Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ଲାଓସରେ ଫସିଛନ୍ତି ୧୭ ଓଡ଼ିଆ ଶ୍ରମିକ, ଉଦ୍ଧାର ପାଇଁ ବୈଜୟନ୍ତ ପଣ୍ଡାଙ୍କ ଉଦ୍ୟମ

ଭୁବନେଶ୍ବର: ବରିଷ୍ଠ ବିଜେପି ନେତା ତଥା ରାଷ୍ଟ୍ରୀୟ ଉପସଭାପତି ବୈଜୟନ୍ତ ପଣ୍ଡା ଲାଓସରେ ଫସିଥିବା ୧୭ ଜଣ ଓଡ଼ିଆ ଶ୍ରମିକଙ୍କୁ ଉଦ୍ଧାର କରି ସୁରକ୍ଷିତ ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ କରିଛନ୍ତି। ଏଠାରେ ସୂଚନାଯୋଗ୍ୟ ଯେ…

ବିଜେପିରେ ସାମିଲ ହେଲେ ଭର୍ତ୍ତୃହରି, ସିଦ୍ଧାନ୍ତ ଓ ଦମୟନ୍ତୀ

ଭୁବନେଶ୍ବର: ନିର୍ବାଚନ ଯେତିକି ପାଖଉଛି ନେତାଙ୍କ ଦଳ ଡିଆଁ ପର୍ବ ଜାରି ରହିଛି ।ଏହି କ୍ରମେର ବିଜେପିରେ ସାମିଲ ହେଲେ ହେଭିଓ୍ବେଟ୍ ନେତା । ଆଜି ପଦ୍ମ ଧରିଲେ କଟକ ସାଂସଦ ଭର୍ତ୍ତୁହରି ମହତାବ, ବିଜେଡିରୁ ୨ ଥର ସାଂସଦ ଥିବା ସିଦ୍ଧାନ୍ତ ମହାପାତ୍ର ଓ ପଦ୍ମଶ୍ରୀ ଦମୟନ୍ତୀ ବେସ୍ରା । ଆଜି…

‘ଏପ୍ରିଲ ପ୍ରଥମ ସପ୍ତାହରେ ଘୋଷଣା ହେବ କଂଗ୍ରେସ ଟିକେଟ୍‌’

ଭୁବନେଶ୍ୱର: ନିର୍ବାଚନ ପାଇଁ ସାମ୍ନାକୁ ଆସୁଛି ପ୍ରାର୍ଥୀ ତାଲିକା । ବିଜେପି ଓ ବିଜେଡି ପର୍ଯ୍ୟାୟ କ୍ରମେ ନିଜର ପ୍ରାର୍ଥୀ ତାଲିକା ଘୋଷଣା କରିଥିବାବେଳେ, କିନ୍ତୁ ପଛରେ ପଡ଼ିଯାଇଛି କଂଗ୍ରେସ । କଂଗ୍ରେସ କେବେ ନିଜ ପ୍ରାର୍ଥୀ ତାଲିକା ଘୋଷଣା କରିବ ବୋଲି ଚର୍ଚ୍ଚା ହେଉଥିବାବେଳେ, ଏହାରି…

ପଳାତକ ନିରବ ମୋଦିଙ୍କୁ ବଡ ଝଟକା, ବିକ୍ରି ହେବ ହେବ ଲଣ୍ଡନରେ ଥିବା ବିଳାସପୂର୍ଣ୍ଣ ବଙ୍ଗଳା

ନୂଆଦିଲ୍ଲୀ: ପଳାତକ ନିରବ ମୋଦିଙ୍କୁ ଲଣ୍ଡନ ହାଇକୋର୍ଟରୁ ଏକ ବଡ଼ ଝଟକା ଲାଗିଛି । ଲଣ୍ଡନରେ ତାଙ୍କ ବିଳାସପୂର୍ଣ୍ଣ ବଙ୍ଗଳା ବିକ୍ରି କରିବାକୁ କୋର୍ଟ ଅନୁମୋଦନ କରିଛନ୍ତି । ନିରବ ମୋଦିଙ୍କ ଏହି ବିଳାସପୂର୍ଣ୍ଣ ବଙ୍ଗଳା ସେଣ୍ଟ୍ରାଲ ଲଣ୍ଡନର ମେରିଲେବୋନରେ ଅବସ୍ଥିତ । ଏହି ବଙ୍ଗଳାରେ ନିରବ…

ଶାନ୍ତି ସୈନିକଙ୍କ ବିରୋଧରେ ହୋଇଥିବା ଅପରାଧର ରେକର୍ଡ ରଖିବା ପାଇଁ ଡାଟାବେସ୍ ଲଞ୍ଚକଲା ଭାରତ

ନୂଆଦିଲ୍ଲୀ: ମିଳିତ ଜାତିସଂଘ ଶାନ୍ତି ସୈନିକଙ୍କ ବିରୋଧରେ ଅପରାଧ ରେକର୍ଡ କରିବା ଏବଂ ଅପରାଧୀଙ୍କୁ ଉତ୍ତରଦାୟୀ କରିବା ଦିଗରେ କାର୍ଯ୍ୟ କରିବା ପାଇଁ ଭାରତ ଏକ ନୂତନ ଡାଟାବେସ୍ ଆରମ୍ଭ କରିଛି। ଭାରତର ଜାତିସଂଘର ରାଷ୍ଟ୍ରଦୂତ ରୁଚିକା କାମ୍ବୋଜ ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର ଦିନ ଭାରତ…

