ରବାର ଓ ଶନିବାର ସ୍ଥିତି…

ଆଜି ପ୍ରଚାର ମଇଦାନକୁ ଓହ୍ଲାଇବେ ନବୀନ: ହିଞ୍ଜିଳି, ଶେରଗଡ଼ରେ କରିବେ ଭୋଟଭିକ୍ଷା

ଭୁବନେଶ୍ୱର: ମେ ୧୩ ତାରିଖରେ ପ୍ରଥମ ପର୍ଯ୍ୟାୟ ଅର୍ଥାତ୍‍ ୪ଟି ଲୋକସଭା ମଣ୍ଡଳୀ କୋରାପୁଟ, ନବରଙ୍ଗପୁର, ବ୍ରହ୍ମପୁର ଓ ଏହାର ଅନ୍ତର୍ଗତ ୨୮ ବିଧାନସଭା ପାଇଁ ଭୋଟ୍ ଗ୍ରହଣ ହେବ। ସୋମାବର ନବୀନ ନିବାସରୁ ଆରମ୍ଭ ହୋଇଥିଲା ଯୋଡ଼ି ଶଙ୍ଖର ପ୍ରଚାର। ଆଉ ଆଜି ପ୍ରତ୍ୟକ୍ଷ ଭାବେ ପ୍ରଚାର ମଇଦାନକୁ…