Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ କେନ୍ଦ୍ର ଅନୁମୋଦନ, ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ଗ୍ରୀନ ଫିଲଡ଼…

ଭୁବନେଶ୍ୱର: କେନ୍ଦ୍ର ସରକାର ଓଡ଼ିଶାରେ ୪୪,୭୭୧ କୋଟି ଟଙ୍କାର ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ସେଥିରେ ଜାତୀୟ ରାଜପଥ ପ୍ରକଳ୍ପ ପାଇଁ ୩୦ ହଜାର କୋଟି ଓ ରାଜ୍ୟ ରାଜପଥ ପ୍ରକଳ୍ପ ପାଇଁ ୧୩ ହଜାର କୋଟି ଟଙ୍କା ମଞ୍ଜୁର ହୋଇଛି। ସେହିପରି ଭୁବନେଶ୍ୱରରୁ ପାରାଦୀପକୁ ସଂଯୋଗ ହେବ ନୂତନ…

ଅନିର୍ଦ୍ଦିଷ୍ଟ କାଳ ପାଇଁ ଧାରଣାରେ ବସିଲା କନିଷ୍ଠ ଶିକ୍ଷକ ସଂଘ

ଭୁବନେଶ୍ବର: ରାଜଧାନୀରେ କନିଷ୍ଠ ଶିକ୍ଷକ ସଂଘର ଗର୍ଜନ। ଆନ୍ଦୋଳନକୁ ଓହ୍ଲାଇଲା ଓଡ଼ିଶା କନିଷ୍ଠ ଶିକ୍ଷକ ସଂଘ। ଭୁବନେଶ୍ବର ଲୋୟର୍ ପିଏମଜିରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲା ସଂଘ। ନିୟମିତ ପ୍ରତିଶ୍ରୁତି ଦେଇ ପାଳନ କରୁନଥିବା ଅଭିଯୋଗ। ଏହି ଅଭିଯୋଗ ଆଧାରରେ ଆନ୍ଦୋଳନକୁ ଓହ୍ଲାଇଲା…

ଅଷ୍ଟ୍ରେଲିଆରେ ସୋସିଆଲ ମିଡିଆ କଟକଣା

ନୂଆଦିଲ୍ଲୀ: ଅଷ୍ଟ୍ରେଲିଆରେ ବ୍ୟାନ ହେଲା ସୋସିଆଲ ମିଡିଆ। ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସୋସିଆଲ୍ ମିଡିଆ ବ୍ୟାନ୍ ହୋଇଛି। ଆଜିଠୁ ନୂଆ ନିୟମ ଲାଗୁ ହୋଇଛି । ଫେସବୁକ୍, ଇନ୍‌ଷ୍ଟାଗ୍ରାମ୍, ୟୁଟ୍ୟୁବ୍‌ରେ ଆକାଉଣ୍ଟ ଥିଲେ ହଟାଇବାକୁ ପଡ଼ିବ ନଚେତ୍ କମ୍ପାନୀକୁ ୩୩ ମିଲିୟନ ଡଲାର…

Deepavali added to UNESCO: ୟୁନେସ୍କୋ ସାଂସ୍କୃତିକ ଐତିହ୍ୟ ତାଲିକାରେ ‘ଦୀପାବଳି’ ସାମିଲ ;…

ନୂଆଦିଲ୍ଲୀ:ଆଲୋକର ପର୍ବ ଦୀପାବଳିକୁ ୟୁନେସ୍କୋ ସାଂସ୍କୃତିକ ଐତିହ୍ୟ ତାଲିକାରେ ସାମିଲ କରାଯାଇଛି। ଭାରତର ଦୀପାବଳି ପର୍ବକୁ UNESCOର ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ(Intangible Cultural Heritage) ତାଲିକାରେ ସାମିଲ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଐତିହାସିକ…

ଜନସାଧାରଣଙ୍କ ପାଇଁ ଖୁସି ଖବର: ସପ୍ତାହାନ୍ତରେ ଦିନ ସାରା ଖୋଲା ରହିବ ବିଡିଏ ପାର୍କ

ଭୁବନେଶ୍ୱର: ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ) ଏହାର ପାର୍କଗୁଡ଼ିକର ଖୋଲା ରହିବା ସମୟକୁ ନେଇ ଏକ ବଡ଼ ପରିବର୍ତ୍ତନ ଘୋଷଣା କରିଛି। ପ୍ରାତଃଭ୍ରମଣକାରୀ, ଫିଟନେସ୍ ପ୍ରେମୀ ଏବଂ ପରିଦର୍ଶକଙ୍କ ବାରମ୍ବାର ଅନୁରୋଧକୁ ଦୃଷ୍ଟିରେ ରଖି, ବିଡିଏ ନିଷ୍ପତ୍ତି ନେଇଛି ଯେ, ସପ୍ତାହାନ୍ତରେ…

