Latest Odisha News

BREAKING NEWS

Browsing Category

ମୁଖ୍ୟ ଖବର

ସାରା ଦେଶରେ ନମ୍ବର-୧ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ

ଭୁବନେଶ୍ବର: ଓଡ଼ିଶାର ନମ୍ୱର-୧ ଡାକ୍ତରଖାନା ଭାବେ ସାରା ଭାରତବର୍ଷରେ ସମ୍ମାନ ସାଉଁଟିଲା କ୍ୟାପିଟାଲ ହସ୍ପିଟାଲ । ଭୁବନେଶ୍ୱର ସ୍ଥିତ କ୍ୟାପିଟାଲ ହସ୍ପିଟାଲ୍ କୁ ଜାତୀୟ ଗୁଣାତ୍ମକ ଆସ୍ୟୁରାନ୍ସ‌ ଷ୍ଟାଣ୍ଡାର୍ଡ (ଏନ୍‌‌କ୍ୱାସ୍‌‌) ତରଫରୁ କ୍ୱାଲିଟି ସାର୍ଟିଫିକେଟ୍‌‌ ପ୍ରଦାନ କରାଯାଇଛି ।…

‘ଜନଜାତି ସମ୍ପ୍ରଦାୟ ପାଇଁ ସରକାର ଅନେକ ଉନ୍ନତିମୂଳକ ପଦକ୍ଷେପ ନେଇଛନ୍ତି’

ଭୁବନେଶ୍ବର: ବିଜେଡି ଜାତୀୟ ମୁଖପାତ୍ର ଡକ୍ଟର ସଂତୃପ୍ତ ମିଶ୍ର ଜନଜାତି ସମ୍ପ୍ରଦାୟ ଉପରେ ଗୁରୁତ୍ବାରୋପ କରିଛନ୍ତି । ସେ କହିଛନ୍ତି ଯେ, ଜନଜାତି ସମ୍ପ୍ରଦାୟ ବହୁତ ଗୁରୁତ୍ୱପୂର୍ଣ୍ଣ । ଏହା ଓଡ଼ିଶାରେ ୨୨.୮% ବା ଏକ କୋଟି ଲୋକ । ଏମାନଙ୍କ ଉନ୍ନତି ସଂସ୍କୃତି, ଜ୍ଞାନ, ବନ୍ୟ ଉତ୍ପାଦନ, ଔଷଧ,…

ଘୋଷଣା ହେବ କି ବିଜେଡିର ପାର୍ଥୀ ତାଲିକ! ନବୀନ ନିବାସରେ ଚାଲିଛି ଗୁରୁତ୍ଵପୁର୍ଣ୍ଣ ବୈଠକ

ଭୁବେନଶ୍ଵର: ବାଜି ସାରିଛି ବିଗୁଲ୍ । ଘୋଷଣା ସରିଛି ସାଧାରଣ ନିର୍ବାଚନ ତାରିଖ । ଏବେ ସବୁ ଦଳ ନିଜ ପାର୍ଥୀ ତାଲିକା ପ୍ରସ୍ତୁତ କରିବାରେ ବ୍ୟସ୍ତ । ଏହାରି ଭିତରେ ଘୋଷଣା ହେବ କି ବିଜେଡିର ପାର୍ଥୀ ତାଲିକା । ନବୀନ ନିବାସରେ ଚାଲିଛି ଗୁରୁତ୍ଵପୁର୍ଣ୍ଣ ବୈଠକ । ପୁରୀ ସଂସଦୀୟ କ୍ଷେତ୍ରର…

ଆଜି ବି ଇଡିରେ ହାଜର ହେବେନି ଅରବିନ୍ଦ କେଜ୍ରିୱାଲ, ସମନକୁ ବେଆଇନ କହିଲା ଆପ

ନୁଆଦିଲ୍ଲୀ: ଦିଲ୍ଲୀ ଜଳ ବୋର୍ଡରେ ହୋଇଥିବା ଅନିୟମିତତା ସହ ଜଡିତ ଅର୍ଥ ହେରଫେର ଯାଞ୍ଚ ମାମଲାରେ ଆଜି ବି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟରେ ହାଜର ହେବେନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ । ଦିଲ୍ଲୀ ଜଳ ବୋର୍ଡ ମାମଲାରେ 'ମନି ଲଣ୍ଡରିଂ ଆକ୍ଟ' (PMLA)ର ଧାରା ୫୦ ଅନୁଯାୟୀ…

ପୁଣି ଦିଲ୍ଲୀ ଗଲେ ମନମୋହନ ସାମଲ, ପ୍ରାର୍ଥୀ ତାଲିକା ଉପରେ ଲାଗିପାରେ ମୋହର

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ବସୁଛି ବିଜେପିର କୋର କମିଟି ବୈଠକ । ଏହି ପରିପ୍ରେକ୍ଷିରେ ପୁଣି ଦିଲ୍ଲୀ ଗଲେ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ । ନିର୍ବାଚନ କମିଟି ବୈଠକରେ ପ୍ରସ୍ତୁତ ସମ୍ଭାବ୍ୟ ପ୍ରାର୍ଥୀ ତାଲିକା ଧରି ଦିଲ୍ଲୀ ଗସ୍ତ କରିଛନ୍ତି । ପ୍ରାର୍ଥୀ ତାଲିକା ଉପରେ ମୋହର ମାରିବ…

ଏମଏଚ ୩୭୦: ସାମ୍ନାକୁ ଆସିଲା ଘଟଣା ପଛର ସତ୍ୟ, ନିଖୋଜ ନୁହେଁ ଥିଲା ସାମୁହିକ ହତ୍ୟା ଏବଂ ଆତ୍ମହତ୍ୟାର ଯୋଜନା

