Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

୩ ବର୍ଷରେ ୧୮୭୮ ଗୋ ଚାଲାଣ କେସ୍,ପଶ୍ଚିମବଙ୍ଗକୁ ହେଉଛି ସର୍ବାଧିକ…

ଭୁବନେଶ୍ଵର:ସୀମାଞ୍ଚଳରେ ଗୋ-ମାଫିଆମାନେ ବିଭିନ୍ନ ଉପାୟରେ ଗୋ ଚାଲାଣ କରୁଛନ୍ତି। ଓଡ଼ିଶାରୁ ପଶ୍ଚିମବଙ୍ଗକୁ ହେଉଛି ସର୍ବାଧିକ ଗୋ ଚାଲାଣ। ଏଥିସହ ଆନ୍ଧ୍ର ପ୍ରଦେଶ, ଝାଡ଼ଖଣ୍ଡ, ଛତିଶଗଡ଼, ତେଲେଙ୍ଗାନା ଓ ତାମିଲନାଡ଼ୁକୁ ମଧ୍ୟ ଗୋ ଚାଲାଣ କରାଯାଉଛି। ବିଧାନସଭାରେ ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ…

Gold & Silver Rate: ୧୦ହଜାର କମ୍ ହେଲା ସୁନା, ରୂପା ଦର ବି ଖସିଲା

ଭୁବନେଶ୍ବର: ସୁନା କିଣିବାକୁ ଚାହୁଁଥିଲେ ଆଜି ହିଁ କିଣନ୍ତୁ । ଦଶ ହଜାର ଖସିଲା ସୁନା ଦର । ଆଜି ରାଜଧାନୀ ଭୁବନେଶ୍ବରରେ ୨୪ କ୍ୟାରେଟ୍ ସୁନା ମୂଲ୍ୟ ୧୦ ଗ୍ରାମ ପିଛା ୧,୩୫,୬୫୦ଟଙ୍କା ରହିଛି । ଗତକାଲି ୨୪ କ୍ୟାରେଟ୍ ସୁନା ମୂଲ୍ୟ ₹୧,୪୫,୯୭୦ଟଙ୍କା ରହିଥିଲା । ଆଜି ୧୦,୩୨୦ଟଙ୍କା କମ୍ ହୋଇଛି…

ଆମେରିକା ସହ ସବୁ ସମ୍ପର୍କ ଶେଷ !

ନୂଆଦିଲ୍ଲୀ: ମଧ୍ୟପ୍ରାଚ୍ୟରେ ଯୁଦ୍ଧର ନିଆଁ ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ଏବଂ ଇରାନ ମଧ୍ୟରେ ଥିବା କୂଟନୈତିକ ସମ୍ପର୍କ ସମ୍ପୂର୍ଣ୍ଣ ଭାବେ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଇରାନର ବୈଦେଶିକ ମନ୍ତ୍ରୀ ଅବ୍ବାସ ଆରାଘଚି ସିଧାସଳଖ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଉପରେ…

IPL: କ୍ରିକେଟ୍ ପଡ଼ିଆରେ ଟଙ୍କାର ବର୍ଷା !

ନୂଆଦିଲ୍ଲୀ: ଆଜିର ସମୟରେ IPL କେବଳ ଏକ କ୍ରିକେଟ୍ ଲିଗ୍ ହୋଇ ରହିନାହିଁ, ବରଂ ଏହା ଏକ ବିରାଟ ବ୍ୟବସାୟିକ ମଡେଲ୍‌ରେ ପରିଣତ ହୋଇଛି । ଏକ ରିପୋର୍ଟ ଅନୁଯାୟୀ, IPL ଟିମ୍‌ଗୁଡ଼ିକର ସ୍ପନସରସିପ୍ ଆୟ ୧୦୦୦ କୋଟି ଟଙ୍କାର ସୀମା ଅତିକ୍ରମ କରିଛି। ବଡ଼ ବଡ଼ କମ୍ପାନୀଗୁଡ଼ିକ ପାଇଁ କ୍ରିକେଟ୍ ଏବେ…

ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣା; ଦୁଇ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

କେନ୍ଦୁଝର: ଓଡ଼ିଶା କଂଗ୍ରେସ ସଂଗଠକ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କୁ ହତ୍ୟା ଧମକ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରିଛି ପୋଲିସ । ହ୍ବାଟସ୍ ଆପ୍ ଜରିଆରେ ଜୟଦେବ ଜେନାଙ୍କୁ ହତ୍ୟାଧମକ ମିଳିଥିଲା । ଅଭିଯୁକ୍ତଙ୍କୁ ଗିରଫ ସହ ନିଜ ସୁରକ୍ଷା ଦାବି କରିଥିଲେ ଜୟଦେବ । ଗତ ୯ ତାରିଖ…

