Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ପିକଅପ୍ ଭ୍ୟାନ୍ ଉପରେ ଚଢ଼ିଗଲା ହାଇୱା; ୨ ମୃତ, ୮ଗୁରୁତର

କନ୍ଧମାଳ: ବୌଦ୍ଧ ଓ କନ୍ଧମାଳ ଜିଲା ସୀମାନ୍ତ ଘଣ୍ଟାପଡ଼ା ଥାନା ଅଞ୍ଚଳରେ ଏକ ହାଇୱା ଓ ପିକ୍‌ଅପ୍‌ ମଧ୍ୟରେ ଭୟଙ୍କର ଦୁର୍ଘଟଣା । ବୁଧବାର ରାତି ୮ଟା ୪୦ରେ ଦୁର୍ଘଟଣା ଘଟି ୨ଜଣଙ୍କର ମୃତ୍ୟୁ ହୋଇଛି । ପ୍ରାୟ ୮ଜଣ ଗୁରୁତରଥିବା ସୂଚନା ରହିଛି । ସେମାନଙ୍କୁ ପ୍ରାଥମିକ ଭାବେ କଣ୍ଟାମାଳ ଗୋଷ୍ଠୀ…

Gun factory: ଗାଁରେ ଦେଶୀ ବନ୍ଧୁକ କାରଖାନା ଠାବ; ୨ ଗିରଫ

ଗଜପତି: ଗାଲାପାଜୁ ଗାଁରେ ଦେଶୀ ବନ୍ଧୁକ କାରଖାନା ଠାବ । ଏହି ଘଟଣାରେ ୨ ଗିରଫ ହୋଇଛନ୍ତି ଓ ୧୨ ବନ୍ଧୁକ ସହ ବ୍ୟବହୃତ ବିଭିନ୍ନ ସାମଗ୍ରୀ ମଧ୍ୟ ଜବତ ହୋଇଛି । ଗଜପତି, ଗଞ୍ଜାମ ଓ କନ୍ଧମାଳ ଜିଲ୍ଲାକୁ ଯୋଗାଉଥିଲେ ବନ୍ଧୁକ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଡମ୍ବଗୁଡ଼ା…

NHAI:ଏବେ ହାଇଟେକ୍ ଯାନ ରାସ୍ତାର ଅବସ୍ଥା କରିବ ଯାଞ୍ଚ , NHAIର ନୂତନ ପଦକ୍ଷେପ ଆରମ୍ଭ

ନୂଆଦିଲ୍ଲୀ: ଜାତୀୟ ରାଜପଥରେ ଯାତ୍ରା କରିବା ଏବେ ଆହୁରି ଆରାମଦାୟକ ହେବ। ରାସ୍ତାର ଅବସ୍ଥାକୁ ସଠିକ୍ ଭାବରେ ତଦାରଖ କରିବା ପାଇଁ, NHAI (ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ) ସାରା ଦେଶରେ ନେଟୱାର୍କ ସର୍ଭେ ଯାନ (NSV) ନିୟୋଜିତ କରିବ । ଏହି ହାଇଟେକ୍ ଯାନଗୁଡ଼ିକ ୨୩ଟି ରାଜ୍ୟରେ ପ୍ରାୟ…

ପାଞ୍ଚ କୁଖ୍ୟାତ ଅପରାଧୀ ଗିରଫ; ଡ୍ରୋନ୍ ଦ୍ବାରା ପାକିସ୍ତାନରୁ ଆସୁଥିଲା ଅସ୍ତ୍ରଶସ୍ତ୍ର

ରାଞ୍ଚି: ଝାଡ଼ଖଣ୍ଡର ରାଜଧାନୀ ରାଞ୍ଚିର ପୋଲିସ ଏକ ବଡ଼ ସଫଳତା ହାସଲ କରିଛି। ସେମାନେ ପ୍ରକାଶ କରିଛନ୍ତି ଯେ ରାଜ୍ୟରେ କାର୍ଯ୍ୟ କରୁଥିବା କୁଖ୍ୟାତ ଅପରାଧୀମାନେ ଡ୍ରୋନ୍ ମାଧ୍ୟମରେ ପାକିସ୍ତାନରୁ ଅସ୍ତ୍ରଶସ୍ତ୍ର ଯୋଗାଣ ପାଉଥିଲେ। ଏହି ମାମଲାରେ ରାଞ୍ଚି ପୋଲିସର ଏକ ଚାଞ୍ଚଲ୍ୟକର ଖୁଲାସା…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ବିଜେପିରେ ଯୋଗ ଦେଲେ ବରିଷ୍ଠ ନେତା ଭୁଜବଳ ଅଡ଼ବାଙ୍ଗ

ନୂଆପଡା: ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱ ଓ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବଢ଼ିଚାଲିଛି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବିକଶିତ ଭାରତ ଗଠନ ପାଇଁ ଯେଉଁ ସ୍ୱପ୍ନ ଦେଖିଛନ୍ତି ତାହାକୁ ପୂରଣ କରିବା ପାଇଁ…