ଅରବିନ୍ଦ କେଜ୍ରିୱାଲଙ୍କୁ ମୁଖ୍ୟମନ୍ତ୍ରୀ ପଦରୁ ହଟାଇବା ମାମଲା, ଆବେଦନକୁ ଖାରଜ କଲେ କୋର୍ଟ

ନୂଆଦିଲ୍ଲୀ: ଦିଲ୍ଲୀରେ ପୁଣି ଥରେ ଲାଗୁ ହେବ କି ରାଷ୍ଟ୍ରପତି ଶାସନ! ଏଲଜି ଭି.କେ ସକ୍ସେନାଙ୍କ ବିବୃତ୍ତି 'ଜେଲ ଭିତରୁ ଦିଲ୍ଲୀ ସରକାର ଚାଲିପାରିବ ନାହିଁ ' ପରେ ଏନେଇ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଆମ୍ ଆଦମୀ ପାର୍ଟି (AAP) ଦାବୀ କରିଛି ଯେ, ଅରବିନ୍ଦ କେଜ୍ରିୱାଲ ହିଁ ଦିଲ୍ଲୀର…

କେମିକାଲ ମିଶା ରଙ୍ଗ ଖେଳି ୨୦ ଯୁବକ ଅସୁସ୍ଥ, ହସ୍ପିଟାଲରେ ଭର୍ତ୍ତି

ବଲାଙ୍ଗିର: ହୋଲିରେ ଅଘଟଣ। ହୋଲି ଖେଳି ୨୦ ଜଣ ଯୁବକ ଅସୁସ୍ଥ। ହୋଲିରେ କିଛି ରସାୟନିକ ପଦାର୍ଥ ମିଶା ଯିବା କାରଣରୁ ଏପରି ଅଘଟଣ ଘଚିଛି। କେମିକାଲ ମିଶା ରଙ୍ଗ ଖେଳି ୨୦ ଯୁବକ ହସ୍ପିଟାଲରେ ଭର୍ତ୍ତି। ଏପରି ଘଟଣା ଘଟିଛି ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ସହରରେ। ସୂଚନା ଅନୁସାରେ ଅଶୋକନଗର…

ଖୁବ୍ ଶୀଘ୍ର ଆସିପାରେ ବିଜେପି ବିଧାନସଭା ପ୍ରାର୍ଥୀ ତାଲିକା, ପୁଣି ଦିଲ୍ଲୀ ଗଲେ ମନମୋହନ

ଭୁବନେଶ୍ବର: ବିଜେଡି ବିଧାନସଭା ପ୍ରାର୍ଥୀ ତାଲିକା ସହିତ ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି କିନ୍ତୁ ଏଯାବତ୍ ବିଜେପି କେବଳ ୧୮ ସାଂସଦଙ୍କ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ତେବେ କଂଗ୍ରେସ ଏଯାବତ୍ ପ୍ରାର୍ଥୀ ଘୋଷଣା କରିନାହିଁ । ଏହାରି ଭିତରେ ଖୁବ୍ ଶୀଘ୍ର ଆସିପାରେ…

ମନୁଷ୍ୟ ମସ୍ତିଷ୍କର ଆକାର ବୃଦ୍ଧି ପାଉଛି !

ନୂଆଦିଲ୍ଲୀ: ପାଖାପାଖି ୬୦ରୁ୭୦ ଦଶକ ମଧ୍ୟରେ ମନୁଷ୍ୟ ଶରୀରରେ ଅନେକ ପ୍ରକାରର ପରିବର୍ତନ ଦେଖିବାକୁ ମିଳୁଛି । ଏହା ଫଳରେ ଅନେକ ପ୍ରକାରର ନୂତନ ରୋଗ ଆମକୁ ଅସୁବିଧାରେ ପକାଉଛି । କମ ବୟସରେ ଡାଇବେଟିଜ ଓ ହାର୍ଟ ରୋଗରେ ଏହାର ଜ୍ୱଳନ୍ତ ଉଦାହରଣ । ନିକଟରେ ଜାମା ନ୍ୟୁରୋଲୋଜି ଜର୍ଣ୍ଣାଲରେ…

ଆଜିଠାରୁ ଲାଗୁହେବାକୁ ଯାଉଛି ଷ୍ଟକ୍ ମାର୍କେଟର ସବୁଠାରୁ ବଡ ନିୟମ

ମୁମ୍ବାଇ: ଯେଉଁମାନେ ଷ୍ଟକ୍ ମାର୍କେଟରେ ବିନିଯୋଗ କରୁଛନ୍ତି ସେମାନଙ୍କ ପାଇଁ ଏକ ବଡ଼ ଖୁସି ଖବର ଅଛି | ଆଜିଠାରୁ ଷ୍ଟକ୍ ମାର୍କେଟରେ ଏକ ବଡ ପରିବର୍ତ୍ତନ ହେବାକୁ ଯାଉଛି | ମାର୍ଚ୍ଚ ୨୮ ରୁ ଷ୍ଟକ୍ ମାର୍କେଟରେ ଏକ ନୂତନ ନିୟମ ଲାଗୁ ହେବାକୁ ଯାଉଛି, ଯାହା ହେଉଛି ଟି+0 ନିୟମ | ଏହି ନିୟମର…