ଆସାମ ନିର୍ବାଚନ ପୂର୍ବରୁ ବିଜେପିକୁ ବଡ଼ ଝଟକା, ପଦ୍ମ ଛାଡି ହାତ ଧରିଲେ ଏହି ପ୍ରଭାବଶାଳୀ ନେତା

ଗୌହାଟୀ: ଆସାମ ବିଧାନସଭା ନିର୍ବାଚନ ପୂର୍ବରୁ ବିଜେପିକୁ ଏକ ବଡ଼ ଝଟକା ଲାଗିଛି। ହିମନ୍ତ ବିଶ୍ୱ ଶର୍ମା ସରକାରରେ ପୂର୍ବତନ କ୍ରୀଡା ଏବଂ ଯୁବ କଲ୍ୟାଣ ମନ୍ତ୍ରୀ ନନ୍ଦିତା ଗାର୍ଲୋସା ରବିବାର ଦିନ ଆନୁଷ୍ଠାନିକ ଭାବରେ କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ବିଜେପି ଦ୍ୱାରା ଟିକେଟ୍ ମନା କରାଯିବା…

ପୁରୀ ବସଷ୍ଟାଣ୍ଡରେ ବଡଧରଣର ଅଗ୍ନିକାଣ୍ଡ

ପୁରୀ: ପୁରୀ ବସଷ୍ଟାଣ୍ଡରେ ଥିବା ଏକ ଘରୋଇ ବସରେ ବଡଧରଣର ଅଗ୍ନିକାଣ୍ଡ। ଗତକାଲି (ରବିବାର) ବିଳମ୍ବିତ ରାତିରେ ଘଟିଛି ଏଭଳି ଘଟଣା। କୌଣସି କାରଣରୁ ଏକ ଘରୋଇ ବସରେ ନିଆଁ ଲାଗିଯିବାରୁ ବସର ଅନେକ ଅଂଶ ହୁ ହୁ ହୋଇ ଜଳୁଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଅଗ୍ନିଶମ ବିଭାଗର ତିନୋଟି ଦମକଳ ଗାଡି…

ଆଜିଠୁ ମହଙ୍ଗା ହେବ ଘରୋଇ ବିମାନ ଯାତ୍ରା ଭଡ଼ା

ନୂଆଦିଲ୍ଲୀ/ମୁମ୍ବାଇ: ଆଜିଠୁ ମହଙ୍ଗା ହୋଇଯିବ ଘରୋଇ ବିମାନ ଯାତ୍ରା। ବିମାନ ଭଡ଼ା ଉପରରୁ 'କ୍ୟାପିଂ' ହଟାଇଛନ୍ତି ସରକାର। ଆଜିଠୁ ବିମାନ ଭଡ଼ା ମୂଲ୍ୟ ସ୍ଥିର କରିବେ ବିମାନ କମ୍ପାନୀ। ବେସାମରିକ ବିମାନ ଚଳାଚଳ ମନ୍ତ୍ରଣାଳୟ ଘରୋଇ ବିମାନ ଯାତ୍ରାର ଅସ୍ଥାୟୀ ଭଡ଼ା ସୀମା ଉଠାଇବାକୁ ନିଷ୍ପତ୍ତି…

ମଧ୍ୟପ୍ରାଚ୍ୟରେ ଥିବା ଆମେରିକୀୟଙ୍କ ପାଇଁ ଆଡଭାଇଜାରି ଜାରି

ୱାଶିଂଟନ: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧର ପରିସର ଦିନକୁ ଦିନ ବୃଦ୍ଧି ପାଉଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହର୍ମୁଜ୍ ପ୍ରଣାଳୀ ସମ୍ପର୍କରେ ଚେତାବନୀ ପରେ ଇରାନ ମଧ୍ୟ ପ୍ରତିଶୋଧ ନେବାକୁ ଧମକ ଦେଇଛି। ଏହି ସମୟରେ ଆମେରିକାର ବୈଦେଶିକ ବିଭାଗର କନସୁଲାର ବ୍ୟାପାର ବିଭାଗ ସୋସିଆଲ…

ଓଡ଼ିଶାର ୩୪ ଖଣି ହେବ ନିଲାମ, ତାଲିକାରେ ଅଛି ସୁନା ଖଣି

ଭୁବନେଶ୍ବର: ଓଡ଼ିଶା ସରକାର ୨୦୨୬-୨୭ ଆର୍ଥିକ ବର୍ଷରେ ନିଲାମ ପାଇଁ ୨୫ଟି ପ୍ରମୁଖ ଖଣିଜ ପଦାର୍ଥ ଥିବା ଖଣି, ୯ଟି ଗୁରୁତ୍ୱପୂର୍ଣ୍ଣ ଏବଂ ରଣନୈତିକ ଖଣିଜ ସମ୍ପତ୍ତି ସମେତ ୩୪ଟି ଖଣିକୁ ନେଇ ଏକ ମହତ୍ୱାକାଂକ୍ଷୀ ଯୋଜନା ପ୍ରସ୍ତୁତ କରିଛନ୍ତି। ଆଗାମୀ ଦିନରେ ରାଜ୍ୟରେ ଏହି ୩୪ଟି ଖଣି ନିଲାମ…