ନୂଆପଡା ଉପନିର୍ବାଚନ; ୫ ନାମାଙ୍କନ ପତ୍ର ନାକଚ, ମଇଦାନରେ ୧୪ ପ୍ରାର୍ଥୀ

ଭୁବନେଶ୍ୱର: ଆଗାମୀ ନୂଆପଡା ବିଧାନସଭା ଉପନିର୍ବାଚନ ପୂର୍ବରୁ ପ୍ରାର୍ଥୀ ପତ୍ର ଯାଞ୍ଚ ସମୟରେ ମୋଟ ୫ଟି ନାମାଙ୍କନ ପତ୍ର ନାକଚ କରାଯାଇଛି ବୋଲି ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ବୁଧବାର ସୂଚନା ଦେଇଛନ୍ତି। ଅଯୋଗ୍ୟ ଘୋଷଣା ହୋଇଥିବା ବ୍ୟକ୍ତିମାନେ ହେଉଛନ୍ତି ବହୁଜନ ସମାଜ…

ପୋଲିସ ଏସଆଇ ପରୀକ୍ଷା ସ୍କାମ; ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଆଗୁଆ ଜାମିନ ଆବେଦନ ଖାରଜ

କଟକ: ଓଡ଼ିଶା ପୋଲିସ ସବ-ଇନ୍ସପେକ୍ଟର (ଏସଆଇ) ନିଯୁକ୍ତି ଦୁର୍ନୀତି ମାମଲାର ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟି ଏବଂ ତାଙ୍କ ପତ୍ନୀ ଦୀପ୍ତିମୟୀ ସାହୁଙ୍କ ଦ୍ୱାରା ଦାଖଲ କରାଯାଇଥିବା ଆଗୁଆ ଜାମିନ ଆବେଦନକୁ ବୁଧବାର ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଛନ୍ତି। ମାମଲାର ଶୁଣାଣି କରି କୋର୍ଟ…

ପୀତବାସ ହତ୍ୟାକାଣ୍ଡ ଘଟଣା; ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କ ଗିରଫକୁ ନେଇ ବିଜେଡ଼ିର ପ୍ରତିବାଦ

ବ୍ରହ୍ମପୁର: ଗଞ୍ଜାମର ବହୁଚର୍ଚ୍ଚିତ ପୀତବାସ ହତ୍ୟାକାଣ୍ଡ ଘଟଣାରେ ପୋଲିସ ବିଜେଡିର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡାଙ୍କୁ ଗିରଫ ପରେ ଦଳ ପକ୍ଷରୁ ପ୍ରତିବାଦ କରାଯାଇଛି। ଏଥିସହିତ ଏହାକୁ ସମ୍ପୂର୍ଣ୍ଣ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ବୋଲି କହିଛି। ଅକ୍ଟୋବର ୬ ରାତିରେ ପୀତବାସ ପଣ୍ଡାଙ୍କୁ…

ପୋଲିସ ଏସଆଇ ନିଯୁକ୍ତି ସ୍କାମ; ତଦନ୍ତ ଦାୟିତ୍ୱ ସିବିଆଇକୁ ହସ୍ତାନ୍ତର

ଭୁବନେଶ୍ବର: ବହୁ ଚର୍ଚ୍ଚିତ ପୋଲିସ ସବ୍‌ ଇନ୍ସପେକ୍ଟର ନିଯୁକ୍ତି ସ୍କାମ ମାମଲାର ତଦନ୍ତ ଭାର ସିବିଆଇକୁ ହସ୍ତାନ୍ତର କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ସୂଚନାଯୋଗ୍ୟ ଯେ, ଓଡିଶା ପୋଲିସ ସବ୍‌ ଇନ୍‌ସପେକ୍ଟର ନିଯୁକ୍ତି ପରୀକ୍ଷାରେ ବ୍ୟାପକ…

Neeraj Chopra: ସେନାରେ ଲେଫ୍ଟନାଣ୍ଟ କର୍ଣ୍ଣେଲ ହେଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ: ଭାରତର ଗୋଲ୍ଡେନ ବୟ ଭାବରେ ଜଣାଶୁଣା ଜାଭେଲିନ୍ ଥ୍ରୋ ଷ୍ଟାର ନୀରଜ ଚୋପ୍ରାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସମ୍ମାନ ମିଳିଛି। ତାଙ୍କୁ ଟେରିଟୋରିଆଲ୍ ସେନାରେ ସମ୍ମାନଜନକ ଲେଫ୍ଟନାଣ୍ଟ କର୍ଣ୍ଣେଲ ଉପାଧିରେ ସମ୍ମାନିତ କରାଯାଇଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏବଂ ସେନା ମୁଖ୍ୟ…