Mahanadi water dispute: ମହାନଦୀ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ୱର:ଓଡ଼ିଶା ଓ ଛତିଶଗଡ଼ ମଧ୍ୟରେ ଦୀର୍ଘ ସମୟ ଧରି ମହାନଦୀ ଜଳ ବିବାଦ ଲାଗି ରହିଛି । ତେବେ ମହାନଦୀ ଜଳ ବିବାଦ ପାଇଁ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓଙ୍କ ଅଧ୍ୟକ୍ଷତାରେ ଗଠନ ହେଲା ଉଚ୍ଚସ୍ତରୀୟ କମିଟି। ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶରେ ୭ ଜଣିଆ କମିଟି ଗଠନ । ରାଜ୍ୟ…

ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ମାଲକାନଗିରି: ମାଲକାନଗିରିରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି। ଆସନ୍ତାକାଲି ୧୨ଟା ଯାଏଁ ଇଣ୍ଟରନେଟ୍‌ କଟକଣା ବଢ଼ିଲା। ଅପ୍ରୀତିକର ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନର ନିଷ୍ପତ୍ତି। ପୁଣି ଏମ୍‌ଭି-୨୬ ଓ ରାଖେଲଗୁଡ଼ା ଗାଁରେ ସ୍ଥିତି ଅନୁଧ୍ୟାନ କଲେ ଡିଜିପି।…

Delhi Blast:ଦିଲ୍ଲୀ ଆତଙ୍କବାଦୀ ଆକ୍ରମଣ ଘଟଣାରେ ଆଉ ଜଣେ ଅଭିଯୁକ୍ତ ଗିରଫ; ପ୍ରମାଣ କରିଥିଲା ନଷ୍ଟ…

ନୂଆଦିଲ୍ଲୀ: ନଭେମ୍ବର ୧୦ ତାରିଖରେ ଦିଲ୍ଲୀର ଲାଲକିଲ୍ଲା ସମ୍ମୁଖରେ ହୋଇଥିବା କାର ବୋମା ବିସ୍ଫୋରଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା (NIA) ମଙ୍ଗଳବାର ଆଉ ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ ଗିରଫ କରିଛି। ଏହି ମାମଲାରେ ଏହା NIAର ଅଷ୍ଟମ ଗିରଫଦାରୀ। ଗିରଫ ଅଭିଯୁକ୍ତ ହେଉଛି ଡକ୍ଟର ବିଲାଲ…

Malkangiri: ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ; ପୋଟେରୁ ନଦୀକୂଳରୁ …

ମାଲକାନଗିରି: ୪ ତାରିଖରେ ମୁଣ୍ଡବିହୀନ ମୃତଦେହ ଉଦ୍ଧାର ପରେ ଆଜି ମିଳିଲା କଟାମୁଣ୍ଡ । କନ୍ୟା ଆଶ୍ରମ ନିକଟ ପୋଟେରୁ ନଦୀକୂଳରୁ ମିଳିଲା କଟାମୁଣ୍ଡ । ସକାଳେ ସ୍ଥାନୀୟ ମହିଳାମାନେ ନଦୀକୁ ଗାଧୋଇବାକୁ ଯିବା ବେଳେ ଉକ୍ତ କଟା ମୁଣ୍ଡଟିକୁ ଦେଖିବାକୁ ପାଇଥିଲେ। ଗ୍ରାମବାସୀ ପୋଲିସକୁ ଖବର ଦେବା…

Goa nightclub fire: ଗୋଆ କ୍ଲବ ଅଗ୍ନିକାଣ୍ଡ: ଲୁଥ୍ରା ବ୍ରଦର୍ସଙ୍କ ସହ-ମାଲିକ ଗିରଫ

ନୂଆଦିଲ୍ଲୀ: ଗୋଆର ବିର୍ଚ ବାଏ ରୋମିଓ ଲେନ୍ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ମାମଲାରେ ଗୋଆ ପୋଲିସ ନୂଆଦିଲ୍ଲୀରୁ ଆଉ ଜଣେ ଅଭିଯୁକ୍ତ ଅଜୟ ଗୁପ୍ତାଙ୍କୁ ଗିରଫ କରିଛି। ପୂର୍ବରୁ ତାଙ୍କ ବିରୁଦ୍ଧରେ ଏକ ଲୁକଆଉଟ୍ ସର୍କୁଲାର ଜାରି କରାଯାଇଥିଲା, ଯାହା ଫଳରେ ସେ ଦେଶ କିମ୍ବା ରାଜ୍ୟ ବାହାରକୁ ଯିବାକୁ…