ନୂଆଦିଲ୍ଲୀ: ଆଜିଠୁ ପ୍ରାୟ ଏକ ଦଶକ ପୂର୍ବରୁ ଅର୍ଥାତ୍ ୨୦୧୪ ମସିହା ମାର୍ଚ୍ଚ ୮ତାରିଖ । ସେଦିନ ଏପରି କିଛି ଘଟଣା ଘଟିଥିଲା ଯାହା ସାରା ବିଶ୍ଵକୁ ସ୍ତବ୍ଧ କରିଦେଇଥିଲା । ଏମଏଚ ୩୭୦ ବିମାନ ଯାହା ଅଚାନକ ଭାବରେ ନିଖୋଜ ହୋଇଯାଇଥିଲା । ଘଟଣାଟି ଆଜି ମଧ୍ୟ ରହସ୍ୟଘେରରେ ଅଛି । ବିମାନ ଚଳାଚଳ…

୨୪ଘଣ୍ଟିଆ କେନ୍ଦୁଝର ବନ୍ଦ, ଶୁଆକାଠିରୁ ଗୁହାଳଡିହି ରେଳ ପ୍ରକଳ୍ପକୁ ବିରୋଧ

କେନ୍ଦୁଝର: ଆଜି ୨୪ ଘଣ୍ଟିଆ କେନ୍ଦୁଝର ବନ୍ଦ । ଶୁଆକାଠିରୁ ଗୁହାଳଡିହି ରେଳ ପ୍ରକଳ୍ପକୁ ବିରୋଧ କରି ଟ୍ରକ ମାଲିକ ସଂଘ ପକ୍ଷରୁ ୨୪ ଘଣ୍ଟିଆ ବନ୍ଦ ପାଳନ । କେନ୍ଦୁଝର ଷ୍ଟେସନରେ ୨ଟି ଟ୍ରେନକୁ ଅଟକ ରଖି ପ୍ରତିବାଦ କରୁଛି ସଂଘ । କେନ୍ଦୁଝରଗଡ଼-ଖୋର୍ଦ୍ଧାରୋଡ଼ ପାସେଞ୍ଜର ଟ୍ରେନ୍ ଚଳାଚଳ ବନ୍ଦ…

ଆଇଟି ରେଡ୍ ପରେ ହିରୋ ମୋଟୋକର୍ପ କିଣିଥିଲା ହଜାରେ କୋଟିର ନିର୍ବାଚନୀ ବଣ୍ଡ!

ନୂଆଦିଲ୍ଲୀ: ଲୋକସଭା ନିର୍ବାଚନ ପାଇଁ ତାରିଖ ଘୋଷଣାର ଗୋଟିଏ ଦିନ ପରେ ରବିବାର ନିର୍ବାଚନ ଆୟୋଗ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଭାରତୀୟ ଷ୍ଟେଟ୍ ବ୍ୟାଙ୍କରୁ ଇଲେକ୍ଟୋରାଲ୍ ବଣ୍ଡ ବା ନିର୍ବାଚନୀ ବଣ୍ଡ ସମ୍ପର୍କରେ ମିଳିଥିବା ସଦ୍ୟତମ ତଥ୍ୟର ତଥ୍ୟ ନିଜ ୱେବସାଇଟରେ ଅପଲୋଡ୍ କରିଛନ୍ତି।…

୧୬ ବର୍ଷ ପରେ ଟାଇଟଲ ଜିତି ଇତିହାସ ରଚିଲା ଆରସିବି: ଫାଇନାଲରେ ପରାସ୍ତ ହେଲା ଦିଲ୍ଲୀ

ନୂଆଦିଲ୍ଲୀ: ମହିଳା ପ୍ରିମିୟର ଲିଗର ଦ୍ୱିତୀୟ ସଂସ୍କରଣର ଫାଇନାଲ ମ୍ୟାଚ୍ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଅନୁଷ୍ଠିତ ହୋଇଥିଲା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଏହି ମ୍ୟାଚ୍ ଖେଳାଯାଇଥିଲା। ଦିଲ୍ଲୀ ଅଧିନାୟକ ମେଗ୍ ଲାନିଂ ଟସ୍ ଜିତି ପ୍ରଥମେ…

ତ୍ରୁଟି ନା ଠକେଇ? ୟୁକୋ ବ୍ୟାଙ୍କରେ ଜାଲିଆତି ପାଇଁ ୧୬ ଲକ୍ଷ ୨୫ ହଜାର ଟଙ୍କା ବ୍ୟବସାୟୀ ହରାଇଥିବା ଅଭିଯୋଗ

ଯାଜପୁର: ରସୁଲପୁର ବ୍ଲକ ଗୋପାଳପୁର ଗ୍ରାମର ବ୍ୟବସାୟୀ ରବୀନ୍ଦ୍ର ଗୋଇଁ କଟକସ୍ଥିତ ୟୁକୋ ବ୍ୟାଙ୍କ ବାରବାଟୀ ଶାଖାରୁ ୧୬ ଲକ୍ଷ ୨୫ ହଜାର ଟଙ୍କା ଠକେଇ ହୋଇଥିବା ନେଇ ଖାଉଟି ଅଦାଲତରେ ଅଭିଯୋଗ କରିଛନ୍ତି। ଜାରକା ବଜାରରେ ଏକ କପଡ଼ା ଦୋକାନ ଚଳାଉଥିବା ଏବଂ ସହରରେ ଏକ ଭଡ଼ା ଘରେ ରହୁଥିବା…